-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ବିପୁଳ ମାତ୍ରାରେ ବିଦ୍ୟୁତ ତାର ଜବତ,୬କୋଟ ଚାଲାଣ (ବିନିକାରେ ଏସପିଙ୍କ ସାମ୍ବାଦିକ ସମ୍ମିଳନୀ)

21-Nov-2023



ବିନିକା(ହିମାଂଶୁ ଶେଖର ପୁଟେଲ): ସୁବର୍ଣ୍ଣପୁର ଜିଲ୍ଲା ବିନିକା ପ୍ଲଲିସ ଵିଶାଲପାଲି ଗୋଡ଼ଭାଗା ରାସ୍ତାର କଦଳୀପାଳି ନିକଟରୁ ବିପୁଳ ମାତ୍ରାରେ ବିଦ୍ୟୁତ ତାର ଜବତ କରିବା ସହ ଚୋରୀ ଅଭିଯୋଗରେ ସଂପୃକ୍ତ ୬ଜଣ ଅଭିଯୁକ୍ତଙ୍କୁ ଗିରଫ କରିଥିବା ନେଇ ଆଜି ବିନିକା ଥାନାରେ ଅନୁଷ୍ଟିତ ସାମ୍ବାଦିକ ସମ୍ମିଳନୀରେ ସୁବର୍ଣ୍ଣପୁର ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତି l ଗିରଫ ଅଭିଯୁକ୍ତ ମାନଙ୍କ ମଧ୍ୟରେ ମୁଖ୍ୟ ଅଭିଯୁକ୍ତ ବାବୁ କଂଗ ।ଯାହାକି ଏହି ଅଭିଯୁକ୍ତ ନାମରେ ବିଭିନ୍ନ ଥାନାରେ ୪୭ଟି କ୍ରିମିନାଲ ମାମଲା ରୁଜୁ ହୋଇଛି ।ସେହିପରି ଅନ୍ୟ ଅଭିଯୁକ୍ତ ମାନେ ହେଲେ ରାଧାକାନ୍ତ ପାଇକା,ମାନସ ବେସନ,କବିର ମୁଣ୍ଡା,ହେମନ୍ତ ସୁନା ଏବଂ ଜଗଦୀଶ ରୋହିଦାସ ବୋଲି ଜଣାପଡିଛି l ଏସପି ଶ୍ରୀପଣ୍ଡା ସୂଚନା ଦେଇଥିଲେ ଯେ ବିନିକା ପୋଲିସ ଷ୍ଟାଫ ଵିଶାଲପାଲି ଗୋଡ଼ଭାଗା ରାସ୍ତାରେ ପେଟ୍ରୋଲିଂ କରୁଥିଲା l ସେହି ସମୟରେ କଦଳୀପାଲି ନିକଟରେ ବିଦ୍ୟୁତ ତାର କାଟି ଚୋରି କରାଯାଉଥିବା ଖବର ମିଳିବା ପରେ ତୁରନ୍ତ  ବିନିକା ଆଇଆଇସି ସାରଙ୍ଗ ପାଣିଗ୍ରାହୀଙ୍କ ନେତୃତ୍ୱରେ ପୋଲିସ ଷ୍ଟାଫ ଉକ୍ତ ସ୍ଥାନରେ ଚଢ଼ାଉ କରିଥିଲେ l ଚଢ଼ାଉ ସମୟରେ ସେଠାରୁ ୧୮ବଣ୍ଡଳ ବିଦ୍ୟୁତ ତାର ସହ ଗୋଟିଏ ପିକଅପ ଏବଂ ଗୋଟିଏ ବୋଲେରୋ ଜବତ କରିବା ସହ ୬ଜଣ ଅଭିଯୁକ୍ତକୁ ଗିରଫ କରିଥଲା l ତେବେ ଘଟଣା ସ୍ଥଳରୁ

ଅନ୍ୟ ୫ଜଣ ଅଭିଯୁକ୍ତ ଫେରାର ମାରିଥିଲେ l ତେବେ ଅଭିଯୁକ୍ତ ମାନଙ୍କ ଠାରୁ ଗୋଟିଏ ବନ୍ଧୁକ,ଦୁଇଟି ଜୀବନ୍ତ ଗୁଳି, ଦୁଇଟି କଟର,୫ଟି ମୋବାଇଲ, ଦୁଇଟି ଛୁରୀ ସମେତ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଥିବା ଏସପି ସୂଚନା ଦେଇଛନ୍ତି l ଏନେଇ ଟିପିଓୱବ୍ଲୁ ବିନିକା ସେକସନ ର କନିଷ୍ଠ ଯନ୍ତ୍ରୀ ଅଜିତ କୁମାର ମହାପାତ୍ର ବିନିକା ଥାନାରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ୨୫୯/୨୩ ରୁଜୁ କରିବା ସହ ଅଭିଯୁକ୍ତ ମାନଙ୍କୁ କୋର୍ଟ ଚାଲାଣ କରାଯାଇଥିବା ଜଣାପଡିଛି । ତେବେ ଫେରାର ଅଭିଯୁକ୍ତ ମାନଙ୍କୁ ମଧ୍ୟ ଚି଼ହ୍ନଟ କରାଯାଇଥିବା ବେଳେ ଯଥା ଶୀଘ୍ର ଗିରଫ କରାଯିବ ବୋଲି ଏସପି ଶ୍ରୀପଣ୍ଡା ସୂଚନା ଦେଇଛନ୍ତି ।ଅନୁଷ୍ଟିତ ଏହି ସାମ୍ବାଦିକ ସମ୍ବିଲନୀରେ ବିନିକା ଥାନା ଅଧିକାରୀ ସାରଙ୍ଗଧର ପାଣିଗ୍ରାହୀ ମଧ୍ୟ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like