-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||     

HOME   ଜିଲ୍ଲା

ଆଜି ଓଡ଼ିଶାରେ ଏକ ଅଦୃଶ୍ୟ ଶକ୍ତି ଯିଏ ସିଏମ୍‌ଓ ନାଁ ରେ ଶାସନ ଚାଳାଉଛନ୍ତି- ମନମୋହନ ସାମଲ 

10-Oct-2023



ବଲାଙ୍ଗିର : ବିଜେପିରେ କେବେ ଗୋଷ୍ଠୀ କନ୍ଦଳ ନଥାଏ । ଆମେ ସମସ୍ତେ ଏକ । ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ । ଗତକାଲି ସ୍ଥାନୀୟ ଆର୍‌ଟିଓ ଛକ ଠାରେ ବିଜେପିର ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଥିଲା ମାରପିଟ୍ ହୋଇଥିଲା । ୨୦୧୯ ନିର୍ବାଚନରେ ବିଜେପିର ବିଧାୟକ ପ୍ରାର୍ଥୀ ଥିବା ଅନନ୍ତ ଦାଶ ଓ ବିଜେପି ନେତା ବୋଲାଉଥିବା ବଳରାମ ସିଂଯାଦବ ଙ୍କୁ ବିଜେପି ର ଆଉ ଏକ ଗୋଷ୍ଠି ନିର୍ଦ୍ଧୁମ ମାଡ ମାରିଥିଲେ । ବିଜେପିର ଏହି ଗୋଷ୍ଠୀ କନ୍ଦଳ ପ୍ରସଙ୍ଗ ଉପରେ ଆଜି ସାମ୍ବାଦିକ ମାନେ ରାଜ୍ୟ ସଭାପତି ଶ୍ରୀ ସାମଲଙ୍କୁ ପ୍ରଶ୍ନ କରିଥିଲେ । ଏହାର ଉତ୍ତରରେ ଶ୍ରୀ ସାମଲ ନିଜର ଦମ୍ଭୋକ୍ତିି  ପ୍ରକାଶ କରି କହିଛନ୍ତି ଯେ, ନିଜକୁ ବିଜେପି ଦଳର ନେତା ବୋଲାଉଥିବା ବଳରାମସିଂ ଯାଦବ କେବେ ବିଜେପିରେ ନଥିଲେ ଓ ସେ ବହୁ ଦିନରୁ ବିଜେଡି ରେ ସାମିଲ ଅଛନ୍ତି । କିଛି ଗୁଣ୍ଡାଶ୍ରେଣୀୟ ଲୋକଙ୍କ ହାତ କରି ସେ ଦଳରେ ବିଶୃଙ୍ଖଳା ସୃଷ୍ଟି କରୁଛନ୍ତି ବୋଲି ଶ୍ରୀ ସାମଲ କହିଛନ୍ତି । ଶୃଙ୍ଖଳା ହେଉଛି ଆମର ପୁଂଜି । ତେବେ ବିଜେପି ସବୁବେଳେ ଏକ ଓ ଏହି ଦଳରେ କୌଣସି ପ୍ରକାର ଗୋଷ୍ଠୀ କନ୍ଦଳ ଥିବା କଥା କୁ ସେ ସଂପୂର୍ଣ୍ଣ ଅସ୍ୱୀକାର କରିଛନ୍ତି । ଦଳରେ ବିଶୃଙ୍ଖଳା ସୃଷ୍ଟି କରିଥିବା ଲୋକଙ୍କ ବିରୁଦ୍ଧରେ ଦଳ ର ଶୃଙ୍ଖଳା କମିଟି କାର୍ଯ୍ୟାନୁଷ୍ଠନ ନେବ ବୋଲି କହିଛନ୍ତି ।  ପ୍ରଧାନମନ୍ତ୍ରୀଙ୍କ ଆହ୍ୱାନ କ୍ରମେ ସାରା ଦେଶ ରେ ଚାଲିଥିବା  ମୋ ଦେଶ ମୋ ମାଟି କର୍ଯ୍ୟକ୍ରମରେ ଯୋଗ ଦେବା ଅବସରରେ ବଲାଙ୍ଗୀର ସାର୍କିଟ ହାଉସ ଠାରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ଏହା କହିଛନ୍ତି ଶ୍ରୀ ସାମଲ । ଆଜି ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ସାମଲ ରାଜ୍ୟରେ କୌଣସି ସରକାର କି ବ୍ୟବସ୍ଥା ନ ଥିବା କହିଛନ୍ତି । ଜଳସେଚନର ବିକାଶ ହୋଇନ ଥିବା ଯୋଗୁଁ ଏଠାରେ ଲୋକେ ଦାଦନ ଶ୍ରମିକ ଭାବରେ ବାହାର ରାଜ୍ୟକୁ ଯାଉଛନ୍ତି । ଏଠାରେ ଶିଳ୍ପର ବିକଶ ହେଲେ ରାଜ୍ୟର ବିକାଶ ସମ୍ଭବ ହୋଇପାରିବ ବୋଲି ଶ୍ରୀ ସାମଲ କହିଛନ୍ତି । କେନ୍ଦ୍ର ସରକାରଙ୍କ ଯୁଗାନ୍ତକାରୀ ଉଜାଲା ଯୋଜନା ଓ ଚାଷୀ ମାନଙ୍କ ଉନ୍ନତି ପାଇଁ ନିଆଯାଇଥିବା ପଦକ୍ଷେପ ଉପରେ ଶ୍ରୀ ସାମଲ ଆଲୋଚନା କରିଥିଲେ । ଆଜି ଓଡ଼ିଶାରେ ଏକ ଅଦୃଶ୍ୟ ଶକ୍ତି ଯିଏ ସିଏମ୍‌ଓ ନାଁ ରେ ଶାସନ ଚାଳାଉଛନ୍ତି ବୋଲି ଶ୍ରୀ ସାମଲ କହିଛନ୍ତି । ରାଜ୍ୟରେ ବିଜେପି ଶାସନକୁ ଆସିଲେ ରାଜ୍ୟରେ ଜଳସେଚନ, ଶିଳ୍ପ ଓ କୃଷିର ଉନ୍ନତି ପାଇଁ କାମ କରିବ ବୋଲି ଶ୍ରୀ ସାମଲ ପ୍ରତିଶୃତି ଦେଇଛନ୍ତି ।  ଆଜିର ପ୍ରେସ ମିଟ୍ ରେ ବଲାଙ୍ଗୀର ସାଂସଦ ସଙ୍ଗୀତା ସିଂଦେଓ,ଲୋଇସିଂହା ବିଧାୟକ ଡ. ମୁକେଶ ମହାଲିଙ୍ଗ, ପୂର୍ବତନ ବିଧାୟକ କନକ ବର୍ଦ୍ଧନ ସିଂଦେଓ, ବିଜେପି ଜିଲ୍ଲା ସଭାପତି ଶିବାଜୀ ମହାନ୍ତି ଓ ବିଜେପି ନେତା ଗୋପାଳଜୀ ପାଣିଗ୍ରାହୀ  ପ୍ରମୁଖ ଉପସ୍ଥିତ ଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026

You Might Also Like