-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   (23-Oct-2026)       ||      ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ    (23-Oct-2026)       ||      ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||     

HOME   ଜିଲ୍ଲା

ଜୁନିୟର୍ ରେଡକ୍ରସ ୟୁନିଟ୍ ତରଫରୁ ଏକଦିବସୀୟ ରକ୍ତବର୍ଗ ଚିହ୍ନଟ ଶିବିର

12-Oct-2023



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ମାୟାବର୍ହା ହାଇସ୍କୁଲରେ ଜୁନିୟର ରେଡକ୍ରସ ୟୁନିଟ ତଥା ଶହୀଦ ଭାଗତସିଂ ସ୍କାଉଟ ଟ୍ରୁପ୍ ତରଫରୁ ଏକ ଦିବସୀୟ ରକ୍ତବର୍ଗ ଚିହ୍ନଟ ଶିବିର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ରବିଚନ୍ଦ୍ର ପଶୟତଙ୍କ ଅଧ୍ୟକ୍ଷତାରେ ହୋଇଥିବା ସଭାରେ ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ରକ୍ତର ବିଭିନ୍ନ ବର୍ଗ,  ରକ୍ତଦାତା ର ମହତ୍ତ୍ଵ, ରକ୍ତଦାନର ଆବଶ୍ୟକତା ବିଷୟରେ ଆଲୋକପାତ କରିଥିଲେ । ବିନିକା ହସ୍ପିଟାଲ ତଥା

ନାଇକେନପାଲି ହସ୍ପିଟାଲର ଟେକ୍ନିସିଆନ୍ ବନମାଳୀ ସାହୁ ଓ ପ୍ରଦୀପ ଭୋଇ ୧୦୨ ଜଣ ଛାତ୍ରଛାତ୍ରୀଙ୍କ ରକ୍ତ ବର୍ଗ ଚିହ୍ନଟ କରିଥିଲେ। କାର୍ଯ୍ୟକ୍ରମରେ ଶିକ୍ଷକ ନନ୍ଦିଘୋଷ ବାରିକ, ପ୍ରହଲ୍ଲାଦ ଦାଶ, ମନୋଜ କୁମାର ପୂଜାରୀ ସହଯୋଗ କରିଥିବାବଳେ ସଞ୍ଜୀବ ପୂଜାରୀ ଓ କିରଣ ପୁଟେଲ ସଂଯୋଜନା କରିଥିଲେ । ସ୍ନିଗ୍ଧା ପ୍ରଧାନ ଧନ୍ୟବାଦ୍ ପ୍ରଦାନ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ହାତୀ ଆକ୍ରମଣରେ ମୃତକଙ୍କ ପରିବାରକୁ ୨୦ ଲକ୍ଷ ସହାୟତା ଦିଆଯାଉ: କ୍ଷତିଗ୍ରସ୍ତ ପରିବାରକୁ ପକ୍କା ଘର ପ୍ରଦାନ ପାଇଁ ନିରଞ୍ଜନ ବିଶିଙ୍କ ଦାବି   23-Oct-2026
  ଜିଲ୍ଲା  
ଷ୍ଟେଟ୍ ୟୁନିଅନ୍ ଅଫ୍ ଜର୍ଣ୍ଣାଲିଷ୍ଟ୍, ବଲାଙ୍ଗୀର ଶାଖାର ବୈଠକ   23-Oct-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026

You Might Also Like