-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||     

HOME   ଜିଲ୍ଲା

ବୀରମହାରାଜପୁର ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର : ବିଭିନ୍ନ ୯୧ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ :

20-Nov-2023



ସୁବର୍ଣ୍ଣପୁର,( ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀଯୁକ୍ତ ବିମଳେନ୍ଦୁ  ରାୟ ଙ୍କ ଅଧ୍ୟକ୍ଷତାରେ ବ୍ଲକ୍ ସ୍ତରୀୟ  ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ବୀରମହାରାଜପୁର ବ୍ଲକ ସଭାଗୃହ ଠାରେ  ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଶ୍ରୀଯୁକ୍ତ ଵିମଳେନ୍ଦୁ ରାୟ ଓ ଆରକ୍ଷୀ ଅଧିକ୍ଷକ ଶ୍ରୀଯୁକ୍ତ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣ ଙ୍କ ବିଭିନ୍ନ  ଆପତ୍ତି ଓ ସମସ୍ୟା ସମ୍ବନ୍ଧୀୟ ୯୧ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୭୪ ଗୋଟି ଓ ସାମୁହିକ ଦରଖାସ୍ତ ୧୭ ଗୋଟି ଗ୍ରହଣ କରାଯାଇଛି l ତନ୍ମଧ୍ୟରୁ 0୫ ଟି ଅଭିଯୋଗ ର ତତ୍କାଳୀନ ସମାଧନ ହୋଇଥିବାବେଳେ ଗ୍ରହଣ କରାଯାଇଥିବା ଅନ୍ୟାନ୍ୟ ଆପତ୍ତି ଅଭିଯୋଗ ଦରଖାସ୍ତ କୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ପ୍ରେରଣ କରାଯାଇଛି l
ଗୋଷ୍ଠୀ ଉନ୍ନୟନ ଅଧିକାରୀ ବୀରମହାରାଜପୁର ଶ୍ରୀ ରଘୁନାଥ ପାଣିଗ୍ରାହୀ ଙ୍କ ତତ୍ୱାବଧାନରେ  ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ସି ଡି ଓ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଅଶ୍ୱିନୀ କୁମାର ମେହେର, ଉପ ଜିଲ୍ଲାପାଳ ବୀରମହାରାଜପୁର ଲଲାଟେନ୍ଦୁ ସି, ଜିଲ୍ଲା ଅତିରିକ୍ତ ସ୍ୱାସ୍ଥ୍ୟ ଅଧିକାରୀ ଡ଼ ରମେଶ ଚନ୍ଦ୍ର ସ୍ୱାଇଁ , ଅଧିକ୍ଷଣ ଯନ୍ତ୍ରୀ ପି ଡବ୍ଲୁ ଡି ଇଂ ଦାମୋଦର କୈବର୍ତ୍ତ, ଅବକାରୀ ଅଧିକ୍ଷକ ସୁମତି ତ୍ରିପାଠୀ,ଡିଇଓ ଲକ୍ଷ୍ମଣ ଭୋଇ,ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜିଲ୍ଲା ସାମାଜିକ ମଙ୍ଗଳ ଅଧିକାରୀ ଅକ୍ଷୟ ନାୟକ ,ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ଶ୍ରମ ଅଧିକାରୀ ଡିଲେଶ୍ଵର ଖାକା, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ , ନିର୍ବାହୀ ଯନ୍ତ୍ରୀ ଟି ପି ଡବ୍ଲୁ ଓ ଡିଏଲ ଅଶୋକ ମିଶ୍ର, ନିର୍ବାହୀ ଯନ୍ତ୍ରୀ ଏଲ ଆଇ ଇଂ ପ୍ରଫୁଲ୍ଲ କୁମାର ବେହେରା , ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ ଙ୍କ ସମେତ ବୀରମହାରାଜପୁର ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ଲୁହା , ତହସିଲଦାର ଅମୃତଲାଲ ବେହେରା ,ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ,ବ୍ଲକ ସ୍ତରୀୟ  ଅଧିକାରୀ ଓ କର୍ମଚାରୀ, ସାମ୍ବାଦିକ ପ୍ରମୁଖ ଶିବିରରେ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026

You Might Also Like