-+91-9937148622 |

prerana_bgr@rediffmail.com |

  Monday 22nd July 2024 |

| | | |

R.N.I. Regd No. ODIODI/2010/46693

Breaking News

ଜିଲା ସାମ୍ବାଦିକ ସଂଘର ସାଧାରଣ ପରିଷଦ ବୈଠକ    (21-Jul-2024)       ||      ବଲାଙ୍ଗିର ନୃସିଂହ ମନ୍ଦିର ଠାରେ ଗୁରୁ ପୁଜନୋତ୍ସବ   (21-Jul-2024)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦର ବୈଠକ   (21-Jul-2024)       ||      ଗୁରୁ ଶିଷ୍ୟ ପରମ୍ପପରା ଅତୁଟ ବନ୍ଧନ “ତସ୍ମୈଶ୍ରୀ”   (21-Jul-2024)       ||      ତହସିଲଦାର ଓ କୃଷି ଅଧିକାରୀଙ୍କ ମିଳିତ ମିଳିତ ଯାଞ୍ଚ   (21-Jul-2024)       ||      ଶ୍ରୀ ଗୋପାଳଜୀ ମନ୍ଦିର ସୋନପୁର ଠାରେ ଗୁରୁପୂର୍ଣ୍ଣିମା ଉତ୍ସବ ପାଳିତ   (21-Jul-2024)       ||      ବନ ମହୋତ୍ସବ ଉପଲକ୍ଷେ ମାଁ ପାଇଁ ଗଛ ଟିଏ କାର୍ଯ୍ୟକ୍ରମ   (21-Jul-2024)       ||      ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଜିଲ୍ଲାରେ କ୍ବାକ୍ ଓ ଗୁଣିଗାରେଡି ଚିକିତ୍ସାର ବିକଳ ଚିତ୍ର: ସରକାରୀ ସ୍ବାସ୍ଥ୍ୟସେବା ପ୍ରତି ଆସ୍ଥାନାହିଁ , ଅସଚେତନତା ଓ ଅନ୍ଧବିଶ୍ବାସକୁ ଆଶ୍ରା    (21-Jul-2024)       ||      ବିବାହିତ ମହିଳା ସ୍କଟିରେ ବସି ପ୍ରେମିକ ସହ ଫେରାର "ସିସିଟିଭି ରେ କୋଏଦ ହେଲା ଦୃଶ୍ୟ   (21-Jul-2024)       ||      ଶିକ୍ଷକ ରବିନ୍ଦ୍ରନାଥ ଦୀପଙ୍କୁ ସମ୍ବର୍ଦ୍ଧନା   (21-Jul-2024)       ||      ଉଦନ୍ତୀ ନଦୀ ପାଣିରୁ ମହିଳା ଉଦ୍ଧାର।   (21-Jul-2024)       ||      ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବଙ୍କ ବ୍ଲକ୍ ରେ ଉନ୍ନୟନ କାମରେ ଦୁର୍ନୀତି : ଜନପ୍ରତିନିଧି କରୁଛନ୍ତି ଠିକା  !   (21-Jul-2024)       ||      ପତଞ୍ଜଳୀ ଯୋଗ ସମିତି ପକ୍ଷରୁ ଗରୁ ପୁର୍ଣିମା ଉତ୍ସବ ପାଳନ   (21-Jul-2024)       ||      ଲଖପାଲିରେ ଡାଇରିଆ ଆତଙ୍କ, ୨ମୃତ, ୧୭ ଆକ୍ରାନ୍ତ, ଗାଁରୁ ୫୦୦ମିଟର ଦୂରରେ ରହିଛି ଡମ୍ପିଂୟାର୍ଡ,ସଂକ୍ରମଣ ଭୟରେ ଗ୍ରାମବାସୀ   (21-Jul-2024)       ||      ମଝି ରାସ୍ତା ରେ ଜଳିଗଲା କାର   (20-Jul-2024)       ||      ପ୍ରାକୃତିକ ବିପତ୍ତି ଓ ବିପର୍ଯ୍ୟୟ ତଥା ଅଗ୍ନିକାଣ୍ଡ ଦାଉରୁ ରକ୍ଷା ସମ୍ବନ୍ଧୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ    (20-Jul-2024)       ||      ସଟ ସାର୍କିଟ ଯୋଗୁଁ ଜଳିଲା କାର   (20-Jul-2024)       ||      ରାଜ୍ୟ ର ଏକ ନମ୍ବର ମୋଡେଲ ହସ୍ପିଟାଲ୍ ର ଦୂରାବସ୍ଥା କୁ ନେଇ ବିକ୍ଷୋପ କଲେ କୃଷକ ସଂଗଠନ*- - *କୋଠା ନିର୍ମାଣ ଓ କିଣା ଯାଇଥିବା ଚିକିତ୍ସା ଉପକରଣ ର ତଦନ୍ତ ଦାବୀ କଲେ ନାରୀ ନେତ୍ରୀ ସୋନାଲି   (20-Jul-2024)       ||      ଗଞ୍ଜେଇ ସହ ଦୁଇ ବେପାରୀ ଗିରଫ - ଗଞ୍ଜେଇ ଗୋଦାମ ପାଲଟିଛି ସୁବଳୟା ଅଞ୍ଚଳ - ମୁଖ୍ୟ ମାଫିଆଙ୍କୁ ଧରିବାରେ ପୁଲିସ ବିଫଲ   (20-Jul-2024)       ||      ବଦଳିବ କି ଜୁନାଗଡ ରାଜନୀତି ସମୀକରଣ !   (20-Jul-2024)       ||     

HOME   ଜିଲ୍ଲା

ବିଜ୍ଞାନ ଯୁଗରେ ବି ଅନ୍ଧବିଶ୍ୱାସର ଝଲକ: "ଖଟଦେବତା"

18-Sep-2023



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ବାରଖମା ପଞ୍ଚାୟତ ର ଘାଷୀ ସାହିରେ ଆଜିର ବିଜ୍ଞାନ ଯୁଗରେ ମଧ୍ୟ ଅନ୍ଧବିଶ୍ୱାସର ଝଲକ ଦେଖିବାକୁ ମିଳିଛି l ଦିଶାରା ନାୟକ ନାମକ ଗରିବ ପରିବାର ଝିଅ ରଶ୍ମୀପ୍ରିୟାର ଦେହ ତିନିମାସରୁ ଅଧିକ ହେବ ଦେହ ଖରାପ ହୋଇ

ଶଯ୍ୟାଶାୟୀ ରହିଛି, ବାଲିଗୁଡା ଉପଖଣ୍ଡ ଡାକ୍ତରଖାନା ଓ ଫୁଲବାଣୀ ଜିଲ୍ଲା ଡାକ୍ତରଖାନାକୁ ନେଇ ବିଫଳ ହେବାପରେ ପରିବାର ଲୋକେ ଭୌତିକ ଓ ତନ୍ତ୍ରବିଦ୍ୟାକୁ ଭରସାକରି ସୋମବାର ସକାଳୁ ସକାଳୁ କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ନୂଆପଦର ପଞ୍ଚାୟତରୁ ଗୁଣିଆ ଡାକି ଖଟ ଦେବତା ଭଳି ଭୌତିକ ବ୍ୟବସ୍ଥା କରୁଥିବା ବେଳେ ସାହିର ଚାରିଦିଗରେ ପିଲାରୁ ବୟସ୍କ ମହିଳା/ପୁରୁଷ ତାହା ଦେଖିବାକୁ ରୁଣ୍ଢ ହୋଇଥିବା ଦେଖିବାକୁ ମିଳିଥିଲା l ଏହି ଦେବତା କରିବା ଦ୍ଵାରା ଝିଅର ଦେହ କେମିତି ଅସୁସ୍ଥ ହୋଇଛି ନା କିଏ ତନ୍ତ୍ର ବିଦ୍ୟା

କରି ଅସୁସ୍ଥ କରିଛି ତାହା ଜାଣିବା ସହିତ ତାର କି ପ୍ରତିକାର କରିଲେ ସୁସ୍ଥ ହେବ ସେଥିପାଇଁ ଦେବତା କରୁଥିବା ଅସୁସ୍ଥ ଝିଅ ରଶ୍ମୀପ୍ରିୟାର ବାପା ଦିଶାରା ନାୟକ କହିଥିବାବେଳେ ଖଟଦେବତା ପୂଜକ ସତ୍ୟାନନ୍ଦ ବେହରା  ଏହି ଦେବତା ଅଷ୍ଟଦେଵୀ ପୂଜାବିଧି କରି ଖଟରେ ଆଠ ଠାକୁରାଣୀକୁ ଡାକି ମନ୍ଦାର ଫୁଲ, ଅରୁଆ ଚାଉଳ, ଅଣ୍ଡା, ହଳଦୀ ଲାଗିକରି ମାକୁ ଡାକି ଏହିବିଦ୍ୟା କରୁଛୁ ବୋଲି କହିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲା ସାମ୍ବାଦିକ ସଂଘର ସାଧାରଣ ପରିଷଦ ବୈଠକ   21-Jul-2024
  ଜିଲ୍ଲା  
ବଲାଙ୍ଗିର ନୃସିଂହ ମନ୍ଦିର ଠାରେ ଗୁରୁ ପୁଜନୋତ୍ସବ   21-Jul-2024
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦର ବୈଠକ   21-Jul-2024
  ଜିଲ୍ଲା  
ଗୁରୁ ଶିଷ୍ୟ ପରମ୍ପପରା ଅତୁଟ ବନ୍ଧନ “ତସ୍ମୈଶ୍ରୀ”   21-Jul-2024
  ଜିଲ୍ଲା  
ତହସିଲଦାର ଓ କୃଷି ଅଧିକାରୀଙ୍କ ମିଳିତ ମିଳିତ ଯାଞ୍ଚ   21-Jul-2024
  ଜିଲ୍ଲା  
ଶ୍ରୀ ଗୋପାଳଜୀ ମନ୍ଦିର ସୋନପୁର ଠାରେ ଗୁରୁପୂର୍ଣ୍ଣିମା ଉତ୍ସବ ପାଳିତ   21-Jul-2024
  ଜିଲ୍ଲା  
ବନ ମହୋତ୍ସବ ଉପଲକ୍ଷେ ମାଁ ପାଇଁ ଗଛ ଟିଏ କାର୍ଯ୍ୟକ୍ରମ   21-Jul-2024
  ରାଜ୍ୟ  
ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଜିଲ୍ଲାରେ କ୍ବାକ୍ ଓ ଗୁଣିଗାରେଡି ଚିକିତ୍ସାର ବିକଳ ଚିତ୍ର: ସରକାରୀ ସ୍ବାସ୍ଥ୍ୟସେବା ପ୍ରତି ଆସ୍ଥାନାହିଁ , ଅସଚେତନତା ଓ ଅନ୍ଧବିଶ୍ବାସକୁ ଆଶ୍ରା   21-Jul-2024
  ଜିଲ୍ଲା  
ବିବାହିତ ମହିଳା ସ୍କଟିରେ ବସି ପ୍ରେମିକ ସହ ଫେରାର "ସିସିଟିଭି ରେ କୋଏଦ ହେଲା ଦୃଶ୍ୟ   21-Jul-2024
  ଜିଲ୍ଲା  
ଶିକ୍ଷକ ରବିନ୍ଦ୍ରନାଥ ଦୀପଙ୍କୁ ସମ୍ବର୍ଦ୍ଧନା   21-Jul-2024
  ଜିଲ୍ଲା  
ଉଦନ୍ତୀ ନଦୀ ପାଣିରୁ ମହିଳା ଉଦ୍ଧାର।   21-Jul-2024
  ଜିଲ୍ଲା  
ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବଙ୍କ ବ୍ଲକ୍ ରେ ଉନ୍ନୟନ କାମରେ ଦୁର୍ନୀତି : ଜନପ୍ରତିନିଧି କରୁଛନ୍ତି ଠିକା  !   21-Jul-2024

You Might Also Like