-+91-9937148622 |

prerana_bgr@rediffmail.com |

  Saturday 4th February 2023 |

| | | |

R.N.I. Regd No. ODIODI/2010/46693

Breaking News

ଅପରିଷ୍କାର ଘେରରେ ବୀରମହାରାଜପୁର ଦୈନିକ ପରିବା ବଜାର -ମାସକୁ ଲକ୍ଷାଧିକ ଟଙ୍କା ବଟି ଆଦାୟ - କ୍ରେତା ବିକ୍ରେତାଙ୍କ ପାଇଁ ପିଇବା ପାଣିର ସୁବିଧା ନାହିଁ -ସୁରକ୍ଷିତ ନୁହେଁ ବଜାର ପରିସର   (04-Feb-2023)       ||      ପାପକ୍ଷୟ ମହୋତ୍ସବ ୩ୟ ସନ୍ଧ୍ୟା,ପର୍ଯ୍ୟଟନ ସ୍ଥଳୀ ର ବିକାଶ,ଡାକ୍ତର ସମସ୍ୟା ଉପରେ ମୁଖ୍ୟମନ୍ତ୍ରୀ ଓ ୫ଟି ଙ୍କ ଠାରେ ଦାବି କରିବି - ସୁର (ଭବାନୀପାଟଣାର ନୃତ୍ୟାଙ୍ଗନା ଓ ସମ୍ବଲପୁରର ଲହରୀରେ ଦର୍ଶକ ମତୁଆଲ)    (04-Feb-2023)       ||      ଅପରିଷ୍କାର ଘେରରେ ବୀରମହାରାଜପୁର ଦୈନିକ ପରିବା ବଜାର ।   (04-Feb-2023)       ||      ୨୦୨୧-୨୨ ଶିକ୍ଷା ବର୍ଷ ପାଇଁ ସରକାରୀ ବୃତ୍ତି ପରୀକ୍ଷାରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ର ସଫଳତା   (04-Feb-2023)       ||      ଲୋଇସିଂହା ଓମେନ୍ସ ଫାର୍ମର ସର୍ଭିସେସ ପ୍ରଡୁସର କମ୍ପାନୀ ଲିମିଟେଡ଼ର ପ୍ରଥମ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ   (03-Feb-2023)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ – ଆଧୁନିକ ବୈଷୟିକ ଜ୍ଞାନ କୌଶଳ ମାଧ୍ୟମରେ ଚାଷ ର ଅଭିବୃଦ୍ଧି ଉପରେ ଗୁରୁତ୍ଵାରୋପ   (03-Feb-2023)       ||      ଖୋରଧା ରେ ହେବ ରାଜ୍ୟସ୍ତରୀୟ ବିଦ୍ୟାର୍ଥୀ ବିଜ୍ଞାନ ମନ୍ଥନ   (03-Feb-2023)       ||      ଖଲିଆପାଲି ମହିମାପୀଠରେ ମାଘମେଳା ଆରମ୍ଭ...   (03-Feb-2023)       ||      ବଲାଙ୍ଗୀର ସିଭିଲ କୋର୍ଟ ପରିସରରେ ଉଦ୍‌ଘାଟିତ ହେଲା ଭର୍ଚୁଆଲ ହାଇକୋର୍ଟ    (03-Feb-2023)       ||      ଛକୋରମାଲ ପଞ୍ଚାୟତ ବାଦିପଡ଼ିଆ ଗ୍ରାମରେ ଜିଲ୍ଲାପ୍ରଶାସନର ଜନ ସମ୍ପର୍କ ଶିବିର ଅନୁଷ୍ଠିତ-   (03-Feb-2023)       ||      PSO ଫେରାଇଲେ ଜୟ ନାରାୟଣ ମିଶ୍ର,   (03-Feb-2023)       ||      ପଣ୍ଡକିଟାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ଉଦଯାପିତ   (03-Feb-2023)       ||      ଦ୍ୱିତୀୟ ଗନ୍ଧରାଢୀ ଲୋକକଳା ପାଇଁ ଶୁଭଖମ୍ବ ସ୍ଥାପନ   (03-Feb-2023)       ||      ପାପକ୍ଷୟ ମହୋତ୍ସବ ୨ୟ ସନ୍ଧ୍ୟା(ବଲାଙ୍ଗିରର ପଞ୍ଚମ ଆର ସମ୍ବଲପୁରର ନଟରାଜ କଳା ପରିଷଦ ଲୋକନୃତ୍ୟରେ ଝୁମିଲେ ଦର୍ଶକ)     (03-Feb-2023)       ||      ମା ମାହେଶ୍ବରୀ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ   (03-Feb-2023)       ||      ପୌର ଅଧିକାରୀ ଓ ଜନ ପ୍ରତିନିଧି ଙ୍କ ଦୁର୍ବ୍ୟବହାର ପ୍ରତିବାଦ ରେ ସୁବର୍ଣ୍ଣପୁର ଜ଼ିଲ୍ଲାପାଳ ଅଫିସ ଘେରାଉ   (03-Feb-2023)       ||      ଫେବୃଆରୀ  ମାସ ପାଇଁ ପଞ୍ଚାୟତ ଲୋକ ସେବା ଶିବିର କାର୍ଯକ୍ରମ  ଧାର୍ଯ୍ୟ   (02-Feb-2023)       ||      ଫେବୃଆରୀ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମ  ।   (02-Feb-2023)       ||      ମା ଝାଡେଶ୍ବରୀ ମହାବିଦ୍ୟାଳୟ ଓ ମଥୁରା ପ୍ରସାଦ ସରକାରୀ ଉଚ୍ଚ ବିଦ୍ୟାଳୟରେ ଓଡିଶା ସାଂସ୍କୃତିକ ସମାଜ ପକ୍ଷରୁ ଚନ୍ଦ୍ରଶେଖର ବେହେରାଙ୍କ ୧୫୦ତମ ଜନ୍ମ ବାର୍ଷିକୀ ସଭା ପାଳିତ।   (02-Feb-2023)       ||      ବୌଦ୍ଧ ଜ଼ିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସେବସ୍ତିଆନ କୁଜୁର ଙ୍କ ଚାକିରୀ ରୁ ଅବସର ଗ୍ରହଣ, ସହକାରୀ ଜ଼ିଲ୍ଲାପାଳ ସସ୍ମିତା ପ୍ରଧାନ ନେଲେ ଡି. ଏସ. ଡବ୍ଲୁ. ଓ. ଦାୟିତ୍ୱ    (01-Feb-2023)       ||     

HOME   ରାଜ୍ୟ

ଆଦିତ୍ୟଙ୍କ ପୋଷ୍ଟ ସେୟାର କରି ଆତ୍ମହତ୍ୟା ଉଦ୍ୟମ କଲେ ଆଦିତ୍ୟଙ୍କ ସ୍ତ୍ରୀ ବିଦ୍ୟାଶ୍ରୀ

16-Dec-2020



ଭୁବନେଶ୍ୱର,(ଶୁଭାଶିଶଷ ନାୟକ) - ଫେସବୁକ ଲାଇଭ କରି ନିଦ ବଟିକା ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ଆଦିତ୍ୟ ଦାଶଙ୍କ ସ୍ତ୍ରୀ ବିଦ୍ୟାଶ୍ରୀ।

ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ସ୍ତ୍ରୀ ବିଦ୍ୟାଶ୍ରୀ ଆତ୍ମହତ୍ୟା କରିବା ସୂଚନା ମିଳିଛି । ନିଦ ବଟିକା ଖାଇ ନିଜ କଟକ ସ୍ଥିତ ଘରେ ବିଦ୍ୟାଶ୍ରୀ ଆଜି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ସ୍ତ୍ରୀ ବିଦ୍ୟାଶ୍ରୀ । ମାନସିକ ଚାପଗ୍ରସ୍ତ କରାଯାଉଥିବାରୁ ଆତ୍ମହତ୍ୟା କରୁଥିବା ସେ ଏହି ଭିଡିଓରେ କହୁଛନ୍ତି । ଏହି ଭିଡିଓ ଖୁବ ଭାଇରାଲ ହେବାରେ ଲାଗିଛି । ସ୍ଵାମୀଙ୍କ ମୃତ୍ୟୁ ପରେ ମାନସିକ ଚାପରେ ଥିଲେ ବିଦ୍ୟାଶ୍ରୀ । 

ଏହା ସହିତ ଭିଡିଓରେ ଏକ ଡାଏରୀ କଥା ମଧ୍ୟ ଉଲ୍ଲେଖ କରିଛନ୍ତି ବିଦ୍ୟାଶ୍ରୀ । କହୁଛନ୍ତି, ଯେ ଏକ ଡାଏରୀରେ ମାନବପ୍ରେମୀଙ୍କ ମୃତ୍ୟୁ ନେଇ ସବୁକିଛି ଉଲ୍ଲେଖ କରିଛନ୍ତି । ତେବେ ସେ ଆତ୍ମହତ୍ୟା କରୁଛନ୍ତି, ଏବଂ ତାଙ୍କ ମୃତ୍ୟୁ ପାଇଁ ଯେଉଁମାନେ ଦାୟୀ, ସେମାନଙ୍କୁ ମଧ୍ୟ ଉଚିତ୍ ଦଣ୍ଡ ମିଳୁ  । ସେମାନଙ୍କ ପ୍ରତି ଉଚିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ । ସେ ଆହୁରି ବି କହିଛନ୍ତି କି ଯେପରି ଆଦିତ୍ୟଙ୍କ ମୃତ୍ୟୁ ପଛର କାରଣ ମୁଁ ବୋଲି କିଛି ଲୋକ ଅପବାଦ ରଚୁଛନ୍ତି, ସେହିପରି ମୋ ପରିବାର ଲୋକଙ୍କୁ ମୋ ମୃତ୍ୟୁର କାରଣ ବୋଲି କୁହା ନ ଯାଉ । ସେଥିପାଇଁ ମୁଁ ଏ ଲାଇଭ୍‌ ଭିଡିଓ ସହ ଡାଏରି ଛାଡ଼ି ଯାଉଛି । ଏବଂ ସେହି ଭିଡିଓ ରେ ସୁବାଷ ଷଡଙ୍ଗୀ, ବିକାଶ, ପୁଷ୍ପଲତା, ପ୍ରୀତମ ମିଶ୍ର ଆଦି ଅନେକ ଜଣଙ୍କ ନାଁ ନେଇଛନ୍ତି ବିଦ୍ୟାଶ୍ରୀ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅପରିଷ୍କାର ଘେରରେ ବୀରମହାରାଜପୁର ଦୈନିକ ପରିବା ବଜାର -ମାସକୁ ଲକ୍ଷାଧିକ ଟଙ୍କା ବଟି ଆଦାୟ - କ୍ରେତା ବିକ୍ରେତାଙ୍କ ପାଇଁ ପିଇବା ପାଣିର ସୁବିଧା ନାହିଁ -ସୁରକ୍ଷିତ ନୁହେଁ ବଜାର ପରିସର   04-Feb-2023
  ଜିଲ୍ଲା  
ପାପକ୍ଷୟ ମହୋତ୍ସବ ୩ୟ ସନ୍ଧ୍ୟା,ପର୍ଯ୍ୟଟନ ସ୍ଥଳୀ ର ବିକାଶ,ଡାକ୍ତର ସମସ୍ୟା ଉପରେ ମୁଖ୍ୟମନ୍ତ୍ରୀ ଓ ୫ଟି ଙ୍କ ଠାରେ ଦାବି କରିବି - ସୁର (ଭବାନୀପାଟଣାର ନୃତ୍ୟାଙ୍ଗନା ଓ ସମ୍ବଲପୁରର ଲହରୀରେ ଦର୍ଶକ ମତୁଆଲ)   04-Feb-2023
  ଜିଲ୍ଲା  
ଅପରିଷ୍କାର ଘେରରେ ବୀରମହାରାଜପୁର ଦୈନିକ ପରିବା ବଜାର ।   04-Feb-2023
  ଜିଲ୍ଲା  
୨୦୨୧-୨୨ ଶିକ୍ଷା ବର୍ଷ ପାଇଁ ସରକାରୀ ବୃତ୍ତି ପରୀକ୍ଷାରେ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ର ସଫଳତା   04-Feb-2023
  ଜିଲ୍ଲା  
ଲୋଇସିଂହା ଓମେନ୍ସ ଫାର୍ମର ସର୍ଭିସେସ ପ୍ରଡୁସର କମ୍ପାନୀ ଲିମିଟେଡ଼ର ପ୍ରଥମ ସାଧାରଣ ପରିଷଦ ବୈଠକ ଅନୁଷ୍ଠିତ   03-Feb-2023
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ କୃଷି ଓ କୃଷି ଯନ୍ତ୍ରପାତି ମେଳା ଉଦଘାଟିତ – ଆଧୁନିକ ବୈଷୟିକ ଜ୍ଞାନ କୌଶଳ ମାଧ୍ୟମରେ ଚାଷ ର ଅଭିବୃଦ୍ଧି ଉପରେ ଗୁରୁତ୍ଵାରୋପ   03-Feb-2023
  ଜିଲ୍ଲା  
ଖୋରଧା ରେ ହେବ ରାଜ୍ୟସ୍ତରୀୟ ବିଦ୍ୟାର୍ଥୀ ବିଜ୍ଞାନ ମନ୍ଥନ   03-Feb-2023
  ରାଜ୍ୟ  
ଖଲିଆପାଲି ମହିମାପୀଠରେ ମାଘମେଳା ଆରମ୍ଭ...   03-Feb-2023
  ରାଜ୍ୟ  
ବଲାଙ୍ଗୀର ସିଭିଲ କୋର୍ଟ ପରିସରରେ ଉଦ୍‌ଘାଟିତ ହେଲା ଭର୍ଚୁଆଲ ହାଇକୋର୍ଟ    03-Feb-2023
  ଜିଲ୍ଲା  
ଛକୋରମାଲ ପଞ୍ଚାୟତ ବାଦିପଡ଼ିଆ ଗ୍ରାମରେ ଜିଲ୍ଲାପ୍ରଶାସନର ଜନ ସମ୍ପର୍କ ଶିବିର ଅନୁଷ୍ଠିତ-   03-Feb-2023
  ଜିଲ୍ଲା  
PSO ଫେରାଇଲେ ଜୟ ନାରାୟଣ ମିଶ୍ର,   03-Feb-2023
  ଜିଲ୍ଲା  
ପଣ୍ଡକିଟାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ର ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ଉଦଯାପିତ   03-Feb-2023

You Might Also Like

                       
  ରାଜ୍ୟ  

iiii