-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME    ଅନ୍ୟାନ୍ୟ

ସାହିତ୍ୟର ଏକାଧିକ ବିଭାଗକୁ ଛୁଇଁ ପାରିଥିବା ସାରସ୍ୱତ ଦୁନିଆର ବିଭୋର ସାଧାକ ଜ୍ୟୋତି ରଂଜନ ମିଶ୍ର 

14-Dec-2020



ନିଜର ଲେଖନୀ ମୂନରେ ଜୀବନର ବିଭିନ୍ନ ରଙ୍ଗ, କଥାବସ୍ତୁ  ତଥା ପ୍ରକୃତିର ଭିନ୍ନ ଭିନ୍ନ ରୂପକୁ ଉତାରି ପାରୁଥିବା ସାହିତ୍ୟର ଜଣେ ବିଭୋର ସାଧକ ହେଉଛନ୍ତି ଜ୍ୟେତି ରଞ୍ଜନ ମିଶ୍ର । ଆକାଶବାଣୀ ସ୍ୱୀକୃତିପ୍ରାପ୍ତ କବି ତଥା ଗୀତିକାର ଶ୍ରୀ ମିଶ୍ର ପେଶାରେ ଜଣେ ସରକାରୀ କର୍ମଚାରୀ ହୋଇଥିଲେ ମଧ୍ୟ ନିଶା ତାଙ୍କର କବିତା ଲିଖନ । କେବଳ ଅଫିସର କାର୍ଯ୍ୟବ୍ୟସ୍ତତା ଭିତରେ ନିଜକୁ ହଜାଇ ନଦେଇ ସାରସ୍ୱତ ଦୁନିଆରେ ନିଜକୁ ପରିବ୍ୟାପ୍ତ କରିପାରିଛନ୍ତି । କେବଳ କବିତା ନୁହେଁ ବିଭିନ୍ନ ଆଧ୍ୟାତ୍ମିକ ଚିନ୍ତାଧାରା ଉପରେ ତାଙ୍କର ସଂକ୍ଷିପ୍ତ ସାରଗର୍ଭକ ଲେଖା ବେଶ ପାଠକୀୟ ଆଦୃତି ଲାଭ କରିପାରିଛି । ଗୀତି କବିତା ଓ ସନେଟ ଲିଖନ ଉପରେ କବିଙ୍କ ପ୍ରଗାଢ଼ ରୂଚି ରହିଛି ।  ଏଜାବତ ଜ୍ୟୋତିରଞ୍ଜନ ମିଶ୍ରଙ୍କ ଦୁଇଟି ଆଧୁନିକ କବିତା ସଂକଳନ ‘ଗୋଠ ଜଗା ପିଲାର ଗୀତ’ ଓ ‘ଯଦି କେବେ ମନେ ପଡେ’ ପ୍ରକାଶିତ ହୋଇ ଦୃତ ପାଠକୀୟ ଆଦୃତି ଲାଭ କରି ସାରିଛି । ଖୁବଶୀଘ୍ର କବି ନିଜର ତୃତୀୟ କବିତା ସଂକଳନ ପାଠକଙ୍କୁ ଭେଟି ଦେବାକୁ ଯାଉଛନ୍ତି ।  କବିଙ୍କ ଅନେକ କବିତା ଓ ଆଧ୍ୟାତ୍ମିକ ଲେଖା, ଗୀତିକବିତା ଓ ଗଳ୍ପ ସାହିତ୍ୟ ପତ୍ରିକା ଝଙ୍କାର, କାଦମ୍ବିନୀ, ସମାରୋହ, ଦୈନିକ ପ୍ରଗତିବାଦୀ, ଧରିତ୍ରୀ, ସାପ୍ତାହିକ ପ୍ରେରଣା ଓ ଆଞ୍ଚଳିକ ସମ୍ବାଦ ଆଦି ଖବରକାଗଜର ପୃଷ୍ଠା ମଣ୍ଡନ କରି ପାଠକଙ୍କ ପ୍ରଶଂସା ସାଉଁଟି ପାରିଛି । କବି ଶ୍ରୀ ମିଶ୍ରଙ୍କ ଲିଖତ କବିତା ଯେତେ ଶିକ୍ଷଣୀୟ ତାଙ୍କର କବିତା ଆବୃତି ମଧ୍ୟ ସେତେ  ମର୍ମସ୍ପର୍ଶି । 
   ତେବେ ସାହିତ୍ୟ ମନସ୍କ କବି ଜ୍ୟୋତି ରଞ୍ଜନ ମିଶ୍ରଙ୍କ କଣ୍ଠରୁ  ଆସନ୍ତୁ ଶୁଣିବା ଏପରି ଏକ ହୃଦୟସ୍ପର୍ଶି କବିତା । 


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like