-+91-9937148622 |

prerana_bgr@rediffmail.com |

  Saturday 6th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ    (05-Jun-2026)       ||      ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   (05-Jun-2026)       ||      ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    (05-Jun-2026)       ||      ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   (05-Jun-2026)       ||      ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ    (05-Jun-2026)       ||      ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ    (05-Jun-2026)       ||      ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   (05-Jun-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   (05-Jun-2026)       ||      ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   (05-Jun-2026)       ||      *ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   (05-Jun-2026)       ||      ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   (05-Jun-2026)       ||      *ଜୁନ ୨୧ ଯୋଗ ଦିବସ ପାଳନ ପାଇଁ ଯୋଗ ପ୍ରୋଟୋକଲ ପ୍ରଶିକ୍ଷଣ ଶିବିର*   (05-Jun-2026)       ||      ସ୍ୱଚ୍ଛ ଗାଁ – ସୁରକ୍ଷିତ ଜଳବାୟୁ: ସିଂହପୁର ଗ୍ରାମସଭାରେ ସରପଞ୍ଚ ଶଶାଙ୍କ ଶେଖର ଖିଲାରଙ୍କ ସଚେତନତା ବାର୍ତ୍ତା    (05-Jun-2026)       ||      ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାକୁ ପ୍ରକୃତି ମିତ୍ର ଓ ଆନନ୍ଦ ବଡ଼ପଣ୍ଡାଙ୍କୁ ପ୍ରକୃତିବନ୍ଧୁ ପୁରସ୍କାର    (05-Jun-2026)       ||      ଆସ ଆମେ ପଢ଼ିବା କାର୍ଯ୍ୟକ୍ରମ    (05-Jun-2026)       ||      ସମାଜସେବୀ ବିରଞ୍ଚି ନାରାୟଣ ଦାଶଙ୍କୁ ମିଳିଲା ପ୍ରକୃତି ବନ୍ଧୁ ପୁରସ୍କାର    (05-Jun-2026)       ||      ଆଇ.ଟି.ଆଇ. କଲେଜରେ ବୈଷୟିକ ଶିକ୍ଷା ପାଠ୍ୟକ୍ରମ ପାଇଁ ପରାମର୍ଶ ଶିବିର ଅନୁଷ୍ଠିତ    (05-Jun-2026)       ||      ମାଲକାନଗିରିରେ ସରକାରୀ ଡାକ୍ତରଙ୍କ ପ୍ରାଇଭେଟ୍ ଚିକିତ୍ସାକୁ ଗୁରୁତ୍ୱ (ଗରିବ ଓ ମଧ୍ୟବିତ୍ତ ରୋଗୀ ଆର୍ଥିକ ଶୋଷଣର ଶିକାର)   (05-Jun-2026)       ||      କଟକ ବାଲିଯାତ୍ରା ତଳ ପଡ଼ିଆରେ ପ୍ରେମୀଯୁଗଳ ଏବଂ ମଦୁଆଙ୍କ ସହିତ ପିସିଆର ଭ୍ୟାନ୍ ର ଲୁଚିକାଳୀ ଖେଳେ ।   (05-Jun-2026)       ||     

HOME   ଜିଲ୍ଲା

ମର୍ନିଙ୍ଗ ୱାକର ଟିମ ଓ ସ୍ୱଚ୍ଛ ଭାରତ ସଂଗଠନ ପକ୍ଷରୁ ଶୋକ ସଭା

28-Sep-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ)
ବିଦ୍ୟୁତ କରେଣ୍ଟ ରେ ମୃତ୍ୟୁ ବରଣ କରିଥିବା ଓ ପୌର ପରିଷଦ ଅଧୀନ ରେ କାର୍ଯ୍ୟ କରୁଥିବା ଫରେଷ୍ଟ ପାର୍କ ର  କର୍ମଚାରୀ ସ୍ବର୍ଗୀୟl ବାସନ୍ତି ଦାସ ଙ୍କ ଅମର ଆତ୍ମା ର ଶାନ୍ତି ସଦଗତି ପାଇଁ ଆଜି ସକାଳ 7 ଘଣ୍ଟା ରେ ଫରେଷ୍ଟ ସ୍ମାର୍ଟ ପାର୍କ ସମ୍ବୁଖ ରେ ଏକ ଶୋକ ସଭା ଅନୁଷ୍ଠିତ ହୋଇଥିଲା l  ମର୍ନିଙ୍ଗ ୱାକର ଟିମ ଓ ସ୍ୱଚ୍ଛ ଭାରତ  ସଂଗଠନ ପକ୍ଷ ରୁ ଆୟୋଜିତ ଏହି ସଭାରେ ସୁବର୍ଣ୍ଣପୁର ଏସପି ଅମରେଶ ପଣ୍ଡା, ଅବକାରୀ ଅଧିକ୍ଷକl ସୁମତି ତ୍ରିପାଠୀ, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଉଲୁଣ୍ଡା ବ୍ଲକ ଏ ବି ଡି ଓ,  ସୁଦଂlଶୁ  ଶେଖର ମଲ୍ଲିକ, ପ୍ରାକ୍ତନ ନିଗମ ଅଧ୍ୟକ୍ଷ ଅଭିମନ୍ୟୁ କୁଶଳ,  ସାମ୍ବାଦିକ ବିବେକା ନନ୍ଦ ମିଶ୍ର, ସମାଜ ସେବୀ ଶ୍ରୀକାନ୍ତ ମିଶ୍ର, ଓକିଲ ସଂଘ ସମ୍ପାଦକ ପ୍ରଫୁଲ୍ଲ ସାହୁ,  ପୌର ପରିଷଦ ନୋଡାଲ ଅଫିସର ଶାଶ୍ୱତ ରଞ୍ଜନ ଠାକୁର, ପ୍ରମୁଖ ବହୁ ମାନ୍ୟ ଗଣ୍ୟ ବ୍ୟକ୍ତି ଯୋଗ ଦେଇ ସ୍ବର୍ଗୀୟl ଆତ୍ମା ପ୍ରତି ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଅର୍ପଣ ସମେତ ସ୍ମୃତି ଚାରଣ କରିଥିଲେ l

ସଭାକୁ ସାମ୍ବାଦିକ ମନୋରଞ୍ଜନ ତ୍ରିପାଠୀ ସଂଯୋଜନା କରିଥିବା ବେଳେ ସମାଜସେବୀ ମନୋଜ ପଣ୍ଡା, ରବୀନ୍ଦ୍ର ଜେନା, ହରି ଶଙ୍କର ଚୌଧୀରି, ରୁଦ୍ର ମହାପାତ୍ର ପ୍ରମୁଖ ସମସ୍ତ  ମର୍ନିଙ୍ଗ ୱାକର ଆୟୋଜନ ରେ ସହଯୋଗ କରିଥିଲେ l  ସ୍ୱଚ୍ଛ ଭାରତ ର ଉଦ୍ୟୋକ୍ତl ସୟଦ ଅଲିମୁଲ ଇସଲାମ ଧନ୍ୟବାଦ ଅର୍ପଣ କରିଥିଲେ l ସଭାରେ ଶତାଧିକ ପୁରୁଷ ମହିଳା ଯୋଗ ଦେଇଥିବା ବେଳେ ମୃତl ବାସନ୍ତି ଙ୍କ ପରିବାର କୁ ଏସପି ପାଞ୍ଚ ହଜାର, ଓ ଅବକାରୀ ଅଧିକ୍ଷିକା ଶ୍ରୀମତୀ ତ୍ରିପାଠୀ ଚାରି ହଜାର ଟଙ୍କା ଆର୍ଥିକ ସହାୟତା କରିଥିବା ବେଳେ ସମସ୍ତ ମର୍ନିଙ୍ଗ ୱାକର ଙ୍କ ପକ୍ଷ ରୁ ସ୍ବର୍ଗୀୟl ବାସନ୍ତି ଙ୍କ ଶ୍ରାଦ୍ଧ ଦିବସ ରେ ଉକ୍ତ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯିବାକୁ ସ୍ଥିର ହୋଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ ନେଇ ଅଭିନୟ ଢଙ୍ଗରେ ବିଶ୍ୱ ପରିବେଶ ଦିବସ   05-Jun-2026
  ଜିଲ୍ଲା  
ନିଶାକାରବାର ପେଣ୍ଠସ୍ଥଳୀ ଅଭିମୁଖେ ରାମପୁର ଅଂଚଳ, ସାଥ ଦେଉଛି ସଟ୍ଟା ଖେଳ   05-Jun-2026
  ଜିଲ୍ଲା  
ତରଭାରେ ପ୍ରୟାସ ପକ୍ଷ୍ ରୁ ବିଶ୍ଵ ପରିବେଶ ଦିବସ ପାଳିତ    05-Jun-2026
  ଜିଲ୍ଲା  
ବ୍ରାଉନ ସୁଗାର ବିକ୍ରି କରିବା ସମୟରେ ପୋଲିସ ମାଡିବସିଲା ।   05-Jun-2026
  ଜିଲ୍ଲା  
ଋଣ୍ଡିମହୁଲ,ଖୁଣ୍ଟିଗୋରା ଓ ଦପଲା ଧାନମଣ୍ଡି ଉଦଘାଟିତ   05-Jun-2026
  ଜିଲ୍ଲା  
ଅତାବିରାର ବିଜ୍ଞାନ ଶିକ୍ଷୟିତ୍ରୀଙ୍କୁ ଜାତୀୟ କବି ସାରସ୍ୱତ ସମ୍ମାନ   05-Jun-2026
  ଜିଲ୍ଲା  
ବିଶାଲପାଳି ସ୍କୁଲରେ ବିଶ୍ୱ ପରିବେଶ ଦିବସ ପାଳିତ   05-Jun-2026
  ଜିଲ୍ଲା  
*ଜିଲ୍ଲା ସ୍ତରୀୟ ବିଶ୍ୱ ତମାଖୁ ବର୍ଜନ ଦିବସ* -   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ବିଭିନ୍ନ ପ୍ରକଳ୍ପ ର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ   05-Jun-2026
  ଜିଲ୍ଲା  
ବିଶ୍ୱ ପରିବେଶ ଦିବସ ଅବସରରେ ଲକ୍ଷ୍ମୀକାନ୍ତ ଭୋଇ ପ୍ରକୃତି ବନ୍ଧୁ ସମ୍ମାନ ରେ ସମ୍ମାନିତ   05-Jun-2026
  ଜିଲ୍ଲା  
*ନବରଙ୍ଗପୁର ବନଖଣ୍ଡ ଦ୍ଵାରା ବିଶ୍ଵ ପରିବେଶ ଦିବସ ପାଳିତ*   05-Jun-2026
  ଜିଲ୍ଲା  
ଦେଓଗାଁ ୧୩ନମ୍ବର ଜିଲ୍ଲାପରିଷଦଜୋନର ୧୦ ପଞ୍ଚାୟତବାସୀ ଘେରିଲେ ଅରଡବ୍ଲୁଏସଏସ ଓ ବିଦ୍ୟୁତକାର୍ଯ୍ୟାଳୟ   05-Jun-2026

You Might Also Like