-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା    (24-Oct-2026)       ||      ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   (24-Oct-2026)       ||      କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   (24-Oct-2026)       ||      ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ଅନ୍‌ଲାଇନ୍ ମାଧ୍ୟମରେ ଜିଲ୍ଲାସ୍ତରୀୟ କଳାଉତ୍ସବ ଆୟୋଜିତ

14-Dec-2020



ବଲାଙ୍ଗିର, (ସନ୍ତୋଷ କୁମାର ଠାକୁର)- ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ଓ ସମଗ୍ର ଶିକ୍ଷା ଅଭିଯାନ, ଓଡିଶା ସରକାରଙ୍କ ଦ୍ୱାରା ସ୍ଥାନୀୟ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ପରିସରରେ ଥିବା ବହୁମୁଖୀ ସଭାଗୃହରେ ଜିଲ୍ଲା ସ୍ତରୀୟ କଳାଉତ୍ସବ-୨୦୨୦କୋଭିଡ୍ କଟକଣା ଯୋଗୁଁ ଅନ୍‌ଲାଇନ୍ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀ ଧୃବ ଚରଣ ବେହେରାଙ୍କ ତତ୍ତ୍ୱାବଧାନରେ ଓ ଜିଲ୍ଲା ବିଜ୍ଞାନ ନୀରିକ୍ଷକ ନିଳମଣୀ ପଟେଲଙ୍କ ଉଦ୍ୟମରେ ପରିଚାଳିତ ଉକ୍ତ ପ୍ରତିଯୋଗିତାରେ ଜିଲ୍ଲାର ବିଭିନ୍ନ ଉଚ୍ଚ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅଧ୍ୟୟନ କରୁଥିବା ୪୪ ଜଣ ଛାତ୍ର ଛାତ୍ରୀ ଶାସ୍ତ୍ରୀୟ କଣ୍ଠ ସଙ୍ଗୀତ, ପାରମ୍ପରିକ ଲୋକ କଣ୍ଠ ସଙ୍ଗୀତ, ଶାସ୍ତ୍ରୀୟ ବାଦ୍ୟଯନ୍ତ୍ର, ପାରମ୍ପରିକ ଲୋକ ବାଦ୍ୟ ଯନ୍ତ୍ର, ଶାସ୍ତ୍ରୀୟ ନୃତ୍ୟ, ଲୋକ ନୃତ୍ୟ, ଚିତ୍ରକଳା ୨-ଡି, ଚିତ୍ରକଳା ୩-ଡି, ଦେଶୀୟ ଖେଳଣା ଓ ଖେଳ ଆଦି ୯ଟି ବିଭାଗରେ ଅଂଶ ଗ୍ରହଣ କରିଥିଲେ । ବାଳକ ବିଭାଗର ଶାସ୍ତ୍ରୀୟ କଣ୍ଠ ସଙ୍ଗୀତରେ ରୋନକ୍ ମହାନ୍ତି, ପାରମ୍ପରିକ ଲୋକ କଣ୍ଠ ସଙ୍ଗୀତରେ ରୋହନ ମିଶ୍ର, ଶାସ୍ତ୍ରୀୟ ବାଦ୍ୟଯନ୍ତ୍ରରେ ବିବେକାନନ୍ଦ ତାଣ୍ଡି, ଲୋକନୃତ୍ୟରେ ଅର୍ପଣ ବୈଭବ ବାରିକ, ଚିତ୍ରକଳା ୨-ଡିରେ ମହମ୍ମଦ ମୁର୍‌ତୁଜା ଖାନ୍‌, ଚିତ୍ରକଳା ୩-ଡିରେ ଏନ.ବି. ଶ୍ରୀନିବାସ ପ୍ରଧାନ, ଦେଶୀୟ ଖେଳଣା ଓ ଖେଳରେ ପ୍ରେମାଶିଷ ପାଣ୍ଡିଆ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ବାଳିକା ବିଭାଗର ଶାସ୍ତ୍ରୀୟ କଣ୍ଠ ସଙ୍ଗୀତରେ ସ୍ମିତା ପଟ୍ଟନାୟକ, ପାରମ୍ପରିକ ଲୋକ କଣ୍ଠ ସଙ୍ଗୀତରେ ସୁପ୍ରିୟା ମଲ୍ଲିକ,  ଶାସ୍ତ୍ରୀୟ ନୃତ୍ୟରେ ଆତ୍ମନ୍ ତ୍ରିପାଠୀ,ଲୋକ ନୃତ୍ୟରେ ସ୍ୱପ୍ନା ନନ୍ଦ, ଚିତ୍ରକଳା ୨-ଡିରେ ମୌସୁମୀ ପି.ସେଠ୍‌, ଚିତ୍ରକଳା ୩-ଡିରେ ନିହାରୀକା ମାଝୀ , ଦେଶୀୟ ଖେଳଣା ଓ ଖେଳରେ ଅବନ୍ତିକା ଜେନା ପ୍ରଥମ ସ୍ଥାନ ଅଧିକାର କରି ଜୋନ୍ ସ୍ତରୀୟ କଳା ଉତ୍ସବକୁ ଉନ୍ନୀତ ହୋଇଛନ୍ତି । ବିଚାରକ ଭାବରେ ଦୀପକ କୁମାର ବରାଳ, ଗୌର ଚନ୍ଦ୍ର ମହାପାତ୍ର, ପଦ୍ମ ଚରଣ ଆଚାର୍ଯ୍ୟ, ଭକ୍ତ ଚରଣ ନାଏକ, ମୂରଲୀଧାରୀ ପତି, ଶମ୍ଭୁ ପ୍ରସାଦ ନାଏକ, ଦିଲୀପ ସିଂଦେଓ, ବାସୁଦେବ ମେହେର ପ୍ରମୁଖ ଯୋଗଦେଇଥିଲେ । ଅଶ୍ୱିନୀ ଷଡଙ୍ଗୀ, ଅନୀଲ ନନ୍ଦ, ବିଶ୍ୱଜିତ ପଧାନ, କରୁଣା ସା ଅନଲାଇନ୍ ମାଧ୍ୟମରେ ଏହି କାର୍ଯ୍ୟକ୍ରମକୁ ସଫଳ କରିବାରେ ବୈଷୟିକ ସହାୟତା  ପ୍ରଦାନ କରିଥିଲେ ।  ସୂଚନା ଯୋଗ୍ୟ ଯେ, ବଲାଙ୍ଗିର, ସୋନପୁର, ବୌଦ୍ଧ, କଳାହାଣ୍ଡି ଓ ନୂଆପଡା ଏହି ପାଞ୍ଚଟି ଜିଲ୍ଲାକୁ ନେଇ ଚଳିତ ମାସ ୧୬ ତାରିଖରେ ଆୟୋଜିତ ଜୋନ୍ ସ୍ତରୀୟ କଳାଉତ୍ସବ ବଲାଙ୍ଗିର ଠାରେ ସମସ୍ତ ବିଭାଗରେ ପ୍ରଥମ ହୋଇଥିବା କୃତୀ ପ୍ରତିଯୋଗୀ ଅନଲାଇନ୍ ମାଧ୍ୟମରେ ଭାଗ ନେବେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବଙ୍କ ଖୋରଧା ଜିଲ୍ଲାର ବିଭିନ୍ନ ପ୍ରକଳ୍ପ ସମୀକ୍ଷା   24-Oct-2026
  ଜିଲ୍ଲା  
ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଶ୍ରୀ ପଦ୍ମିନୀପ୍ରଭା ସାଗରଙ୍କ ପରଲୋକ   24-Oct-2026
  ଜିଲ୍ଲା  
କଣ୍ଟାବାଞ୍ଜି ୱାର୍ଡ ନଂ-୧୫ରେ ଦୋକାନରୁ ଚୋରି, ସିଟ୍ କଭର ସିଲେଇ ମେସିନ୍ ଲୁଟ୍   24-Oct-2026
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ