-+91-9937148622 |

prerana_bgr@rediffmail.com |

  Wednesday 28th October 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   (28-Oct-2026)       ||      ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ    (28-Oct-2026)       ||      ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର    (27-Oct-2026)       ||      ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ    (27-Oct-2026)       ||      ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   (27-Oct-2026)       ||      ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   (27-Oct-2026)       ||      ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (27-Oct-2026)       ||      ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   (27-Oct-2026)       ||      ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   (27-Oct-2026)       ||      ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||     

HOME   ଜିଲ୍ଲା

ଆଜି ଭୁବନେଶ୍ଵରୀ ବେଶ ରେ ଦର୍ଶନ ଦେଉଛନ୍ତି ମା ସୁରେଶ୍ଵରୀ* *ମା ଭଗବତୀ ଓ ଦୁର୍ଗା ମନ୍ଦିର ରେ ମା ଙ୍କ ସ୍କନ୍ଧମାତା ବେଶ*

20-Oct-2023



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ)
 ସୋନପୁର ର ଇଷ୍ଟ ଦେବୀ ମା ସୁରେଶ୍ଵରୀ ଙ୍କ ପୀଠ ରେ ଷୋଡଶ ଉପଚାର ପୂଜା ଚାଲୁ ରହିଥିବା ବେଳେ ଆଜି ବୁଧବାର ଭୋର ସମୟରୁ ମନ୍ଦିର ଖୋଲା ଯାଇ ଯଥା ବିଧି ପୂଜାର୍ଚ୍ଚନା ଶେଷ ହୋଇଥିବା ବେଳେ ଆଜି ଭୁବନେଶ୍ଵରୀ ବେଶ ରେ ମା ଉଭା ହୋଇ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ମନ୍ଦିର ରେ ନବଦିନ ବ୍ୟାପୀ ଚଣ୍ଡୀ ମହାଯଜ୍ଞର ପଞ୍ଚମ ଦିବସ ରେ ସୂର୍ଯ୍ୟ ପୂଜା, ଗୋ ପୂଜା, ଗୁରୁ, ବ୍ରାହ୍ମଣ ପୁଜନମ ବିଭିନ୍ନ ଦେବଦେବୀଙ୍କ ପୂଜାପାଠ ସୁରେଶ୍ଵରୀ ଙ୍କ ଷୋଡଶ ଉପଚାର ପୂଜା ଆରତୀ ପୁଷ୍ପାଞ୍ଜଳି ସହ ସନ୍ଧ୍ୟା ୬ ଟା ବେଳକୁ ଚଣ୍ଡୀ ଯଜ୍ଞ, ହବନ, ଆରତୀ, ପୁଷ୍ପାଞ୍ଜଳି ଓ ପ୍ରସାଦ ସେବନ ହେବା ନେଇ କମିଟି ପକ୍ଷରୁ ସୂଚନା ମିଳିଛି l ସେହିପରି ସହର ର ସର୍ବ ପୁରାତନ ମା ଭଗବତୀ ଙ୍କ ପୀଠରେ ଆଜି ସ୍କନ୍ଧମାତା ବେଶ ରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ମା ଭଗବତୀ l ସେପଟେ ସହର ର ଗଡ଼ଭିତର ସ୍ଥିତ ଦୁର୍ଗା ମନ୍ଦିର ରେ ମଧ୍ୟ ନବରାତ୍ର ର ପଞ୍ଚମ ଦିନ ରେ ଆଜି ମା’ ଦୁର୍ଗା ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ସ୍କନ୍ଧମାତା ବେଶରେ l ତେବେ  ଆସନ୍ତୁ ମା’ଙ୍କ ସ୍କନ୍ଦମାତା ବେଶର ମହାତ୍ମ୍ୟ ସଂପର୍କରେ କିଛି ପୌରାଣିକ କଥାବସ୍ତୁ ଜାଣିବା । ସିଂହାସନାଗତା ନିତ୍ୟଂ ପଦ୍ମାଶ୍ରିତକରଦ୍ୱୟା ।
ଶୁଭଦାସ୍ତୁ ସଦା ଦେବୀ ସ୍କନ୍ଦମାତା ଯଶସ୍ୱିନୀ । ମାତା ଦୁର୍ଗାଙ୍କର ପଞ୍ଚମ ସ୍ୱରୂପର ନାମ ସ୍କନ୍ଦମାତା । କୁମାର କାର୍ତ୍ତିକେୟଙ୍କର ଅନ୍ୟ ନାମ ସ୍କନ୍ଦ । ପ୍ରସିଦ୍ଧ ଦେବାସୁର ଯୁଦ୍ଧରେ ସେ ଦେବତାମାନଙ୍କର ସେନାପତି ହୋଇଥିଲେ । ପୁରାଣରେ ତାହାଙ୍କୁ କୁମାର ଓ ଶକ୍ତିଧର କହି ତାଙ୍କର ମହିମା ବର୍ଣ୍ଣନା କରାଯାଇଛି । କାର୍ତ୍ତିକେୟଙ୍କର ବାହାନ ମୟୂର, ତେଣୁ ତାଙ୍କୁ ମୟୁରବାହାନ ବୋଲି ମଧ୍ୟ କୁହାଯାଏ ।
ସେହି ଭଗବାନ ସ୍କନ୍ଦଙ୍କର ମାତା ହୋଇଥିବାରୁ ମା’ ଦୁର୍ଗାଙ୍କର ଏହି ପଞ୍ଚମ ସ୍ୱରୂପର ନାମ ସ୍କନ୍ଦମାତା ହୋଇଛି । ନବରାତ୍ରି ପୂଜାର ପଞ୍ଚମ ଦିବସରେ ଏହାଙ୍କର ଉପାସନା କରାଯାଏ । ଏହି ଦିନ ସାଧକଙ୍କର ମନ ବିଶୁଦ୍ଧ ଚକ୍ରରେ ଅବସ୍ଥିତ ହୁଏ । ମା’ଙ୍କର ବିଗ୍ରହରେ ଭଗବାନ ସ୍କନ୍ଦ ବାଳରୂପରେ କୋଳରେ ବସିଥାନ୍ତି । ସ୍କନ୍ଦମାତା ଦେବୀଙ୍କର ଚାରି ଭୂଜ । ଡାହାଣ ପଟର ଉପର ହାତରେ ସେ ଭଗବାନ ସ୍କନ୍ଦଙ୍କୁ କୋଳରେ ବସାଇ ଧରିଥାନ୍ତି ଏବଂ ସେହି ପଟର ତଳ ହାତଟି ଉପରକୁ ଟେକି ସେଥିରେ କମଳ ପୁଷ୍ପଟିଏ ଧରିଥାନ୍ତି । ବାମପଟର ଉପରେ ହାତରେ ବରମୁଦ୍ରା ଦେଖାଉଥିବା ବେଳେ ତଳ ହାତ ଉପରକୁ ଟେକି ସେଥିରେ ବି କମଳ ପୁଷ୍ପ ଧାରଣ କରିଥାନ୍ତି । ସେପଟେ ସହର ର ଥନାପତି ପଡା ରେ ମଧ୍ୟ ମା ଙ୍କ ନବରାତ୍ରୀ ପୂଜା ଧୁମଧାମ ରେ ଚାଲିଥିବା ବେଳେ ଗତକାଲି ରାତି ଅଭିଜିତ ମଜୁମଦାର ଙ୍କ ମେଲୋଡି କୁ ଦର୍ଶକ ବେଶ ଉପଭୋଗ କରିଥିବା ଦେଖାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁରକ୍ଷିତ ଶୈଶବ ଅଭିଯାନ ସଚେତନତା କାର୍ଯ୍ୟକ୍ରମ   28-Oct-2026
  ରାଜ୍ୟ  
ଡୁଙ୍ଗୁରିପାଲିରେ ବିଜେଡିର ଜନ ସଂପର୍କ ପଦଯାତ୍ରା: ଦମ ଦେଖାଇଲା ବିଜେଡି, ହଜାର ହଜାର ସଂଖ୍ୟାରେ କର୍ମୀଙ୍କ ସମାବେଶ   28-Oct-2026
  ଜିଲ୍ଲା  
ସମଲେଇ ମନ୍ଦିରରେ ହୁଳହୁଲି ଓ ଶଙ୍ଖଫୁଙ୍କା ପ୍ରତିଯୋଗିତା♦️ ପିପି ଏକାଡେମୀରେ କବିତା ଆସର   27-Oct-2026
  ଜିଲ୍ଲା  
ଅଲ୍ ଇଣ୍ଡିଆ ପୋଷ୍ଟାଲ ଏମ୍ପ୍ଲଇଜ୍ ୟୁନିଅନ୍ ଗ୍ରୁପ୍-ସି, ବଲାଙ୍ଗୀର ଡାକ ମଣ୍ଡଲ ର ୧୩ତମ ଦ୍ୱିବାର୍ଷିକ ମଣ୍ଡଳ ଅଧିବେଶନ   27-Oct-2026
  ଜିଲ୍ଲା  
ଦଶହରା ଫୁଟବଲ ଧମାକା ଝାରମୁଣ୍ଡା -2026   27-Oct-2026
  ଜିଲ୍ଲା  
ଅଇଁଲାମୁଣ୍ଡା ଠାରେ ଡ଼ୁମାଳ ସମାଜର ମାହେଶ୍ୱରୀ ଖୁଣ୍ଟ ପୂଜା ଅନୁଷ୍ଠିତ   27-Oct-2026
  ଜିଲ୍ଲା  
ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   27-Oct-2026
  ଜିଲ୍ଲା  
ଜୋନକନ୍-୨୦୨୬ରେ ଜେସିଆଇ ଟିଟିଲାଗଡ଼ ସିଟିର ଐତିହାସିକ ସଫଳତା: ଶୈଳେଶ ପ୍ରସାଦ ଗୋଏଲ ଶ୍ରେଷ୍ଠ ସଭାପତି   27-Oct-2026
  ଜିଲ୍ଲା  
ଚିନାଯୁରୀରେ ପଂଚାୟତସ୍ତରୀୟ ଜନ ଅଭିଯୋଗ ଶୁଣାଣୀ   27-Oct-2026
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026

You Might Also Like