-+91-9937148622 |

prerana_bgr@rediffmail.com |

  Thursday 12th November 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳରେ ବିଜେଡି ର ଜନସମ୍ପର୍କ ପଦଯାତ୍ରା   (12-Nov-2026)       ||      ଗଣ୍ଡାବାହାଲି ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲାପାଳ ନୂଆପଡ଼ାଙ୍କୁ ଦାବିପତ୍ର   (12-Nov-2026)       ||      *ଡାବୁଗାଁ ଅଞ୍ଚଳରେ ଜିଓ ନେଟ୍‌ୱାର୍କ ସମସ୍ୟା ଯୋଗୁଁ ଡିଜିଟାଲ୍ ସେବା ଠପ୍, ଫୋନ୍ କଲ୍ ଓ ଇଣ୍ଟର୍ନେଟ୍ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ*   (12-Nov-2026)       ||      ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   (11-Nov-2026)       ||      ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||     

HOME   ଜିଲ୍ଲା

ସମାଜସେବୀ ଶିବ ରାମ ସାହୁଙ୍କୁ ମିଳିଲା ଭାରତ ଗୌରବ ସମ୍ମାନ

14-Dec-2020



ରେଢାଖୋଲ ( ଅନିଲ କୁମାର ପୃଷ୍ଟି ) ବିଶ୍ୱ ମାନବାଧିକାର ସୁରକ୍ଷା ସଂଗଠନ ଓଡିଶା ଶାଖା ପକ୍ଷରୁ ଅନୁଷ୍ଠିତ ଆନ୍ତର୍ଜାତିକ ମାନବାଧିକାର ଦିବସ ଅବସରରେ ସମ୍ବଲପୁର ଜିଲ୍ଲା ରେଢାଖୋଲକୁ  ଭାରତ ଗୌରବ ସମ୍ମାନ ମିଳିଛି। ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ସ୍ଥିତ ଆଇଏମଏ ସମ୍ବିଳନୀ କକ୍ଷରେ ଆୟୋଜିତ ସମାରୋହରେ ଅନୁଷ୍ଟିତ କାର୍ଯ୍ୟକ୍ରମରେ ପୂର୍ବତନ ଉପଦେଷ୍ଟା  କମନୱେଲଥ ଓ ଭାରତ ଇଲେକସନ କମିଶନର ଡାକ୍ତର ଭଗବାନ ପ୍ରକାଶ ମୁଖ୍ୟ ଅତିଥି, ପୂର୍ବତନ ନିର୍ଦ୍ଦେଶକ  ଏମସ ଏବଂ ବର୍ତ୍ତମାନର ଉପ  କୁଳପତି ଏସଓଏ  ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଡାକ୍ତର ଅଶୋକ ମହାପାତ୍ର ,ମାନବାଧିକାର ସୁରକ୍ଷା ସଂଗଠନ ଓଡିଶା ଶାଖାର ସଭାପତି ଡାକ୍ତର ଅଭିନ୍ନ ହୋତା ସଂମ୍ମାନୀତ ଅତିଥି ଭାବରେ ଯୋଗ ଦେଇ ସମ୍ବଲପୁର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବିଭିନ୍ନ ସମାଜ ସେବା ,ଓ  ପ୍ରାକୃତିକ ପରିବେଶରେ ବୃକ୍ଷ ରୋପଣ କାର୍ଯ୍ୟରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ରେଢାଖୋଲର ସମାଜସେବୀ ଶିବରାମ ସାହୁଙ୍କୁ ମାନପତ୍ର ଓ ଔପଧୌକନ ଦେଇ ସଂମ୍ମାନୀତ କରି ଥିଲେ। ଏନେଇ ସମ୍ବଲପୁର ଜିଲ୍ଲା ଅଞ୍ଚଳ ରେ ଖୁସିର ଲହରୀ ଖେଳିବା ସହ ସୁଭେତ୍ସାର ସୁଅ ଛୁଟୁଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳରେ ବିଜେଡି ର ଜନସମ୍ପର୍କ ପଦଯାତ୍ରା   12-Nov-2026
  ଜିଲ୍ଲା  
ଗଣ୍ଡାବାହାଲି ଠାରେ ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲାପାଳ ନୂଆପଡ଼ାଙ୍କୁ ଦାବିପତ୍ର   12-Nov-2026
  ଜିଲ୍ଲା  
*ଡାବୁଗାଁ ଅଞ୍ଚଳରେ ଜିଓ ନେଟ୍‌ୱାର୍କ ସମସ୍ୟା ଯୋଗୁଁ ଡିଜିଟାଲ୍ ସେବା ଠପ୍, ଫୋନ୍ କଲ୍ ଓ ଇଣ୍ଟର୍ନେଟ୍ ସମ୍ପୂର୍ଣ୍ଣ ବାଧାପ୍ରାପ୍ତ*   12-Nov-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   11-Nov-2026
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026

You Might Also Like