-+91-9937148622 |

prerana_bgr@rediffmail.com |

  Thursday 21st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ    (21-May-2026)       ||      ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   (21-May-2026)       ||      ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ    (21-May-2026)       ||      ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   (21-May-2026)       ||      ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ    (21-May-2026)       ||      ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   (21-May-2026)       ||      ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   (21-May-2026)       ||      *ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   (21-May-2026)       ||      କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର    (21-May-2026)       ||      ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   (21-May-2026)       ||      ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    (21-May-2026)       ||      ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   (20-May-2026)       ||      ଜନଭାଗୀଦାରୀ ଅଭିଯାନରେ ଗ୍ରାମାଞ୍ଚଳରେ ସ୍ୱାସ୍ଥ୍ୟ ଓ ସ୍ୱଚ୍ଛତା ସଚେତନତା   (20-May-2026)       ||      ଅରିନ୍ଦମଙ୍କ ନାଁରେ ଏତଲା ଦେଲେ ସାମ୍ବାଦିକ   (20-May-2026)       ||      କଟକ ଜିଲ୍ଲାର ନୂତନ ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ଭାବେ ବିଧିବଦ୍ଧ ଭାବରେ ଦାୟିତ୍ଵ ଗ୍ରହଣ କଲେ ଶ୍ରୀମତୀ ସ୍ଵାଗତିକା ବେହେରା   (20-May-2026)       ||      ସ୍ବାବଲମ୍ବୀ କାରିଗର ସଂଘ ପକ୍ଷରୁ କଟକ ସଦର ବ୍ଲକ ଅଫିସ୍ ସମ୍ମୁଖରେ ବିକ୍ଷୋଭ   (20-May-2026)       ||      କୁକୁର କାମୁଡ଼ିବାରୁ ସାମ୍ବାଦିକ ନିଲୁ ସାହୁ ଆହତ, ଡାକ୍ତରଖାନା ପହଞ୍ଚି ଚିକିତ୍ସା କଥା ପଚାରି ବୁଝିଲେ ପ୍ରସନ୍ନ I   (20-May-2026)       ||      ନିଖିଳ ଓଡ଼ିଶା ଆଶା କର୍ମୀ ସଂଘ, ତୁରେକେଲା ବ୍ଲକ କମିଟି ର ପରିବର୍ଦ୍ଧିତ ବୈଠକ ଅନୁଷ୍ଠିତ    (20-May-2026)       ||      ଓଡ଼ିଶା  ସିଏଚ୍ଏସି  ୨୦୨୬ ପରିକ୍ଷା ଫଳାଫଳରେ  ଜେ ଏସ୍ ଏମ୍ କଲେଜର ୧୦୦% ସଫଳତା   (20-May-2026)       ||      ଜିଲ୍ଳା କେମିଷ୍ଟ ଏବଂ ଡ୍ରଗିଷ୍ଟ ଆସୋସିଏସନ ତରଫରୁ ବନ୍ଦ ଡାକରା ପୁର୍ଣ ସଫଳ    (20-May-2026)       ||     

HOME   ଜିଲ୍ଲା

ତହଁକ୍ କୁଟୁମ୍ ର ଭାବର୍ ଭେଟ୍ : ପ୍ରାକୃତିକ ପରିବେଶ ମଧ୍ୟରେ ଆଲୋଚନାଚକ୍ର, ସମ୍ବର୍ଦ୍ଧନାପର୍ବ ଓ ବହୁଭାଷୀ କବିତା ପାଠୋତ୍ସବ

19-Nov-2023



ବଲାଙ୍ଗିର (ପ୍ରେରଣା ଖବର ): ସ୍ଥାନୀୟ ପଥରଚେପା ପଞ୍ଚବଟୀ ଠାରେ ତହଁକ୍ କୁଟୁମ୍ ପକ୍ଷରୁ ଭାବର୍ ଭେଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ମୂଖ୍ୟ ଅତିଥି ଭାବେ ପ୍ରମେୟର କେବିକେ ସଂସ୍କରଣ ମୁଖ୍ୟ ଅଖିଲ ଚନ୍ଦ୍ର ହୋତା ସମୟ ଖବରକାଗଜର ବରିଷ୍ଠ ସହ ସଂପାଦକ ସତ୍ଯସୁନ୍ଦର ଭଞ୍ଜ, କୋଶଲ ପ୍ରବାହ ସଂପାଦକ ଆନନ୍ଦ ଚନ୍ଦ୍ର ସାହୁ, ପ୍ରେରଣା ସଂପାଦକ ରଘୁନନ୍ଦନ ସିଂହ, ସାମ୍ବାଦିକ ପୂର୍ଣଚନ୍ଦ୍ର ପଣ୍ଡା, ସାମ୍ବାଦିକ ପ୍ରଶାନ୍ତ କୁମାର ମିଶ୍ର, ଚାଷିନେତା ଅରୁଣ କୁମାର ମିଶ୍ର ମଞ୍ଚାସୀନ ରହି 'କୋଶଲୀ ଭାଷାରେ ସାମ୍ବିଧାନିକ ମାନ୍ୟତାରେ ଗଣମାଧ୍ୟମର ଭୁମିକା' ଆଲୋଚନାଚକ୍ରରେ କୋଶଲୀ ମାଟିର ଭାଷା ଓ ସାହିତ୍ୟକୁ ଆଗକୁ ନେବାରେ ପ୍ରମୁଖ ଭୂମିକା ଗ୍ରହଣ କରୁଛି ତହଁକ୍ କୁଟୁମ୍ ବୋଲି ମତବ୍ୟକ୍ତ କରିଥିଲେ। ଦିଲିପ କୁମାର ମିଶ୍ର ସ୍ଵାଗତ ଭାଷଣ ଦେଇଥିବା ବେଳେ ତହଁକ୍ ସଂପାଦକ ରାଜେଶ ଦଣ୍ଡସେନା ଉଦ୍ଦେଶ୍ଯ ଜ୍ଞାପନ କରିଥିଲେ କାର୍ଯ୍ୟକ୍ରମକୁ ମୂଖ୍ୟ ସଂପାଦକ ଅର୍ଜୁନ କୁମାର ସାହୁ ପରିଚାଳନା କରିଥିଲେ। ପ୍ରେସ କ୍ଲବ 

ସଭାପତି ଅରୁଣ ମିଶ୍ର, ସାମ୍ବାଦିକ ରାଜୀବ ଷଡଙ୍ଗୀ, ସାମ୍ବାଦିକ ଯୁଧିଷ୍ଠିର ମେହେର, ସାମ୍ବାଦିକ ବିରେନ୍ଦ୍ର କୁମାର ଝାଙ୍କର, ସାମ୍ବାଦିକ ବିଭୁକଲ୍ୟାଣ ଗଡତ୍ୟା, ସାମ୍ବାଦିକ ଦେବାଶିଷ ମିଶ୍ର ଯୋଗ ଦେଇ ନିଜ ବକ୍ତବ୍ୟ ରଖିଥିଲେ।
ସାମ୍ବାଦିକତା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସମ୍ବାଦ ପ୍ରତିନିଧି ପ୍ରଶାନ୍ତ କୁମାର ମିଶ୍ର, ନିଉଜ୍ 18 ଲୋକାଲ୍ ର ପ୍ରତିନିଧି ଶମ୍ଭୁନାଥ ସାହୁ, ମୋର୍ ସମିଆଁ ପ୍ରତିନିଧି ନିବେଶ ପାଣିଗ୍ରାହୀ ଏବଂ ପହରା ପ୍ରତିନିଧି ସସ୍ମିତା ସାହୁଙ୍କୁ ବିଭିନ୍ନ ସମ୍ମାନ ରେ ସମ୍ମାନିତ କରାଯାଇଥିଲା।
ଏହା ପରେ ପରେ ରାଧାକାନ୍ତ ସାହୁ ଏବଂ ତୃପ୍ତିମୟୀ ତ୍ରିପାଠୀଙ୍କ ସଂଯୋଜନାରେ ଏକ ହାସ୍ୟ ବ୍ୟଙ୍ଗ 

କବିତା ଆସର ଅନୁଷ୍ଠିତ ହୋଇଥିଲା ବଲାଙ୍ଗିର, ସୋନପୁର, ବୌଦ୍ଧ, ବରଗଡ ଜିଲ୍ଲାରୁ ଅନେକ କବି ସ୍ଵରଚିତ କବିତା ପାଠ କରିଥିଲେ। କାର୍ଯ୍ୟକ୍ରମରେ ଉମେଶ ବିଶ୍ବାଲ, ଦୟାମୟ ଭୁକ୍ତା, ଭବାନୀ ମିଶ୍ର, ବାବା ରଘୁନାଥ, ଅକ୍ରୁର ବାଗ,କବିତା ମିଶ୍ର, ପ୍ରଭାସନୀ ଭୋଇ, ସବିତା ମହରା, ଜ୍ୟୋତିରାଣୀ ମିଶ୍ର, ବାସନ୍ତୀ ମଞ୍ଜରୀ ହନୁମାନ, ଆଲ୍ଲାଦିନି ପାଣିଗ୍ରାହୀ ଦାସ, ସୁଜାତା ନାଏକ, ମହେନ୍ଦ୍ର ପଟେଲ, ସାଲିନି ସା, ସୁଦେଷ୍ନା ମିଶ୍ର, ପୁଷ୍ପାଞ୍ଜଳି ମେହେର, ଦୁଃଖୀଶ୍ଯାମ ଦୀକ୍ଷିତ ବିରେନ ଧରୁଆ ପ୍ରମୁଖ ସହଯୋଗ କରିଥିଲେ। ଶେଷରେ କବି ଶ୍ରିୟାକାନ୍ତ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅଘୋଷିତ ବିଦ୍ୟୁତ କାଟ ପ୍ରତିବାଦରେ ବିଜେଡି ପକ୍ଷରୁ ଟାଟା ପାୱାର କାର୍ଯ୍ୟାଳୟ ଘେରାଓ   21-May-2026
  ଜିଲ୍ଲା  
ଜୁନିଅର ରେଡ କ୍ରସ ଡୁଙ୍ଗୁରିପାଲି ବ୍ଲକ ତରଫରୁ ଜଳଛତ୍ର ଆୟୋଜିତ : ରେଡ୍ କ୍ରସ ସେବା ଗାଁ ଗାଁ ରେ ପହଞ୍ଚିଲେ ମାନବୀୟ ଭାବନା ଉଦ୍ରେକ ହେବ   21-May-2026
  ଜିଲ୍ଲା  
ଧର୍ମପ୍ରାଣ ମଣିଷ ବୀରେନ୍ଦ୍ର ସାହୁଙ୍କ ପରଲୋକ   21-May-2026
  ଜିଲ୍ଲା  
ଜିଲ୍ଲା କ୍ଷତ୍ରିୟ ଧାକଡ ସମାଜ ପଦାଧିକାରୀ ବୈଠକ   21-May-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ଶିଶୁ ପାଇଁ ଦିନ ଟିଏ କାର୍ଯ୍ୟକ୍ରମ   21-May-2026
  ଜିଲ୍ଲା  
ୱାର୍ଲଡ ୱାରସିପ ଫାଉଣ୍ଡେସନ ଟ୍ରଷ୍ଟ ଉଦଘାଟିତ ll ସମାଜ ର ବିଭିନ୍ନ ସମସ୍ୟା ର ସମାଧାନ ଦିଗରେ କାର୍ଯ୍ୟ କରିବାକୁ ଏହି ଟ୍ରଷ୍ଟ ପ୍ରତିଶୃତିବଦ୍ଧ : ବ୍ରଜ ମୋହନ ଗୋଏଲ, ଟ୍ରଷ୍ଟ ସଭାପତି ll   21-May-2026
  ଜିଲ୍ଲା  
ବିରାଟ ସାଂସ୍କୃତିକ ଶୋଭାଯାତ୍ରା ରୁ ଆରମ୍ଭ ହେଲା ରାଜ୍ୟସ୍ତରୀୟ ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ତମ କଣ୍ଟାମାଳ ଲୋକ କଳା ମହୋତ୍ସବ   21-May-2026
  ଜିଲ୍ଲା  
*ବଣ ମଲ୍ଲୀ ପ୍ରତିଭାକୁ ସମ୍ବର୍ଧିତ ଦେଲେ ଜିଲ୍ଲପାଳ* *ସଂସ୍କୃତରେ ସ୍ୱର୍ଣ୍ଣ ପଦକ ହାସଲ କରିଥିବା ମହେନ୍ଦ୍ରୀର କୁଡ଼ିଆ ଘରେ ପହଞ୍ଚିଲେ*   21-May-2026
  ରାଜ୍ୟ  
କଣ୍ଟାମାଳରେ ବିଜେଡିର ନାରୀ ଅଧିକାର ଅଭିଯାନ♦️ ନାରୀ ସୁରକ୍ଷାକୁନେଇ ବିଜେଡିର ରାଲି ଓ ବିକ୍ଷୋଭ: ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ବିଡ଼ିଓ ଙ୍କୁ ଦାବୀପତ୍ର   21-May-2026
  ଜିଲ୍ଲା  
ଏଚ.ସି.ଏଲ. ଫାଉଣ୍ଡେସନ ଓ ଆରସିଡିସି ଦ୍ୱାରା ନୂତନ ଜୈବ ବିବିଧତା ପ୍ରକଳ୍ପର ଶୁଭାରମ୍ଭ   21-May-2026
  ଜିଲ୍ଲା  
ଭୂମିକାର ନାଟ୍ୟ କର୍ମଶାଳା ସ୍ଥଗିତ    21-May-2026
  ରାଜ୍ୟ  
ରାଜସ୍ଥାନରେ ଦୁଇ ଭଉଣୀଙ୍କ ଉପରେ ଗଣ ଦୁଷ୍କର୍ମ ଓ  ଆତ୍ମହତ୍ୟା ଘଟଣାରେ କାର୍ଯ୍ୟନୁଷ୍ଠାନ ଦାବିରେ ଏସ ୟୁ ସି ଆଇ (ସି)ର ବିକ୍ଷୋଭ   20-May-2026

You Might Also Like