-+91-9937148622 |

prerana_bgr@rediffmail.com |

  Saturday 13th December 2025 |

| | | |

R.N.I. Regd No. ODIODI/2010/46693

Breaking News

ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   (13-Dec-2025)       ||      ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   (13-Dec-2025)       ||      ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   (13-Dec-2025)       ||      ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   (13-Dec-2025)       ||      ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ    (13-Dec-2025)       ||      ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା    (12-Dec-2025)       ||      ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   (12-Dec-2025)       ||      ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   (12-Dec-2025)       ||      ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   (12-Dec-2025)       ||      *ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   (12-Dec-2025)       ||      କୃଷି ସମବାୟ ସମିତି ବୋଡ଼େନରେ ଧାନ ମଣ୍ଡି ଉଦଘାଟନ   (12-Dec-2025)       ||      ହିତାଧିକାରୀଙ୍କୁ ଅଧିକାରୀଙ୍କ ଜୁହାର,ଘର ସମ୍ପୂର୍ଣ୍ଣ କରିବାକୁ ଅନୁରୋଧ   (12-Dec-2025)       ||      ହଧାନର ମନ୍ଥରତାରୁ ସମାଧାନ ପାଇଁ ଅତାବିରା ଏନ୍ଏସି ସ୍ତରୀୟ ଚାଷୀଙ୍କ ବୈଠକ   (12-Dec-2025)       ||      *ଉପ ଜିଲ୍ଲାପାଳ ଓ ଡିଏସପି ଙ୍କୁ ସହର ବାସୀଙ୍କ ପକ୍ଷରୁ ସ୍ବାଗତ ସମ୍ବର୍ଧନା*-   (12-Dec-2025)       ||      *ଆସନ୍ତା କାଲି ଠୁ ସୁବର୍ଣ୍ଣପୁର ଡିଷ୍ଟ୍ରିକ୍ ଏନୁଏଲ ଏଥଲେଟିକ ମିଟ*   (12-Dec-2025)       ||      *ନବରଙ୍ଗପୁରରେ କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ*   (12-Dec-2025)       ||      ମନମୁଣ୍ଡା ହାଇସ୍କୁଲର ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ    (12-Dec-2025)       ||      ମଣ୍ଡଳସ୍ତରୀୟ କୁଇଜ୍ ପ୍ରତିଯୋଗିତା    (12-Dec-2025)       ||     

HOME   ଅପରାଧ

ଏବିସିଡି ସ୍ୱେଚ୍ଛାସେବୀ ଅନୁଷ୍ଠାନର ରୈାପ୍ୟ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି ବୈଠକ

06-Sep-2023



ବରଗଡ:- ବରଗଡ ଜିଲ୍ଲା ପଦ୍ମପୁର ଅଗ୍ରଣୀ ସ୍ଵେଛାସେବୀ ଅନୁଷ୍ଠାନ ଏ .ବି .ସି .ଡି  ର ୨୫ ବର୍ଷ ପୂର୍ତ୍ତି ଅବସରରେ ରୌପ୍ୟଜୟନ୍ତୀ ପାଳନର ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠାନର ସଭାପତି ଅନିଲ କୁମାର ବେହେରା ଙ୍କ ଅଧ୍ୟକ୍ଷ୍ୟତାରେ ଆଜି ତା.୦୬.୦୯.୨୦୨୩ ରିଖ ରେ ଅନୁଷ୍ଠିତ ହୋଇଥିଲା।ଆସନ୍ତା ତା.୨୦.୦୯.୨୦୨୩ ବୁଧବାର ଓ ୨୧.୦୯.୨୦୨୩ ଗୁରୁବାର ଦୁଇ ଦିନ ଧରି  ପଦ୍ମପୁର ଦୈନିକ ବଜାର ପାଖ ରାଜବୋଡାସମ୍ବର ହାଇସ୍କୁଲ   ପ୍ରାଙ୍ଗଣରେ ଜୁହାରଭେଟ,ଓଡିଶା,ରାଜ୍ୟ ବାହାରର କଳାକାର ମାନଙ୍କୁ ନେଇ ସ୍ଥାନୀୟ ନୃତ୍ୟ,ସଂଗୀତ,କବିତା ଆସର ସହିତ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ହେବାର ସ୍ତିରିକୃତ ହୋଇଛି ।  ଏହା ସହିତ ଆସନ୍ତା ରବିବାର ତା. ୧୦.୦୯.୨୦୨୩ ରିଖ ଦିନ ପଦ୍ମପୁର ସ୍ଥିତ ଗୋରୁବଜାର ଠାରେ ସକାଳ  ଘ. ୯.୩୦ ମିନିଟ ସମୟରେ ରଙ୍ଗୋଲି,ଝୋଟି ଓ ସଂଗୀତ ପ୍ରତିଯୋଗିତା ଅନୁଷ୍ଠିତ ହେବ। ରଙ୍ଗୋଲି ଝୋଟି ପାଇଁ ପ୍ରତାପ ନାଥ ୯୯୩୭୦୬୧୩୮୮ ଓ ସୁରେଶ ମିଶ୍ର ୯୯୩୮୩୦୭୦୯୯,ଏବଂ ସଂଗୀତ ପାଇଁ ଲିଙ୍ଗରାଜ (ସମ୍ପତ) ସାହୁ ୯୯୩୭୪୫୭୪୩୩ ,ରମେଶ ଗୁର୍ଲା ୯୯୩୭୫୬୬୨୪୫ ଓ ସୁରେନ୍ଦ୍ର ସାହୁ ୯୯୩୮୪୮୫୮୩୯ ନମ୍ବର ରେ ଯୋଗାଯୋଗ କରିବା ପାଇଁ ଅନୁରୋ କରାଯାଇଛି। ଏହି ବୈଠକରେ ନାଟ୍ୟକାର କେଶରଞ୍ଜନ ପଧାନ,ନାଟ୍ୟକାର ଅଶୋକ ବହିଦାର, ରମେଶ ଗୁର୍ଲା, ସୁରେନ୍ଦ୍ର ସାହୁ,ରଘୁନାଥ ପୁରୀ ,ସମ୍ପତ ସାହୁ,ପ୍ରତାପ ନାଥ,ସୁରେଶ ମିଶ୍ର,ସରୋଜ ଯୋଶୀ,ସୁଶାନ୍ତ ସରାପ,ସହଦେବ ମେହେର,ଶାନ୍ତ ସଂଗ୍ରାମ ଭୋଇ,ଅମୀୟ ପୁରୋହିତ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିନାପାଲି ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ ନିରନ୍ତର ବିକାଶ ତାଲିମ ଶିବିର ଅନୁଷ୍ଠିତ l   13-Dec-2025
  ଜିଲ୍ଲା  
ଲୁତୁରପଙ୍କ କ୍ରିକେଟ କପ୍ ର ଚଏସ ଲଳିଙ୍ଗ ଉତ୍ସବ   13-Dec-2025
  ଜିଲ୍ଲା  
ତୋଷାଳୀ ବିଦ୍ୟାମନ୍ଦିରର ସପ୍ତମ ବାର୍ଷିକ କ୍ରୀଡା ଉତ୍ସବ   13-Dec-2025
  ଜିଲ୍ଲା  
ବନବିଭାଗ ର ବଡ ସଫଳତା, ୪ ଟ୍ରାକ୍ଟର ଖଇର ଗଣ୍ଡି ଜବତ, ହେଲେ କାଠ ମାଫିଆ କିମ୍ବା ଗାଡି ଜବତ କରିବାରେ ବିଫଳ   13-Dec-2025
  ଜିଲ୍ଲା  
ନୂଆପଡାରେ ଆପଣଙ୍କ ପୁଞ୍ଜି ଆପଣଙ୍କ ଅଧିକାର କାର୍ଯ୍ୟକ୍ରମ ଅନୁଷ୍ଠିତ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ସୋନପୂର ରେଡ କସ କ୍ୟାମ୍ପ: ସେବା ସୁସ୍ଥ ମାନବବାଦର ବାର୍ତ୍ତା ଦିଏ   13-Dec-2025
  ଜିଲ୍ଲା  
ଝାରସୁଗୁଡ଼ା: ଏସ୍. ୟୁ. ଜେ ର ଫେବୃଆରୀ ୧୧ ରାଜ୍ୟ ବାର୍ଷିକ ଉତ୍ସବର ରୂପରେଖ ସମ୍ପର୍କରେ ଆଲୋଚନା   12-Dec-2025
  ଜିଲ୍ଲା  
ବାଲେଶ୍ୱର – ଜିଲ୍ଲାସ୍ତରୀୟ ଯୁବୋତ୍ସବ ଉଦଘାଟିତ   12-Dec-2025
  ଜିଲ୍ଲା  
ବୁଢୀବଲଣ୍ଡl ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନଶିକ୍ଷକଙ୍କୁ ଅର୍ଥ ତୋଷlରପାତ ମାମଲାରେ ୪ବର୍ଷ ଜେଲ ଦଣ୍ଡାଦେଶ   12-Dec-2025
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବୋତ୍ସବ ନିମନ୍ତେ ବିଭିନ୍ନ ପ୍ରତିଯୋଗିତା   12-Dec-2025
  ଜିଲ୍ଲା  
*ନୂଆପଡ଼ା ଜିଲ୍ଲା ଯୋଙ୍କ ପୋଲିସ କୁ ବଡ ସଫଳତା, ୫୭ ଜଣ ଦାଦନ ଶ୍ରମିକ ମହିଳା,ଓ ନାବାଳକ ଙ୍କୁ ଉଦ୍ଧାର, ଜଣେ ଦଲାଲ ଗିରଫ*   12-Dec-2025

You Might Also Like