-+91-9937148622 |

prerana_bgr@rediffmail.com |

  Tuesday 17th February 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର    (16-Feb-2026)       ||      *୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   (16-Feb-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   (16-Feb-2026)       ||      ‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   (16-Feb-2026)       ||      ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   (16-Feb-2026)       ||      *ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   (16-Feb-2026)       ||      ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   (16-Feb-2026)       ||      ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   (16-Feb-2026)       ||      ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି    (16-Feb-2026)       ||      ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   (16-Feb-2026)       ||      ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   (15-Feb-2026)       ||      ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Feb-2026)       ||      ତରାପୁର ମନ୍ଦିରରେ ଚତୁର୍ଦ୍ଦଶୀ ଓ ଶିବରାତ୍ରୀ ପାଳନ   (15-Feb-2026)       ||      ରାଜ୍ୟସ୍ତରୀୟ ତୀରନ୍ଦାଜୀ ଚମ୍ପିୟାନସିପରେ ବୌଦ୍ଧର ସୁରଜ ମେହେର ପାଇଲେ ରୋପ୍ୟ ପଦକ   (15-Feb-2026)       ||      ୟୁଜିସି ନିର୍ଦ୍ଦେଶାନାମା ୨୦୨୬ ସମର୍ଥନରେ କର୍ମଶାଳା   (15-Feb-2026)       ||      ଆଗଲପୁର ପୋଲିସ କୁ ବଡ଼ ସଫଳତା   (15-Feb-2026)       ||      କୃତ୍ରିମ ବୁଦ୍ଧିମତ୍ତାକୁ ନେଇ ଅନ୍ତର୍ଜାତୀୟ କର୍ମଶାଳାରେ ଭାଗନେଲେ ଯୁବୋଦୟ ର ୧୨ ଛାତ୍ର   (15-Feb-2026)       ||      ଵିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟ ୩୩ତମ ବାର୍ଷିକ ଉତ୍ସଵ "ପରମ୍ପରା "   (15-Feb-2026)       ||      ବଲବସପୁର ଅଗ୍ନିଭୈରବ ନାଟ୍ୟକଳା ସଂଘ ର ଶପଥ ଗ୍ରହଣ ସମାରୋହ।   (15-Feb-2026)       ||      ଦିନଦ୍ୱିପହରରେ କୋର୍ଟକର୍ମଚାରୀଙ୍କ ସ୍କୁଟିଲୁଟ,୪୮ ଘଣ୍ଟାପରେ ବି ପୋଲିସ ହାତ ଖାଲି   (15-Feb-2026)       ||     

HOME   ରାଜ୍ୟ

୭ଟି ବୃହତ ରେଳ ପ୍ରକଳ୍ପ ପାଇଁ ସରକାରୀ ଜମି ଅଧିଗ୍ରହଣ କରିବାକୁ ମୁଖ୍ୟ ଶାସନ ସଚିବଙ୍କ ନିର୍ଦ୍ଦେଶ

14-Dec-2020



ଭୁବନେଶ୍ୱର, (ଶୁଭାଶିଶ ନାୟକ) - ଭାରତୀୟରେଳ ପ୍ରକଳ୍ପ ଅନୁଯାୟୀ  ସମସ୍ତ ସରକାରୀ ଓ ବିବାଦ ମୁକ୍ତ ଜମି ଆଗୁଆ ଅଧିଗ୍ରହଣ କରିବା ପାଇଁ ଜିଲ୍ଲାପାଳ ଓ ତହସିଲଦାରଙ୍କୁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ନିର୍ଦ୍ଦେଶ ଦେଇଛନ୍ତି  । ଏସବୁ ପ୍ରକଳ୍ପର ତୃଣମୂଳ ସ୍ତରରୁ ତଦାରଖ କରିବାକୁ କାର୍ଯ୍ୟଖସଡା ପ୍ରସ୍ତୁତ ପାଇଁ ପରାମର୍ଶ ଦିଆଯାଇଛି । ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ୭ଟି ବୃହତ ପ୍ରକଳ୍ପ ବିଷୟରେ ଉଚ୍ଚସ୍ତରୀୟ ବୈଠକର ସମୀକ୍ଷା କରାଯାଇଥିଲା ।

ଏହି ୭ଟି ପ୍ରକଳ୍ପ ଗୁଡିକ ହେଉଛି - ୩୫୫୦ କୋଟି ଟଙ୍କାର ଖୋର୍ଦ୍ଧା-ବଲାଙ୍ଗୀର ନୂଆ ବ୍ରଡଗେଜ ୨୮୯ କି.ମି ରେଳଲାଇନ, ୬୭୯.୨୭ କୋଟି ଟଙ୍କାର ସମ୍ବଲପୁର-ତାଳଚେର ୧୭୪.୧୧ କି.ମି ରେଳଲାଇନ, ୨୫୭୫ କୋଟି ଟଙ୍କାର ୨୬୪.୬ କି.ମି ବିଜୟନଗରମ୍-ସମ୍ବଲପୁର ତୃତୀୟ ରେଳଲାଇନ, ୧୧୭୩ କୋଟି ଟଙ୍କାର ବୁଢାପଙ୍କ-ସାଲେଗାଁ ୧୭୦ କି.ମି ତୃତୀୟ ଏବଂ ୪ର୍ଥ ରେଳଲାଇନ,୧୧୭୩ କୋଟି ଟଙ୍କାର ୧୦୧ କି.ମି ରାଉରକେଲା-ଝାରସୁଗୁଡା ୩ୟ ରେଳଲାଇନ, ୬୩୮.୫ କୋଟି ଟଙ୍କାର ୯୮.୭ କି.ମି ଅନୁଗୋଳ-ସୁକିନ୍ଦା ନୂଆ ରେଳଲାଇନ ଏବଂ ୮୧୦.୭୮ କୋଟି ଟଙ୍କାର ୧୫୫ କି.ମି ତାଳଚେର-ବିମଳାଗଡ ନୂତନ ରେଳଲାଇନ ।
ଜମି ମାଲିକଙ୍କୁ କ୍ଷତିପୂରଣ, ସରକାରୀ ଜମି ହସ୍ତାନ୍ତରୀକରଣ ଭଳି ବିଭିନ୍ନ ବିଷୟରେ ଆଲୋଚନା ସହ ପଦକ୍ଷେପ ନିଆଯାଇଛି । ଏହି ସମୀକ୍ଷା ବୈଠକରେ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ ଶାସନ ସଚିବ ମୋନା ଶର୍ମା, ପୂର୍ବତଟ ରେଲୱେ ମୁଖ୍ୟ ଶାସକ ସଚିବ ପ୍ରମୁଖ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଦୁଇଦିନିଆ ଜାତୀୟ ଆଲୋଚନାଚକ୍ର   16-Feb-2026
  ଜିଲ୍ଲା  
*୧୭ ତମ ଅଲ୍ ଇଣ୍ଡିଆ ରମଧୁନ କପ୍ ଫୁଟବଲ୍*- *ଉଦଘାଟନୀ ମ୍ୟାଚ୍ ରେ ୩-୨ ଗୋଲ୍ ରେ କଲିକତା ଦଳ ବିଜୟୀ*   16-Feb-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ୩୭ ଟି ଅଭିଯୋଗର ଶୁଣାଣି   16-Feb-2026
  ଜିଲ୍ଲା  
‘ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ’   16-Feb-2026
  ରାଜ୍ୟ  
ଓମ୍ଫେଡ୍ ର ସର୍ବକାଳୀନ ରେକର୍ଡ♦️ଗୋଟିଏ ଦିନରେ ୧ଲକ୍ଷ ଲିଟର ଦହି ଓ ୧୨ହଜାର ଲିଟର ଘିଅ ଅଧିକ ବିକ୍ରି   16-Feb-2026
  ଜିଲ୍ଲା  
*ଶ୍ରୀ ରାମେଶ୍ୱର ଶୈବ ପୀଠ ରେ ୩୭ ତମ ସାମୁହିକ ବ୍ରତୋପନୟନ ଉତ୍ସବ ପାଳିତ*-   16-Feb-2026
  ଜିଲ୍ଲା  
ଅଲ ଇଣ୍ଡିଆ ଭଲିବଲ୍‌ ଟୁର୍ନାମେଣ୍ଟ ରେ ଫାଇନାଲକୁ ଜବଲପୁର   16-Feb-2026
  ଜିଲ୍ଲା  
ବେଆଇନ ଗୋରୁ ଚଲାଣ ବେଳେ ମାଡି ବସିଲେ ବଜରଙ୍ଗ ଦଳ   16-Feb-2026
  ଜିଲ୍ଲା  
ଏମ୍.ଭି-୭୯ ଗ୍ରାମ ପାଖରେ ରହିଥିବା ନୂଆଗୁଡା ସାହିରେ ଟ୍ରାନ୍ସଫର୍ମର ପୋଡି ଯିବାର ୩ ଦିନ ବିତିଯିବା ପରେ ବି ବିଦ୍ୟୁତ ସଂଯୋଗ ହୋଇପାରୁନି   16-Feb-2026
  ଜିଲ୍ଲା  
ଶିବରାତ୍ରୀ ଅବସରରେ କେଲିଆ ଶୈବ ପୀଠ ରେ ହଜାର ହଜାର ଭକ୍ତଙ୍କ ଭିଡ଼   16-Feb-2026
  ଜିଲ୍ଲା  
ପଞ୍ଚ ଦିବସୀୟ ପ୍ରବୋଧନ ତାଲିମ ଉଦଯାପିତ   15-Feb-2026
  ଜିଲ୍ଲା  
ସୀତାରାମ କଳା ଅନୁଷ୍ଠାନ ପକ୍ଷରୁ ମହାଶିବ ରାତ୍ରୀ ଉପଲକ୍ଷେ ଭଜନ ସନ୍ଧ୍ୟା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ   15-Feb-2026

You Might Also Like