-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   (13-Apr-2026)       ||      ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   (13-Apr-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   (13-Apr-2026)       ||      ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   (13-Apr-2026)       ||      ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   (13-Apr-2026)       ||      *ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||     

HOME   ଜିଲ୍ଲା

ଧାନ ମଣ୍ଡି ଶୀଘ୍ର ଚାଲୁ କରିବାକୁ କଂଗ୍ରେସ ଦଳ ତରଫରୁ ଦାବିପତ୍ର ପ୍ରଦାନ.

20-Nov-2023



କଳାହାଣ୍ଡି,କୋକସରା (ତ୍ରିନାଥ ବେଶ୍ରା )
ମଣ୍ଡି ଜରିଆରେ ଚାଷୀ ମାନଙ୍କ ଠାରୁ ଧାନ କିଣିବା କୁ ଆଜି କଂଗ୍ରେସ ଦଳ ତରଫରୁ ଉପ ଜିଲ୍ଲାପାଳ ଧର୍ମଗଡ଼ କୁ ଏକ ଦାବିପତ୍ର ପ୍ରଦାନ କରାଯାଇଛି. ବିଶେଷ କରି ଅଣ ଜଳସେଚିତ ଅଂଚଳ ରେ 30% ଧାନ ଅମଳ ହୋଇ ସାରିଥିବା ବେଳେ ଛୋଟ ଚାଷୀ ମାନେ ମଣ୍ଡି ଚାଲୁ ନ ଥିବାରୁ ଗ୍ରାମ୍ୟ ବେପାରୀ କିମ୍ବା ଦଲାଲ ମାନଙ୍କୁ କୁଇଣ୍ଟାଲ ପ୍ରତି 1500/1600 ଟଙ୍କାରେ ଧାନ ସବୁ ଦେଇ ଦେଉଛନ୍ତି. ଏହା ଦ୍ୱାରା ସମ୍ପୃକ୍ତ ଚାଷୀ ମାନଙ୍କ ଅନେକ କ୍ଷତି ହେଉଛି. ନିଜ ନିଜ ମୌଳିକ ଆବଶ୍ୟକତା ପୂରଣ ପାଇଁ ଚାଷୀ ଅନ୍ୟ ଉପାୟ ନ ପାଇ ଦଲାଲ ପାଖରେ କମ ମୂଲ୍ୟ ରେ ଧାନ ବିକ୍ରି କରିବାକୁ ବାଧ୍ୟ ହେଉଛନ୍ତି. ଅନ୍ୟ ପଟେ ଧର୍ମଗଡ଼ ବ୍ଲକ କୁ ଲାଗି ଛତିଶଗଡ଼ ରାଜ୍ୟ ରହିଥିବା ବେଳେ ଓ ସେଠାରେ ଧାନର ମୂଲ୍ୟ ଅଧିକ ଥିବାହେତୁ ଏହି ଧାନ ସବୁ ଚୋରା ଚାଲାଣ ହୋଇ ରାତା ରାତି ଛତିଶଗଡ କୁ ଚାଲି ଯାଉଛି. ଏହା ଦ୍ୱାରା ଦଲାଳି ମାନେ ଲାଭବାନ ହେଉଛନ୍ତି. ତେଣୁ ଅତିକମରେ ଧର୍ମଗଡ଼ ଉପଖଣ୍ଡ ର ଅଣ ଜଳ ସେଚିତ ଅଂଚଳ ରେ ଅତିଶୀଘ୍ର ସରକାରୀ ମଣ୍ଡି କାର୍ଯ୍ୟକ୍ଷମ କରି ଚାଷୀ ଙ୍କ ଠାରୁ ସରକାରୀ ମୂଲ୍ୟ ରେ ଧାନ କିଣିବାକୁ ଦଳ ତରଫରୁ ଦାବୀ କରାଯାଇଛି. ପୁନଶ୍ଚ ଉକ୍ତ ଦାବୀ କୁ ଅଣ ଦେଖାକଲେ ଦଳ ତରଫରୁ ଆଇନ ଅମାନ୍ୟ ଆନ୍ଦୋଳନ କରାଯିବ ବୋଲି ଧମକ ମଧ୍ୟ ଦିଆଯାଇଛି. ଆଜିର ଏହି କାର୍ଯ୍ୟକ୍ରମ ରେ ପିସିସି ସମ୍ପାଦକ ଦିଗାମ୍ବର ଦୁରିଆ, ଜିଲ୍ଲା ସାଧାରଣ ସମ୍ପାଦକ ସନ୍ତୋଷ କୁମାର ପାଢ଼ୀ, ଜିଲ୍ଲା ଉପ ସଭାପତି ପ୍ରତାପ ସୁନାନୀ, ପଞ୍ଚାନନ ଜାଲ,ଆଇନ ଜୀବି ଶିଶୁପାଳ ଦୁରିଆ, ତୁଳସୀ ଗୋପାଳ, ଗୋବିନ୍ଦ ଜାଲ, ଫୁଲେଶ୍ୱର ସେନାପତି, ଚକ୍ରଧର ସାଗର,ଗୁଣନିଧି ଶବର, ଦେବାନନ୍ଦ ସୁନାନୀ ଆଦି ଅନେକ କର୍ମକର୍ତ୍ତା ଉପସ୍ଥିତ ଥିଲେ.


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବନ ବିଭାଗକୁ ମିଳିଛି ବଡ଼ ସଫଳୋତା ବାଘ ଛାଲ ଜବତ, ୫ଜଣ ଗିରଫ*   13-Apr-2026
  ଜିଲ୍ଲା  
ଡାବୁଗାଁ +3 କଲେଜ ଅଧକ୍ଷଙ୍କ ଅକାଳ ବିୟୋଗ   13-Apr-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜ ପକ୍ଷରୁ ସାମୁହିକ ବ୍ରତୋପନୟନ ଅନୁଷ୍ଠିତ   13-Apr-2026
  ଜିଲ୍ଲା  
ସୁନ୍ଦରଗଡ ଜିଲ୍ଲା କୁରେଇବଗା ଗ୍ରାମରେ ଶ୍ରୀ ଶ୍ରୀ ହନୁମାନ ମନ୍ଦିରର ପ୍ରତିଷ୍ଠା ଉତ୍ସବ   13-Apr-2026
  ଜିଲ୍ଲା  
ପୁରାତନ ଛାତ୍ରଙ୍କ ଗୁରୁପୂଜନ ଓ ବନ୍ଧୁମିଳନ   13-Apr-2026
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026

You Might Also Like