-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||     

HOME   ଜିଲ୍ଲା

ସୁସ୍ଥତା, ସଦଭାବନା ଏବଂ ନିଶାମୁକ୍ତି ସଂକଲ୍ପ ନେଇ ଛତିଷଗଡରୁ ପୁରୀକୁ ଦୌଡ଼‌ୁଛନ୍ତି ଅନୀଲ ଗୁପ୍ତା। ( ତାଙ୍କୁ ପଶ୍ଚିମାଞ୍ଚଳ ଏକତା ମଂଚ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା

17-Oct-2023




ସମ୍ବଲପୁର-(ସଂଜୀବକୁମାରପାଣିଗ୍ରାହୀ) 
ମାରଥନ ଦୌଡ ପାଇଁ ଛତିଷଗଡ ରାଜ୍ଯ ରେ ପରିଚିତ ଅନିଲ ଗୁପ୍ତା ଯୁବକ ମାନଂକୁ ସୁସ୍ଥ ରହିବା ପାଇଁ ସଚେତନ କରିବା ସହ ମହାନଦୀ ଜଳବିବାଦ ପାଇଁ ପଶ୍ଚିମାଞ୍ଚଳ ଏବଂ ଛତିଷଗଡର ଜନସାଧାରଣଙ୍କ  ମଧ୍ଯରେ ଉପୁଜିଥିବା ମତ ପାର୍ଥକ୍ୟ ଦୁର କରିବା ସହ ଯୁବ ମାନଂକୁ ନିଶାସେବନରୁ ନିବୃତ୍ତ ରହି ସୁସ୍ଥ ଜୀବନ କାଟିବା ପାଇଁ ସଂକଲ୍ପ ନେଇ ଛତିଷଗଡ ର ରାୟଗଡ଼ ଜିଲ୍ଲା ଧୌରାଭଟା ରୁ ପୁରୀକୁ ପଦଯାତ୍ରା କରଛନ୍ତି। ଦିନକୁ ପ୍ରାୟ ୫୦ ରୁ ୬୦ କିଲୋମିଟର ସେ ଦୌଡ଼ି ଦୌଡ଼ି ଯାତ୍ରା କରୁଛନ୍ତି। ଆଜି ବେଲପାହାଡ ରୁ ବାହାରି ସମ୍ବଲପୁର କଚେରୀ ଛକ ପହଞ୍ଚିବା ରପର ତାଙ୍କୁ ସାମାଜିକ ଏବଂ ସାଂସ୍କୁୃତିକ୍ ସଂଗଠନ ପଶ୍ଚିମାଞ୍ଚଳ ଏକତା ମଂଚ ପକ୍ଷରୁ ସ୍ବାଗତ କରାଯିବା ସହ ତାଙ୍କର ପ୍ରଚେଷ୍ଟା ପାଇଁ ପୁଷ୍ପ ମାଲ୍ୟ ଏବଂ ଉତରିୟ ଦେଇ ସମ୍ବର୍ଦ୍ଧନା  ଦିଆଯାଇ ଥିଲା। ସେ କଚେରୀ ଛକ ପହଞ୍ଚିବା ପରେ ଶହୀଦ୍ ସ୍ତମ୍ଭ ରେ ମାଲ୍ୟାର୍ପଣ କରିବା ପରେ ନିଜର ଯାତ୍ରା ର ଅଭିପ୍ରାୟ ବଣ୍ଣନା କରିଥିଲେ। ତାଙ୍କର ଯାତ୍ରା ରେ ତାଙ୍କର ବନ୍ଧୁ ବିଭୁତି ଗୁପ୍ତା ସହଯୋଗ କରୁଛନ୍ତି। ଆଜିର ସ୍ବାଗତ କାର୍ଯ୍ୟକ୍ରମ ରେ ପଶ୍ଚିମାଞ୍ଚଳ ଏକତା ମଂଚ ର ଉପଦେଷ୍ଟା ଡ ପ୍ରମୋଦ ରଥ, ଆବାହକ ଭବାନୀଶ ଭୋଇ, ମୁଖ୍ଯ ସଂଯୋଜକ ମାନସ ରଂଜନ ବହିଦାର, ପ୍ରଫୁଲ୍ଲ ଦାସ, ଶରତ ବହିଦାର, ତ୍ରୁପ୍ତି ପଣ୍ଡା,ଗୁଡ୍ଡି ପାତ୍ର,ସୁରେନ୍ଦ୍ର ବଗର୍ତୀ,ଭୋଜରାଜ ପାତ୍ର, ହ୍ରୁଷିକେଷ ଅମାତ ପ୍ରମୁଖ ସାମିଲ ହୋଇଥିଲେ। ଆଜି ଧନୁପାଲିରେ ରାତ୍ରି ଯାପନ କରି ସକାଲୁ ପୁଣି ଦୌଡ ଆରମ୍ଭ କରିବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026

You Might Also Like