-+91-9937148622 |

prerana_bgr@rediffmail.com |

  Monday 13th April 2026 |

| | | |

R.N.I. Regd No. ODIODI/2010/46693

Breaking News

*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   (12-Apr-2026)       ||      କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   (12-Apr-2026)       ||      *ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   (12-Apr-2026)       ||      ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି    (12-Apr-2026)       ||      ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି    (12-Apr-2026)       ||      ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ    (12-Apr-2026)       ||      ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା    (12-Apr-2026)       ||      *ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   (12-Apr-2026)       ||      ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   (12-Apr-2026)       ||      ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   (12-Apr-2026)       ||      ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   (12-Apr-2026)       ||      ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   (12-Apr-2026)       ||      ନିଖିଳ ଓଡିଶା ଆଶା କର୍ମୀ ସଂଘ, ବଲାଙ୍ଗିର ଜିଲ୍ଲା କମିଟିର ବୈଠକ    (11-Apr-2026)       ||      କଣ୍ଟାବାଞ୍ଜି ଠାରେ ଜାତୀୟ ସେଭେନ ବ୍ଲକ ଜାତୀୟ ସ୍ତରୀୟ ରେଫରୀ ପରୀକ୍ଷା ଶିବିର ଉଦଘାଟିତ    (11-Apr-2026)       ||      ପିଏମ୍ ଶ୍ରୀ ମହାରାଜା ଉଚ୍ଚବିଦ୍ୟାଳୟ ର ପଞ୍ଚ ସଖା ଶିକ୍ଷା ସେତୁ ନୂତନ କମିଟି ଗଠନ   (11-Apr-2026)       ||      *ନିସହାୟ ଧନୁ ବରିହାଙ୍କ ଘରେ ପହଞ୍ଚିଲେ ଜିଲ୍ଲାପାଳ*   (11-Apr-2026)       ||      ଭିତ୍ତିଭୂମୀ ନିର୍ମାଣରେ ଇତିହାସ ରଚିଲା ଓଡିଶା,୧୭ଟି ପ୍ରକଲ୍ପକୁ ବିଶ୍ୱକର୍ମା ପୁରସ୍କାର, ବଲାଙ୍ଗୀରର କ୍ୟାନସର ହସପିଟାଲ ଓ ଲୋୟର ସୁକତେଲ ପ୍ରକଲ୍ପ ପୁରସ୍କୃତ   (11-Apr-2026)       ||      ଦାଦନ ଖଟିବାକୁ ଯାଇଥିବା ଯୁବକର ମୃତଦେହ ଘରକୁ ଫେରିଲା   (11-Apr-2026)       ||      ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଗୋଷ୍ଠୀଗତ ବିବାହ ପାଇଁ ପ୍ରସ୍ତୁତି ବୈଠକ   (11-Apr-2026)       ||      *ବିଶ୍ଵ ହୋମିଓପ୍ୟାଥିକ ଦିବସ ପାଳିତ* *(ଡାକ୍ତର ସି.ଫେଡ୍ରିକ୍.ସାମୁଏଲ୍ ହ୍ୟାନିମାନ୍ ଙ୍କ ୨୭୨ ତମ ଜୟନ୍ତୀ ପାଳିତ)*   (11-Apr-2026)       ||     

HOME   ରାଜ୍ୟ

 ବନାରସ-ସମ୍ବଲପୁର ଦ୍ୱିସାପ୍ତାହିକ ଏକ୍ସପ୍ରେସ୍‌ର ବିଶାଖାପଟ୍ଟନମ୍‌ ପର୍ଯ୍ୟନ୍ତ ଚଳାଚଳର ଶୁଭାରମ୍ଭ   

21-Nov-2023



ବଲାଙ୍ଗିର (ପ୍ରେରଣା ଖବର ): ବଲାଙ୍ଗିର ରେଳ ଷ୍ଟେସନ୍‌ ଠାରେ ବଲାଙ୍ଗିର ସାଂସଦ ସଂଗୀତା କୁମାରୀ ସିଂହଦେଓ ଓ ରାଜ୍ୟସଭା ସାଂସଦ ନିରଂଜନ ବିଶି  ମିଳିତରେ ବନାରସ-ସମ୍ବଲପୁର ଦ୍ୱିସାପ୍ତାହିକ ଏକ୍ସପ୍ରେସ୍‌ର ବିଶାଖାପଟ୍ଟନମ୍‌ ପର୍ଯ୍ୟନ୍ତ ଶୁଭାରମ୍ଭ କରିଛନ୍ତି  

  କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ଶୁଭାରମ୍ଭ ହୋଇଯାଇଛି । 

ଏହି କାର୍ଯ୍ୟକ୍ରମରେ ବଲାଙ୍ଗିର ରେଳ ଷ୍ଟେସନ୍‌ ଠାରେ ବଲାଙ୍ଗିର ସାଂସଦ ସଂଗୀତା କୁମାରୀ ସିଂହଦେଓ ଓ ରାଜ୍ୟସଭା ସାଂସଦ ନିରଂଜନ ବିଶି ଯୋଗଦାନ କରି ବଲାଙ୍ଗିର ପାଇଁ ଆଜି ଏକ ଐତିହାସିକ ଦିନ ବୋଲି ମତ ପ୍ରକାଶ କରିଛନ୍ତି । ବଲାଙ୍ଗିରବାସୀଙ୍କ ପାଇଁ ଏହି ଟ୍ରେନ୍‌ର ସଂପ୍ରସାରଣ ବେଶ୍‌ ଉତ୍ସାହପ୍ରଦ ବୋଲି ସାଂସଦ ଶ୍ରୀମତୀ ସିଂହଦେଓ ମତ ଦେଇଛନ୍ତି । ସେ କହିଛନ୍ତି ଯେ, ବନାରସ ସହ ଟ୍ରେନ୍‌ ଯୋଗାଯୋଗ ପାଇଁ ବହୁ ଦିନରୁ ବଲାଙ୍ଗିରବାସୀଙ୍କ ଦାବୀ ରହି ଆସିଥିଲା । ଆଜି ତାହା ପୂରଣ ହୋଇପାରିଛି । ଏଥି ସହିତ ବିଶଖାପାଟ୍ଟନମ୍‌ ପାଇଁ ମଧ୍ୟ ଆଉ ଏକ ଟ୍ରେନ୍‌ ଯୋଗାଯୋଗର ସୁବିଧା ପାଇ ପାରିଛନ୍ତି ବଲାଙ୍ଗିରବାସୀ ବୋଲି ସେ କହିଛନ୍ତି । ଏଥିପାଇଁ ସେ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସେହିପରି ଏହି ଟ୍ରେନ୍‌ର ସଂପ୍ରସାରଣ ବଲାଙ୍ଗିରବାସୀଙ୍କ ପାଇଁ ଖୁବ୍‌ ସହଯୋଗ ପ୍ରଦାନ କରିବ ବୋଲି ରାଜ୍ୟସଭା ସାଂସଦ ନିରଂଜନ ବିଶି କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଗାଈ କ୍ଷୀର ପିଇ କୁକୁର କାମୁଡା ଇଞ୍ଜେକ୍ସନ ନେବା ପାଇଁ ସ୍ବାସ୍ଥ୍ୟ କେନ୍ଦ୍ରରେ ଲୋକଙ୍କ ଲମ୍ବା ଲାଇନ*   12-Apr-2026
  ଜିଲ୍ଲା  
କ.ନୂଆଗାଁ ବ୍ଲକ୍ ଶିକ୍ଷା ବିଭାଗ : ୫ ମାସ ହେଲା ବିଇଓ ପଦବି ଖାଲି, କାମଚଳା ନୀତିରେ ଚାଲିଛି କାର୍ଯ୍ୟାଳୟ   12-Apr-2026
  ଜିଲ୍ଲା  
*ସୋନପୁର କଲେଜ୍ ରେ ସ୍ବାସ୍ଥ୍ୟ ସଚେତନତା ଶିବିର ଅନୁଷ୍ଠିତ*-   12-Apr-2026
  ଜିଲ୍ଲା  
ବେଲଘର ବନାଞ୍ଚଳରେ ପୁଣି ହାତୀ ଆତଙ୍କ: ଯୁବକ ଙ୍କୁ କଚାଡି ଫିଙ୍ଗିଲା : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି   12-Apr-2026
  ଜିଲ୍ଲା  
ରାସ୍ତା କାମରେ ଅବହେଳା, ଲୋକମାନଙ୍କ ଅସନ୍ତୋଷ ବୃଦ୍ଧି   12-Apr-2026
  ଜିଲ୍ଲା  
ଓଡିଶା ଫରେଷ୍ଟ ଉଡ଼ ଏଗ୍ରିକଲଚର ଏଣ୍ଡ ବିଲଡିଂ କନଷ୍ଟ୍ରକସନ ୱାର୍କର ୟୁନିଅନ, ବଲାଙ୍ଗିର ଜିଲ୍ଲା କମିଟୀର ତୃତୀୟ ଜିଲ୍ଲା ସମ୍ମିଳନୀ   12-Apr-2026
  ଜିଲ୍ଲା  
ଦକ୍ଷ ସଂଗଠକ ପ୍ରମୋଦ ସାହୁଙ୍କ ଅକାଳ ବିୟୋଗରେ ଗାନ୍ଧି ପାଠାଗାର ପକ୍ଷରୁ ଶ୍ରଦ୍ଧାଞ୍ଜଳି ସଭା   12-Apr-2026
  ଜିଲ୍ଲା  
*ପ୍ରମାଣିକ ଚଳଚ୍ଚିତ୍ର ବନ୍ଦେ ମାଗୋ ସୋନପୁର ଲୋକାର୍ପିତ*- *ଉଦ୍ଘାଟନ କଲେ ଜିଲ୍ଲାପାଳ*-   12-Apr-2026
  ଜିଲ୍ଲା  
ବିକାଶ କାମରେ ଦୁର୍ନୀତିଖୋରଙ୍କୁ ଘୋର ବିରୋଧ କରନ୍ତୁ ଲୋକେ: ନରସିଂହ   12-Apr-2026
  ଜିଲ୍ଲା  
ଓଡିଆ ପକ୍ଷରେ କଳାକାର ସମ୍ଭର୍ଷିତ   12-Apr-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ପ୍ରତିଭା ଅନ୍ୱେଷଣ କାର୍ଯକ୍ରମ–୨୦୨୬ ଆଥଲେଟିକ୍ସ ଅନୁଷ୍ଠିତ   12-Apr-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଶିବିର ପାଇଁ ଯୋଜନା   12-Apr-2026

You Might Also Like