-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା    (23-Oct-2026)       ||      ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   (23-Oct-2026)       ||      ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ    (23-Oct-2026)       ||      ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||     

HOME   ଜିଲ୍ଲା

ରାମଜୀ ପଡ଼ା ଠାରେ ଦୂତି ବାମନ ଓଷା ପାଳନ

06-Oct-2023



ବଲାଙ୍ଗୀର(ପ୍ରେରଣା ଖବର ): ଆଜି ଦୂତି ବାମନ ଓଷା।ଯାହାକୁ ପୁଅ ଜିଉନ୍ତିଆ ମଧ୍ୟ କୁହାଯାଏ।ପୁଅ ମାନଙ୍କର ସୁସ୍ଥ ଏବଂ ଦୀର୍ଘାୟୁ ଜୀବନ ପାଇଁ ମା ମାନେ ସକାଳୁ ନିର୍ଜଳା ଉପବାସ କରିଥାନ୍ତି।ସନ୍ଧ୍ୟା ସମୟରେ ମନ୍ଦିର ସମ୍ମୁଖ କିମ୍ବା ଘର ସାମନା ରେ ଏହି ପୂଜା କରିଥାନ୍ତି।ପଡ଼ାର ମାଁ ମାନେ ଏକତ୍ରିତ ହୋଇ ପୂଜାରେ ଅନେକ ପ୍ରକାର ଭୋଗ ସହ ପୂଜା ବିଧି ଅନୁସାରେ ପାଳନ କରିଥାନ୍ତି।ଏହି ପୂଜାରେ ଅନେକ ପ୍ରକାରର ପନିପରିବା ପୂଜା ହେଲା ପରେ ତା ଆରଦିନ ସେହି ପନିପରିବା ର ଘାଣ୍ଟ ତିଆରି କରି ପ୍ରସାଦ ରୂପେ ବଣ୍ଟା ଯାଇଥାଏ।ଆଜି ଏହି ଓଷାରେ ରାମଜୀ ପଡ଼ା ତଥା ଆଖପାଖ ଅଞ୍ଚଳର ଅନେକ ମା ମାନେ ନିଜ ପୂଜା ସାମଗ୍ରୀ ସହ ଆସି ପୂଜା କରିଥିଲେ।ଶାନ୍ତି ଶୃଙ୍ଖଳା ସହ ପୂଜା ରାତ୍ରି ୧୦ ଟା ରେ ସମାପ୍ତ ହୋଇଥିଲା।ପୂଜକ ମାର୍କଣ୍ଡ କର ଓଷା ର ପୁସ୍ତକ ପଢିଥିବା ବେଳେ ମାମି ଷଡ଼ଙ୍ଗୀ ପୂଜା କରିଥିଲେ।ଏହି ପୂଜାରେ ସ୍ମିତା ଦର୍ଯି,କାନ୍ତି ଚୋପଦାର,କମଳିନୀ ଦର୍ଜି, ପ୍ରିୟ ସ୍ମିତା ଦର୍ଜି,ମୁନି ବେହେରା,ନାନୁ ବେହେରା,ସରୋଜିନୀ ବେହେରା, ଅଲ୍ଲାଦୀନି ବେହେରା,ନୁପୁର ବେହେରା,ମୀରା ବରାଇ, ପୁଷ୍ପା ବେହେରା,ନମିତା ବକ୍ସି,ପ୍ରଭାତୀ ବକ୍ସି,କୌଶଲ୍ୟା ମେହେର, ସୁନୀତା ବକ୍ସି ଏବଂ ଜଣେ ୭୦ ବର୍ଷ ବୟସ୍କ ମହିଳା ବିଜୟଲକ୍ଷ୍ମୀ ଚୋପଦାର୍  ସହ ପଡ଼ାର  ଆଉ ଅନେକ ମା ମାନେ ଉପବାସ କରି ଏହି ପୂଜାରେ ଯୋଗଦାନ କରି ନିଜ ସନ୍ତାନ ମାନଙ୍କର ଶୁଭ ମନାସି ଥିଲେ।ଶେଷରେ ପୂଜା ସାମଗ୍ରୀ କୁ ଆଶିଷ ଦର୍ଜି ନିକଟସ୍ଥ ଦେଉଳ ବନ୍ଧ କୁ ନେଇ ବିସର୍ଜନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହଜାର ହଜାର ଭକ୍ତ ଙ୍କ ମେଲରେ ମେଲାଣି ନେଲେ ମା ଦୁର୍ଗା   23-Oct-2026
  ଜିଲ୍ଲା  
ଆର୍ଥିକ ଅନ୍ତର୍ଭୁକ୍ତୀକରଣ ନେଇ ସଚେତନତା ଶିବିର   23-Oct-2026
  ଜିଲ୍ଲା  
ବିର୍ଷାମୁଣ୍ଡା ଆଦିବାସୀ କଲ୍ୟାଣ ମଣ୍ଡପ ଉଦଘାଟିତ   23-Oct-2026
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026

You Might Also Like