-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||      ମେରାହୁନର “ପକ୍ଷରୁ ଆର୍ଟ ଏଣ୍ଡ କ୍ରାଫ୍ଟ” ଓ ସଂପୂର୍ଣ୍ଣା ପକ୍ଷରୁ ମେହେନ୍ଦି ପ୍ରତିଯୋଗିତା   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||     

HOME   ରାଜ୍ୟ

ଚାରି ଜାଗାରେ ପୋଲିସର ଚଢାଉ; ୭ ବନ୍ଧୁକ, ୩୫ ଗୁଳି ଜବତ ଗିରଫ ଅଭିଯୁକ୍ତମାନେ ଡି-ବ୍ରଦର୍ସଙ୍କ ସହିତ ଲିଙ୍କ୍ ରେ ଥିବା ମଧ୍ଯ ପୋଲିସ ର ସନ୍ଦେହ

15-Dec-2020



ଭୁବନେଶ୍ୱର,(ଶୁଭାଶିଶଷ ନାୟକ) :କଟକ ପୋଲିସର ଏକକାଳୀନ ଚାରି ଜାଗାରେ ଚଢାଉ। ପୋଲିସର ଏକ ସ୍ପେଶାଲ ସ୍କ୍ୱାର୍ଡ ଆଜି କଟକର ଚାଉଳିଆଗଞ୍ଜ, ଜଗତପୁର, ମାଲଗୋଦାମ ଓ ମର୍କତନଗର ଠାରେ ଚଢାଉ କରିଛନ୍ତି । ଚଢାଉ ବେଳେ ୭ଟି ବନ୍ଧୁକ, ୩୫ ଅଫୁଟା ଗୁଳି ଏବଂ ଗୋଟିଏ ଇନୋଭା ଗାଡି ଜବତ ହୋଇଛି । ଆଉ ଏଥିରେ ୧୨ ଜଣଙ୍କୁ ଗିରଫ କରିଛି ପୋଲିସ । ତେବେ ଏମାନଙ୍କ ନାଁରେ ଆଗରୁ ଅନେକ କ୍ରିମିନାଲ ରେକର୍ଡ ଥିବା ବେଳେ ଏମାନେ ଡି ବ୍ରଦର୍ସଙ୍କ ସହ ଲିଙ୍କ୍ ରେ ଥିବା ସନ୍ଦେହ କରୁଛି ପୋଲିସ । 

ସୂଚନା ଅନୁଯାୟୀ, ପୋଲିସ ଆଜି ବିଶେଷ ସୂତ୍ରରୁ ଖବର୍ ପାଇ କଟକର ଚାଉଳିଆଗଞ୍ଜ, ଜଗତପୁର, ମାଲଗୋଦାମ ଓ ମାର୍କତନଗର ଠାରେ ଚଢାଉ କରିଥିଲା। ତେବେ ଚାଉଳିଆଗଞ୍ଜ ରେ ହୋଇଥିବା ଚଢାଉରେ ୨ଟି ବନ୍ଧୁକ ଏବଂ ୯ଟି ଅଫୁଟା ଗୁଳି ଜବତ କରାଯାଇଛି। ଆଉ ସେଠାରୁ ତିନି ଜଣଙ୍କୁ ଗିରଫ କରାଯାଇଛି। ସେହିପରି ମାଲଗୋଦାମ ପୋଲିସ ଷ୍ଟେସନ ଅଞ୍ଚଳରୁ ଗୋଟିଏ ବନ୍ଧୁକ, ୯ଟି ଅଫୁଟା ଗୁଳି ଓ ଗୋଟିଏ ଇନୋଭା କାର୍ ଜବତ ହୋଇଥିବା ବେଳେ ତିନିଜଣଙ୍କୁ ଗିରଫ କରାଯାଇଛି । ସେହିପରି ଜଗତପୁରରୁ ଦୁଇଟି ବନ୍ଧୁକ ଏବଂ ୧୨ଟି ଅଫୁଟା ଗୁଳି ଜବତ କରାଯାଇଥିବା ବେଳେ ସେଠାରୁ ତିନିଜଣଙ୍କୁ ଗିରଫ କରିଛି ପୋଲିସ । ମାର୍କତନଗର ରେ ହୋଇଥିବା ଚଢାଉରେ ଗୋଟିଏ ପିସ୍ତଲ, ଗୋଟିଏ ଏୟାର୍ ବନ୍ଧୁକ, ଦୁଇଟି ଅଫୁଟା ଗୁଳି, ଗୋଟିଏ ବାଇକ୍, ୧୨୫୦ ଟଙ୍କା ଏବଂ ଦୁଇଟି ମୋବାଇଲ୍ ଫୋନ୍ ଜବତ କରାଯାଇଛି । ଏଠାରୁ ମଧ୍ଯ ତିନିଜଣଙ୍କୁ ଗିରଫ କରିଛି ପୋଲିସ । 
ତେବେ ପ୍ରାଥମିକ ତଦନ୍ତରୁ ଜଣାପଡିଛି ଯେ, ଗିରଫ ହୋଇଥିବା ଅଭିଯୁକ୍ତ ମାନେ ଅନେକ ଅସାମାଜିକ କାମରେ ଲିପ୍ତ ଅଛନ୍ତି ଏବଂ ଅସ୍ତ୍ରଶସ୍ତ୍ର ଚୋରା କାରବାରରେ ମଧ୍ଯ ଜଡିତ ଅଛନ୍ତି । ଏମାନେ ଡି-ବ୍ରଦର୍ସଙ୍କ ସହିତ ଲିଙ୍କ୍ ରେ ଥିବା ମଧ୍ଯ ପୋଲିସ ସନ୍ଦେହ କରୁଛି ଏବଂ ସେମାନଙ୍କ ନିର୍ଦ୍ଦେଶ ଅନୁଯାୟୀ ଅସ୍ତ୍ରଶସ୍ତ୍ର ଚୋରା ଚାଲାଣ କରୁଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026
  ଜିଲ୍ଲା  
ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    26-Oct-2026
  ଜିଲ୍ଲା  
ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ   26-Oct-2026

You Might Also Like