-+91-9937148622 |

prerana_bgr@rediffmail.com |

  Thursday 19th June 2025 |

| | | |

R.N.I. Regd No. ODIODI/2010/46693

Breaking News

ଜଡ଼ାମୁଣ୍ଡା ମଣ୍ଡିରେ ଉଠୁନି ଧାନ, ଜିଲ୍ଲାପାଳଙ୍କୁ ଭେଟିଲେ ଶତାଧିକ ଚାଷୀ   (18-Jun-2025)       ||      ନୂତନ ଜାତୀୟ ଶିକ୍ଷା ନୀତି କର୍ମଶାଳା    (18-Jun-2025)       ||      *ସୁବର୍ଣ୍ଣପୁର ଜିଲ୍ଲା ବରିଷ୍ଠ ନାଗରିକ ସଂଘର ସ୍ବାସ୍ଥ୍ୟ ସଚେତନତା ଶିବିର*-   (18-Jun-2025)       ||      ବିପର୍ଯ୍ୟୟ ପ୍ରଶମନ ନିମନ୍ତେ ଟେବୁଲ ଟପ୍ ଅଭ୍ୟାସ    (18-Jun-2025)       ||      ବିନିକାରେ କଂଗ୍ରେସ ତରଫରୁ ୨ଦିନିଆ ସର୍ବୋଦୟ ସଂକଳ୍ପ ଶିବିର ଆରମ୍ଭ   (18-Jun-2025)       ||      ମୂର୍ମୁରି ଜୋର ବ୍ରିଜରେ ବସ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ୩୫ ଯାତ୍ରୀ ।   (18-Jun-2025)       ||      ବୋରିଗାଁରେ ବିକାଶ ବାହନ ଯାତ୍ରା   (18-Jun-2025)       ||      ସାହିତ୍ୟ ଏକାଡେମୀର ଯୁବ ପୁରସ୍କାର ଏବଂ ବାଲ ସାହିତ୍ୟ ପୁରସ୍କାର ଘୋଷିତ: ଓଡିଆ ଭାଷାରେ ପୁରସ୍କୃତ ହେବେ ରାଜକିଶୋର ପାଢୀ ଏବଂ ସୁବ୍ରତ କୁମାର ସେନାପତି   (18-Jun-2025)       ||      ମୌଳିକ ସୁବିଧରୁ ବଞ୍ଚିତ ଗଦାପୁର ପଞ୍ଚାୟତ: ବୃଦ୍ଧାଙ୍କ ମୃତ୍ୟୁରୁ ଉତ୍ତେଜନା, ରାସ୍ତା ଅବରୋଧ   (18-Jun-2025)       ||      ବିଭାଗ ଓ ଠିକାସଂସ୍ଥାର ଅବହେଳା ଯୋଗୁଁ ରାସ୍ତା କାଦୁଅ ରେ ପଚପଚ: ଚଳାଚଳ ବନ୍ଦ, ଲୋକେ ହଟହଟା   (18-Jun-2025)       ||      ସ୍ମାର୍ଟ ମଡେଲ ସବ ଷ୍ଟେସନ ନିର୍ମାଣରେ ବିଳମ୍ବ : ତୁହାକୁ ତୁହା ବିଦ୍ୟୁତ କାଟ ଯୋଗୁଁ ଉପଭୋକ୍ତା ହନ୍ତସନ୍ତ   (18-Jun-2025)       ||      ସୋସିଆଲ ମିଡିଆରେ ସାମ୍ବାଦିକଙ୍କୁ କଦର୍ଥ ଓ ସମାଲୋଚନାକୁ ନେଇ ଥାନାରେ ଏତଲା   (18-Jun-2025)       ||      ନୂତନ ସିଭିଲ୍ କୋର୍ଟ ନିର୍ମାଣ, ଆୟୁଷ୍ମାନ ଯୋଜନାରେ ଓକିଲ ମାନଙ୍କୁ ସାମିଲ କରିବା ଓ ହାଇକୋର୍ଟ ସ୍ଥାୟୀ ବେଞ୍ଚ ନିର୍ମାଣ ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ର ପ୍ରତିନିଧି ଦଳ    (18-Jun-2025)       ||      ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ଜିଲ୍ଳାସ୍ତରୀୟ ଟେବୁଲ ଟପ ଏକ୍ସରସାଇଜ -   (18-Jun-2025)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ରଥଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ   (18-Jun-2025)       ||      ସାଧୁଙ୍କୁ ଅପମାନ ବିଷୟ! କ୍ଷମା ମାଗିବା ପରେ ବିବାଦର ଅନ୍ତ ହେଲା   (18-Jun-2025)       ||      ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଉପଲକ୍ଷେ କୁଚିଣ୍ଡାରେ କବି ସମ୍ମିଳନୀ   (18-Jun-2025)       ||      ଭଙ୍ଗାରୁଜା ଘରେ ବିତୁଛି ଜୀବନ, ପଡୁନାହିଁ ପ୍ରଶାସନର ଦୃଷ୍ଟି    (18-Jun-2025)       ||      କୁଲୁତା ସମାଜର ଟେକ ରଖିଲେ ବର୍ଷା    (18-Jun-2025)       ||      ପିପଲଗୁଡା, କାରୁବାଇ ଓ ବାଇସିଙ୍ଗ ଗ୍ରାମ ପଞ୍ଚାୟତ ବୁଲିଲା ବିକାଶ ବାହନ    (17-Jun-2025)       ||     

HOME   ଜିଲ୍ଲା

ଅନୁସୂଚୀତ ଜାତି ଗଣ୍ଡା ସମାଜ୍ ପକ୍ଷରୁ ନିର୍ବାଚନ ମଣ୍ଡଳୀ ସ୍ତରୀୟ ନୂଆଁଖାଇ ଭେଟଘାଟ କାର୍ଯକ୍ରମ

17-Oct-2023



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା କଲ୍ୟାଣମଣ୍ଡପ ଠାରେ ଅନୁସୂଚିତ ଜାତି ପକ୍ଷରୁ  ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଉକ୍ତ ନୁଆଁଖାଇ କାର୍ଯ୍ୟକ୍ରମ ଟି ତରଣୀସେନ ଦୀପ, ଶଙ୍କର ନନ୍ଦ ଓ ପିତାମ୍ବର ବାରିକଙ୍କ ମିଳିତ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଥଲା । ମୁଖ୍ୟଅତିଥି ଭାବେ ନିହାଲ ସିଂ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ଆକବର ଖାଁ ଯୋଗ ଦେଇଥିଲେ l ସମ୍ମାନିତ ଅତିଥି ଭାବେ ପାଣ୍ଡଵ କୁମ୍ଭାର, ସୀତାରାମ ମେହେର, ଓମପ୍ରକାଶ କୁମ୍ଭାର, ହେମସାଗର ନନ୍ଦ, ବିଜ୍ଞାନ କୁମ୍ଭାର, ଡ଼. ଅର୍ଜୁନ ମୁଗ୍ରୀ, ସଞ୍ଜୟ ଦୀପ, ସତ୍ୟାନନ୍ଦ ସୁନା, ନେପାଳ ବାଗ, ଶମ୍ଭୁ ନାଗ, ସବିତା ନନ୍ଦ ଯୋଗ ଦେଇଥିଲେ l ଏହାସହ ଆହୁରି ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ l

ଏହି କାର୍ଯ୍ୟକ୍ରମ ରେ ବାବାସାହେବ ଡ଼. ଭୀମରାଓ ଆମ୍ବେଦକର ଙ୍କ ଦ୍ୱାରା ଲିଖିତ ଭାରତୀୟ ସମ୍ବିଧାନ ତଥା ସାମ୍ବିଧାନିକ ବିଚାରଧାରା ଉପରେ ଆଲୋଚନା କରିଥିଲେ l ନୁଆଁଖାଇ ଭେଟଘାଟ ମାଧ୍ୟମରେ କିପରି ଭାଇଚାରା ଓ ଏକତା କିପରି ବଜାୟ ରହିବା ସେ ବିଷୟରେ ଆଲୋଚନା କରିଥିଲେ l ଗଣ୍ଡା ସମାଜ ର କିଭଳି ଭାବେ ସର୍ବାଙ୍ଗୀନ ବିକାଶ ହୋଇପାରିବ ସେ ଉପରେ ମଧ୍ଯ ସମସ୍ତ ଅତିଥି ବୃନ୍ଦ ଗୁରୁତ୍ୱାରୋପ କରିଥିଲେ l ବିଶେଷ କରି ଶିକ୍ଷା ଓ ସ୍ୱାସ୍ଥ୍ୟ ଉପରେ ଉନ୍ନତି ହେଲେ ସମାଜର ବିକାଶ ହେବାସହ ଶିକ୍ଷା ର ବୃଦ୍ଧିହେଲେ ସମାଜ ର ବିକାଶ ହୋଇପାରିବ ବୋଲି ଅତିଥିବୃନ୍ଦ ମତବ୍ୟକ୍ତ ରଖିଥିଲେ l ପରେ ପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ଓ ଲୋକେ ଏହାକୁ ଖୁଵ ଉପଭୋଗ କରଥିଲେ l ଏହି ନୂଆଁଖାଇ ଭେଟଘାଟ ରେ ଅନେକ ଙ୍କୁ ସମ୍ମାନିତ କରାଗଲା l ଲୋଇସିଂହା ନିର୍ବଚନ ମଣ୍ଡଳୀ ର ୩ ଟି ବ୍ଲକ ର ଅନେକ ଲୋକଙ୍କ ସମାଗମ ଏହି କାର୍ଯ୍ୟକ୍ରମ ରେ ଦେଖିବାକୁ ମିଳିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଡ଼ାମୁଣ୍ଡା ମଣ୍ଡିରେ ଉଠୁନି ଧାନ, ଜିଲ୍ଲାପାଳଙ୍କୁ ଭେଟିଲେ ଶତାଧିକ ଚାଷୀ   18-Jun-2025
  ଜିଲ୍ଲା  
ନୂତନ ଜାତୀୟ ଶିକ୍ଷା ନୀତି କର୍ମଶାଳା    18-Jun-2025
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ବରିଷ୍ଠ ନାଗରିକ ସଂଘର ସ୍ବାସ୍ଥ୍ୟ ସଚେତନତା ଶିବିର*-   18-Jun-2025
  ଜିଲ୍ଲା  
ବିପର୍ଯ୍ୟୟ ପ୍ରଶମନ ନିମନ୍ତେ ଟେବୁଲ ଟପ୍ ଅଭ୍ୟାସ   18-Jun-2025
  ଜିଲ୍ଲା  
ବିନିକାରେ କଂଗ୍ରେସ ତରଫରୁ ୨ଦିନିଆ ସର୍ବୋଦୟ ସଂକଳ୍ପ ଶିବିର ଆରମ୍ଭ   18-Jun-2025
  ଜିଲ୍ଲା  
ମୂର୍ମୁରି ଜୋର ବ୍ରିଜରେ ବସ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲେ ୩୫ ଯାତ୍ରୀ ।   18-Jun-2025
  ଜିଲ୍ଲା  
ବୋରିଗାଁରେ ବିକାଶ ବାହନ ଯାତ୍ରା   18-Jun-2025
  ଜିଲ୍ଲା  
ସାହିତ୍ୟ ଏକାଡେମୀର ଯୁବ ପୁରସ୍କାର ଏବଂ ବାଲ ସାହିତ୍ୟ ପୁରସ୍କାର ଘୋଷିତ: ଓଡିଆ ଭାଷାରେ ପୁରସ୍କୃତ ହେବେ ରାଜକିଶୋର ପାଢୀ ଏବଂ ସୁବ୍ରତ କୁମାର ସେନାପତି   18-Jun-2025
  ଜିଲ୍ଲା  
ମୌଳିକ ସୁବିଧରୁ ବଞ୍ଚିତ ଗଦାପୁର ପଞ୍ଚାୟତ: ବୃଦ୍ଧାଙ୍କ ମୃତ୍ୟୁରୁ ଉତ୍ତେଜନା, ରାସ୍ତା ଅବରୋଧ   18-Jun-2025
  ଜିଲ୍ଲା  
ବିଭାଗ ଓ ଠିକାସଂସ୍ଥାର ଅବହେଳା ଯୋଗୁଁ ରାସ୍ତା କାଦୁଅ ରେ ପଚପଚ: ଚଳାଚଳ ବନ୍ଦ, ଲୋକେ ହଟହଟା   18-Jun-2025
  ଜିଲ୍ଲା  
ସ୍ମାର୍ଟ ମଡେଲ ସବ ଷ୍ଟେସନ ନିର୍ମାଣରେ ବିଳମ୍ବ : ତୁହାକୁ ତୁହା ବିଦ୍ୟୁତ କାଟ ଯୋଗୁଁ ଉପଭୋକ୍ତା ହନ୍ତସନ୍ତ   18-Jun-2025
  ଜିଲ୍ଲା  
ସୋସିଆଲ ମିଡିଆରେ ସାମ୍ବାଦିକଙ୍କୁ କଦର୍ଥ ଓ ସମାଲୋଚନାକୁ ନେଇ ଥାନାରେ ଏତଲା   18-Jun-2025

You Might Also Like