-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||     

HOME   ଜିଲ୍ଲା

ହିତାଧିକାରୀ ଙ୍କୁ ଆବାସ ଗୃହ ପାଇଁ କାଯ୍ୟାଦେଶ

11-Sep-2023



(ସଂଜୀବ ପାଣିଗ୍ରାହୀ) -ସମ୍ବଲପୁର.ଗୋଶାଳା.  ମହାନଗର ନିଗମ ଅଧୀନରେ ଥିବା ୱାର୍ଡ ନଂ-୧ ର ଚାଉଁରପୁର,ଜାମପାଲି ସ୍ଥିତ ୱାର୍ଡ ଅଫିସ କାର୍ଯ୍ୟାଳୟ ପରିସରରେ ଆଜି ସ୍ଥାନୀୟ ଅଞ୍ଚଳର ଯୋଗ୍ୟ ହିତାଧିକାରୀ ଙ୍କୁ ପ୍ରଧାନମନ୍ତ୍ରୀ ଆବାସଗୃହ ର କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି l ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ରେଙ୍ଗାଲି ବିଧାୟକ ନାଉରୀ ନାୟକ ଯୋଗଦେଇ ଅଞ୍ଚଳ ର ଯୋଗ୍ୟ ୯୫ ଜଣ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଗୃହର କାର୍ଯ୍ୟାଦେଶ ବଣ୍ଟନ କରିଥିଲେ ଓ ସହରାଞ୍ଚଳରେ ସମସ୍ତ ୱାର୍ଡରେ ଅଧିକାଂଶ ଚାଳଛପର ବା ଟାଇଲ ଓ ଆଜବେଷ୍ଟର ଘର ଗୁଡିକ ଏବେ କଂକ୍ରିଟ କୋଠାଘରରେ ରୁପାନ୍ତରିତ ପ୍ରାୟ ସମସ୍ତ ଘର ହୋଇସାରିଛି ଓ ବାକି ରହିଯାଇଥିବା ଯୋଗ୍ୟ ହିତାଧିକାରୀ ଙ୍କୁ ପର୍ଯ୍ୟାକ୍ରମେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବାସଗୃହ ନିର୍ମାଣ କାର୍ଯ୍ୟଦେଶ ବଣ୍ଟନ କରାଯିବ ବୋଲି କହିଥିଲେ l ଏହି କାର୍ଯ୍ୟକ୍ରମରେ ଏସ୍ ଏମ ସି ର ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ତଦାରଖ କରୁଥିବା ବୈଷୟିକ ପରାମର୍ଶ ଦାତା ପବନ ଯାଦବ ଉପସ୍ଥିତ ରହି ଆବାସ ଗୃହ ପାଇଥିବା ହିତାଧିକାରୀଙ୍କୁ ଆଜି ଠାରୁ ୩ରୁ ୪ମାସ ମଧ୍ୟରେ ଘର ନିର୍ମାଣ କାମ ଶେଷ କଲେ ୨ଲକ୍ଷ ୨୦ହଜାର ଟଙ୍କା ମିଳିବ ବୋଲି କହିଥିଲେ l ଏହି କାର୍ଯ୍ୟକ୍ରମ ରେ ଅନ୍ୟ ମାନଙ୍କ ମଧ୍ୟରେ ୱାର୍ଡ ନମ୍ବର-୧ ର ୱାର୍ଡ ଅଫିସର ଅରୁଣ ସାଲିମା,ବୁଲୁ ବଘାର,ଜିତ ମାଝୀ,ଚିତ୍ରସେନ ଭୋଈ,ସଂଜୀବ ପାଣିଗ୍ରାହୀ,ହୁଷୀକେଶ ବଘାର,ଦୀପକ କୁମ୍ଭାର ଓ ତାପସ ବେହେରା   ଙ୍କ ସମେତ ସ୍ଥାନୀୟ କର୍ମୀମାନେ ଓ ଅଂଚଳର ହିତାଧିକାରୀ ମାନେ ଉପସ୍ଥିତ ଥିଲେ  ଏବଂ ଏହି କାର୍ଯ୍ୟକ୍ରମ ରେ ସମସ୍ତ ଏସଏମସି କର୍ମଚାରୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   27-Nov-2026
  ଜିଲ୍ଲା  
ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   26-Nov-2026
  ଜିଲ୍ଲା  
ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   26-Nov-2026
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026

You Might Also Like