-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||      *ନିସହାୟ ଧନୁ ବରିହାଙ୍କ ଘରେ ପହଞ୍ଚିଲେ ଜିଲ୍ଲାପାଳ*   (11-Apr-2026)       ||      ଭିତ୍ତିଭୂମୀ ନିର୍ମାଣରେ ଇତିହାସ ରଚିଲା ଓଡିଶା,୧୭ଟି ପ୍ରକଲ୍ପକୁ ବିଶ୍ୱକର୍ମା ପୁରସ୍କାର, ବଲାଙ୍ଗୀରର କ୍ୟାନସର ହସପିଟାଲ ଓ ଲୋୟର ସୁକତେଲ ପ୍ରକଲ୍ପ ପୁରସ୍କୃତ   (11-Apr-2026)       ||      ଦାଦନ ଖଟିବାକୁ ଯାଇଥିବା ଯୁବକର ମୃତଦେହ ଘରକୁ ଫେରିଲା   (11-Apr-2026)       ||      ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଗୋଷ୍ଠୀଗତ ବିବାହ ପାଇଁ ପ୍ରସ୍ତୁତି ବୈଠକ   (11-Apr-2026)       ||      *ବିଶ୍ଵ ହୋମିଓପ୍ୟାଥିକ ଦିବସ ପାଳିତ* *(ଡାକ୍ତର ସି.ଫେଡ୍ରିକ୍.ସାମୁଏଲ୍ ହ୍ୟାନିମାନ୍ ଙ୍କ ୨୭୨ ତମ ଜୟନ୍ତୀ ପାଳିତ)*   (11-Apr-2026)       ||     

HOME   ଜିଲ୍ଲା

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର,ପଦ୍ମପୁର ର ୩୯ତମ ବାର୍ଷିକ କ୍ରୀଡ଼ା ସମାରୋହ ଉଦଯାପିତ

20-Nov-2023



ପଦ୍ମପୁର  (ପ୍ରେରଣା ଖବର )
 ସରସ୍ୱତୀ ଶିଶୁ  ବିଦ୍ୟାମନ୍ଦିର, ପଦ୍ମପୁର ର ୩୯ତମ ବାର୍ଷିକ କ୍ରୀଡ଼ା ସମାରୋହ ସ୍ଥାନୀୟ ଆରବି ହାଇସ୍କୁଲ ପଡ଼ିଆ ରେ ଆଜି ଉଦଯାପିତ ହୋଇଯାଇଛି ।ମାନନୀୟ ଶ୍ରୀଯୁକ୍ତ ଆଲୋକ ପଟେଲ (ଉପ-ଜିଲ୍ଲାପାଳ, ପଦ୍ମପୁର) ମୁଖ୍ୟ ଅତିଥି ଭାବରେ ଯୋଗଦେଇ ପୁଷ୍ପାର୍ଚନା କରି ଗୋଟିଏ ଖେଳାଳୀ କୁ ଭାଗ ନେବା ସବୁଠାରୁ ଅଧିକ ଖୁସି ର ବିଷୟର ଏଣୁ ସମସ୍ତ ଖେଳ ରେ ଭାଗନେବା ପାଇଁ ଉପସ୍ଥିତ ଶିଶୁ ମାନଙ୍କୁ ଉତ୍ସାହିତ କରିଥିଲେ  ।ପରେପରେ ଧ୍ୱଜା ଆବରୋହଣ ପୂର୍ବକ ୩୯ ତମ ବାର୍ଷିକ କ୍ରୀଡ଼ା ସମାରୋହ କୁ ଜ୍ୟୋତି ନିର୍ବାପନ କରି ଉଦଯାପିତ ଘୋଷଣା କରିଥିଲେ। ।ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ଯୁବରାଜ ପଧାନ ଅତିଥି ପରିଚୟ ସହ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ସମ୍ମାନିତ ଅତିଥି ଭାବରେ ଶ୍ରୀଯୁକ୍ତ ବିନାୟକ ମଶ୍ର ଉପଖଣ୍ଡ ଲୋକସମ୍ପର୍କ ଅଧିକାରୀ  ,ପୃଥିରାଜ ସାହୁ ସଭାପତି,  ଦ୍ୱାଦଶ କୁମାର ପଧାନ ସଂକୁଳ ପ୍ରମୁଖ,  ଜନକଲାଲ ମେହେର ସମ୍ପାଦକ ,ରୋହିତ କୁମାର ମେହେର ସଦସ୍ୟ,ନୀରୋଜ କୁମାର ଦୋରା ସମାଜସେବୀ ପ୍ରମୁଖ ମଞ୍ଚାସୀନ ଥିଲେ । ଶେଷରେ ସମ୍ପାଦକ ଜନକଲାଲ ମେହେର ଧନ୍ୟବାଦ ଅର୍ପଣ କରିଥିଲେ ।ଚୈତନ୍ୟ ଭୋଇ କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ଶାରୀରିକ ପ୍ରମୁଖ ପ୍ରଦୀପ ରାଜହଂସ ବୃତ୍ତ କଥନ କରିଥିଲେ। ଅକ୍ଷାଂଶ ବେହେରା ପ୍ରାଥମିକ ବର୍ଗରୁ ,ପ୍ରତୀକ କୁମାର ବୁଡେକ ଶିଶୁ ବର୍ଗ ରୁଓ ଭେଙ୍କଟେଶ୍ୱର ଡ଼ନସନା କିଶୋର ବର୍ଗ ରୁ ସର୍ବଶ୍ରେଷ୍ଠ ଖେଳାଳୀ ଭାବରେ ପୁରସ୍କୃତ ହୋଇଥିଲେ ।ପରେପରେ ଶିଶୁ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।ସମସ୍ତ ଙ୍କ ସହଯୋଗରେ କାର୍ଯ୍ୟକ୍ରମ ଟି ସଫଳ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026
  ଜିଲ୍ଲା  
*ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   12-Apr-2026
  ଜିଲ୍ଲା  
ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   12-Apr-2026
  ଜିଲ୍ଲା  
ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   12-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   12-Apr-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   12-Apr-2026

You Might Also Like