-+91-9937148622 |

prerana_bgr@rediffmail.com |

  Sunday 13th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||      *ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   (12-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   (12-Sep-2026)       ||      ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   (12-Sep-2026)       ||      ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   (12-Sep-2026)       ||      ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   (12-Sep-2026)       ||      ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (12-Sep-2026)       ||      ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   (12-Sep-2026)       ||      ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ    (12-Sep-2026)       ||      ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   (12-Sep-2026)       ||      ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||     

HOME   ଜିଲ୍ଲା

ଉଦଯାପିତ ହେଲା ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା, ସରକାରଙ୍କ ପ୍ରତ୍ୟେକ ଯୋଜନାର ସୁଫଳ ଚାଷୀଙ୍କୁ ଉପଲବ୍ଧ କରାଇବାକୁ ଅଧିକାରୀଙ୍କୁ ପରାମର୍ଶ

21-Nov-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ସ୍ଥାନୀୟ ସଂସ୍କୃତି ଭବନ ପରିସରରେ ଜିଲ୍ଲା ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ତଥା ଜିଲ୍ଲାପ୍ରଶାସନ ସୁବର୍ଣପୁର ତରଫରୁ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ଦ୍ବାରା ଅନୁଷ୍ଠିତ ମତ୍ସ୍ୟ ଓ ପାଣିସମ୍ପଦ ମେଳା ଆଜି ଉଦଯାପିତ ହୋଇଯାଇଛି l ଉଦଯାପନୀ ସନ୍ଧ୍ୟା ରେ ମୁଖ୍ୟ ଅତିଥିଭାବେ ସମ୍ମାନନୀୟ ଲୋକସଭା ସାଂସଦ ବଲାଙ୍ଗୀର ଶ୍ରୀମତୀ ସଙ୍ଗୀତା ସିଂ ଦେଓ ଯୋଗଦେଇ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ନିମନ୍ତେ କେନ୍ଦ୍ର ସରକାରଙ୍କ ବହୁବିଧ ଜନମଙ୍ଗଳ ଯୋଜନାର ସୂଚନା ଦେବାସହ ଅଧିକାରୀ ମାନେ ପ୍ରତିଟି ଯୋଜନାର ସୁଫଳ ଯେପରି ଜିଲ୍ଲାର ଚାଷୀ ପାଇପାରିବେ ସେଥିପାଇଁ ଆନ୍ତରିକତାର ସହ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି l ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ , ଡ ରତ୍ନାକର ରାଉତ, ସି ଡି ଭି ଓ, ପ୍ରସନ୍ନ କୁମାର ପଟ୍ଟନାୟକ ଜିଲ୍ଲା ମତ୍ସ୍ୟ ଅଧିକାରୀ, କେ ଭି କେ କୃଷି ବୈଜ୍ଞାନିକ ତ୍ରିନାଥ ଖଣ୍ଡାୟତ ରାୟ ପ୍ରମୁଖ ଯୋଗଦାନ କରି ମତ୍ସ୍ୟ ପ୍ରାଣୀସମ୍ପଦର ଅଭିବୃଦ୍ଧିରେ ଜିଲ୍ଲାର ଚାଷୀଙ୍କ ସମୃଦ୍ଧି ହୋଇପାରିବ ବୋଲି ମତବ୍ୟକ୍ତ କରିଛନ୍ତି l ଚାଷୀ ସେମାନଙ୍କ ପାରମ୍ପରିକ ଚାଷ ବ୍ୟତିରକେ ଅଧିକ ଅର୍ଥ ଲାଭକାରୀ ପ୍ରାଣୀ ସମ୍ପଦ ଓ ମତ୍ସ୍ୟ ଚାଷକୁ ଆପଣେଇବା ନିମନ୍ତେ ଆହ୍ୱାନ ଦେଇଛନ୍ତି l ମେଳାରେ ମତ୍ସ୍ୟ, ପାଣିସମ୍ପଦ ବିଭାଗ ସହ ଅନ୍ୟାନ୍ୟ ବିଭାଗୀୟ କାର୍ଯ୍ୟକ୍ରମର  30 ଗୋଟି ପ୍ରଦର୍ଶନୀ ମଣ୍ଡପ ଆୟୋଜିତ ହୋଇଥିବା ବେଳେ  ପ୍ରାଣୀ ଓ ମତ୍ସ୍ୟ ସମ୍ପଦର ବିକାଶ ସମ୍ୱନ୍ଧୀୟ ବିଭିନ୍ନ ଜୀବନ୍ତ ନମୁନା ପ୍ରଦର୍ଶନ କରାଯାଇଥିଲା । କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ଜିଲ୍ଲାର ମତ୍ସ୍ୟ ଓ ପାଣିସମ୍ପଦ ବିକାଶ ରେ  ସଫଳ ଗୋପାଳନ ରେ ଧର୍ମେନ୍ଦ୍ର ମିଶ୍ର ,ତରଭା ବ୍ଲକ,  ବ୍ରାଏଲର କୁକୁଡ଼ା ପାଳନ ନିମନ୍ତେ ମାଁ ଭୈରବୀ ମହିଳା ମିଶନ ଶକ୍ତି, ଜଟେସିଂହା ବୀରମହାରାଜପୁର ବ୍ଲକ, ମତ୍ସ୍ୟ ପୋଖରୀ ଯୋଜନାରେ ସୋନପୁର ବ୍ଲକ ଧଉଁରାଖମନ ର ନିରୁପମା ମଲ୍ଲିକ, ଓ

ଡୁଙ୍ଗୁରିପାଲି ବ୍ଲକ ବୈରାଗୀମୁଣ୍ଡା ର ଗତିକୃଷ୍ଣ କାଲସେ, ତଥା ସୋନପୁର ବ୍ଲଜ ତରେଇକେଲା ର ରିଙ୍କି କୁଅଁର ଙ୍କୁ ମେଣ୍ଢା ଓ ଛେଳି ପାଳନ  ନିମନ୍ତେ ଅତିଥି ବୃନ୍ଦ ସମ୍ବର୍ଦ୍ଧିତ କରିଥିଲେ l ପ୍ରାଣୀ ପାଳନ ଓ ମତ୍ସ୍ୟଚାଷୀଙ୍କ ସଫଳ କାହାଣୀ ସହିତ ମତ୍ସ୍ୟ ଓ ପ୍ରାଣୀ ପାଳନ ବିକାଶ ବିଭାଗର ବିଭିନ୍ନ ଯୋଜନା, ନୂତନ ଜ୍ଞାନ କୌଶଳ ର ବ୍ୟବହାର ର ସଫଳ କାର୍ଯ୍ୟକାରିତା ନିମନ୍ତେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ବିଶେଷଜ୍ଞମାନେ  ଉପସ୍ଥିତ ଚାଷୀଙ୍କୁ ଉପଯୋଗୀ ପରାମର୍ଶ ପ୍ରଦାନ କରିବା ସହିତ ଚାଷୀଙ୍କ ବିଭିନ୍ନ ପ୍ରଶ୍ନର ଉତ୍ତର ପ୍ରଦାନ କରି ସନ୍ଦେହ ମୋଚନ କରିଥିଲେ l ଉଦଯାପନୀ କାର୍ଯ୍ୟକ୍ରମ ରେ ବିଭାଗ ର ମମତା ପଣ୍ଡା ସଂଯୋଜନା କରିଥିବା ବେଳେ, ଜିଲ୍ଲା ମତ୍ସ୍ୟ ଅଧିକାରୀ ପ୍ରସନ୍ନ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ l କାର୍ଯ୍ୟକ୍ରମ ଅବସରରେ ଡ଼ା କମଳ ଲୋଚନ ଦାଶ, ଏ ଡି ଭି ଓ, ଡ଼ା ଦୁର୍ଗା ପ୍ରସାଦ ତ୍ରିପାଠୀ, ଏସ ଡି ଭି ଓ, ଡ଼ା ସେବାକର ସାମଲ, ଡେପୁଟି ଡିରେକ୍ଟର ହସ୍ପିଟାଲ, ଡ଼ା ସୁଧୀର କୁମାର ପଣ୍ଡା, ଏଡିଭିଓ, ପ୍ରାଣୀ ମଙ୍ଗଳ ପ୍ରମୁଖ ଉପସ୍ଥିତ ଥିଲେ l କାର୍ଯ୍ୟକ୍ରମ ଅବସରରେ ଜିଲ୍ଲା ସଂସ୍କୃତି ବିଭାଗ ପ୍ରାୟୋଜିତ ବିଭିନ୍ନ ସାଂସ୍କୃତିକ ଦଳଙ୍କ ଦ୍ୱାରା ବିଭିନ୍ନ ଲୋକ ଯୋଜନାର ସଚେତନତାଧର୍ମୀ ପାରମ୍ପରିକ ଲୋକ ଗୀତ ଓ ନୃତ୍ୟ ପରିବେଷଣ କରାଯାଇ ଚାଷୀଙ୍କୁ ସଚେତନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ   12-Sep-2026
  ଜିଲ୍ଲା  
ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   12-Sep-2026
  ଜିଲ୍ଲା  
*ଅବୈଧ ମଦ କାରବାର ବନ୍ଦ ପାଇଁ ଡାବୁଗାଁ ଅବକାରୀ ଥାନା ରେ ଅଭିଯୋଗ ପତ୍ର ଦିଆଗଲା*   12-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ   12-Sep-2026
  ଜିଲ୍ଲା  
ସଇଁତଳାକୁ ଏନ୍‌ଏସି ମାନ୍ୟତା ଦାବିକୁ ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର ସମର୍ଥନ   12-Sep-2026
  ଜିଲ୍ଲା  
ବୋଧାୟନ ବିରଚିତ ସଂସ୍କୃତ ପ୍ରହସନ ଭଗବତଜ୍ଜୁକମ୍ ମଞ୍ଚସ୍ଥ   12-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ମାନଙ୍କର ପ୍ରବେଶ ଉତ୍ସବ   12-Sep-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ଏକତ୍ରୀକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ   12-Sep-2026
  ଜିଲ୍ଲା  
ବାଲାଜୀ କଲେଜ ଅଫ ନର୍ସିଂ କୁ ମିଳିଲା ଏନ୍ଓସି♦️ ଚଳିତ ଶିକ୍ଷାବର୍ଷରେ ୫ଟି ପାଠ୍ୟକ୍ରମ ପାଇଁ ମିଳିଲା ଅନୁମୋଦନ   12-Sep-2026
  ଜିଲ୍ଲା  
ଉଠା ଦୋକାନୀଙ୍କ ଦୁଃଖ♦️ଜୀବନ ଜୀବିକା କେତେ ଦୁର୍ବିସହ ପରିଶ୍ରମୀ ଏକା ଜାଣେ, ପରିଶ୍ରମ ଫଳ କେତେ ମିଠା ଲାଗେ ପ୍ରଦୀପ ଭାଇ ବଖାଣେ   12-Sep-2026
  ଜିଲ୍ଲା  
ବରପାଲି ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ‘ସ୍ପାର୍କ’ ପାଳିତ   12-Sep-2026
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026

You Might Also Like