-+91-9937148622 |

prerana_bgr@rediffmail.com |

  Monday 12th May 2025 |

| | | |

R.N.I. Regd No. ODIODI/2010/46693

Breaking News

ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ତରଫରୁ ମାତୃ ଦିବସ ପାଳିତ    (12-May-2025)       ||      ଗୋଚର ଜମିରେବେଆଇନ ଭାବେ ଗଚ୍ଛିତ   (12-May-2025)       ||      ବଲାଙ୍ଗୀର ଜିଲ୍ଳା କାରାଗାର ଅନ୍ତେବାସୀଙ୍କ ପାଇଁ ଲାଇବ୍ରେରୀ ପ୍ରଦାନ କଲା ଅଘରିଆ ସମାଜ ଟ୍ରଷ୍ଟ   (12-May-2025)       ||      କଷାଗୁମୁଡା ଠାରେ ଅଭିଭୁକ୍ତ କୋରାପୁଟ ଜିଲ୍ଲା ମଗଧା ଗୈାଡ ସମାଜର ବ୍ଳକ କମିଟି ଗଠନ   (12-May-2025)       ||      ଖପ୍ରାଖୋଳ ବ୍ଲକ କୁମ୍ଭାର ସମାଜର ହରିଶଙ୍କର ମେଳାରେ ଅନ୍ନସେବା   (12-May-2025)       ||      ସାଇଟ ନର୍ସିଂ କଲେଜରେ ବିଶ୍ୱ ସେବିକା ଦିବସ ପାଳିତ   (12-May-2025)       ||      ବରିଷ୍ଠ ଆଇନଜୀବୀ ମଦନମୋହନ ମିଶ୍ରଙ୍କ ପରଲୋକରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   (12-May-2025)       ||      ଚୋରା ଗଞ୍ଜେଇ କାରବାରର ଚେର ଲମ୍ବିଛି ଉତ୍ତରପ୍ରଦେଶରୁ ସମ୍ବଲପୁର-ଛତିଶଗଡ   (12-May-2025)       ||      ବୋଡ଼େନ ପାତାଳ ଗଙ୍ଗାରେ ବୈଶାଖ ମେଳା ପାଇଁ ଜୋର୍ ଦାର ପ୍ରସ୍ତୁତି    (12-May-2025)       ||      ପିଲା ଗୁରୁଙ୍କ କଥା ମାନିଲେ ସଫଳତା ପାଇପାରିବେ   (12-May-2025)       ||      ରାଜ୍ୟପାଳଙ୍କ ଠାରୁ ପୁରସ୍କୃତ ହେଲେ ଟୋପ ଉଚ୍ଚ ବିଦ୍ୟାଳୟ ର ଗାଇଡ ଛାତ୍ରୀ   (11-May-2025)       ||      ମାନିଗାଁ ନିକଟରେ ମୁହାଁମୁହିଁ ବାଇକ୍‌ ଦୁର୍ଘଟଣାରେ ୨ ମୃତ   (11-May-2025)       ||      ଗ୍ରୀଷ୍ମ କାଳୀନ ସ୍ବତନ୍ତ୍ର ରକ୍ତଦାନ ଶିବିର ଆୟୋଜିତ   (11-May-2025)       ||      ନୃସିଂହଚତୁର୍ଦ୍ଦଶୀ ରେ ଲକ୍ଷେ ବେଳପତ୍ର ସମର୍ପଣ ସହ ପୂଜା   (11-May-2025)       ||      ମାଟ୍ରିକ୍ ଏ–୧ରେ କୃତକାର୍ଯ୍ୟ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା   (11-May-2025)       ||      ସୋନପୁର ଠାରେ ନିଶୁଳ୍କ ଯୋଗ ବିଜ୍ଞାନ ଓ ଧ୍ୟାନ ଶିବିର   (11-May-2025)       ||      ସାହିତ୍ଯ ପତ୍ରିକା ଉଚ୍ଚାଙ୍ଗ ସାହିତ୍ଯର ସ୍ବର "ସ୍ରୋତସ୍ବତୀ"  ର ଖରା ସଂଖ୍ୟା  ଲୋକାର୍ପିତ    (11-May-2025)       ||      ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ରଚନା ପକ୍ଷରୁ ବାର୍ଷିକୋତ୍ସବ; ସାରସ୍ଵତ ଆଲୋଚନାଚକ୍ର ଓ କବିତା ପାଠୋତ୍ସବ ରେ ଭାଗନେଲେ ବହୁ କବି ଓ ସାହିତ୍ୟପ୍ରେମୀ    (11-May-2025)       ||      ୫କୁଇଣ୍ଟାଲ ରୁ ଉର୍ଦ୍ଧ୍ଵ ଗଞ୍ଜାଇ ସହ ମେକ୍ସ ପିକ୍ଅପ ଜବତ,ଆସାମୀ ଫେରାର   (11-May-2025)       ||      ଦୁର୍ନୀତିର ଖଜୁରୀଗଛ ସମବାୟ ବିଭାଗ: ମଞ୍ଜି ପୋତି ବଢାଇଥାନ୍ତି ମନ୍ତ୍ରୀ ଓ ଅଧିକାରୀ; କର୍ମଚାରୀଙ୍କ ନିଯୁକ୍ତିଠାରୁ ମିଥ୍ୟାଧାନକିଣା , କମିଟି ଓ ଚାଷୀଶୋଷଣର ରାକେଟ୍    (11-May-2025)       ||     

HOME   ଜିଲ୍ଲା

ବଲାଙ୍ଗିରରେ ଧୁମଧାମରେ ପାଳନ ହେଲା ବିଶ୍ୱ ଫାର୍ମାସିଷ୍ଟ ଦିବସ

28-Sep-2023



ବଲାଙ୍ଗୀର(ପ୍ରେରଣା ଖବର ): ବଲାଙ୍ଗିର ଭୀମ ଭୋଇ ମେଡିକାଲର ମାତୃ ଓ ଶିଶୁ ବିଭାଗରେ ଥିବା ସଭାକକ୍ଷରେ ବିଶ୍ୱ ଫାର୍ମସିଷ୍ଟ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ଏହି ସଭାରେ ମୁଖ୍ୟ ଅତିଥି ଭାବରେ ଭୀମଭୋଇ ମେଡିକାଲ କଲେଜର ସୁପରିଟେଣ୍ଡେଣ୍ଟ ଡା. ମାନସି ପଣ୍ଡା, ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଭାରପ୍ରାପ୍ତ ଚିକିତ୍ସା ଅଧିକାରୀ କେ.ସି. ମହନ୍ତ, ମୁଖ୍ୟବକ୍ତା ଭାବରେ ଶରତ ଚନ୍ଦ୍ର ନାଏକ, ରାଜ୍ୟ ଫାର୍ମାସିଷ୍ଟ ସଂଘ ସଂପାଦକ ହିମାଂଶୁ ଭୁଷଣ ମିଶ୍ର, ଜିଲ୍ଲା ଫାର୍ମାସିଷ୍ଟ ସଂଘ ସଭାପତି ନିବୁ ପ୍ରଧାନ, ଜିଲ୍ଲା ସଂପାଦକ ରାଧା ମାଧବ ମିଶ୍ର ଏବଂ ଷ୍ଟାର ହେଲ୍‌ଥ୍ ଇନ୍‌ସ୍ୟୁରେନ୍ସ ଏସ୍‌ଏସ୍‌ଏମ୍ ଜୟକୃଷ୍ଣ ମିଶ୍ର ସମ୍ମାନିତ ଅତିଥି

ଭାବେ ଯୋଗଦେଇ ଫାର୍ମାସିଷ୍ଟମାନଙ୍କ ନିଷ୍ଠାର ସହ କାମକୁ ଭୁୟସି ପ୍ରଶଂସା କରିଥିଲେ । ଜିଲ୍ଲା ଚିକିତ୍ସା ଅଧିକାରୀ ଡା. ମହନ୍ତ ତାଙ୍କ ମନ୍ତବ୍ୟରେ କହିଥିଲେ ଫାର୍ମାସିଷ୍ଟଙ୍କ କେତେ ଗୁରୁତ୍ୱ ରହିଛି ଚିକିତ୍ସାଳୟରେ ସୁନ୍ଦର ଭାବରେ ବର୍ଣ୍ଣନା କରିଥିଲେ । ଜିଲ୍ଲା ମୁଖ୍ୟ ଡାକ୍ତରଖାନାର ମୁଖ୍ୟ ଫାର୍ମାସିଷ୍ଟ ନାରାୟଣ ପରିଡା ଧନ୍ୟବାଦ ଅର୍ପଣ କରିଥିଲେ । ଶେଷରେ ସମସ୍ତ ଫାର୍ମାସିଷ୍ଟ ଏକାଠି ନାଚ ଗୀତ ଗାଇ ବିଶ୍ୱ ଫାର୍ମାସିଷ୍ଟ ଦିବସକୁ ମହାସମାରୋହରେ ପାଳନ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟ ତରଫରୁ ମାତୃ ଦିବସ ପାଳିତ    12-May-2025
  ଜିଲ୍ଲା  
ଗୋଚର ଜମିରେବେଆଇନ ଭାବେ ଗଚ୍ଛିତ   12-May-2025
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା କାରାଗାର ଅନ୍ତେବାସୀଙ୍କ ପାଇଁ ଲାଇବ୍ରେରୀ ପ୍ରଦାନ କଲା ଅଘରିଆ ସମାଜ ଟ୍ରଷ୍ଟ   12-May-2025
  ଜିଲ୍ଲା  
କଷାଗୁମୁଡା ଠାରେ ଅଭିଭୁକ୍ତ କୋରାପୁଟ ଜିଲ୍ଲା ମଗଧା ଗୈାଡ ସମାଜର ବ୍ଳକ କମିଟି ଗଠନ   12-May-2025
  ଜିଲ୍ଲା  
ଖପ୍ରାଖୋଳ ବ୍ଲକ କୁମ୍ଭାର ସମାଜର ହରିଶଙ୍କର ମେଳାରେ ଅନ୍ନସେବା   12-May-2025
  ଜିଲ୍ଲା  
ସାଇଟ ନର୍ସିଂ କଲେଜରେ ବିଶ୍ୱ ସେବିକା ଦିବସ ପାଳିତ   12-May-2025
  ଜିଲ୍ଲା  
ବରିଷ୍ଠ ଆଇନଜୀବୀ ମଦନମୋହନ ମିଶ୍ରଙ୍କ ପରଲୋକରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   12-May-2025
  ଜିଲ୍ଲା  
ଚୋରା ଗଞ୍ଜେଇ କାରବାରର ଚେର ଲମ୍ବିଛି ଉତ୍ତରପ୍ରଦେଶରୁ ସମ୍ବଲପୁର-ଛତିଶଗଡ   12-May-2025
  ଜିଲ୍ଲା  
ବୋଡ଼େନ ପାତାଳ ଗଙ୍ଗାରେ ବୈଶାଖ ମେଳା ପାଇଁ ଜୋର୍ ଦାର ପ୍ରସ୍ତୁତି   12-May-2025
  ଜିଲ୍ଲା  
ପିଲା ଗୁରୁଙ୍କ କଥା ମାନିଲେ ସଫଳତା ପାଇପାରିବେ   12-May-2025
  ଜିଲ୍ଲା  
ରାଜ୍ୟପାଳଙ୍କ ଠାରୁ ପୁରସ୍କୃତ ହେଲେ ଟୋପ ଉଚ୍ଚ ବିଦ୍ୟାଳୟ ର ଗାଇଡ ଛାତ୍ରୀ   11-May-2025
  ଜିଲ୍ଲା  
ମାନିଗାଁ ନିକଟରେ ମୁହାଁମୁହିଁ ବାଇକ୍‌ ଦୁର୍ଘଟଣାରେ ୨ ମୃତ   11-May-2025

You Might Also Like