-+91-9937148622 |

prerana_bgr@rediffmail.com |

  Friday 27th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   (26-Nov-2026)       ||      ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   (26-Nov-2026)       ||      ମା ଲଷ୍ମୀ ଙ୍କ ଘରେ ଘରେ ପୂଜା    (26-Nov-2026)       ||      ୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   (26-Nov-2026)       ||      *ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   (26-Nov-2026)       ||      ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   (26-Nov-2026)       ||      *ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   (26-Nov-2026)       ||      ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   (26-Nov-2026)       ||      ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   (26-Nov-2026)       ||      ୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   (26-Nov-2026)       ||      ନୂଆପଡ଼ା ଜିଲ୍ଲାରେ ଲିଙ୍ଗଭିତ୍ତିକ ହିଂସା ବିରୋଧରେ ୧୬ ଦିନିଆ ସଚେତନତା ଅଭିଯାନର ଶୁଭାରମ୍ଭ   (26-Nov-2026)       ||      ବରଗଡ଼ ପୁସ୍ତକ ମେଳା ମଞ୍ଚରେ ଉନ୍ମୋଚିତ ହେଲା ମିଟ୍‌ର ବାର୍ଷିକ କ୍ୟାଲେଣ୍ଡର    (26-Nov-2026)       ||      ବେଲପଡା: ୨୫ ବର୍ଷର ସ୍ମୃତି, ବନ୍ଧୁତ୍ୱ ଓ ଗୁରୁଶିଷ୍ୟ ପରମ୍ପରାକୁ ପୁନର୍ଜୀବିତ କରିଥିଲା ବନ୍ଧୁ ମିଳନ କାର୍ଯ୍ୟକ୍ରମ    (26-Nov-2026)       ||      ୭ଦଫା ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକା ଙ୍କ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଆନ୍ଦୋଳନ   (26-Nov-2026)       ||      *ବହୁଚର୍ଚ୍ଚିତ ଡାବୁଗାଁ ଲ୍ୟାମ୍ପସ୍ ସାର ଦୁର୍ନୀତି ର ଭିଜିଲାନ୍ସ ତଦନ୍ତ ପାଇଁ ଦାବି*   (26-Nov-2026)       ||      ବ୍ୟାଙ୍କିଂ, ଆର୍ଥିକ ସେବା ଓ ବୀମା କ୍ଷେତ୍ରରେ ରହିଛି ଅସୀମ କ୍ୟାରିୟର ସୁଯୋଗ   (26-Nov-2026)       ||      ବରମକେଲାରେ ୫୯ ତମ ରାସ ପୂର୍ଣ୍ଣିମା ଉଦଘାଟନ   (26-Nov-2026)       ||      ସରପଞ୍ଚ ଙ୍କ ଦ୍ୱାରା ବରୀ ପଞ୍ଚାୟତ ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବଣ୍ଟନ   (25-Nov-2026)       ||     

HOME   ଜିଲ୍ଲା

ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡ଼ରେସନ ସଂଘ ପକ୍ଷରୁ ଗଣଧାରଣା

14-Sep-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ବ୍ଲକ ର ସବୁବର୍ଗର ପ୍ରାଥମିକ ଶିକ୍ଷକ ତଥା ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡ଼ରେସନ ସଂଘ ପକ୍ଷରୁ ଗଣଧାରଣା  l ସୂଚନା ରୁ ପ୍ରକାଶ ଯେ ଗତବର୍ଷ ନଭେମ୍ବର ମାସରେ ନିଖିଳ ଉତ୍କଳ ଶିକ୍ଷକ ଙ୍କ ଦାବି ପୂରଣ ନିମନ୍ତେ ରାଜ୍ୟର ଲକ୍ଷାଧିକ ଶିକ୍ଷକ ଶିକ୍ଷୟତ୍ରୀ ବିଧାନସଭା ସମ୍ମୁଖରେ 4ଦିନ ଧରି ଆନ୍ଦୋଳନ କରି ସରକାର ଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ l ଏହାର ସମାଧାନ ପାଇଁ ମାନନୀୟ ମୁଖ୍ୟ ଶାସନ ସଚିବ ଙ୍କ ଅଧ୍ୟକ୍ଷତା ରେ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଥିଲା l ମୁଖ୍ୟ ଶାସନ ସଚିବ ମହୋଦୟ ଶିକ୍ଷକ ଙ୍କ ଦାବୀ ପୂରଣ କରିବେ ବୋଲି ସଂଘ ଙ୍କୁ ଲିଖିତ ପ୍ରତିଶୃତି ଦେଲାପରେ ଶିକ୍ଷକ ମାନେ ଆନ୍ଦୋଳନ ସ୍ଥଗିତ କରିଥିଲେ l ହେଲେ ଆଜକୁ ୮ ମାସ ବିତିଯାଇଥିଲେ ସୁଦ୍ଧା ରାଜ୍ୟ ସରକାର ଏମାନଙ୍କ ଦାବି ଏପର୍ଯ୍ୟନ୍ତ ପୂରଣ କରିନାହାନ୍ତି l ପ୍ରକାଶଥାଉକି ଗତ ଅଗଷ୍ଟ ୫ ତାରିଖରେ ଆପଣଙ୍କ ଜରିଆରେ ଅଗଷ୍ଟ ୧୧ ତାରିଖ ରେ ଜିଲ୍ଲା ଶିକ୍ଷା ଅଧିକାରୀ ଏବଂ ଜିଲ୍ଲାପାଳଙ୍କ ଜରିଆରେ  ବ୍ଲକ ଶିକ୍ଷକ  ଜିଲ୍ଲା ସଂଘ ତରଫରୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଏବଂ ଗଣଶିକ୍ଷା ମାନ୍ତ୍ରୀ ମୁଖ୍ୟଶାସନ ସଚିବ ଓ ଶିକ୍ଷା ସଚିବ ମୋହଦୟଙ୍କୁ ଦାବିପତ୍ର ପ୍ରଦାନ କରିଛନ୍ତି l ହେଲେ ଶିକ୍ଷକ ଙ୍କ ଦୁଃଖ ଓ ପରିବାର ବିଷୟରେ ରାଜ୍ୟ ସରକାର ଏପର୍ଯ୍ୟନ୍ତ ଏମାନଙ୍କ ଦାବିକୁ କର୍ଣ୍ଣପାତ କରିନାହାନ୍ତି l ଏଣୁ ରାଜ୍ୟ ସରକାର ଙ୍କୁ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡ଼ରେସନ ର ନିଷ୍ପତି କ୍ରମେ 14.09.23 ତାରିଖ ଠାରୁ ଦାବି ପୂରଣ ହୋବା ପର୍ଯ୍ୟନ୍ତ ସମୂହ ଛୁଟିରେ ରହି କାର୍ଯ୍ୟଳୟ ସମ୍ମୁଖରେ ଧାରଣା ରେ ବସିବୁ ବୋଲି ଚେତାବନୀ ଦେଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ଜିଲ୍ଲାରେ ଭୋଟର ତାଲିକା ପ୍ରସ୍ତୁତି ଓ ଘରକୁ ଘର ସର୍ଭେକ୍ଷଣ କାର୍ଯ୍ୟର ସମୀକ୍ଷା ବୈଠକ ଅନୁଷ୍ଠିତ   26-Nov-2026
  ଜିଲ୍ଲା  
ସୁନ୍ଦରଗଡ଼ରୁ ବାହାରିଲେ ଵରିଷ୍ଠ ନାଗରିକ ତୀର୍ଥ ଯାତ୍ରୀ   26-Nov-2026
  ଜିଲ୍ଲା  
ମା ଲଷ୍ମୀ ଙ୍କ ଘରେ ଘରେ ପୂଜା   26-Nov-2026
  ଅପରାଧ  
୮ ଲକ୍ଷ ଟଙ୍କା ଚୋରି ଅଭିଯୋଗ ମିଛ! ସେଲୁନ୍ ମାଲିକଙ୍କ ଚାଞ୍ଚଲ୍ୟକର ସ୍ୱୀକାରୋକ୍ତି, ୨ ଅଭିଯୁକ୍ତ ଗିରଫ   26-Nov-2026
  ଜିଲ୍ଲା  
*ଚନ୍ଦାହାଣ୍ଡିରେ ସମ୍ବିଧାନ ଦିବସ ପାଳିତ*   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଟିଟିଲାଗଡ଼ରେ ଆୟୋଜିତ ହେବାକୁ ଯାଉଛି ବିଶାଳ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର; ଯୋଗଦେବେ ୧୦ ଟି ବିଭାଗର ବିଶେଷଜ୍ଞ ଡାକ୍ତର   26-Nov-2026
  ଜିଲ୍ଲା  
ଜନ କଲ୍ୟାଣ ପାଠାଗାର, ଧାନଘରା ଆନୁକୂଲ୍ୟରେ ସମ୍ବିଧାନ ଦିବସ ପାଳିତ   26-Nov-2026
  ଜିଲ୍ଲା  
*ହୋମିଓପ୍ୟାଥିକ ସ୍ବାସ୍ଥ୍ୟ ସେବା ଶିବିର*   26-Nov-2026
  ଜିଲ୍ଲା  
ବଲାଙ୍ଗୀର-ଲଖନା ଭାୟା ପାଟଣାଗଡ-ହରିଶଙ୍କର ରେଳଲାଇନ ସ୍ୱତନ୍ତ୍ରପ୍ରକଲ୍ପ ଘୋଷଣା   26-Nov-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଦୁଇ ମେଧାବୀ ସାଙ୍ଗଙ୍କ ଜୀବନ   26-Nov-2026
  ଜିଲ୍ଲା  
୧୯ ତମ ଲୋଇସିଂହା କପ ଫୁଟବଲ ଟୁର୍ନାମେଣ୍ଟ - ୨୦୨୬ ର ଫାଇନାଲ ମ୍ୟାଚ, ସମ୍ବଲପୁର ଆଶିଷ ଏକାଦଶ ବିଜୟ   26-Nov-2026

You Might Also Like