-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||     

HOME   ଅପରାଧ

କଦଳୀଗଡ ଟୋଲ ଗେଟ୍ ନିକଟ ଜଙ୍ଗଲରୁ ୧୦୨ କେଜି ଗଞ୍ଜେଇ ସହ ଭ୍ୟାନ ଜବତ , ୩ ଜଣଙ୍କୁ ଗିରଫ କଲା ରେଢ଼ାଖୋଲ ଅବକାରୀ ବିଭାଗ

05-Oct-2023



ରେଢ଼ାଖୋଲ ( ଅନିଲ ପୃଷ୍ଟି ) ରେଢ଼ାଖୋଲ ଅଞ୍ଚଳରେ ଦିନକୁ ଦିନ ବଢ଼ିବାରେ ଲାଗିଛି ଗଂଜେଇ ଚୋରାଚାଲାଣ ।ରେଢ଼ାଖୋଲରେ ଗତକାଲି ବିଳମ୍ବିତ ରାତ୍ରିରେ ବୌଦ୍ଧ ରେଢ଼ାଖୋଲ ରାସ୍ତାର କଦଳିଗଡ ଟୋଲଗେଟ ନିକଟସ୍ଥ ଜଙ୍ଗଲ ଠାରେ ଏକ ବଡଧରଣର ବେଆଇନ ଗଂଜେଇ ଚୋରାଚାଲାଣ ଏକ ୱିଙ୍ଗର ଭ୍ୟାନ ଗାଡ଼ି ରେ ସିଟ ତଲେ ଏକ ଭିନ୍ନ ଧରଣର ଚେମ୍ବର ତିଆରି କରି ଲୋଡିଙ୍ଗ ଚାଲୁଥିବାବେଳେ ଖବର ପାଇ ରେଢ଼ାଖୋଲ ଅବକାରୀ ବିଭାଗ ଗାଡିକୁ ଚଢ଼ାଉ କରି ୧୦୨କେଜି ଗଂଜେଇ ଜବତ କରିବା ସହ ୨ ଜଣଙ୍କୁ ଗିରଫ କରି ଗୁରୁବାର ଦିନ କୋର୍ଟ ଚାଲାଣ କରିଛି । ଗଂଜେଇର ଆନୁମାନିକ ମୂଲ୍ୟ ୧୧ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି । ଗିରଫ ବ୍ୟକ୍ତି ଦୁଇ ଜଣ ହେଲେ ବିହାର ଅଂଚଳର ଗୌତମ କୁମାର ଓ ଲବକୁସ ରାମ ।  ଗଂଜେଇ

ମାଫିଆ ମାନେ ଗାଡିର ନମ୍ବର ପ୍ଲେଟ ବଦଳାଇ ଚୋରା ଚାଲାଣ କରୁଥିଲେ ଓ  ତିନି ଚାରିଟା ନମ୍ବର ପ୍ଲେଟ ଗାଡିରେଥିବା ଜଣାପଡିଛି । ଏହି ଚଢ଼ାଉ ସମୟରେ ଅନ୍ୟ ଏକ ବାଇକରେ ୫ କେଜି ଗଞ୍ଜେଇ ବୌଦ୍ଧ ରୁ ରେଢ଼ାଖୋଲ ନେଇ ଯାଉଥିବାବେଳେ ଯାଞ୍ଚ ସମୟରେ ରେଢ଼ାଖୋଲ ଆମ୍ବଝୁରି ଗ୍ରାମର ପଙ୍କଜ ପ୍ରଧାନ ନାମକ ବ୍ୟକ୍ତକୁ ମଧ୍ୟ ଗିରଫ କରାଯ‌ଇଛି ।  ଏହି ଚୋରା ଚାଲାଣ ଗଂଜେଇ ସବୁ ଫୁଲବାଣୀରୁ ବିହାର ଚାଲାଣ ହେଉଥିବା  ଅବକାରି ଇନ୍ସପେକ୍ଟର ପବିତ୍ର ମୋହନ ମାଝୀ ସୂଚନା ଦେଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026

You Might Also Like