-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||     

HOME   ଖେଳ

ବଲାଙ୍ଗିର ଜିଲ୍ଲା ସିନିୟର ଦ୍ୱିତୀୟ ସୁପର ନକଆଉଟ ଫୁଟବଲ , ବଙ୍ଗୋମୁଣ୍ଡା କୁ ହରାଇ ଅମାମୁଣ୍ଡା ଦଳ ସେମିଫାଇନାଲରେ

08-Oct-2023



ବଲାଙ୍ଗିର,- ବଲାଙ୍ଗିର ଜିଲ୍ଲା କ୍ରୀଡା ସଂସଦ ଆନୁକୁଲ୍ୟରେ ଗାନ୍ଧି ଷ୍ଟାଡିୟମରେ ସୁପର ନକଆଉଟ ଫୁଟବଲ ଦ୍ୱିତୀୟ ଖେଳ ଗ୍ରୁପ ସି ବିଜେତା ଅମାମୁଣ୍ଡା ଏଏ ଓ ଗ୍ରୁପ ଡି ବିଜେତା ଏବିଏଫ୍‌ସି ବଙ୍ଗୋମୁଣ୍ଡା ମଧ୍ୟରେ  ଅନୁଷ୍ଠିତ ହୋଇଯାଇଛି । ଅମାମୁଣ୍ଡା ୭-୨ ଗୋଲରେ ବଙ୍ଗୋମୁଣ୍ଡାକୁ ହରାଇ ଦ୍ୱିତୀୟ ଦଳ ଭାବେ ସେମିଫାଇନାଲ ରେ ପ୍ରବେଶ କରିଛି । ଅତିଥି ଭାବରେ ପୂର୍ବ ଖେଳାଳି କପିଳେଶ୍ୱର ପାଣିଗ୍ରାହୀ, ଲୋକନାଥ ନେପାକ, କରୁଣାକର ପୋଡ ଓ କ୍ରିଡା ସଂସଦ ବରିଷ୍ଠ ସଦସ୍ୟ ଭାବଗ୍ରାହୀ ରଥ ଯୋଗ ଦେଇଥିଲେ । କ୍ରୀଡା ସଂସଦର କାର୍ଯ୍ୟକାରୀ ସଭାପତି ଡ. ଶ୍ରୀକର ମିଶ୍ର, ଉପ-ସଭାପତି କୃଷ୍ଣଚନ୍ଦ୍ର ମିଶ୍ର, ଯୁଗ୍ମ ସଂପାଦକ ପଦ୍ମଚରଣ ଆଚାର୍ଯ୍ୟ, ଶତୃଘନ ସିଂ, ଟୁର୍ଣ୍ଣାମେଣ୍ଟକମିଟି ଅଧ୍ୟକ୍ଷ ପ୍ରଭାତ କୁମାର ମିଶ୍ର, କ୍ରୀକେଟ ସଂପାଦକ ଓମ୍ ପ୍ରକାଶ ଚାନ୍ଦ, କ୍ରୀଡା ସଂସଦର ବରିଷ୍ଠ ସଦସ୍ୟ ରମାକାନ୍ତ ସେଠ, ଜୟରାମ ମିଶ୍ର, ଡା. ସିଦ୍ଧେଶ୍ୱର ମିଶ୍ର, ଅଜିତ କୁମାର ସାହୁ, ଶରତ କୁମାର ନନ୍ଦ, କ୍ରୀଡା ସଂପାଦକ ବିଭୁତି ଭୂଷଣ ପଣ୍ଡା ପ୍ରମୁଖ ଯୋଗ ଦେଇ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ । ଖେଳକୁ ବୈକୁଣ୍ଠ ଜେନା, ରାଜେନ୍ଦ୍ର ସେଠ, ସୁଦର୍ଶନ ସେଠ ଓ ସୁଦୟ ବାରିକ ରେଫରି ଦାୟିତ୍ୱ ତୁଳାଇଥିଲେ । କ୍ରୀଡା ସଂସଦ ଫୁଟବଲ ସଂପାଦକ ହେମନ୍ତ କୁମାର ବେହେରା କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ୯ ତାରିଖ ସୋମବାର ଦିନ ଗ୍ରୁପ ଇ ବିଜେତା ବିଏନ୍‌ଏଏ ଜରାସିଂହା ବନାମ ଗ୍ରୁପ ଏଫ୍ ବିଜେତା କୁରସୁଡ ଏଫ୍‌ଏ ମଧ୍ୟରେ ଖେଳ ହେବ ବୋଲି କ୍ରୀଡା ସଂସଦ ପକ୍ଷରୁ ସୂଚନା ଦିଆଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026

You Might Also Like