-+91-9937148622 |

prerana_bgr@rediffmail.com |

  Sunday 25th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||      ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   (24-Oct-2026)       ||      ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   (24-Oct-2026)       ||      ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର    (24-Oct-2026)       ||      ବରଗଡ଼ରେ ୨୪ଟି ଦିବ୍ୟ ରୂପରେ ମହାପ୍ରଭୁଙ୍କ ଦର୍ଶନ, ଉଦଯାପିତ ହେଲା ୨୪ ଦିବ୍ୟ ବେଶ ସମ୍ଭାର   (24-Oct-2026)       ||      ଶୁଭ୍ରାଂଶୁ, ରୋଶନୀ, ସୀମାଙ୍କ କ୍ରମାଗତ ବିଜୟ ଜାତୀୟ ଲନ୍‌ବଲ୍‌ ଦ୍ବିତୀୟ ଦିନ   (24-Oct-2026)       ||      ବରିଷ୍ଠ ଆଇନଜୀବୀ ଅଶ୍ୱିନୀ ମିଶ୍ର ଙ୍କ ପରଲୋକ    (24-Oct-2026)       ||      ନିଖୋଜ ପ୍ରେମୀ ଯୁଗଳ ଙ୍କ ଝୁଲନ୍ତା ମୃତ ଦେହ ବେହେରା ସ୍ଥିତ ଭଣ୍ଡାର ଡ଼ଙ୍ଗରି ରୁ ଉଦ୍ଧାର   (24-Oct-2026)       ||      ବଲାଙ୍ଗୀରରେ ତ୍ରିଦିବସୀୟ ସଂସ୍କୃତ ଭାଷାବୋଧନ ବର୍ଗର ଉଦ୍‌ଯାପନୀ ସମାରୋହ   (24-Oct-2026)       ||      ବଲାଙ୍ଗୀର ଦିନ ପୂର୍ବରୁ ସେବା କାର୍ଯ୍ୟକ୍ରମର ଶୁଭାରମ୍ଭ: ନାରୀ ଶକ୍ତି ଫାଉଣ୍ଡେସନ ପକ୍ଷରୁ ମେଗା ମାଗଣା ସ୍ୱାସ୍ଥ୍ୟ ଓ ଚକ୍ଷୁ ଶିବିର ଅନୁଷ୍ଠିତ   (24-Oct-2026)       ||      ଆଦିବାସୀଙ୍କ ଜଳ, ଜଙ୍ଗଲ ଓ ଜମିର ସୁରକ୍ଷା ଦାବିରେ ଫଳସାମାଲରେ ବିଶାଳ ମେଳି♦️ ଗ୍ରାମସଭାର ସମ୍ମତି ଓ ଜନଶୁଣାଣି ବିନା ଖଣି ଲିଜ୍‌କୁ ବିରୋଧ   (24-Oct-2026)       ||      ଟିଟିଲାଗଡ଼ରେ ଭୂତଳ ପୋଲ ନିକଟସ୍ଥ ରାସ୍ତା ବନ୍ଦ ପ୍ରସ୍ତାବକୁ ବିରୋଧ - ବକ୍ସ-ଟାଇପ୍ ଅଣ୍ଡରପାସ୍ ନିର୍ମାଣ ଦାବି   (24-Oct-2026)       ||     

HOME   ଜିଲ୍ଲା

ରେଙ୍ଗାଲି କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ୨୦୨୩ ଉଦଯାପିତ

10-Oct-2023



ଆଗଲପୁର, (ପ୍ରେରଣା ଖବର) ବଲାଙ୍ଗୀର, ଆଗଲପୁର ବ୍ଲକ୍ ଅନ୍ତର୍ଗତ ରେଙ୍ଗାଲି ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଳଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି - ୨୦୨୩ ଓ ଓଡ଼ିଶା ମିଳେଟ୍ସ ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି l ଚିତ୍ରାଙ୍କନ, ବକ୍ତୃତା, କୁଇଜ୍, ଗୀତ ତଥା ସାଂସ୍କୃତିକ କାର୍ଯ୍ୟକ୍ରମ ପରି ୨୦ ଟି ବିଭାଗରେ କ୍ଳଷ୍ଟର ବିଭିନ୍ନ ବିଦ୍ୟାଳୟରୁ ୧୦୮ଜଣ ପ୍ରତିଯୋଗୀ ଭାଗ ନେଇଥିଲେ l କୃତି ପ୍ରତିଯୋଗୀମାନଙ୍କୁ ମାନପତ୍ର ସହ ଟ୍ରଫି ପ୍ରଦାନ କରାଯାଇଥିଲା l ଉଦଯାପନୀ ସଭା ତଥା ପୁରସ୍କାର ବିତରଣ ଉତ୍ସବରେ ସ୍ଥାନୀୟ ରେଙ୍ଗାଲି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ତ୍ରିଲୋଚନ ମେଲ୍ଲି ସଭାପତିତ୍ବ କରିଥିବା ବେଳେ,  ବୁଦୁଲା ଗ୍ରାମ ପଞ୍ଚାୟତ ର ସମିତି ସଭ୍ୟା ଶ୍ରୀମତୀ ସୁଜାତା ସାହୁ ମୁଖ୍ୟ ଅତିଥି, ସମ୍ମାନିତ ଅତିଥି ରୂପେ ପ୍ରଧାନ ଶିକ୍ଷକ ଶ୍ରୀ କୁଞ୍ଜ ବିହାରୀ ବେହେରା, ଶ୍ରୀ ଉତ୍ତର ନାଗ, ଶ୍ରୀ ଗୋବିନ୍ଦ ଚନ୍ଦ୍ର ପଧାନ ଯୋଗଦାନ ଥିଲେ l ମଞ୍ଚ ପରିଚାଳନା କରିଥିଲେ ଶିକ୍ଷକ ଶ୍ରୀ ଅଶ୍ଵିନୀ କୁମାର ସାହୁ l ସୁରଭି କାର୍ଯ୍ୟକ୍ରମକୁ ସି.ଆର୍.ସି.ସି. ଶ୍ରୀ ଦେବାଶିଷ ସାହୁ ସଂଯୋଜନା କରିଥିଲେ । ଶିକ୍ଷକ ପରିତୋଷ ପଧାନ, ସାଗର ବିଶ୍ଵାଳ, ଅଞ୍ଚଳ ବିଶ୍ଵାଳ, କବି ପଧାନ, ନରେଶ ଭୁଏ, ପ୍ରଦୀପ ମହାନନ୍ଦ, ସୁଶାନ୍ତ ମଲ୍ଲିକ, ବିନୋଦ ପଟେଲ, ମନୋରଞ୍ଜନ ବାରିକ, ଅଜିତ ହୋତା, ଅରୁଣ ଦାଶ, ନବ କୁମାର ମିଶ୍ର, ସୁଲଭ ଗଡତ୍ୟା, ଶିକ୍ଷୟତ୍ରୀ ଓମ୍ ପ୍ରିୟା ବାର୍ଲା, ମାନସୀ ବରିହା, କୁନ୍ତିଲତା ବଢେଇ ପ୍ରମୁଖ ବିଭିନ୍ନ ବିଭାଗର ଦାୟିତ୍ବ ତୁଲାଇଥିଲେ । ପ୍ରତିଯୋଗରରେ ପ୍ରଥମ ସ୍ଥାନ ଅଧିକାର କରିଥିବା କୃତି ପ୍ରତିଯୋଗୀମାନଙ୍କୁ ଆସନ୍ତା ବ୍ଲକ୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ରେ ଭାଗ ନେବେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   25-Oct-2026
  ଜିଲ୍ଲା  
ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   25-Oct-2026
  ଜିଲ୍ଲା  
ସାମ୍ବାଦିକ ଙ୍କ ପିତୃ ବିୟୋଗ   25-Oct-2026
  ଜିଲ୍ଲା  
ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   25-Oct-2026
  ଦେଶ ବିଦେଶ  
ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ   25-Oct-2026
  ଜିଲ୍ଲା  
ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   24-Oct-2026
  ଜିଲ୍ଲା  
ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !    24-Oct-2026
  ଜିଲ୍ଲା  
ଚିନାଜୁରୀ ଠାରେ ନୂତନ ପେକ୍ସ ଗଠନ ପାଇଁ ପ୍ରସ୍ତୁତି ବୈଠକ   24-Oct-2026
  ରାଜ୍ୟ  
ବିଶ୍ୱ ପୋଲିଓ ଦିବସ ଅବସରରେ ରୋଟାରୀ ଜିଲ୍ଲା ୩୨୬୨ ପକ୍ଷରୁ ବିଶାଳ ମାରାଥନ୍ ଆୟୋଜିତ   24-Oct-2026
  ଜିଲ୍ଲା  
ସ୍ୱାସ୍ଥ୍ୟସେବା ଓ ଆୟୁଷ୍ମାନ ବାୟୋ ବନ୍ଦନା କାର୍ଡ ରେଜିଷ୍ଟ୍ରେସନ ଶିବିର   24-Oct-2026

You Might Also Like