-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||     

HOME   ଜିଲ୍ଲା

ଗୁରୁ ଦିବସ ଉପଲକ୍ଷେ ବୈତାଳି କ୍ଲଷ୍ଟରରେ ୧୨ ଶିକ୍ଷକଙ୍କୁ ସମ୍ବର୍ଦ୍ଧିତ କଲେ ସିଆରସିସି

06-Sep-2023



ବରଗଡ:-ବରଗଡ଼ ଜିଲ୍ଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ବୈତାଳି କ୍ଲଷ୍ଟର ସିଆରସିସି ଶ୍ରୀ ଦିବସ କୁମାର ସାହୁଙ୍କ ଉଦ୍ୟମ କ୍ରମେ ଗତବର୍ଷ ଭଳି ଏବର୍ଷ ମଧ୍ୟ କ୍ଲଷ୍ଟର ସ୍ତରୀୟ ଶିକ୍ଷକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ଝାରବନ୍ଧ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀମାନ ଶୁଭମ କୁମାର ପତି ଯୋଗ ଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଜୟକୁମାର ସାହୁ ଯୋଗ ଦେଇଥିଲେ।ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦିବ୍ୟ କିଶୋର ପଣ୍ଡା ମଞ୍ଚାସୀନ ଥିଲେ।ପ୍ରଥମ ପର୍ଯ୍ୟାୟରେ ଗୁରୁଦିବସ ଉପଲକ୍ଷେ ଡ଼ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଫୋଟୋ ଚିତ୍ରରେ ପୁଷ୍ପାଞ୍ଜଳି ଅର୍ପଣ କରି ସିଆରସିସି ଶ୍ରୀ ଦିବସ କୁମାର ସାହୁଙ୍କ ସଭାପତିତ୍ୱରେ ସଭା କାର୍ଯ୍ୟ ଆରମ୍ଭ କରାଯାଇଥିଲା।ବୈତାଳି ସରକାରୀଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀ ମାନେ ସ୍ୱାଗତ ଗୀତ ପରିବେଷଣ କରିଥିଲେ।ଶିକ୍ଷକ ପ୍ରତ୍ୟୁଷ ଭୋଇ ମଞ୍ଚ ପରିଚାଳନା କରିଥିଲେ।ସମ୍ମାନିତ ଅତିଥି ଶ୍ରୀଯୁକ୍ତ ଦିବ୍ୟ କିଶୋର ପଣ୍ଡା ନିଜର ବକ୍ତବ୍ୟ ରଖି ଶିକ୍ଷକ ମାନଙ୍କୁ କିଛି ଅଭିନବ କାର୍ଯ୍ୟ କରିବା ପାଇଁ ଆହ୍ୱାନ ଦେଇଥିଲେ।ମୁଖ୍ୟ ଅତିଥି ଶ୍ରୀମାନ ଶୁଭମ କୁମାର ପତି ଗୁରୁଦିବସ ପାଳନର ମହତ୍ତ୍ୱ ଛାତ୍ରଛାତ୍ରୀ ମାନଙ୍କୁ ବୁଝାଇବା ସହ ବୈତାଳି କ୍ଲଷ୍ଟରର ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଗୁରୁଦିବସର ଆନ୍ତରିକ ଶୁଭେଚ୍ଛା ଜଣାଇଥିଲେ ।ମୁଖ୍ୟ ବକ୍ତା ଶ୍ରୀଯୁକ୍ତ ଜୟକୁମାର ସାହୁ ଗୁରୁମାନଙ୍କୁ ସମ୍ମାନ ଜଣେଇବା ସହ ମୁନିଋଷିଙ୍କ ସହ ତୁଳନା କରିବା ସହ ଛାତ୍ରଛାତ୍ରୀ ମାନଙ୍କୁ ଶିଷ୍ୟ ରୁବେ ସୁନ୍ଦର ଭାବେ ବର୍ଣ୍ଣନା କରିଥିଲେ।ବୈତାଲି କଷ୍ଟରରେ ହେଉଥିବା ଶିକ୍ଷକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମ ସହ ବିଭିନ୍ନ ବିଦ୍ୟାଳୟରେ ହେଉଥିବା ଅଭିନବ କାର୍ଯ୍ୟକ୍ରମ ମାନଙ୍କୁ ଉଚ୍ଚ ପ୍ରଶଂସା କରିଥିଲେ।
  ଏହାପରେ ସିଆରସିସି ଶ୍ରୀ ଦିବସ କୁମାର ସାହୁ ଶିକ୍ଷକ ସମ୍ବର୍ଦ୍ଧନାର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ।ଚଳିତ ବର୍ଷ ବୈତାଳି କ୍ଲଷ୍ଟର ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟ ଗୁଡ଼ିକୁ ଯାଇ ମନିଟରିଂ କରିବା ସହ ୧୨ ଟି ବର୍ଗରେ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କରିବା ପାଇଁ ଅତିଥି ମାନଙ୍କୁ ଅନୁରୋଧ କରିଥିଲେ।
ଶ୍ରେଷ୍ଠ ପ୍ରଧାନ ଶିକ୍ଷକ ଭାବେ ଅମଠି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରଭୁଦାସ ମହାନନ୍ଦ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିବା ବେଳେ ଶ୍ରେଷ୍ଠ  ସହକାରୀ ଶିକ୍ଷକ ଭାବେ ବୈତାଳି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଜଗନ୍ନାଥ ପ୍ରଧାନ ସମ୍ବର୍ଦ୍ଧିତ ହୋଇଥିଲେ।ଶ୍ରେଷ୍ଠ ଏଫଏଲଏନ ଶିକ୍ଷକ ଭାବେ ବୁଦ୍ଧଦେବ ଭୁଏ(ପୁଟୁକିଡୁଙ୍ଗୁରି) ଏବଂ ଶିକ୍ଷୟିତ୍ରୀ ଭାବେ ଲକ୍ଷ୍ମୀ ମହାନନ୍ଦ(ଅମଠି) ସମ୍ବର୍ଦ୍ଧିତ କରାଯାଇଥିଲା। ଶ୍ରେଷ୍ଠ କ୍ରୀଡ଼ା ପ୍ରଶିକ୍ଷକ ଭାବେ ସନାତନ ବରିହା(ଡୁଙ୍ଗୁରିଚଢ଼ା),ପ୍ରକୃତି ମିତ୍ର ପୁରସ୍କାର ମହେନ୍ଦ୍ର ବାରିକ (ସଂକ୍ରି ),ଉତ୍ସର୍ଗୀକୃତ ଶିକ୍ଷକ ଭାବେ ଟିକେଶ୍ୱର ପ୍ରଧାନ(ଡୁଙ୍ଗୁରିଚଢା) ଏବଂ ଶିକ୍ଷୟିତ୍ରୀ ଭାବେ ଶ୍ରୀମତୀ ସୁଜାତା ସାହୁ ଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା।ଶ୍ରେଷ୍ଠ ସମାୟାନୁବର୍ତ୍ତି ଶିକ୍ଷକ ଭାବେ ଟୁହୁଙ୍ଗିଦାଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସତ୍ୟାନନ୍ଦ ସେଠ,ଶ୍ରେଷ୍ଠ ବିଜ୍ଞାନ ଶିକ୍ଷକ ଭାବେ ରାଜେଶ ପ୍ରଧାନ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।ଚଳିତ ବର୍ଷର ଆଦର୍ଶ ଶିକ୍ଷକ ସମ୍ମାନ ପାଇଁ ସରକରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ତୁମୁରିପାଣିର ପ୍ରଧାନ ଶିକ୍ଷକ ତରଣୀସେନ ପ୍ରଧାନ ଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।ଗୁରୁଦିବସ ଅବସରରେ ଶିକ୍ଷକ ମାନଙ୍କୁ ସମ୍ବର୍ଦ୍ଧିତ କରିବାର  ସିଆରସିସି ଦିବସ କୁମାର ସାହୁଙ୍କ ଏହି ପ୍ରୟାସକୁ ଶିକ୍ଷକ ତଥା ବୁଦ୍ଧିଜୀବୀ ମହଲରେ ଉଚ୍ଚ ପ୍ରଶଂସା କରାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026

You Might Also Like