-+91-9937148622 |

prerana_bgr@rediffmail.com |

  Friday 6th December 2024 |

| | | |

R.N.I. Regd No. ODIODI/2010/46693

Breaking News

ପାରମ୍ପରିକ ରୀତି ନୀତି ରେ ଆରମ୍ଭ ହେଲା ଜିଲ୍ଲାସ୍ତରୀୟ ମଣ୍ଡେଇ ୨୦୨୪ ସାଂସ୍କୃତିକ ଶୋଭାଯାତ୍ରା   (06-Dec-2024)       ||      ବାଳିକା ହାଇସ୍କୁଲରେ ସଂକଳ୍ପ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ   (06-Dec-2024)       ||      କେନଝରିଆପାଲିରେ କୁରାଳ ସାମାଜର ବାର୍ଷିକ ମହୋତ୍ସବ   (06-Dec-2024)       ||      ବୀରମହାରାଜପୁର ଧନୁଯାତ୍ରା ଶୁଭସ୍ତମ୍ଭ ସ୍ଥାପନ - ବିଶେଷ ଆକର୍ଷଣ ମିନାବଜାର ଓ ସମ୍ବଲପୁରୀ ମେଲୋଡି   (06-Dec-2024)       ||      କମିରାଛକ ରେ ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳିତ   (06-Dec-2024)       ||      ହଳଦୀପଦର ଗ୍ରାମରେ ରେ ବିଷପିଇ ମହିଳା ଙ୍କ ଆତ୍ମହତ୍ୟା   (06-Dec-2024)       ||      ନବରଙ୍ଗପୁର ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚାର ଚାଷୀ ପ୍ରତିନିଧି ବୈଠକ   (06-Dec-2024)       ||      ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ୬୬ ତମ ବାର୍ଷିକ କ୍ରୀଡ଼ା ଉତ୍ସବ ପାଳନ   (06-Dec-2024)       ||      ପିପି ଏକାଡେମୀ ହୀରକ ଜୟନ୍ତୀ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା    (06-Dec-2024)       ||      ବଲାଙ୍ଗୀର: ରେଲ ଧାରଣାରୁ ଅଜଣା ମହିଳାଙ୍କ ଶବ ଉଦ୍ଧାର   (06-Dec-2024)       ||      ଷୋହଳ ପ୍ରହରୀ ନମାଯଜ୍ଞ ସମାପନ/ ପୂର୍ଣ୍ଣାହୁତି    (06-Dec-2024)       ||      ଚତୁର୍ଥ ଶ୍ରେଣୀ ଛାତ୍ରକୁ ଚପଲରେ ପିଟିଲେ ଶିକ୍ଷକ ; ମୁରିବାହାଲ ପୋଲିସର ତଦନ୍ତ ଆରମ୍ଭ   (06-Dec-2024)       ||      ସୋନପୁର ବ୍ଲକ ସ୍ତରୀୟ ସୁନେତ୍ର ବୈଠକ   (06-Dec-2024)       ||      ସୁବର୍ଣ୍ଣପୁର ଠାରେ ୬୨ ତମ ଗୃହ ରକ୍ଷୀ ପ୍ରତିଷ୍ଠା ଦିବସ ପାଳିତ   (06-Dec-2024)       ||      ବିଶ୍ଵ ଦରବାରରେ ପରିଚିତ ଶଲାବୁଢାଙ୍କ ପ୍ରତିମୂର୍ତ୍ତି ଜନ୍ମ ମାଟି ବିନିକାରେ ନିର୍ମାଣ ହେବ କେବେ ?   (06-Dec-2024)       ||      କୂଅ ରେ ପଡି ତିନି ବର୍ଷ ଶିଶୁ ପୁତ୍ର ଗୁରୁତର   (06-Dec-2024)       ||      ଲୋଇସିଂହା ଆଦିବାସୀ ଭବନ ଠାରେ ଲୋଇସିଂହା ଜମିଦାର ଜୟକୃଷ୍ଣ ସିଂ ରାଏ ଙ୍କ ଶୋକସଭା କାର୍ଯ୍ୟକ୍ରମ ଅନୁଷ୍ଠିତ   (06-Dec-2024)       ||      ଏନ ଡି ୟୁ ଜେ ର ସାଧାରଣ ବୈଠକ ଓ ନୂତନ କର୍ମକର୍ତା ଚୟନ    (06-Dec-2024)       ||      ସାହିତ୍ୟ ଏକାଡେମୀର ବାଙ୍ଗାଲୁରୁ କୋଠାକୁ ତିନି ତାରକା ମାନ୍ୟତା   (05-Dec-2024)       ||      ଲରାସରା ଉଚ୍ଚ ବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉଦଯାପିତ        (05-Dec-2024)       ||     

HOME   ରାଜନୀତି

ଦେଓଗାଁ ବ୍ଲକ ର ବିଭିନ୍ନ ଗ୍ରାମ ପରିଦର୍ଶନ କଲେ ବଲାଙ୍ଗିର ସାଂସଦ , କେନ୍ଦ୍ର ର ଜନହିତକର ଯୋଜନା ସମ୍ପର୍କରେ ଲୋକଙ୍କୁ ବୁଝାଇଲେ

29-Sep-2023



ବଲାଙ୍ଗୀର(ପ୍ରେରଣା ଖବର ): ଆଜି ବଲାଙ୍ଗୀର ସାଂସଦ ସଙ୍ଗୀତା କୁମାରୀ ସିଂଦେଓ ନିଜର କର୍ମୀ ମାନଙ୍କ ସହ ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକର ବିଭିନ୍ନ ଗ୍ରାମ ପରିଦର୍ଶନ କରି ଲୋକଙ୍କୁ କେନ୍ଦ୍ର ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ବିଷୟରେ ବୁଝାଇଥିଲେ ।  ବଲାଙ୍ଗୀର ଦେଓଗାଁ ବ୍ଲକ ବନ୍ଧପଡା, ଟେପ୍ ରେନ୍ , ଫପସି, ତାଲ୍ ପାଲି, ଧଣ୍ଡାମାଳ , ସତୀ ଘାଟ , ଡୁମେର୍ ପିଟା , ସିଂହାମୁଣ୍ଡା , ଆମ୍ ଘାଟ , ବିଲାସପୁର, ଦେଷଣ୍ଢ ଆଦି ଗ୍ରାମ ପରିଦର୍ଶନ କରି ସାଂସଦ ଶ୍ରୀମତୀ ସିଂଦେଓ ଲୋକଙ୍କ ଅଭାବ ଅସୁବିଧା ବୁଝିଥିଲେ । ପ୍ରତ୍ୟେକ ଗ୍ରାମରେ ସାଂସଦଙ୍କ ସମେତ ବିଜେପି କର୍ମୀ ଓ କର୍ମକର୍ତ୍ତା ମାନଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା । ବଲାଙ୍ଗୀର ସାଂସଦ ଶ୍ରୀମତୀ ସିଂହଦେଓ କେନ୍ଦ୍ର ସରକାରଙ୍କ ହର୍ ଘର ନଲ୍ ଯୋଜନା, ଆବାସ ଯୋଜନା, ଉଜାଲା ଯୋଜନା ଆଦି ପ୍ରଗତିଶୀଳ ଯୋଜନା ସଂପର୍କରେ ଲୋକଙ୍କୁ ବଝାଇବା ସହ ଆଗାମୀ ଦିନରେ ରାଜ୍ୟର ସମୃଦ୍ଧି ଓ ସୁଶାସନ ପାଇଁ ବିଜେପି ହିଁ ଏକମାତ୍ର ବିକଳ୍ପ ବୋଲି କହିଥିଲେ । ସାଂସଦଙ୍କ ସହ ବିଜେପି ନେତା ଗୋପାଳଜୀ ପାଣିଗ୍ରାହୀ, ଶଶୀ ସାହୁ , ଦେଓଗାଁ ମଣ୍ଡଳ ସଭାପତି ବାସୁ ସିଂହନୀନା, ସାଂସଦ ଙ୍କ ଦେଓଗାଁ ବ୍ଲକ ପ୍ରତିନିଧି ଅମିତ ସିଂ ନୀନା , ଯୁବ ମୋର୍ଚାର ପାର୍ଥ କର ନ୍ , ଦେବରାଜ ନାହାକା , ନରେଶ ଅଗ୍ରୱାଲ , ସୁଦାମ ଧରୁଆ ଙ୍କ ସମେତ ଶତାଧିକ ବିଜେପିକର୍ମୀ ବିଭିନ୍ନ ଗ୍ରାମ ପରିଦର୍ଶନ କରି ତୃଣମୂଳସ୍ତରରେ ବିଜେପିକୁ କିପରି ସୃଦୃଢ଼ କରାଯାଇ ପାରିବ ସେ ନେଇ ଜନସାଧାରଣ ଙ୍କ ସହ ଆଲୋଚନା କରିଥିଲେ l

 


News Comment




Photo in News

Advertisment
Lastest News
  ଜିଲ୍ଲା  
ପାରମ୍ପରିକ ରୀତି ନୀତି ରେ ଆରମ୍ଭ ହେଲା ଜିଲ୍ଲାସ୍ତରୀୟ ମଣ୍ଡେଇ ୨୦୨୪ ସାଂସ୍କୃତିକ ଶୋଭାଯାତ୍ରା   06-Dec-2024
  ଜିଲ୍ଲା  
ବାଳିକା ହାଇସ୍କୁଲରେ ସଂକଳ୍ପ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉଦଯାପିତ   06-Dec-2024
  ଜିଲ୍ଲା  
କେନଝରିଆପାଲିରେ କୁରାଳ ସାମାଜର ବାର୍ଷିକ ମହୋତ୍ସବ   06-Dec-2024
  ଜିଲ୍ଲା  
ବୀରମହାରାଜପୁର ଧନୁଯାତ୍ରା ଶୁଭସ୍ତମ୍ଭ ସ୍ଥାପନ - ବିଶେଷ ଆକର୍ଷଣ ମିନାବଜାର ଓ ସମ୍ବଲପୁରୀ ମେଲୋଡି   06-Dec-2024
  ଜିଲ୍ଲା  
କମିରାଛକ ରେ ଆମ୍ବେଦକରଙ୍କ ମହାପରିନିର୍ବାଣ ଦିବସ ପାଳିତ   06-Dec-2024
  ଜିଲ୍ଲା  
ହଳଦୀପଦର ଗ୍ରାମରେ ରେ ବିଷପିଇ ମହିଳା ଙ୍କ ଆତ୍ମହତ୍ୟା   06-Dec-2024
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚାର ଚାଷୀ ପ୍ରତିନିଧି ବୈଠକ   06-Dec-2024
  ଜିଲ୍ଲା  
ଟାଉନ୍ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ୬୬ ତମ ବାର୍ଷିକ କ୍ରୀଡ଼ା ଉତ୍ସବ ପାଳନ   06-Dec-2024
  ଜିଲ୍ଲା  
ପିପି ଏକାଡେମୀ ହୀରକ ଜୟନ୍ତୀ ଉପଲକ୍ଷେ ବିଭିନ୍ନ ପ୍ରତିଯୋଗିତା   06-Dec-2024
  ରାଜ୍ୟ  
ବଲାଙ୍ଗୀର: ରେଲ ଧାରଣାରୁ ଅଜଣା ମହିଳାଙ୍କ ଶବ ଉଦ୍ଧାର   06-Dec-2024
  ଜିଲ୍ଲା  
ଷୋହଳ ପ୍ରହରୀ ନମାଯଜ୍ଞ ସମାପନ/ ପୂର୍ଣ୍ଣାହୁତି    06-Dec-2024
  ରାଜ୍ୟ  
ଚତୁର୍ଥ ଶ୍ରେଣୀ ଛାତ୍ରକୁ ଚପଲରେ ପିଟିଲେ ଶିକ୍ଷକ ; ମୁରିବାହାଲ ପୋଲିସର ତଦନ୍ତ ଆରମ୍ଭ   06-Dec-2024

You Might Also Like