-+91-9937148622 |

prerana_bgr@rediffmail.com |

  Friday 23rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   (23-Oct-2026)       ||      *ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   (22-Oct-2026)       ||      ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    (22-Oct-2026)       ||      *ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   (22-Oct-2026)       ||      ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   (21-Oct-2026)       ||      ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   (21-Oct-2026)       ||      ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   (21-Oct-2026)       ||      କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   (21-Oct-2026)       ||      *ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   (21-Oct-2026)       ||      *ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   (21-Oct-2026)       ||      *ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   (21-Oct-2026)       ||      ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   (21-Oct-2026)       ||      ବେନିଆବନ୍ଧ ରେ ଅଶୋକ ବିଜୟା ଦଶମୀ ପାଳିତ   (21-Oct-2026)       ||      ସତଲମା ରେ ସାର୍ବଜନୀନ ଦୁର୍ଗାପୂଜା ଅବସରରେ ଛପନ ଭୋଗ କାର୍ଯ୍ୟକ୍ରମ   (20-Oct-2026)       ||      ଏସ୍‌ଓଏସ୍‌ ଚିଲ୍‌ଡ୍ରେନ୍‌ସ ଭିଲେଜ୍‌ରେ ପିଲାମାନଙ୍କ ସହ ବିଜୟା ଦଶମୀ ପାଳିଲେ ରାଜ୍ୟପାଳ   (20-Oct-2026)       ||      ପେଶା ନିୟମ ଲାଗୁ ଓ ବ୍ରାହ୍ମଣୀଗାଁକୁ ନୂତନ ବ୍ଲକ ଗଠନ ଦାବିରେ ପଦଯାତ୍ରା ପ୍ରସ୍ତୁତି   (20-Oct-2026)       ||      ବରପାଲି କାଳୀ ପୂଜା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ    (20-Oct-2026)       ||      ଭାଲୁ ଆକ୍ରମଣ ରେ ମୃତ୍ୟୁବରଣ କରିଥିବା ମୃତକଙ୍କ ପରିବାରକୁ ତୁରନ୍ତ ଆର୍ଥିକ ସହାୟତା ଓ ବନ୍ୟପ୍ରାଣୀ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ ପାଇଁ ଦାବି   (20-Oct-2026)       ||      ଶ୍ରୀରାମ ବାବାମଠ ପରିଦର୍ଶନ ରେ ସାଂସଦ ପ୍ରଦୀପ ପୁରୋହିତ   (20-Oct-2026)       ||      ଦଶହରାରେ ମା’ ସୁରେଶ୍ୱରୀ ଓ ମା’ ଭଗବତୀଙ୍କ ରାଜରାଜେଶ୍ୱରୀ ବେଶ   (20-Oct-2026)       ||     

HOME   ରାଜ୍ୟ

ହରଭଙ୍ଗ ବିଦ୍ୟାଳୟରେ ବାଳିକା ଦିବସ ପାଳିତ

13-Oct-2023



ବଲାଙ୍ଗିର(ପ୍ରେରଣା ଖବର) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଅନ୍ତର୍ଗତ ହରଭଙ୍ଗ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଆନ୍ତଃର୍ଜାତୀୟ ବାଳିକା ଦିବସ ପ୍ରଧାନଶିକ୍ଷକ ଦୂର୍ଯ୍ୟୋଧନ ପଶାୟତଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି । ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଅମର ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବାଳିକା ତଥା ମହିଳା ସଶକ୍ତିର ଆବଶ୍ୟକୀୟ ଗୁଣ ଏବଂ ଦିଗ ବିଷୟରେ ଆଲୋକପାତ କରିଥିଲେ । ସମ୍ମାନୀତ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲା ଜୁନିୟର ରେଡକ୍ରସ ଅଫିସର ରବିଚନ୍ଦ୍ର ପଶାୟତ, ସ୍କୁଲ ପରିଚାଳନା କମିଟୀର ସଭାପତି ବିପିନ ସାହୁ ,

ନାଏବ ସରପଂଚ ପଙ୍କଜିନୀ ଥନାପତି ଯୋଗଦେଇ ମତବ୍ୟକ୍ତ କରିଥିଲେ । ପ୍ରାରମ୍ଭରେ ଛାତ୍ରଛାତ୍ରୀ ମାନେ ବାଳିକା ଶିକ୍ଷା ଓ ବିକାଶ ସଂପର୍କିତ ପ୍ଲାକାର୍ଡ ପ୍ରଦର୍ଶନ ପୂର୍ବକ ବିଭିନ୍ନ ସ୍ଲୋଗାନ ଦେଇ ହରଭଙ୍ଗା ଗ୍ରାମ ପରିକ୍ରମା କରିଥିଲେ । ଏହି ଅବସରରେ ରେଡକ୍ରସ ସାଧନକର୍ମି ନିମାଇଁ ଚରଣ ମଲ୍ଲୀକ ଓ ତପସ୍ୱିନୀ ଦାଶ ଛାତ୍ରଛାତ୍ରୀ ମାନଙ୍କୁ ପ୍ରାଥମିକ ଚିକିତ୍ସାର ବିଭିନ୍ନ କୌଶଳ ବିଷୟରେ ତାଲିମ ଦେଇଥିଲେ ।  ଓଡିଆ ପ୍ରବନ୍ଧ ଲିଖନ ପ୍ରତିଯୋଗିତାରେ ବିନ୍ଦିଆ ନାଏକ, ସ୍ମିତାରାଣୀ ସାହୁ, ରୋମିତ ସାହୁ ଯଥାକ୍ରମେ ପ୍ରଥମ, ଦ୍ୱିତୀୟ, ତୃତୀୟ

 ସ୍ଥାନ ଅଧିକାର କରିଥିବାରୁ  ଅତିଥିମାନେ ପୁରସ୍କୃତ କରିଥିଲେ । କାର୍ଯ୍ୟକ୍ରମରେ ଶିକ୍ଷକଶିକ୍ଷୟିତ୍ରୀ ସୁଶାନ୍ତ କୁମାର ନନ୍ଦ, ଅଳକା ପଣ୍ଡା, ଧରିତ୍ରୀ ସାହୁ, ଦୟାନନ୍ଦ ସାହୁ, ରାଜକିଶୋର ମାହାକୁର, ଦିଲ୍ଲୀପ ଥନାପତି, ବିମଲ ଠାକୁର, ଶବ୍ୟା ଥନାପତି, ପିଙ୍କି କର୍ଣ୍ଣ, ମଂଟେଶ କୁମାର ସାହୁ ପ୍ରମୁଖ ସହଯୋଗ କରିଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ନୃତ୍ୟଶିଳ୍ପୀ କଳ୍ପନା ବ୍ୟାସଙ୍କୁ ଚାଦୋତରା ଦୁର୍ଗା ପୂଜା କମିଟିର ସମ୍ମାନ   23-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଐତିହାସିକ ପ୍ରସିଦ୍ଧ ମହାବଳୀ ଯାତ୍ରା ସଂପନ୍ନ*   22-Oct-2026
  ଜିଲ୍ଲା  
ଟିଟିଲାଗଡ ହାଟପଦାପଡ଼ା ତରଫରୁ ୧୪ ତମ ରାବଣ ପୋଡି ମହୋତ୍ସବ♦️ ବିଜେପି ବିଧାୟକ ନବିନ ଜୈନ ପୂର୍ବତନ ମନ୍ତ୍ରୀ ଶ୍ରୀମତି ଟୁକୁନି ସାହୁଙ୍କୁ ଦେଲେ ଜବାବ    22-Oct-2026
  ଜିଲ୍ଲା  
*ସୋନପୁର ବ୍ଲକ ଛକ ଦୁର୍ଗା ପୂଜା ରାବଣ ପୋଡ଼ି ଉତ୍ସବ ରେ ଅଗଣିତ ଦର୍ଶକ*-   22-Oct-2026
  ଜିଲ୍ଲା  
ମହାଦେବପାଳି ଦୁର୍ଗାପୂଜା,ରାବଣ ବଧ ସହ ରାବଣରାଜ ଉଦଯାପିତ   21-Oct-2026
  ଜିଲ୍ଲା  
ମା’ ସୁରେଶ୍ୱରୀଙ୍କ ମହାଲକ୍ଷ୍ମୀ ବେଶ   21-Oct-2026
  ଜିଲ୍ଲା  
ସମଲେଇପୂଜା ଅବସରରେ ଯାଦବ ସମାଜର ବନ୍ଧୁ ମିଳନ   21-Oct-2026
  ଜିଲ୍ଲା  
କଣ୍ଟାମାଳରେ ଜମୁଛି ଶାରଦୀୟ ଦୁର୍ଗାପୂଜାର ଆସର♦️ ଆକର୍ଷଣୀୟ ତୋରଣ ଓ ରଙ୍ଗିନ ଆଲୋକମାଳାରେ ଝଲସୁଛି ଅଞ୍ଚଳ   21-Oct-2026
  ଜିଲ୍ଲା  
*ଡାବୁଗାଁ ଦୁର୍ଗାପୂଜାରେ ଶତାଧିକ ଭକ୍ତଙ୍କ ସମାଗମରେ ସମ୍ପନ୍ନ ହେଲା ପୂର୍ଣ୍ଣାହୁତି*   21-Oct-2026
  ଜିଲ୍ଲା  
*ଜିଲ୍ଲା ପୋଲିସ ପକ୍ଷରୁ ୬୬ ତମ ଶହୀଦ ସ୍ମୃତି ଦିବସ ପାଳିତ*   21-Oct-2026
  ଜିଲ୍ଲା  
*ପୋଡ଼ାଗଡ ପୀଠରେ ପାରମ୍ପରିକ ଦଶହରା ପାଳିତ*   21-Oct-2026
  ଜିଲ୍ଲା  
ଭୁବନେଶ୍ୱରରେ ବି.ଏମ୍. ଫାଉଣ୍ଡେସନ‌ ଦ୍ୱାରା ନବ ଉତ୍ସବ ଆୟୋଜନ   21-Oct-2026

You Might Also Like