-+91-9937148622 |

prerana_bgr@rediffmail.com |

  Monday 26th October 2026 |

| | | |

R.N.I. Regd No. ODIODI/2010/46693

Breaking News

ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ଘରୋଇ ବସରୁ ୩. ୭୭୫ କେଜି ଗଞ୍ଜେଇ ଜବତ,ଦୁଇ ଅଭିଯୁକ୍ତ ଗିରଫ   (25-Oct-2026)       ||      ଗୋପାଳଜୀ ଉଚ୍ଚ ବିଦ୍ୟାଳୟରେ ବନ୍ଧୁ ମିଳନ ଓ ଗୁରୁପୂଜନ ଉତ୍ସବ ପାଳନ   (25-Oct-2026)       ||      ସାମ୍ବାଦିକ ଙ୍କ ପିତୃ ବିୟୋଗ   (25-Oct-2026)       ||      ପଶ୍ଚିମବଙ୍ଗକୁ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ : ପୋଲିସ ଜାଲରେ ଆନ୍ତଃରାଜ୍ୟ ମହିଳା ଚାଲାଣକାରୀ ସହ ଗଞ୍ଜେଇ ଜବତ   (25-Oct-2026)       ||      ଭରତ ଜାତିସଂଘ ପାଣ୍ଠି ଗ୍ଲୋବାଲ୍ ସାଉଥ୍ ସହିତ ଭାରତର ବ୍ୟାପକ ଭାଗିଦାରୀ ର ଏକ ଅଂଶ: ସଂଗୀତା ସିଂଦେଓ    (25-Oct-2026)       ||      ଲୋଇସିଂହା ଓ ଆଗଲପୁର ଗୋଣ୍ଡୱାନା ଗୋଣ୍ଡ ସମାଜ ର ବ୍ଲକ ସ୍ତରୀୟ ନୂଆଁଖାଇ ଭେଟଘାଟ୍   (24-Oct-2026)       ||      ଟାସ୍କଫୋର୍ସ ଅଧ୍ୟକ୍ଷ ଉପମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲାରେ ଅନ୍ୟରାଜ୍ୟର ଦାଦନମାଫିଆ ସେଠ୍ ମାନଙ୍କର ଅବାଧ ବିଚରଣ♦️କୋଟିପତି ସର୍ଦ୍ଦାରଙ୍କ ଅନ୍ୟାୟୋପାର୍ଜିତ ସମ୍ପତ୍ତିର ଇଡି ତଦନ୍ତ ହେଉ  !     (24-Oct-2026)       ||     

HOME   ଜିଲ୍ଲା

ଆଶା ଚାଇଲଡ଼ ଲାଇନ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ

15-Dec-2020



ରେଢାଖୋଲ (ଅନିଲ କୁମାର ପୃଷ୍ଟି ) ସମ୍ବଲପୁର ଜିଲା ରେଢାଖୋଲ ଆଶା ଚାଇଲଡ ଲାଇନ ଚାରମାଳ ପକ୍ଷରୁ ରେଢାଖୋଲ ବ୍ଲକ କାର୍ଯ୍ୟାଳୟ ରାଜୀବ ସେବାକେନ୍ଦ୍ର ଠାରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି। ଆଶା ଚାଇଲଡ଼ ଲାଇନ ସମ୍ବଲପୁର ସଂଯୋଜକ ଯଦୁମଣି କୁମ୍ଭାର ଅତିଥି ପରିଚୟ କରି ସ୍ୱାଗତ ଭାଷଣ ଦେଇଥିଲେ।ଏହି ସଭାରେ ରେଢାଖୋଲ ଥାନା ଅଧିକାରୀ ସୁରୁବାବୁ ଛତ୍ରିଆ,ବି. ଡି. ଓ ପରୀକ୍ଷିତ ସାହୁ,ସିଡିପିଓ ନାମଲେନ ଗୁଡ଼ିଆଏବଂ ବ୍ଲକ ଶିକ୍ଷା ବିଭାଗ, ଆଇ ସି ଡି ଏସ ସୁପରଭାଇଜର, ଅଙ୍ଗନବାଡି କର୍ମୀ,ମହିଳା ସଂଘ ସଦସ୍ୟା, ସାମାଜିକ ସଂଗଠନର ସଦସ୍ୟ ଇତ୍ୟାଦି ଉପସ୍ଥିତ ଥିଲେ।କୋଲାବ ଚାଇଲଡଲାଇନ ଟିମ ମେମ୍ବର ଜ୍ୟୋତିରାଣୀ ଶତପଥି,ରମେଶ ବେହେରା ଏବଂ ରେଢ଼ାଖୋଲ ଚାଇଲଡ ଲାଇନ ଟିମମେମ୍ବର ଜ୍ୟୋସ୍ନା ନାଏକ ପ୍ରମୁଖ ପରିଚାଳନା କରିଥିଲେ।ଉକ୍ତ ଆଲୋଚନା ଚକ୍ରରେ ବ୍ଲକ ସ୍ତରୀୟ ଶିଶୁ ସୁରକ୍ଷା କମିଟି, ପଞ୍ଚାୟତ ସ୍ତରୀୟ ଶିଶୁ ସୁରକ୍ଷା କମିଟି ଯଥା ଶୀଘ୍ର କାର୍ଯ୍ୟକାରୀ ହେବ ବୋଲି ସ୍ପଷ୍ଟ ହୋଇଥିଲା।ତା ସହିତ ପୋକ୍ସସୋ ଆକ୍ଟ,ଜେଜେବି,ବାଲ୍ୟ ବିବାହ, ଶିଶୁ ବିକ୍ରି, ଶିଶୁ ଚାଲାଣ, ଶିଶୁ ଶ୍ରମିକ,ଶିଶୁ ନିର୍ଯ୍ୟାତନା ଏବଂ ତଥା ଶିଶୁ ଅଧିକାର ଯେମିତି ଠିକ ଭାବରେ ସମସ୍ତ ଲାଇନ ବିଭାଗ ତୁଲାଇବା ପାଇଁ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଯାଇଥିଲା।ଶେଷରେ ରେଢ଼ାଖୋଲ ଚାଇଲଡଲାଇନର ଟିମଲିଡର ସଞ୍ଜୟ ସାଗର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରି ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026
  ଜିଲ୍ଲା  
ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ   25-Oct-2026
  ଜିଲ୍ଲା  
ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   25-Oct-2026
  ଜିଲ୍ଲା  
ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   25-Oct-2026
  ଖେଳ  
ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   25-Oct-2026
  ଜିଲ୍ଲା  
ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   25-Oct-2026
  ଜିଲ୍ଲା  
ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   25-Oct-2026

You Might Also Like