-+91-9937148622 |

prerana_bgr@rediffmail.com |

  Thursday 5th March 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   (05-Mar-2026)       ||      ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   (05-Mar-2026)       ||      ହରିହର ଭେଟ ସମ୍ପନ୍ନ   (05-Mar-2026)       ||      ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   (05-Mar-2026)       ||      ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   (05-Mar-2026)       ||      ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ    (05-Mar-2026)       ||      ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   (05-Mar-2026)       ||      ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   (05-Mar-2026)       ||      ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   (05-Mar-2026)       ||      ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   (05-Mar-2026)       ||      *ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   (05-Mar-2026)       ||      ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ    (05-Mar-2026)       ||      ବଲାଙ୍ଗୀର : କିଛି ଔଷଧ ବିତରକ ସଂସ୍ଥାରେ ନିମ୍ନମାନର ଏବଂ ସ୍ୱଳ୍ପ ଅବଧି ଥିବା ଔଷଧ ମହଜୁଦ    (04-Mar-2026)       ||      ରାଜାରାଜୁଡା ଅମଳର ଜଳାଶୟ ରାଣୀ ବନ୍ଧର ସୁରକ୍ଷା ଓ ପୁନଃରୁଦ୍ଧାର ପାଇଁ ବ୍ୟାପକ ଅଭିଯାନ, ସରକାରୀ ଅନୁଦାନର ସଠିକ ବିନିଯୋଗ ନହଲେ ଆନ୍ଦୋଳନ ପାଇଁ ଚେତାବନୀ ଦେଲା ରାଣୀ ବନ୍ଧ ସୁରକ୍ଷା କମିଟି   (04-Mar-2026)       ||      ହୋଲିରେ ଅଘଟଣ: ରଙ୍ଗ ଖେଳ ପରେ ଗାଧୋଇବାକୁ ଯାଇ ଯୁବକ ମୃତ୍ୟୁ   (04-Mar-2026)       ||      ହୃଦୟକୁ ହୃଦୟର ସହ ଯୋଡିବାର ପବିତ୍ର ହୋଲି ପର୍ବ ମହାସମାରୋହରେ ପାଳିତ    (04-Mar-2026)       ||      ଏକ ଭିନ୍ନ ଶିକ୍ଷକ   (04-Mar-2026)       ||      ବରପାଲି ରେ ରାଜ୍ୟ ସ୍ତରୀୟ ସାହିତ୍ୟ ସମ୍ମିଳନୀ ଆଦ୍ୟ ଫଗୁଣ   (04-Mar-2026)       ||      *ଡାବୁଗାଁ ରେ ଧୂମଧାମ ରେ ପାଳିତ ହେଲା ରଙ୍ଗର ପର୍ବ ହୋଲି, ଜନସାଧାରଣ ଙ୍କ ସହ ହୋଲି ଖେଳିଲେ ଡାବୁଗାଁ ବିଧାୟକ*   (04-Mar-2026)       ||      କୁଶଙ୍ଗ ଦୋଳଯାତ୍ରା ଉଦ୍‌ଯାପିତ   (04-Mar-2026)       ||     

HOME   ଜିଲ୍ଲା

ତାଲପାଲିପଡାରେ ହନୁମାନଙ୍କ ବିଗ୍ରହସ୍ଥାପନ ଓ ସୁନ୍ଦରାକାଣ୍ଡ କାର୍ଯ୍ୟକ୍ରମ

18-Nov-2023



ବଲାଙ୍ଗୀର(ପ୍ରେରଣା ଖବର)ବଲାଙ୍ଗୀର ସହରର ତାଲପାଲିପଡା ସ୍କୁଲନିକଟରେ ପବନପୁତ୍ର ହନୁମାନଙ୍କ ଏକ ବିଗ୍ରହସ୍ଥାପନ କରାଯିବା ସହିତ ସୁନ୍ଦରାକାଣ୍ଡ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ତିନିଦିନ ଧରି ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ ୧୩ ତାରିଖରେ କଳସଶୋଭାଯାତ୍ରା କରାଯାଇଥିଲା । ଏହି ଶୋଭାଯାତ୍ରାରେ ତାଲପାଲିପଡାର ଶତାଧିକ ପୁରୁଷ ମହିଳା ସାମିଲ ହୋଇ ସ୍ଥାନୀୟ ତାଲପାଲିବନ୍ଧରୁ କଳସରେ ପାଣିଭରି ଶୋଭାଯାତ୍ରାରେ ଆସିଥିଲେ । ୧୪ ତାରିଖରେ ହନୁମାନଙ୍କ ବିଗ୍ରହ ସ୍ଥାପନ,ସୁନ୍ଦରାକାଣ୍ଡ କରାଯିବା ସହିତ ରାତିରେ ଭଜନ କାର୍ଯ୍ୟକ୍ରମ କରାଯାଇଥିଲା । ଏହି ଛକକୁ ପବନପୁତ୍ର ଛକନାମରେ ନାମିତ କରାଯାଇଛି । କାର୍ଯ୍ୟକ୍ରମରେ କର୍ତ୍ତା ଭାବରେ ସଂଗଠକ ରାକେଶ ମିଶ୍ର ଓ ତାଙ୍କ ଧର୍ମପତ୍ମୀ ଚନ୍ଦ୍ରକାନ୍ତି ଖମାରୀ ଦାୟୀତ୍ୱ ନିର୍ବାହ କରିଥିଲେ । ଲିପକ ମିଶ୍ରଙ୍କ ସୁମଧୁରକଣ୍ଠରେ ସୁନ୍ଦରାକାଣ୍ଡ ଓ ଭଜନ ପାରାୟଣ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ତାଲପାଲିପଡାର ମନୋଜ ମହାରଣା,ଜିତେନ ବାଗ,ଶାନ୍ତନୁ ପଟେଲ,ପିଣ୍ଟୁ ପୋଢ,ରିଣ୍ଟୁ ପୋଢ,ସ୍ୱାବନ ସ୍ୱାଇଁ,ସୁଦର୍ଶନ ସ୍ୱାଇଁ,ବିଘ୍ନ ବଗର୍ତ୍ତି,ମହେଶ୍ୱର ବଗର୍ତ୍ତି,ଗୁପ୍ତେଶ୍ୱର ବଗର୍ତ୍ତି,ଆର୍ତ୍ତ ବାଗ,ଅଶ୍ୱିନୀ ସାଏ,ଅରବିନ୍ଦ ପରୁଆ,କୁସଙ୍ଗିଆ,ପ୍ରସନ୍ନ,ଦ୍ୱାରୁ ଓ ଟୁଞ୍ଚୁଙ୍କ ସମେତ ବହୁସଂଖ୍ୟାରେ ଯୁବକମାନେ ସହଯୋଗ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ପକ୍ଷରୁ ଗୁରୁଙ୍କୁ ସମ୍ବର୍ଦ୍ଧନା   05-Mar-2026
  ଜିଲ୍ଲା  
ବିଧାନସଭା ପରିସରରେ ମହାନ ଜନନାୟକ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ   05-Mar-2026
  ଜିଲ୍ଲା  
ହରିହର ଭେଟ ସମ୍ପନ୍ନ   05-Mar-2026
  ଜିଲ୍ଲା  
ୟୁଜିସି ଆଇନ ସମର୍ଥନରେ ଜିଲ୍ଲା ଓବିସି ଏସ୍ ଟି ଏସ୍ ସି ମଞ୍ଚ ର ଗଣଧାରଣା ଏବଂ ବିକ୍ଷୋଭ   05-Mar-2026
  ଜିଲ୍ଲା  
ଯୁବୋଦୟ ଛାତ୍ରଛାତ୍ରୀଙ୍କ ପାଇଁ ମାଛଚାଷ ଉପରେ ପ୍ରାୟୋଗିକ ପ୍ରଶିକ୍ଷଣ   05-Mar-2026
  ଜିଲ୍ଲା  
ଖବର ପ୍ରସାରଣ ପରେ ମଧ୍ୟ ହେଉନି କାର୍ଯ୍ୟାନୁଷ୍ଠାନ♦️ଚେତୁନି ପ୍ରଶାସନ କି ରାଜସ୍ବ ବିଭାଗ   05-Mar-2026
  ଜିଲ୍ଲା  
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ  ସଚିବସ୍ତରୀୟ  ସମୀକ୍ଷା ବୈଠକ   05-Mar-2026
  ଜିଲ୍ଲା  
ଆଗଲପୁରରେ ଦୋଳ ମହୋତ୍ସବ ୨୦୨୬ ପାଳନ   05-Mar-2026
  ଜିଲ୍ଲା  
ସାଲେପାଲି ଗ୍ରାମ ମଙ୍ଗଳ ପାଠାଗାରରେ ହୋଲି ଉତ୍ସବ ପାଳିତ   05-Mar-2026
  ଜିଲ୍ଲା  
ଲିଟିଲ୍ ବଡ୍ଡି ଇଣ୍ଟରନେସନାଲ ପ୍ଲେ ସ୍କୁଲ ଉଦଘାଟିତ   05-Mar-2026
  ଜିଲ୍ଲା  
*ସ୍ୱଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ହୋଲି ଉତ୍ସବ ଛିନା ଛକା ପାଳନ*- - *ଜିଲ୍ଲାପାଳ ଓ ପୋଲିସ ଅଫିସର ଗୀତ ଗାଇ ଲୋକ ଙ୍କ ମନ ଜିଣିଲେ*-   05-Mar-2026
  ଜିଲ୍ଲା  
ଶନିଶ୍ଚରମହାଗ୍ରହ ମନ୍ଦିରର ପ୍ରତିଷ୍ଠା ପାଇଁ ଉତ୍ସବମୁଖର ତରଭା ଅଞ୍ଚଳ   05-Mar-2026

You Might Also Like