-+91-9937148622 |

prerana_bgr@rediffmail.com |

  Saturday 24th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ    (23-Oct-2026)       ||      ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   (23-Oct-2026)       ||      ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||     

HOME   ଜିଲ୍ଲା

ବେଲପଡା ବ୍ଳକରେ ବିଧାୟକଙ୍କ ପାଣ୍ଠିରୁ ୧୦୮ ଟି ବିକାଶମୂଳକ କାର୍ଯ୍ୟ ବଣ୍ଟନ

06-Oct-2023



ପାଟଣାଗଡ଼/ବେଲପଡ଼ା (ପୁର୍ଣ୍ଣ ଶଶୀ ଶେଖର ରାଓ): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ୨୦୧୯ ନିର୍ବାଚନରେ ବିଜୁ ଜନତା ଦଳରୁ ସରୋଜ କୁମାର ମେହେର ବିଧାୟକ ହେବା ପରେ ପରେ ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ବହୁତ ଗୁଡ଼ିଏ ବିକାଶମୂଳକ କାର୍ଯ୍ୟ ହୋଇଥିବା ଜଣାପଡିଛି। ବିଧାୟକ ସରୋଜ କୁମାର ବେଲପଡା ବ୍ଳକରେ ମଧ୍ୟ ଅନେକ ପରିବର୍ତ୍ତନ ଆଣିଥିବା ବେଳେ ଆଜି ୧୦୮ ଟି ପ୍ରକଳ୍ପ ୧,୩୨,୫୦,୦୦୦ ଟଙ୍କାର କାର୍ଯ୍ୟାଦେଶ ବ୍ଳକ ପରିସରରେ ବଣ୍ଟନ କରିଛନ୍ତି ଓ ତିନି ମାସ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ନିର୍ଦେଶ ଦେଇଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣାଗଡ଼ ବିଧାୟକ ସରୋଜ କୁମାର ମେହେର ସମ୍ମାନୀତ ଅତିଥି ଭାବେ ବିଧାୟକ ଙ୍କ ପ୍ରତିନିଧି କୁମୁଦ ମହାଖୁଡ (ବାପି), ଉପାଧ୍ୟକ୍ଷ ଦୁର୍ଯ୍ୟୋଧନ କୁମ୍ଭାର, ବିଡ଼ିଓ ଭିକ୍ଟୋର ସୋରେଙ୍ଗ, ଜିଲ୍ଲା ପରିଷଦ ଜୟ ଧରୁଆ ମଞ୍ଚାସୀନ ଥିଲେ। ବେଲପଡା ବ୍ଳକର ସମସ୍ତ ସରପଞ୍ଚ ସମିତି ଓ ଶତାଧିକ ବିଜେଡି କର୍ମୀ ଉପସ୍ଥିତ ଥିଲେ। ପ୍ରତ୍ୟେକ ଗାଁ ର ଉନ୍ନୟନମୂଳକ କାର୍ଯାଦେଶ ଗୁଡ଼ିକ ବିଧାୟକଙ୍କ ଠାରୁ ନେଇ ଲୋକେ ଉତ୍ସାହିତ ହୋଇ ବିଧାୟକଙ୍କୁ ଅନେକ ପ୍ରଶଂସା କରୁଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ନିର୍ବାଚନ ମଣ୍ଡଳୀରେ ସାମଗ୍ରିକ ବିକାଶ ଓ ଗମନଗମନର ସୁବିଧା ପାଇଁ ବିଭିନ୍ନ ଜନହିତକର ପ୍ରକଳ୍ପର ଉଦଘାଟନ କଲେ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ମନ୍ତ୍ରୀ   23-Oct-2026
  ଜିଲ୍ଲା  
ଲୋଇସିଂହା ରେ ୫୬ତମ ଦୁର୍ଗାପୂଜା ଉଦଯାପିତ   23-Oct-2026
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026

You Might Also Like