-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||     

HOME   ଜିଲ୍ଲା

ବୁଢିପଦର ଠାରେ ଶିକ୍ଷା ଏକ ସଂକଳ୍ପ କାର୍ଯ୍ୟକ୍ରମ ଅନୁଷ୍ଠିତ

08-Oct-2023



(ପ୍ରେରଣା ଖବର )ଚନ୍ଦନ ମାଝୀ
ନୂଆପଡା ଜିଲ୍ଲା ଆକାଂକ୍ଷା ବ୍ଲକ ରୂପେ ପଞ୍ଚମ ଦିବସ ରେ ବୋଡେନ ବ୍ଲକ ଫରସରା ଗ୍ରାମପଞ୍ଚାୟତ ଅନ୍ତର୍ଗତ ବୁଢୀପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ରେ ଶିକ୍ଷା ଏକ ସଂକଳ୍ପ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି  l ଉକ୍ତ କାର୍ଯ୍ୟକ୍ରମ ରେ କେନ୍ଦ୍ର  ଓ ରାଜ୍ୟ ସରକାର ଶିକ୍ଷା ପାଇଁ କରିଥିବା ବିଭିନ୍ନ ଯୋଜନା ବିଷୟରେ ବକ୍ତା ମାନେ ମତବ୍ୟକ୍ତ କରିଥିଲେ l କାର୍ଯ୍ୟକ୍ରମ କୁ ବୁଢୀପଦର ବିଦ୍ୟାଳୟ ର ସହଶିକ୍ଷକ ନିରୋଜ କୁମାର ଖମାରୀ ମଞ୍ଚ ପରିଚାଳନା କରିଥିବା ବେଳେ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ  ସଂଯୁକ୍ତା ପାତ୍ର, ଆଞ୍ଚଳିକ ସାଧନ କର୍ମୀ  ନରେନ୍ଦ୍ର ନାଗ,ଗାନ୍ଧୀ ଫେଲୋ ପୀରାମଲ ଫାଉଣ୍ଡେସନ ତରଫରୁ  ଶ୍ରବଣ କୁମାର ପାଶୱାନ ଓ  ସୁରଜ ତିୱାରୀ ଯୋଗଦାନ କରିଥିଲେ l ଶିକ୍ଷିର୍ଥୀ ମାନଙ୍କୁ ନେଇ ନୃତ୍ୟ,ଚିତ୍ରାଙ୍କନ, ବକୃତା ପ୍ରତିଯୋଗିତା ହୋଇଥିଲା ଏବଂ କୃତି ପ୍ରତିଯୋଗିତା ମାନଙ୍କୁ ପୁରସ୍କୃତ କରାଯାଇଥିଲା ଭାଷଣ ରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବୁଢୀପଦର ର ଛାତ୍ରୀ ଆରାଧ୍ୟା ଖମାରୀ ପ୍ରଥମ, ବକଳୀଖୁଣ୍ଟି ବିଦ୍ୟାଳୟ ର ଛାତ୍ର ବବ୍ଲୁ ଛତ୍ରୀଆ ଦ୍ୱିତୀୟ , ଆମଗୁଡା ବିଦ୍ୟାଳୟ ର ଛାତ୍ରୀ ରୁପମଣୀ ବାଗ ତୃତୀୟ ସ୍ଥାନ ଅଧିକାର କରିଥିବା ବେଳେ , ଚିତ୍ରାଙ୍କନ ରେ ବକଳିଖୁଣ୍ଟି ବିଦ୍ୟାଳୟ ର ଛାତ୍ର ଉଧବ ଧରୁଆ ପ୍ରଥମ, ବୁଢୀପଦର ବିଦ୍ୟାଳୟ ର ଛାତ୍ରୀ ଧରିତ୍ରୀ ଲୁହାର ଦ୍ୱିତୀୟ, ପୁଟୁପଡା ବିଦ୍ୟାଳୟ ର ଛାତ୍ର ଉମେଶ ମାଝୀ ତୃତୀୟ ସ୍ଥାନ ଅଧିକାର କରିଥିବା ବେଲେ ନୃତ୍ୟ ରେ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ଛାତ୍ରୀ ମାନେ ଆରାଧ୍ୟା ଖମାରୀ ଦୀପାଞ୍ଜଳି ନାଗ ଦୁର୍ଗେଶ୍ୱରୀ ଲୁହାର ଙ୍କ ଦଳ ପ୍ରଥମ ହୋଇଥିଲେ ।ପରି ଶେଷରେ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ  ନରେନ୍ଦ୍ର ନାଗ ଧନ୍ୟବାଦ ଦେଇ କାର୍ଯ୍ୟକ୍ରମ କୁ ସାଙ୍ଗ ଘୋଷଣା ସାଙ୍ଗ  କରି ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026

You Might Also Like