-+91-9937148622 |

prerana_bgr@rediffmail.com |

  Saturday 28th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୋଟର ତାଲିକା ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) ୨୦୨୬-୨୭ ନେଇ ସମ୍ବଲପୁରରେ ରାଜନୈତିକ ଦଳ ଙ୍କ ସହିତ ବୈଠକ ଅନୁଷ୍ଠିତ   (28-Nov-2026)       ||      ଗୋପବନ୍ଧୁ ନଗର ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Nov-2026)       ||      GIETରେ ଗୁଣାତ୍ମକ ବୈଷୟିକ ଶିକ୍ଷା, ଗବେଷଣା ଓ ନିଯୁକ୍ତି ଉପରେ ଗୁରୁତ୍ୱ ଶିଳ୍ପାନୁଷ୍ଠାନର ଆବଶ୍ୟକତା ଅନୁଯାୟୀ ଦକ୍ଷ ଛାତ୍ରଛାତ୍ରୀ ଗଢ଼ିବା ଲକ୍ଷ୍ୟ   (28-Nov-2026)       ||      ସୋନପୁର ଅସ୍ଥାୟୀ ବସଷ୍ଟାଣ୍ଡ୍‌କୁ ଆଜି ଅଚାନକ ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ଶ୍ରୀ ଦେବାଶିଷ୍ ସିଂ   (28-Nov-2026)       ||      *ୟୁଥ୍ ରେଡ୍ କ୍ରସ୍ ପକ୍ଷରୁ ମହିଳା ସ୍ଵାସ୍ଥ୍ୟ ସଚେତନତା ଶିବିର*- *ନାରୀ ସୁସ୍ଥ ରହିଲେ ଏକ ସୁସ୍ଥ ସମାଜ ଓ ରାଷ୍ଟ୍ର ଗଠନ ହୋଇ ପାରିବ*- - *ଜିଲ୍ଲାପାଳ*   (28-Nov-2026)       ||      ପାପଡ଼ାହାଣ୍ଡିରେ "କନ୍ୟାରତ୍ନ ଦିବସ ନିଆରା ଢଙ୍ଗ " ରେ ପାଳନ ଓ ଶପଥ ପାଠ ଗ୍ରହଣ   (28-Nov-2026)       ||      *ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶଙ୍କ ୮୫ତମ ଜନ୍ମ ଜୟନ୍ତୀ ପାଳିତ*   (28-Nov-2026)       ||      ଫ୍ୟୁଜନ୍ ଶକ୍ତି ବିଶ୍ୱକୁ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା କରିବ: ପ୍ରଫେସର ଡେଭିଡ୍ ଗ୍ୟାନ୍ ୟୁକେ ଫ୍ୟୁଜନ୍ ଏନର୍ଜି ଲିମିଟେଡ୍‌ର ଅଧ୍ୟକ୍ଷ ତଥା ସ୍ୱଚ୍ଛ ଶକ୍ତି ଓ ପରିବେଶ ସଂରକ୍ଷଣ କ୍ଷେତ୍ରରେ ଜଣେ ବିଶ୍ୱସ୍ତରୀୟ ଅଗ୍ରଦୂତ   (28-Nov-2026)       ||      ଦୁର୍ଗାପାଲି ଠାରେ ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା ଅନୁଷ୍ଠିତ   (28-Nov-2026)       ||      ଟିଟିଲାଗଡ ଡିଏଭି ପବ୍ଲିକ ସ୍କୁଲ ପରିସରରେ ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ    (28-Nov-2026)       ||      ସିନାପାଲି କୁସୁମଜୋର ଗ୍ରାମ ପଞ୍ଚାୟତରେ ‘ନୂଆପଡ଼ା ଉନ୍ମେଷ’ କାର୍ଯ୍ୟକ୍ରମ : ଶ୍ରମ ବିଭାଗ ପକ୍ଷରୁ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ   (28-Nov-2026)       ||      *ବିରିଶୋଲା ଆଶ୍ରମ ର ମୂଖ୍ୟ ଅନାଦି ବାବାଙ୍କୁ ଧମକ, ଥାନାରେ ଦିଆଗଲା ଏତଲା*   (28-Nov-2026)       ||      ନୂଆପଡ଼ା,ବଲାଙ୍ଗୀର ଜିଲ୍ଲା ସୀମାନ୍ତରେ ସଡ଼କ ଦୁର୍ଘଟଣା, ଦୁର୍ଘଟଣା ରେ ଅଳ୍ପକେ ବାର୍ତ୍ତିଲେ ଜିଲ୍ଲା ପରିଷଦ ସଭ୍ୟ ଭାନୁପ୍ରତାପ ସିଂ ମାଝୀ   (28-Nov-2026)       ||      ପରିବେଶ ସୁରକ୍ଷାରେ କଲମର ଶକ୍ତି, ନୂଆଦିଲ୍ଲୀରେ ଜାତୀୟ ସମ୍ମିଳନୀ, ସମ୍ମାନିତ ହେଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   (28-Nov-2026)       ||      ବିନିକାରେ ଆରମ୍ଭ ହେଲା ୨୪୩ତମ ଗୋକୁଲାଷ୍ଟମି ମହୋତ୍ସବ, ୮ ଦିନ ଧରି ଚାଲିବ ବିଭିନ୍ନ ଲୀଳା   (28-Nov-2026)       ||      ପଡ଼ିଆବାହାଲ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ କଂସ ମହାରାଜଙ୍କୁ ବରଣ, ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ କମ୍ପିଲା ପଡ଼ିଆବାହାଲ   (28-Nov-2026)       ||      କୁଟ୍ରୁମାଳି ଖଣି ଲିଜ୍‌କୁ ନେଇ ଜନଜାତି ଆୟୋଗରେ ଶୁଣାଣି, ବାତିଲ ଦାବି କଲେ ନିରଞ୍ଜନ ବିଶି♦️ଗ୍ରାମସଭା ନାହିଁ, ଆଦିବାସୀଙ୍କ ସମ୍ମତି ନାହିଁ; କେଉଁ ଆଧାରରେ ଖଣି ଲିଜ୍‌   (28-Nov-2026)       ||      ନାରୀ ସେବା ସଂଘର ପରିବାର ପରାମର୍ଶ କେନ୍ଦ୍ରର ସଫଳତା   (28-Nov-2026)       ||      ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   (27-Nov-2026)       ||      ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   (27-Nov-2026)       ||     

HOME   ଜିଲ୍ଲା

ଭିଜିଲାନ୍ସ ଜାଲରେ ବାଉଁଶୁଣି ଥାନା ଅଧିକାରୀ ,୧୫ ହଜାର ଟଙ୍କା ଫୋନ୍ ପେ ମାଧ୍ୟମରେ ନେଉଥିବା ବେଳେ ଝାମ୍ପି ବସିଲେ ଭିଜିଲାନ୍ସ ବିଭାଗ

21-Nov-2023



ବୌଦ୍ଧ (ପ୍ରେରଣା ଖବର ): ମଙ୍ଗଳବାର ସନ୍ଧ୍ୟା ୭ ଘଣ୍ଟା ସମୟରେ ବୌଦ୍ଧ ଭିଜିଲାନ୍ସ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୁଚନା ଅନୁଯାୟୀ  ଜଣେ ବ୍ୟକ୍ତିଙ୍କ ଠାରୁ ୧୫ ହଜାର ଟଙ୍କା ଫୋନ୍ ପେ ମାଧ୍ୟମରେ ଲାଞ୍ଚ ନେଉଥିବା ବେଳେ ବୌଦ୍ଧ ଜିଲ୍ଲା ବାଉଁଶୁଣୀ ଥାନାର ଜଣେ ସବ୍ ଇନ୍ସପେକ୍ଟର ଭିଜିଲାନ୍ସ୍ ହାତରେ ଧରା ପଡିଛନ୍ତି l ମିଳିଥିବା ସୁଚନା ଅନୁଯାୟୀ କୌଣସି ଏକ ମାମଲାରେ ଜବତ୍ ହୋଇଥିବା ଗୋଟିଏ ଆପାଚୀ ବାଇକ ଛାଡିବା ପାଇଁ ବୌଦ୍ଧ ଥାନା ବବଡା ଗ୍ରାମର କରୁଣା କର ନାଏକଙ୍କ ଠାରୁ ୧୫ହଜାର ଟଙ୍କା ଫୋନ୍ ପେ ମାଧ୍ୟମରେ ନେଉଥିବା ବେଳେ ପୁର୍ବରୁ ଛପି ରହିଥିବା ବୌଦ୍ଧ ଓ କନ୍ଧମାଳ ଭିଜିଲାନ୍ସ୍ ଅଧିକାରୀ ମାନେ ବାଉଁଶୁଣୀ ଥାନା ସବ୍ ଇନ୍ସପେକ୍ଟର ବିକ୍ରମ କୁମାର ଦେହୁରୀଙ୍କୁ କାବୁ କରିଥିଲେ l ତାଂକର ମୋବାଇଲ ଜବତ୍ କରିବା ସହ ଗିରଫ କରି ବୌଦ୍ଧ ଭିଜିଲାନ୍ସ କାର୍ଯ୍ୟାଳୟକୁ ଆଣି ପଚରା ଉଚୁରା ଚାଲିଛି | ତାଙ୍କର ପୁରୁଣାକଟକ ଘରେ ମଧ୍ୟ ଭିଜିଲାନ୍ସ୍ ତଲାସି କରିଥିବା ସୂଚନା ମିଳିଛି | ଚଢାଉ ରେ ବୌଦ୍ଧ ଭିଜିଲାନ୍ସ ଡ଼ିଏସପି ସୁରେଶ କୁମାର କନ୍ହର୍, କନ୍ଧମାଳ ଡ଼ିଏସପି ହେମନ୍ତ କୁମାର ମହାନ୍ତି, ଏ ଏସ ଆଈ ମନୋଜ ନାଏକ, କନେଷ୍ଟବଳ ଲୋକନାଥ ସାହୁ, ହର ପ୍ରସାଦ ମହାପାତ୍ର ପ୍ରମୁଖ ସାମିଲ ଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୋଟର ତାଲିକା ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ (SSR) ୨୦୨୬-୨୭ ନେଇ ସମ୍ବଲପୁରରେ ରାଜନୈତିକ ଦଳ ଙ୍କ ସହିତ ବୈଠକ ଅନୁଷ୍ଠିତ   28-Nov-2026
  ଜିଲ୍ଲା  
ଗୋପବନ୍ଧୁ ନଗର ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Nov-2026
  ଜିଲ୍ଲା  
GIETରେ ଗୁଣାତ୍ମକ ବୈଷୟିକ ଶିକ୍ଷା, ଗବେଷଣା ଓ ନିଯୁକ୍ତି ଉପରେ ଗୁରୁତ୍ୱ ଶିଳ୍ପାନୁଷ୍ଠାନର ଆବଶ୍ୟକତା ଅନୁଯାୟୀ ଦକ୍ଷ ଛାତ୍ରଛାତ୍ରୀ ଗଢ଼ିବା ଲକ୍ଷ୍ୟ   28-Nov-2026
  ଜିଲ୍ଲା  
ସୋନପୁର ଅସ୍ଥାୟୀ ବସଷ୍ଟାଣ୍ଡ୍‌କୁ ଆଜି ଅଚାନକ ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ଶ୍ରୀ ଦେବାଶିଷ୍ ସିଂ   28-Nov-2026
  ଜିଲ୍ଲା  
*ୟୁଥ୍ ରେଡ୍ କ୍ରସ୍ ପକ୍ଷରୁ ମହିଳା ସ୍ଵାସ୍ଥ୍ୟ ସଚେତନତା ଶିବିର*- *ନାରୀ ସୁସ୍ଥ ରହିଲେ ଏକ ସୁସ୍ଥ ସମାଜ ଓ ରାଷ୍ଟ୍ର ଗଠନ ହୋଇ ପାରିବ*- - *ଜିଲ୍ଲାପାଳ*   28-Nov-2026
  ଜିଲ୍ଲା  
ପାପଡ଼ାହାଣ୍ଡିରେ "କନ୍ୟାରତ୍ନ ଦିବସ ନିଆରା ଢଙ୍ଗ " ରେ ପାଳନ ଓ ଶପଥ ପାଠ ଗ୍ରହଣ   28-Nov-2026
  ଜିଲ୍ଲା  
*ସାହିତ୍ୟ ବନ୍ଧୁ ବୃନ୍ଦାବନ ବିହାରୀ ଦାଶଙ୍କ ୮୫ତମ ଜନ୍ମ ଜୟନ୍ତୀ ପାଳିତ*   28-Nov-2026
  ଜିଲ୍ଲା  
ଫ୍ୟୁଜନ୍ ଶକ୍ତି ବିଶ୍ୱକୁ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା କରିବ: ପ୍ରଫେସର ଡେଭିଡ୍ ଗ୍ୟାନ୍ ୟୁକେ ଫ୍ୟୁଜନ୍ ଏନର୍ଜି ଲିମିଟେଡ୍‌ର ଅଧ୍ୟକ୍ଷ ତଥା ସ୍ୱଚ୍ଛ ଶକ୍ତି ଓ ପରିବେଶ ସଂରକ୍ଷଣ କ୍ଷେତ୍ରରେ ଜଣେ ବିଶ୍ୱସ୍ତରୀୟ ଅଗ୍ରଦୂତ   28-Nov-2026
  ଜିଲ୍ଲା  
ଦୁର୍ଗାପାଲି ଠାରେ ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା ଅନୁଷ୍ଠିତ   28-Nov-2026
  ଜିଲ୍ଲା  
ଟିଟିଲାଗଡ ଡିଏଭି ପବ୍ଲିକ ସ୍କୁଲ ପରିସରରେ ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ   28-Nov-2026
  ଜିଲ୍ଲା  
ସିନାପାଲି କୁସୁମଜୋର ଗ୍ରାମ ପଞ୍ଚାୟତରେ ‘ନୂଆପଡ଼ା ଉନ୍ମେଷ’ କାର୍ଯ୍ୟକ୍ରମ : ଶ୍ରମ ବିଭାଗ ପକ୍ଷରୁ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ   28-Nov-2026
  ଜିଲ୍ଲା  
*ବିରିଶୋଲା ଆଶ୍ରମ ର ମୂଖ୍ୟ ଅନାଦି ବାବାଙ୍କୁ ଧମକ, ଥାନାରେ ଦିଆଗଲା ଏତଲା*   28-Nov-2026

You Might Also Like