-+91-9937148622 |

prerana_bgr@rediffmail.com |

  Sunday 31st May 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଲିଯାତ୍ରା ତଳ ପଡିଆରେ ପ୍ରେମୀ ଯୁଗଳଙ୍କ ଭିଡ ପଡ଼ିଆରେ ଯୁବତୀଙ୍କୁ ଅସଦାଚରଣ ଉଦ୍ୟମ   (31-May-2026)       ||      ଯୁବୋଦୟ ଭିକ୍ଟର ୨୦୨୬♦️ +୨ବିଜ୍ଞାନରେ ୯୦ ପ୍ରତିଶତ ରୁ ଉର୍ଦ୍ଧ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା    (30-May-2026)       ||      ପ୍ରେମ ପାଇଁ ଯୁବକ ଉପରେ ଚଢ଼ାଇ ଦେଲେ ଥାର ଗାଡି|   (30-May-2026)       ||      ନିର୍ମାଣ ସଂସ୍ଥା ବସ ଧକ୍କାରେ ଯୁବତୀ ମୃତ   (30-May-2026)       ||      ମୈଦଳପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ   (30-May-2026)       ||      ନର୍ଲା ପି,ଏସ,ଡିଗ୍ରୀ କଲେଜ ଇଂରାଜୀ ଅଧ୍ୟାପିକା ବାସନ୍ତୀ ସାହୁ ଓ ବରିଷ୍ଟ କିରାଣୀ ସନ୍ତୋଷ ନାଏକଙ୍କୁ ଭାବବିହୋଲ ବିଦାୟକାଳୀନ ସମ୍ବର୍ଦ୍ଧନା   (30-May-2026)       ||      ଉତ୍କଳ ମହିଳା ବିକାଶ ପରିଷଦ”ର ରୌପ୍ୟ ଜୟନ୍ତୀ ପାଳିତ    (30-May-2026)       ||      ବିନା ସୂଚନା ଫଳକ ରେ ଚାଲିଛି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ   (30-May-2026)       ||      ଓଡିଶା ହାଇକୋର୍ଟରେ ଜଷ୍ଟିସ ରାଧାଚରଣ ପଟ୍ଟନାୟକଙ୍କ ୩୪ତମ ପୂଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ   (30-May-2026)       ||      ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   (30-May-2026)       ||      କଲ୍ୟାଣୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆମ୍ବୁଲାନ୍ସ ସେବାର ଲୋକାର୍ପଣ   (30-May-2026)       ||      ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ! ଘଟଣା ଦିନ ରାଜ୍ୟ ବାହାରେ ଥାଇ ଵି ସେହି ଘଟଣାରେ ସାମ୍ବାଦିକଙ୍କୁ ଦୋଷୀ କରାଗଲା ♦️ ନିର୍ଦ୍ଦୋଷକୁ ଗିରଫ ନେଇ ସାମ୍ୱାଦିକ ସଂଘର କ୍ଷୋଭ   (30-May-2026)       ||      ନର୍ଲା ଡିଗ୍ରୀ କଲେଜ ଅଧ୍ୟାପିକା ବାସନ୍ତୀ ସାହୁ ବରିଷ୍ଟ କିରାଣୀ ସନ୍ତୋଷ ନାଏକ ଙ୍କୁ ବିଦାୟାଳୀନ ସମର୍ଦ୍ଧନା   (30-May-2026)       ||      ରତାଖଣ୍ଡି-ଆଟଗାଁ ରାସ୍ତାର ତେଲନଦୀରେ ନିର୍ମାଣହେବ ଉଚ୍ଚକ୍ଷମତାସମ୍ପନ୍ନ ପୋଲ   (30-May-2026)       ||      ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (29-May-2026)       ||      ବୁଥ୍‌ ସ୍ତରୀୟ ଅଧିକାରୀ ମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ   (29-May-2026)       ||      ବରପାଲି ସାମ୍ୱାଦିକ ସଂଘ ପକ୍ଷରୁ କର୍କଟ ରୋଗର ସଚେତନତା ଶିବିର ଅନୁଷ୍ଠିତ,   (29-May-2026)       ||      ବିନାସୂଚନା ଫଳକ ରେ ଚାଲିଛି ଚେକଡେମ କାମ    (29-May-2026)       ||      ଖାଦ୍ୟ ନ ପାଇ କଟକ ନୂଆବଜ଼ାର କୁଷ୍ଠ ରୋଗୀ ଧାରଣାରେ ବସିଲେ ।   (29-May-2026)       ||      *ସ୍ୱାମୀ ବିବେକାନନ୍ଦ କଲେଜ ବରପାଲିରେ ସମ୍ବର୍ଦ୍ଧନା ଉତ୍ସବ ଉଦଯାପିତ*   (29-May-2026)       ||     

HOME   ଜିଲ୍ଲା

ପରତିମାଲ ପୋଖରୀରୁ ୩୫ ଖଣ୍ଡ କେନ୍ଦୁ ଗଣ୍ଡି ଜବତ । ଚୋରାଚାଲାଣ ପାଇଁ ପୋଖରୀରେ ବୁଡାଇ ରଖିଥିଲେ କାଠ ମାଫିଆ

17-Oct-2023



କଣ୍ଟାମାଳ(ଜୟ କୁମାର ମହାରଣା ): ବନ ଧନର ଦ୍ରୁତ ଅବକ୍ଷୟ ସମ୍ପ୍ରତି ସମଗ୍ର ଅଞ୍ଚଳବାସୀ ଙ୍କ ପାଇଁ ଏକ ପ୍ରକାର ଚ୍ୟାଲେଞ ସୃଷ୍ଟି କରିଥିବାବେଳେ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ଏହାରି ସୁରକ୍ଷା ପାଇଁ ବିଭିନ୍ନ ଯୋଜନା ମାଧ୍ୟମରେ ପାଣି ଭଳି ଅର୍ଥ ଖର୍ଚ୍ଚ କରୁଛନ୍ତି  l  ହେଲେ ବୌଦ୍ଧ ବନଖଣ୍ଡ କଣ୍ଟାମାଳ ରେଞ୍ଜର ବିଭିନ୍ନ ସଂରକ୍ଷିତ ଘଞ୍ଚ ଜଙ୍ଗଲରୁ ପ୍ରତିଦିନ ବହୁ ମୂଲ୍ୟବାନ ଗଛ କଟାଯାଇ ତାରି ମଞ୍ଜକୁ ସାଇଜ କରାଯାଇ ଏଠାରୁ ବାହାର ରାଜ୍ୟକୁ ଚୋରା ଚାଲାଣ କରାଯାଉଥିବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଉଛି  l  ଏହିଁ ଚୋରା କାଠ ଚାଲାଣ ରେ ଏକ ସୁସଂଗଠିତ ରାକେଟ କାମ କରୁଥିବା ବେଳେ ବିଭାଗ ନିରବଦ୍ରଷ୍ଟା ସାଜିଥିବା ଆଲୋଚନା ହେଊଛି  l  ଏହାର ଜ୍ୱଳନ୍ତ ଉଦାହରଣ ଘଣ୍ଟାପଡା ସେକ୍ସନ ପରତୀମାଳ ରୁ ଉଦ୍ଧାର କେନ୍ଦୁ କାଠ ଗଣ୍ଡି   l 

ସୂଚନାନୁସାରେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବନାଞ୍ଚଳ ଅଧିନ ଘଣ୍ଟାପଡ଼ା ସେକସନ ଅନ୍ତର୍ଗତ ଖୁଣ୍ଟିଗୋରା ପଞ୍ଚାୟତର ପରତିମାଲ ପୋଖରୀ ଭିତରୁ ୩୫ ଖଣ୍ଡ କେନ୍ଦୁ ଗଣ୍ଡି ଜବତ କଲା ବନ ବିଭାଗ।  ଘଣ୍ଟାପଡ଼ା ସେକସନ ବନପାଳ ଚନ୍ଦ୍ରଶେଖର ଦାସ ବିଶ୍ଵସ୍ତ ସୂତ୍ରରୁ ଖବର ପାଇ ନିଜର ଟିମ ସହ ପରତିମାଲ ପୋଖରୀକୁ ଯାଇ ପାଣି ଭିତରେ ଖୋଜାଖୋଜି କରି ପାଣି ଭିତରେ କାଠ ଗଣ୍ଡି ଥିବା ସୁରାକ ପାଇଥିଲେ  । ସୁରାକ ପାଇ ସ୍ଥାନୀୟ ଲୋକମାନଙ୍କ ସାହାଯ୍ୟରେ ପୋଖରୀ ପାଣିରୁ ୩୫ ଖଣ୍ଡ କାଠ ଗଣ୍ଡି ଉଦ୍ଧାର କରି ଜବତ କରିଛନ୍ତି। ଜବତ କାଠ ଗଣ୍ଡି ଗୁଡିକ କେନ୍ଦୁ କାଠ ବୋଲି ତଦନ୍ତରୁ ଜଣାପଡିଛି l ଉକ୍ତ ଚଢାଉରେ ସମସ୍ତ ବନ କର୍ମଚାରୀ ସାମିଲ ଥିଲେ । ବର୍ତ୍ତମାନ ସୁଦ୍ଧା ଜବତ କାଠଗଣ୍ଡିର ମୂଲ୍ୟ ଆକଳନ ହୋଇ ନ ଥିବା ସ୍ଥଳେ କାଠଗଣ୍ଡି କେଉଁଠୁ ଆସିଲା, ଏଥିରେ କେଉଁମାନେ ସାମିଲ ହୋଇଛନ୍ତି ତାର ତଦନ୍ତ ଚାଲିଥିବା ନେଇ ପ୍ରକାଶ କରିଛନ୍ତି ବନପାଳ ଶ୍ରୀ ଦାସ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଲିଯାତ୍ରା ତଳ ପଡିଆରେ ପ୍ରେମୀ ଯୁଗଳଙ୍କ ଭିଡ ପଡ଼ିଆରେ ଯୁବତୀଙ୍କୁ ଅସଦାଚରଣ ଉଦ୍ୟମ   31-May-2026
  ଜିଲ୍ଲା  
ଯୁବୋଦୟ ଭିକ୍ଟର ୨୦୨୬♦️ +୨ବିଜ୍ଞାନରେ ୯୦ ପ୍ରତିଶତ ରୁ ଉର୍ଦ୍ଧ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା   30-May-2026
  ଜିଲ୍ଲା  
ପ୍ରେମ ପାଇଁ ଯୁବକ ଉପରେ ଚଢ଼ାଇ ଦେଲେ ଥାର ଗାଡି|   30-May-2026
  ଜିଲ୍ଲା  
ନିର୍ମାଣ ସଂସ୍ଥା ବସ ଧକ୍କାରେ ଯୁବତୀ ମୃତ   30-May-2026
  ଜିଲ୍ଲା  
ମୈଦଳପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ   30-May-2026
  ଜିଲ୍ଲା  
ନର୍ଲା ପି,ଏସ,ଡିଗ୍ରୀ କଲେଜ ଇଂରାଜୀ ଅଧ୍ୟାପିକା ବାସନ୍ତୀ ସାହୁ ଓ ବରିଷ୍ଟ କିରାଣୀ ସନ୍ତୋଷ ନାଏକଙ୍କୁ ଭାବବିହୋଲ ବିଦାୟକାଳୀନ ସମ୍ବର୍ଦ୍ଧନା   30-May-2026
  ଜିଲ୍ଲା  
ଉତ୍କଳ ମହିଳା ବିକାଶ ପରିଷଦ”ର ରୌପ୍ୟ ଜୟନ୍ତୀ ପାଳିତ   30-May-2026
  ଜିଲ୍ଲା  
ବିନା ସୂଚନା ଫଳକ ରେ ଚାଲିଛି ପ୍ରଧାନମନ୍ତ୍ରୀ ସଡ଼କ ଯୋଜନା କାମ   30-May-2026
  ଜିଲ୍ଲା  
ଓଡିଶା ହାଇକୋର୍ଟରେ ଜଷ୍ଟିସ ରାଧାଚରଣ ପଟ୍ଟନାୟକଙ୍କ ୩୪ତମ ପୂଣ୍ୟ ତିଥିରେ ଶ୍ରଦ୍ଧାଞ୍ଜଳି ଅର୍ପଣ   30-May-2026
  ଜିଲ୍ଲା  
ନିଜସ୍ୱ ଗୃହ ପାଲଟିଛି ଭୂତକୋଠି, ଭଡ଼ାରେ ଚାଲିଛି ବରୀ ପ୍ରାଣୀ ଚିକିତ୍ସାଳୟ   30-May-2026
  ଜିଲ୍ଲା  
କଲ୍ୟାଣୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଆମ୍ବୁଲାନ୍ସ ସେବାର ଲୋକାର୍ପଣ   30-May-2026
  ଜିଲ୍ଲା  
ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ! ଘଟଣା ଦିନ ରାଜ୍ୟ ବାହାରେ ଥାଇ ଵି ସେହି ଘଟଣାରେ ସାମ୍ବାଦିକଙ୍କୁ ଦୋଷୀ କରାଗଲା ♦️ ନିର୍ଦ୍ଦୋଷକୁ ଗିରଫ ନେଇ ସାମ୍ୱାଦିକ ସଂଘର କ୍ଷୋଭ   30-May-2026

You Might Also Like