-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ବାଲିଗୁଡାରେ ଗଣେଷ ପୂଜା ପାଳିତ: ନୂତନ ଛାତ୍ର ଛାତ୍ରୀ ଖଡ଼ି ଛୁଆଁଇଲେ

19-Sep-2023



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ସିଦ୍ଧି ପ୍ରଦାୟକ ଶ୍ରୀ ଶ୍ରୀ ଶ୍ରୀ ଗଜାନନଙ୍କ ପୂଜନୋତ୍ସବ ଯଥା ରୀତିନୀତି ଅନୁସାରେ ପାଳିତ ହୋଇ ଯାଇଛି l ଏହି ଅବସରରେ ଟାଉନର ସମସ୍ତ ଶିକ୍ଷାନୁଷ୍ଠାନ, ସ୍ବେଛାସେବୀ ଅନୁଷ୍ଠାନ, ସାଂସ୍କୃତିକ ଅନୁଷ୍ଠାନ ଗୁଡିକରେ ପୂଜାର୍ଚ୍ଚନା, ପୁଷ୍ପାଞ୍ଜଳି ଓ ପ୍ରସାଦ ସେବନ ସହ ନୂତନ ଛାତ୍ର ଛାତ୍ରୀ ମାନଙ୍କର ଖଡ଼ି ଛୁଆଁ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା l ଟାଉନର ଫ୍ରେଣ୍ଡସ ଗ୍ରୁପ, ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର, ଶିକ୍ଷା ନିକେତନ ଓ ବଡ଼ଗାଁ ର ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ରେ ପୂଜା ଓ ସାଜସଜ୍ଜା ତଥା ଆଲୋକ ତୋରଣ ମନଲୋଭା ସହ ଆକର୍ଷଣୀୟ ହୋଇ ପାରିଥିଲା l ଭକ୍ତ ଓ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଓ ଉଦ୍ଦୀପନା ଦେଖାଦେଇଥିଲା l ଟାଉନର ସବୁଠାରୁ ନିଆରା ଗ୍ରୁପ ଭାବେ ପରିଚିତ ପାଟଖଣ୍ଡା ମନ୍ଦିର ନିକଟରେ ହେଉଥିବା ଫ୍ରେଣ୍ଡସ ଗ୍ରୁପର ସପ୍ତମ ବାର୍ଷିକ ଗଣେଷ ପୂଜା ଯଥାରିତି ନୀତି ଭାବେ ହୋଇଥିବା ବେଳେ ସନ୍ଧ୍ୟାରେ ୧୦୮ ଆଳତୀ କାର୍ଯ୍ୟକ୍ରମ ସହ ଭକ୍ତ ମାନଙ୍କୁ ପ୍ରସାଦ ସେବନର ବ୍ୟବସ୍ଥା ସବୁଠାରୁ ଆକର୍ଷଣୀୟ ହୋଇପାରିଥିଲା l ଏଥିରେ ଶହ ଶହ ଭକ୍ତ ଙ୍କ ସମାଗମ ହୋଇଥିଲା l ଏହି କାର୍ଯ୍ୟକ୍ରମ ଏକ ସପ୍ତାହ ଧରି ଚାଲିବ ବୋଲି ଗ୍ରୁପର ସଦସ୍ୟ ରାକେଶ ପାତ୍ର, ପ୍ରଭାକର ପାତ୍ର, ମନୋଜ ପ୍ରଧାନ, ସି.ଏଚ. ଆଶିଷ ପାତ୍ର, ଶିବା ପାତ୍ର, ସନ୍ୟାସୀ ସିଅ, ପ୍ରେମାନନ୍ଦ ପାତ୍ର, ସତ୍ୟ ନାରାୟଣ ଆଚାରୀ, ନାରାୟଣ ପାତ୍ର, ବାଲ କିଶୋର ପାତ୍ର, ନାରାୟଣ ନାୟକ, କାହ୍ନ।ପାତ୍ର, ମନୋଜ ପଣ୍ଡା ଅନିଲ ପାଣିଗ୍ରାହୀ, ଭିକି ଦାସ, ଚନ୍ଦନମହାପାତ୍ର, ଲିକୁ ପଣ୍ଡା, ପ୍ରତାପ ପାତ୍ର, ମିଟୁ ଦୋରା ପ୍ରମୁଖ ଉପସ୍ଥିତ ରହି ପରିଚାଳନାରେ ସହଯୋଗ କରିବା ସହ ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like