-+91-9937148622 |

prerana_bgr@rediffmail.com |

  Tuesday 11th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   (10-Aug-2026)       ||      ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି    (10-Aug-2026)       ||      କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   (10-Aug-2026)       ||      ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   (10-Aug-2026)       ||      *ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   (10-Aug-2026)       ||      ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   (10-Aug-2026)       ||      *କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   (10-Aug-2026)       ||      ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   (10-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ    (10-Aug-2026)       ||      ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||     

HOME   ଜିଲ୍ଲା

ସିନିଅର ଫୁଟବଲ ଲିଗ ରେ ସୋନପୁର ଛକରମାଲ ଦଳ ଚମ୍ପିୟାନ

18-Sep-2023



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ଜିଲ୍ଲା କ୍ରୀଡା ସଂଘ ଦ୍ୱାରା ସୋନପୁର ରୟାଲ ପଡିଆ ଠାରେ ଆୟୋଜିତ  ସିନିଅର ଫୁଟବଲ ଫାଇନାଲ ରେ  ଉଲୁଣ୍ଡା ବ୍ଲକ ଦଳ କୁ 1-0 ରେ ହରାଇ   ସୋନପୁର ବ୍ଲକ ଦଳ ଲିଗ ଚମ୍ପିୟାନ ହୋଇଛି l ଆଜି ର ଉଦଯାପନୀ ଦିବସ ରେ ମୁଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀ ବିମଳେନ୍ଦୁ ରାୟ, ସମ୍ମାନିତ ଅତିଥି ଭାବେ ଅବକାରୀ ଅଧିକ୍ଷିକା ସୁମତି ତ୍ରିପାଠୀ, ଏସ୍ଡ଼ିପିଓ ରାଜ କିଶୋର ମିଶ୍ର, ସୋନପୁର ବ୍ଲକ ଅଧ୍ୟକ୍ଷ ପ୍ରହଲ୍ଲାଦ ନାଏକ, ଉଲୁଣ୍ଡା ବ୍ଲକ ଉପାଧ୍ୟକ୍ଷ  ନାରାୟଣ ଲୁହା, ପୋଲିସ ଆର ଆଇ କାଁହୁ ଚରଣ ମାରାଣ୍ଡି, ଯୋଗ ଦେଇ ଖେଳ ର ଶୁଭାରମ୍ଭ କରି ବିଜେତା, ଉପବିଜେତା ଦଳକୁ ଟ୍ରଫି ଓ ଆର୍ଥିକ ରାଶି ସହ ପୁରସ୍କୃତ କରିଥିଲେ l ମ୍ୟାନ ଅଫ ଦି ମ୍ୟାଚ  ଭାବେ  ସୋନପୁର ବ୍ଲକ ଦଳ  ର ଅଶୋକ ଭୋଇ,  ଶ୍ରେଷ୍ଠ ଉଦୀୟମାନ ଖେଳାଳି ଭାବେ ଚନ୍ଦନ ବେହେରା, ଵେଷ୍ଟ ଗୋଲ କିପର ଭାବେ ଗରିବ ଗୁରୁ,  ଉତ୍ସର୍ଗୀକୃତ ସେବା ପାଇଁ ରେଫରୀ ସଂଜୀବ ସାହୁ, ଶ୍ରେଷ୍ଠ ସଂଗଠକ ଭାବେ ମନୋରଞ୍ଜନ ତ୍ରିପାଠୀ, ବୈଷୟିକ ପରାମର୍ଶ ଦାତା ଭାବେ ଶ୍ରୀ ଭୁକୁଲୁ ବକ୍ସି ଙ୍କୁ ଅତିଥି ଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା I ମୁଖ୍ୟ ରେଫରୀ ଭାବେ ସଂଜୀବ ସାହୁ, ସହଯୋଗୀ ରେଫରୀ ଭାବେ ରାଜେଶ ଥାନାପତି, ଜିତେନ୍ଦ୍ର ଥାନାପତି, ଅଜିତ ନାଏକ, ଖେଳ ପରିଚାଳନା କରିଥିଲେ l  କ୍ରୀଡା ସଂଘ ର ଉପଦେଷ୍ଟା ପୁରୁଷୋତ୍ତମ ପାଣିଗ୍ରାହୀ, ଭୁଲୁଲୁ ବକ୍ସି, ଗୌରୀଶ୍ୟାମ ପଣ୍ଡା, ଦିଲୀପ ଗୁରୁ, କୃଷ୍ଣ କୁମାର ବାଗ, ନନ୍ଦ କିଶୋର ତ୍ରିପାଠୀ, କଇରୁ ସ୍ୱାଇଁ, ନିମଂତ୍ରିତ ଅତିଥି ଭାବେ ଯୋଗ ଦେଇଥିଲେ l ରାଜୀବ ପଟ୍ଟ ନାଏକ, ହରିହର ପଟ୍ଟ ନାଏକ,  ବିକାଶ ପଣ୍ଡା, ରାଜୀବ ସାହୁ, ସଦାନନ୍ଦ ସାହୁ, ପୁରେନ ନାଏକ, ସଦା ସାହୁ, ଶଙ୍କର ଶର୍ମା ପ୍ରମୁଖ ସମସ୍ତ ସଦସ୍ୟ ସହଯୋଗ  କରିଥିଲେ l ମ୍ୟାଚ କମିଶନର ଭାବେ ସଂଜୀବ ସାହୁ ଦାୟିତ୍ୱ ତୁଲାଇଥିଲେ l  ଜିଲ୍ଲା କ୍ରୀଡା ସଂଘ ସମ୍ପାଦକ ପିୟୁଷ ପଣ୍ଡା ଙ୍କ ତତ୍ୱାବଧାନ ରେ ସମସ୍ତ କାର୍ଯ୍ୟ ପରିଚାଳନା କରାଯାଇଥିବା ବେଳେ  ସାମ୍ବାଦିକ ମନୋରଞ୍ଜନ ତ୍ରିପାଠୀ ଓ ଦିଗାମ୍ବର ଶତପଥୀ ଓ ସଞ୍ଜୟ ସାହୁ, ଅତିଥି ପରିଚୟ ଓ ଖେଳ ର ଧାରା ବିବରଣୀ ପ୍ରଦାନ କରିଥିଲେ l  କ୍ରୀଡା ସଂଘ ର ଉପ ସଭାପ ତି  ଚିତ୍ତ ରଞ୍ଜନ ତରlସିଆ ଅତିଥି ଙ୍କୁ ସ୍ୱାଗତ କରି ସଭା ସଂଯୋଜନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁରରେ ବିଭାଗୀୟ ସମନ୍ୱୟ, ଯୋଜନାର କାର୍ଯ୍ୟକାରିତା ଓ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କଲେ ଜଳସମ୍ପଦ ସଚିବ ଶୁଭା ଶର୍ମା (ଭା.ପ୍ର.ସେ)   10-Aug-2026
  ଜିଲ୍ଲା  
ପତିତପାବନ ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ସ୍ବର୍ଗତଃ ବାଙ୍କା ବିହାରୀ ପଣ୍ଡା ଙ୍କ ଦ୍ଵାଦଶାହା କାର୍ଯ୍ୟରେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ ରାଜନେତାଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି   10-Aug-2026
  ଜିଲ୍ଲା  
କେନ୍ଦ୍ରୀୟ ଶ୍ରମିକ ସଂଗଠନ ଓ ସଂଯୁକ୍ତ କିଶାନ ମୋର୍ଚ୍ଚା ଡାକରାରେ ବଲାଙ୍ଗିର ଏଆଇଟିୟୁସି ତରଫରୁ ଜିଲ୍ଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ   10-Aug-2026
  ରାଜ୍ୟ  
ପଦ୍ମପୁର ଉପଖଣ୍ଡ ପାଇଁ କେବିକେ ଢାଞ୍ଚାରେ ସ୍ୱତନ୍ତ୍ର ବିକାଶ ପ୍ୟାକେଜ୍ ଦାବି   10-Aug-2026
  ଜିଲ୍ଲା  
*ଭୁବନେଶ୍ୱରର କୁଖ୍ୟାତ ଅପରାଧୀ ଗ୍ୟାଙ୍ଗକୁ ଗିରଫ କଲା ସୁବର୍ଣ୍ଣପୁର ଜିଲ୍ଲା ପୋଲିସ*   10-Aug-2026
  ଜିଲ୍ଲା  
ତ୍ରିରଙ୍ଗା ମୟ ବିନିକା ସହର(ଶୋଭାଯାତ୍ରାରେ କମ୍ପିଲା ଦେଶାତ୍ମକବୋଧକ ସ୍ଲୋଗାନ)   10-Aug-2026
  ଜିଲ୍ଲା  
*କେଲିଆ ଶୈବପୀଠ ରେ ବଲବୋମ ଭକ୍ତ ଙ୍କ ଭିଡ଼*   10-Aug-2026
  ଜିଲ୍ଲା  
ବିନିକା ବ୍ଲକରେ ଜିଲ୍ଲାପାଳଙ୍କ ଅଭିଯୋଗ ଶୁଣାଣି ଶିବିର (୬୩ଟିରୁ ୧୨ସମାଧାନ)   10-Aug-2026
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ବଲାଙ୍ଗୀର ଜିଲ୍ଲାରେ ‘ହର ଘର ତ୍ରିରଙ୍ଗା’ ଓ ‘ବନ୍ଦେ ମାତରମ୍’ ଅଭିଯାନକୁ ବ୍ୟାପକ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ   10-Aug-2026
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026

You Might Also Like