-+91-9937148622 |

prerana_bgr@rediffmail.com |

  Saturday 17th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   (16-Oct-2026)       ||      ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ    (16-Oct-2026)       ||      ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   (16-Oct-2026)       ||      ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ    (16-Oct-2026)       ||      ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   (16-Oct-2026)       ||      ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   (16-Oct-2026)       ||      ବିଶ୍ୱ ହାତ ଧୋଇବା ଦିବସ ପାଳନ    (16-Oct-2026)       ||      ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ    (16-Oct-2026)       ||      ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   (16-Oct-2026)       ||      ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ    (16-Oct-2026)       ||      *ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   (16-Oct-2026)       ||      ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   (16-Oct-2026)       ||      କଣ୍ଟାମାଳ କଲେଜ ଛାତ୍ର ସଂସଦ ନିର୍ବାଚନରେ ବାଜିମାରିନେଲା ଏବିଭିପି♦️ ୧୦ ରୁ ୧୦ଆସନ ପୋଛିନେଲା ଏବିଭିପି    (16-Oct-2026)       ||      ଜେଲ୍ ଗଲେ ପୂର୍ବତନ କାଉନସିଲର ♦️ଗୁଣ୍ଡାଗର୍ଦ୍ଦି ପଡ଼ିଲା ମହଙ୍ଗା   (16-Oct-2026)       ||      କାଉଡୋଲା କ୍ଳଷ୍ଟର ପକ୍ଷରୁ ଶିଶୁ ମହୋତ୍ସବ ସୁରଭି ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (15-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସେତୁ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ*   (15-Oct-2026)       ||      ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟ ଛାତ୍ରୀ ସଂସଦର ନିର୍ବାଚନ: ସଭାନେତ୍ରୀ ହେଲେ ଶ୍ରୁତିଶ୍ରୀ ପ୍ରଧାନ, ସମ୍ପାଦିକା ହେଲେ ରୋଜାଲି ମହାକୁଡ଼    (15-Oct-2026)       ||      ବିନିକା ସିଦ୍ଧାର୍ଥ ଡିଗ୍ରୀ କଲେଜ ଛାତ୍ର ସଂସଦ ନିର୍ବାଚନ (ଆୟୁଷ୍ମାନ ସଭାପତି,ବାବୁଲୁ ସାଧାରଣ ସମ୍ପାଦକ)   (15-Oct-2026)       ||      ମାୟାବର୍ହା କ୍ଲଷ୍ଟର ସୁରଭି ସାହାଜବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅନୁଷ୍ଠିତ   (15-Oct-2026)       ||      ରେକଡୋଲରେ ଟେରାକୋଟା ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ ୧୫ ମହିଳାଙ୍କୁ ମିଳିବ ୬ ମାସିଆ ମାଗଣା ପ୍ରଶିକ୍ଷଣ   (15-Oct-2026)       ||     

HOME   ଜିଲ୍ଲା

ବହୁ ଚର୍ଚ୍ଚିତ ରୂପକ ହନୁମାନ ହତ୍ୟାକାଣ୍ଡ, ଆଉ ଜଣେ ଅଭିଯୁକ୍ତ ଗିରଫ

17-Oct-2023



ଲୋଇସିଂହା, (ପ୍ରେରଣା ଖବର) ଲୋଇସିଂହା ବହୁ ଚର୍ଚ୍ଚିତ ରୂପକ ହନୁମାନ ମର୍ଡର କେଶ ରେ ଦୀର୍ଘ ଦିନ ର ନୀରବତା ପରେ ପୁଣି ଚଳ ଚଞ୍ଚଳ  ହୋଇ ଉଠିଛି ଲୋଇସିଂହା ପୋଲିସ l ହତ୍ୟାକାଣ୍ଡ ଘଟଣା ରେ ସମ୍ପୃକ୍ତ ଆଉ ଜଣେ ଅଭିଯୁକ୍ତ ଙ୍କୁ ଗିରଫ କରାଯାଇଥିବାର ସୂଚନା ମିଳିଛି l ହତ୍ୟାକାଣ୍ଡ ରେ ଜଡିତ ସ୍ମୃତିରଞ୍ଜନ ବାରିକ (ବଡ଼ ) (ବୟସ 35 )କୁ ରାଉରକେଲା ସେକ୍ଟର 3 ଅଂଚଳ ରୁ ଗିରଫ କରିଛି ଲୋଇସିଂହା ପୋଲିସ l ଗତ ଦୁଇ ଦିନ ହେବ ସ୍ମୃତିରଞ୍ଜନ ରାଉରକେଲା ସେକ୍ଟର 3 ରେ ବୁଲୁଥିବା ବେଳେ ଲୋଇସିଂହା ଓ ରାଉରକେଲା ସେକ୍ଟର 3 ର ଏକ ମିଳିତ ପୋଲିସ ଟିମ ଲୋଇସିଂହା ଏ ଏସ ଆଇ ଅବିନାଶ ନାୟକ ଙ୍କ ନେତୃତ୍ୱ ରେ ସ୍ମୃତିରଞ୍ଜନ କୁ ଗିରଫ କରିବାରେ ସଫଳ ହୋଇଛି l ସୂଚନା ମୁତାବକ ଗତ ତିରିଶ ଏପ୍ରିଲ 2022 ମସିହାରେ ଲୋଇସିଂହା ସ୍ଥିତ ସରକାରୀ ଡାକ୍ତରଖାନା ଠାରେ ଗୋଡ଼ାଇ ଗୋଡ଼ାଇ ରୂପକ ହନୁମାନ  ଓ ସରୋଜ ବିଶି ଙ୍କୁ କିଛି ଯୁବକ ଗୋଡ଼ାଇ ଗୋଡ଼ାଇ  ଆକ୍ରମଣ କରିଥିଲେ l ଆକ୍ରମଣ ର ଶିକାର ହୋଇ ରୂପକ ହନୁମାନ ମୃତ୍ୟୁବରଣ କରିଥିବା ବେଳେ ସରୋଜ ବିଶି ଅଳ୍ପକେ ବର୍ତ୍ତୀ ଯାଇଥିଲେ l  ତେଵେ ରୂପକ ଙ୍କ ଭାଇ  ଦୀପକ ଙ୍କ ଅଭିଯୋଗ କୁ ନେଇ ଲୋଇସିଂହା ପୋଲିସ 136/2022 ରେ ଏକ ମାମଲା ରୁଜୁକରି ତଦନ୍ତ ଚଳାଇଥିଲା l ଉକ୍ତ ଘଟଣା ରେ ଲୋଇସିଂହା ପୋଲିସ ଦେବାନନ୍ଦ ତାଣ୍ଡି ଙ୍କୁ ପ୍ରଥମେ ଗିରଫ କରିଥିବା ବେଳେ ଉଜଳ ଜାଲ ଓ ସୁନ୍ଦର ସ୍ୱାଇଁ ଆତ୍ମ ସମର୍ପଣ କରିଥିଲେ l ତେଵେ ଗତ 14.10.2023 ରେ ସ୍ମୃତିରଞ୍ଜନ ବାରିକ କୁ ଗିରଫ କରିବାରେ ସଫଳ ହୋଇଛି ଲୋଇସିଂହା ପୋଲିସ l ତେଵେ ମାମଲା ର ଅନ୍ୟତମ ଅଭିଯୁକ୍ତ ସତ୍ୟଜୋତି ବାଗ କୁ ଖୁବ ଶୀଘ୍ର ଗିରଫ କରାଯିବ ବୋଲି ବିଶ୍ବସ୍ଥ ସୂତ୍ରରୁ ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଶିଷ୍ଟ ସୂଚନା ଅଧିକାର କର୍ମୀ ନୀଳମଣି ଯୋଶୀଙ୍କ ପରଲୋକ   16-Oct-2026
  ଜିଲ୍ଲା  
ମୌଳିକ ସୁବିଧା ନାହିଁ, ହେଲେ ଫି’ ଆକାଶଛୁଆଁ — ରେଳ ବିଭାଗର ଦୃଷ୍ଟି ଆକର୍ଷଣ କଲେ ବିଭିନ୍ନ ସଂଗଠନ   16-Oct-2026
  ଜିଲ୍ଲା  
ଜବର ଦଖଲ ଉଚ୍ଛେଦକୁ ଡ଼ରୁଛି ପ୍ରଶାସନ   16-Oct-2026
  ଜିଲ୍ଲା  
ଖପ୍ରାଖୋଲ ଉପ ଡାକଘର କର୍ମଚାରୀଙ୍କ ଭୋଜନ ସମୟରେ ବିକ୍ଷୋଭ ପ୍ରଦର୍ଶନ   16-Oct-2026
  ଜିଲ୍ଲା  
ମୁରିବାହାଲ ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀ ଜିଲ୍ଲାସ୍ତରୀୟ ସୁରଭି ପାଇଁ ମନୋନୀତ   16-Oct-2026
  ଜିଲ୍ଲା  
ୟନେକ୍ସ ସନ୍‌ରାଇଜ ଓସବା ମିନି (୧୧ବର୍ଷରୁ କମ) ସବ୍ ଜୁନିୟର(୧୩ ବର୍ଷରୁ କମ ) ଚମ୍ପିୟାନସିପ୍ ହେଲା ଉଦଘାଟନ... * ଯୋଗଦେଲେ ସାରା ରାଜ୍ୟରୁ ୧୨୩ ଜଣ ବାଳକ ଓ ବାଳିକା ଖେଳାଳୀ   16-Oct-2026
  ଜିଲ୍ଲା  
ବିଶ୍ୱ ହାତ ଧୋଇବା ଦିବସ ପାଳନ   16-Oct-2026
  ଜିଲ୍ଲା  
ବଲାଙ୍ଗୀର ପୋଲିସର ତଦନ୍ତକୁ ନେଇ ପ୍ରଶ୍ନବାଚୀ ? ଗୀତାଞ୍ଜଳି ମର୍ଡରକେସ୍: ଗୁଣ୍ଡାସାହୁ ଅପହରଣ ମାମଲା  ଫରେଷ୍ଟର ଆତ୍ମହତ୍ୟାର ଉଦ୍ଦେଶ୍ୟ ଓ ଅନ୍ୟାନ୍ୟ   16-Oct-2026
  ଜିଲ୍ଲା  
ତୁଳାଗାଁ କ୍ଲଷ୍ଟର ସ୍ତରୀୟ ସୁରଭି ୨୦୨୬ ଅନୁଷ୍ଠିତ   16-Oct-2026
  ଜିଲ୍ଲା  
ରୋଗୀ ଓ ଅସହାୟ ମାନଙ୍କୁ ସେବା ଯୋଗାଇବା ନିମନ୍ତେ ତିନୋଟି ବ୍ୟାଟେରୀ ଚାଳିତ ଗାଡ଼ି ଲୋକାର୍ପିତ   16-Oct-2026
  ଜିଲ୍ଲା  
*ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଚୋରି, ପୁଲିସର ତଦନ୍ତ ଆରମ୍ଭ, ତଦନ୍ତ ପାଇଁ ଆସିବେ ସାଇଣ୍ଟିଫିକ ଟିମ୍ ଏବଂ ସନ୍ଧାନୀ କୁକୁର*   16-Oct-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ବିସିଜେଡିର ବାଜିମାତ, ସଭାପତି ହେଲେ ରୋଶନ ମେହେର   16-Oct-2026

You Might Also Like