-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||      ନ୍ୟାସନାଲ୍‌ ଅର୍ବାନ୍‌ କନ୍‌କ୍ଲେଭ୍‌-୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ♦️ପିଏମ ଇ-ବସ୍‌ ସେବା ଯୋଜନାରେ ୨୬ଟି ଇ-ବସ୍ ସେବାର ଶୁଭାରମ୍ଭ    (24-Oct-2026)       ||      ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||     

HOME   ଜିଲ୍ଲା

ପୋଲରୁ ଖସି ଖଡ଼ଗ ନଦୀ ଗର୍ଭରେ ବ୍ୟକ୍ତି ନିଖୋଜ

07-Sep-2023



ବାଲିଗୁଡା:(ସୁଶିଲ କୁମାର ପାଣିଗ୍ରାହୀ): ପୋଲରୁ ନଦୀ ଗର୍ଭରେ ପଡ଼ି ବ୍ୟକ୍ତି ନିଖୋଜ । ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଲଣ୍ଡାଗାଁ ପଞ୍ଚାୟତର ମୁଠାବାଲି ଅଞ୍ଚଳରେ । ନିଖୋଜ ବ୍ୟକ୍ତି କର୍ଣ୍ଣିବେଡ଼ା ଗ୍ରାମର ଚୈତନ୍ୟ ନାୟକ ହୋଇଥିବା ସୂଚନା । ଘଟଣା ପ୍ରକାରେ ଚୈତନ୍ୟ ଜନ୍ମାଷ୍ଟମୀ ଅବସରରେ ନିଜ ଶ୍ବଶୁର ଘର ମୁଠାବାଲି ଗ୍ରାମକୁ ବୁଲିବାକୁ ଆସିଥିଲେ ।  ଗୁରୁବାର ଦିନ ସକାଳେ ନିଜ ଗ୍ରାମକୁ ଫେରିବା ସମୟରେ ନିଶାସକ୍ତ ଅବସ୍ଥାରେ ମୁଠାବାଲି ଗ୍ରାମ ନିକଟସ୍ଥ ଖଡ଼ଗ ନଦୀ ଉପରେ ନବ ନିର୍ମିତ ପୋଲ ଉପରେ ଦେଇ ଯାଉଥ‌ିବା ବେଳେ ନିଜର ଭାରସାମ୍ୟ ହରାଇ ନଦୀ ଗର୍ଭକୁ ଖସିପଡ଼ି ନଦୀ ସ୍ରୋତରେ ଭାସି ଯାଇଥିଲେ । ଏ ସମ୍ପର୍କରେ ଖବରପାଇ ଅଞ୍ଚଳବାସୀ ସଙ୍ଗେ ସଙ୍ଗେ ନିକଟସ୍ଥ ପଡୋଶୀ ବୌଦ୍ଧ ଜିଲ୍ଲାର କଣ୍ଟାମାଳ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଖବରପାଇ କଣ୍ଟାମାଳ ଅଗ୍ନିଶମ କର୍ମଚାରୀ ଘଟଣା ସ୍ଥଳରେ ପହଞ୍ଚି ନିଖୋଜ ଥିବା ବ୍ୟକ୍ତିଙ୍କୁ ଉଦ୍ଧାର କରିବା ପାଇଁ ପ୍ରୟାସ ଜାରି ରଖିଥ‌ିବା ବେଳେ ଗୁରୁବାର ଅପରାହ୍ନ ସୁଦ୍ଧା ନିଖୋଜ ବ୍ୟକ୍ତିଙ୍କୁ ଠାବ କରି ପାରିନଥ‌ିବା ଜଣାପଡ଼ିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026
  ଜିଲ୍ଲା  
ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   24-Oct-2026
  ଜିଲ୍ଲା  
ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   24-Oct-2026
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ   24-Oct-2026
  ଜିଲ୍ଲା  
ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   24-Oct-2026
  ଜିଲ୍ଲା  
ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   24-Oct-2026
  ଜିଲ୍ଲା  
ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   24-Oct-2026
  ଜିଲ୍ଲା  
ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   24-Oct-2026

You Might Also Like