-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   (23-Oct-2026)       ||      ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||     

HOME   ଜିଲ୍ଲା

କଳିଙ୍ଗା ଘାଟିରେ ଟ୍ରକର ବ୍ରେକ ଫେଲ ଯୋଗୁଁ ଦୁର୍ଘଟଣା, ଡ୍ରାଇଭର ଗୁରୁତର ଆହତ

13-Oct-2023



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ): ଏକ ଥଣ୍ଡା ପାନୀୟ ବୋଝେଇ ଟ୍ରକ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି. ଉଦୟଗିରି ବ୍ଲକର କଳିଙ୍ଗା ଘାଟିରେ ଗୁରୁବାର ବ୍ରେକ ଫେଲ ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଯାହା ଫଳରେ ଡ୍ରାଇଭର ସୋନୁ ବିଶ୍ୱକର୍ମା (୨୮ ବର୍ଷ) ଟ୍ରକରେ ଚାପି ହୋଇ ରହିଯାଇଥିଲେ । ପୋଲିସ ଓ ଦମକଳ ବାହିନୀ ଏବଂ କଳିଙ୍ଗା ଓ ଟିକାବାଲିର ସ୍ବେଚ୍ଛାସେବୀ ସାହାଯ୍ୟକାରୀ ଦଳ ପହଞ୍ଚି କଟରରେ ଟ୍ରକକୁ କାଟି ଜେ ସି ପି ଆଣି ତାଙ୍କୁ ଉଦ୍ଧାର କରିଥିଲେ। ତାଙ୍କ ଅବସ୍ଥା ଗୁରୁତର ଥିବା ଯୋଗୁ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଭଞ୍ଜନଗର ମେଡିକାଲ କୁ ପଠାଯାଇଛି ବୋଲି ଜି ଉଦୟଗିରି ଆଇ ଆଇ ସି ଅଜୟ କୁମାର ସ୍ବାଇଁ ପ୍ରକାଶ କରିଛନ୍ତି । ଟ୍ରକର ହେଲପର ତଥା ଡ୍ରାଇଭରଙ୍କ ଭାଇ ଦୀପକ ବିଶ୍ୱକର୍ମା (୨୪ ବର୍ଷ) ସାମାନ୍ୟ ଆହତ ହୋଇଛନ୍ତି । ସୂଚନାଯୋଗ୍ୟ, ଟ୍ରକ ନମ୍ବର ଏମପି-୦୪ ଜିଏ୩୭୪୨ ମଧ୍ୟପ୍ରଦେଶର ଭୋପାଳ ଠାରୁ ଥଣ୍ଡା ପାନୀୟ ଧରି ବ୍ରହ୍ମପୁର ଅଭିମୁଖେ ଯାଉଥିଲା। ଗୁରୁବାର ସକାଳେ କଳିଙ୍ଗା ଘାଟିରେ ବ୍ରେକ ଫେଲ ହୋଇଯିବାରୁ ଏଭଳି ଅଭାବନୀୟ ଦୁର୍ଘଟଣା ଘଟିଥିବା ହେଲପର ଦୀପକ କହିଛନ୍ତି । ଖବର ପାଇ ଦୁର୍ଘଟଣା ସ୍ଥଳରେ ଜି. ଉଦୟଗିରି ଥାନା ଅଧିକାରୀ ଅଜୟ କୁମାର ସ୍ବାଇଁ, ଏସ.ଆଇ ବିନୟ ମହାରଣା, ଅନନ୍ତ କୁମାର ପ୍ରଧାନ, ବୁଲୁ ବେହେରା, ଅଗ୍ନିଶମ ଅଧିକାରୀ ମନୋରଞ୍ଜନ ପାଢ଼ୀ, ଅଗ୍ନିଶମ ବାହିନୀ, ୧୦୮ ଆମ୍ବୁଲାନ୍ସ ଏବଂ କଳିଙ୍ଗା ଓ ଟିକାବାଲିର ସ୍ବେଚ୍ଛାସେବୀମାନେ ଦୁର୍ଘଟଣା ସ୍ଥଳରେ ପହଞ୍ଚି ଡ୍ରାଇଭରଙ୍କୁ ଉଦ୍ଧାର କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ଉତ୍ସାହ ୨୦୨୬ ଅନୁଷ୍ଠିତ" ।   23-Oct-2026
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026

You Might Also Like