-+91-9937148622 |

prerana_bgr@rediffmail.com |

  Tuesday 6th December 2022 |

| | | |

R.N.I. Regd No. ODIODI/2010/46693

Breaking News

ଦଳିତ ବର୍ଗ ପକ୍ଷରୁ ଆଲୋଚନାଚକ୍ର ଓ ବୈଠକ    (06-Dec-2022)       ||      ବିନିକା ଅଞ୍ଚଳରେ ଆଜିଠାରୁ ଖରିଫ ଧାନ କିଣା ଆରମ୍ଭ    (06-Dec-2022)       ||      ରଣ୍ଡା ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ    (06-Dec-2022)       ||      ବଡ଼ଖମାର ମଠରେ ବ୍ୟଞ୍ଜନ ଦ୍ଵାଦଶୀ,୨୦୮ ପ୍ରକାର ଭୋଗ ଅର୍ପଣ   (06-Dec-2022)       ||      ଜେସି ସୃଷ୍ଟି ଅଗ୍ରୱାଲ ହେଲେ ଜୁନିୟର ଚାମ୍ବର ଇଣ୍ଟରନ୍ୟାସନାଲ ବଲାଙ୍ଗିର ସିଟିର ୧୫ ତମ ଅଧ୍ୟକ୍ଷ   (05-Dec-2022)       ||      ଓଡିଶା- ବିଦର୍ଭ କୁଚ ବେହାର ଟ୍ରଫି- ବିଦର୍ଭ ଏକ ଇଂନିସ୍  ଓ ୧୮୬ ରେ ବିଜୟୀ   (05-Dec-2022)       ||      ଗୀତାଜୟନ୍ତୀ ପାଳିତ   (05-Dec-2022)       ||      ଜାତୀୟ ସ୍ୱେଚ୍ଛାସେବୀ ଦିବସ ପାଳିତ   (05-Dec-2022)       ||      ବୌଦ୍ଧ  ବ୍ଲକ ପରିସରରେ ରେ  ଜିଲାପାଳଙ୍କ  ଜନଶୁଣାଣି ଶିବିର    (05-Dec-2022)       ||      ଗ୍ରାମ ପଂଚାୟତ ସ୍ତରୀୟ ଜନ ଶୁଣାଣୀ ଶିବିର   (05-Dec-2022)       ||      ବିଶ୍ଵ ମୃତ୍ତିକା ଦିବସ.... ମାଟି ସୁରକ୍ଷା ପାଇଁ ଶପଥ ନେଲେ ଚାଷୀ   (05-Dec-2022)       ||      ରିଷିଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ୨/୦ ଗୋଲରେ ସିଆଳି (ସୋନପୁର ) ବିଜୟୀ   (05-Dec-2022)       ||      ସୁବର୍ଣ୍ଣପୁର ପୋଲିସ ର ବଡ଼ ସଫଳତା*- *ବ୍ୟାଙ୍କ ମ୍ୟାନେଜର ଆତ୍ମହତ୍ୟା ଘଟଣା ରେ ରାଜସ୍ଥାନ ରୁ ଗିରଫ ହେଲେ ସାଇବର ଅପରାଧୀ*- *ଯୁବ ପିଢୀ ସଚେତନ ଓ ସୁରକ୍ଷିତ ରହିବାକୁ ଏସପି ଙ୍କ ନିବେଦନ   (05-Dec-2022)       ||      ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟ ରେ ୫ ଦଫା ଦାବି ଦେଲେ ରାଜ୍ୟ ବହୁମୁଖୀ ସ୍ବାସ୍ଥ୍ୟ କର୍ମୀ ଓ ସ୍ଵାସ୍ଥ୍ୟ ପରିଦର୍ଶକ   (05-Dec-2022)       ||      ଡାବୁଗାଁ ବ୍ଲକରେ ସରକାରୀସ୍ତରରୁ ସଚେତନତା ଅଭାବରୁ ବଡୁଛି ବାଲ୍ୟ ବିବାହ   (05-Dec-2022)       ||      ଡି. ଆର୍, ମେହେର ହାଇସ୍କୁଲ ଠାରେ ବ୍ଳକସ୍ତରୀୟ ବିଜ୍ଞାନମେଳା   (05-Dec-2022)       ||      ଭୋଟ୍ ଦିନ ବି ବିଜେପି ଟଙ୍କା ବାଣ୍ଟୁଛି; କଠୋର କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି   (05-Dec-2022)       ||      ପଖନମୁଣ୍ଡା ବିଦ୍ୟାଳୟରେ ବିଶ୍ୱ ମୃତ୍ତିକା ଦିବସ ପାଳିତ   (05-Dec-2022)       ||      ବୀରମହାରାଜପୁପର ବ୍ଲକ ସ୍ତରୀୟ ଜେଆରସି ସଚେତନତା ଅଭିଯାନ    (05-Dec-2022)       ||      ପଦମପୁର : ପୂର୍ବାହ୍ନ ୧୧ଟା ସୁଦ୍ଧା ୨୯.୭୩ ପ୍ରତିଶତ ମତଦାନ   (05-Dec-2022)       ||     

HOME   ଜିଲ୍ଲା

ଅରବିନ୍ଦ ଚୋୖଧୁରୀ କର୍ଲାମୁଣ୍ଡା ବ୍ଲକ ଅଧ୍ୟକ୍ଷ ନିର୍ବାଚିତ

16-Dec-2020



ନର୍ଲା, (ସଞ୍ଜୀବ ଦାସ)କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ୍ ଅଧ୍ୟକ୍ଷା ଅମୃତା ସାହୁ ଅନସ୍ଥା ପ୍ରସ୍ତାବରେ ନିଜର ପଦ ହରେଇଥିବା ବେଳେ ଉକ୍ତ ପଦ ଖାଲି ପଡିଥିଲା । ତେବେ ଅକ୍ଟୋବର ମାସ ୧୬ ତାରିଖରୁଏହି ପଦବୀର ଦାୟିତ୍ୱ ନିର୍ବାହ କରୁଥିଲେ ଉପାଧ୍ୟକ୍ଷା ଆନନ୍ଦିନୀ ଭୋଇ । ତେବେ ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶରେ ଆଜି ଏହି ପଦବୀ ପାଇଁ ନିର୍ବାଚନ ଘୋଷଣା ହୋଇଥିଲା । ପ୍ରାର୍ଥୀପତ୍ର ଦାଖଲର ନିର୍ଘଣ୍ଟ ସମୟ ସୁଦ୍ଧା କେବଳ ଜଣେ ପ୍ରାର୍ଥୀ ଅରବିନ୍ଦ ଚୋୖଧୁରୀ ପ୍ରାର୍ଥୀ ପତ୍ର ଦାଖଲ କରିଥିଲେ । ୧୨ ଟି ପଞ୍ଚାୟତ ମଧ୍ୟରୁ ଅନ୍ୟ କୌଣସି ସମିତି ସଭ୍ୟ ପ୍ରାର୍ଥୀ ପତ୍ର ଦାଖଲ କରି ନ ଥିବା ଜଣାପଡିଛି । ଶେଷରେ ଶ୍ରୀ ଚୋୖଧୁରୀଙ୍କୁ ନିର୍ଦ୍ବନ୍ଦରେ ଅଧ୍ୟକ୍ଷ ଘୋଷଣା କରାଯାଇଛି । ନିର୍ବାଚନ ଅଧିକାରୀ ଭାବରେ କେସିଙ୍ଗା ତହସିଲଦାର ଗଣ୍ଡାରାମ ଖମାରୀ ଦାୟିତ୍ବ ନିର୍ଵାହ କରିଥିଲେ । ଶାନ୍ତି ଶୃଙ୍ଖଳା ସହିତ ନିର୍ବାଚନ ସମାପନ ହୋଇଥିବା ଜଣାପଡିଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ଦଳିତ ବର୍ଗ ପକ୍ଷରୁ ଆଲୋଚନାଚକ୍ର ଓ ବୈଠକ   06-Dec-2022
  ଜିଲ୍ଲା  
ବିନିକା ଅଞ୍ଚଳରେ ଆଜିଠାରୁ ଖରିଫ ଧାନ କିଣା ଆରମ୍ଭ   06-Dec-2022
  ଜିଲ୍ଲା  
ରଣ୍ଡା ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ   06-Dec-2022
  ଜିଲ୍ଲା  
ବଡ଼ଖମାର ମଠରେ ବ୍ୟଞ୍ଜନ ଦ୍ଵାଦଶୀ,୨୦୮ ପ୍ରକାର ଭୋଗ ଅର୍ପଣ   06-Dec-2022
  ଜିଲ୍ଲା  
ଜେସି ସୃଷ୍ଟି ଅଗ୍ରୱାଲ ହେଲେ ଜୁନିୟର ଚାମ୍ବର ଇଣ୍ଟରନ୍ୟାସନାଲ ବଲାଙ୍ଗିର ସିଟିର ୧୫ ତମ ଅଧ୍ୟକ୍ଷ   05-Dec-2022
  ଜିଲ୍ଲା  
ଓଡିଶା- ବିଦର୍ଭ କୁଚ ବେହାର ଟ୍ରଫି- ବିଦର୍ଭ ଏକ ଇଂନିସ୍  ଓ ୧୮୬ ରେ ବିଜୟୀ   05-Dec-2022
  ଜିଲ୍ଲା  
ଗୀତାଜୟନ୍ତୀ ପାଳିତ   05-Dec-2022
  ଜିଲ୍ଲା  
ଜାତୀୟ ସ୍ୱେଚ୍ଛାସେବୀ ଦିବସ ପାଳିତ   05-Dec-2022
  ଜିଲ୍ଲା  
ବୌଦ୍ଧ  ବ୍ଲକ ପରିସରରେ ରେ  ଜିଲାପାଳଙ୍କ  ଜନଶୁଣାଣି ଶିବିର    05-Dec-2022
  ଜିଲ୍ଲା  
ଗ୍ରାମ ପଂଚାୟତ ସ୍ତରୀୟ ଜନ ଶୁଣାଣୀ ଶିବିର   05-Dec-2022
  ଜିଲ୍ଲା  
ବିଶ୍ଵ ମୃତ୍ତିକା ଦିବସ.... ମାଟି ସୁରକ୍ଷା ପାଇଁ ଶପଥ ନେଲେ ଚାଷୀ   05-Dec-2022
  ଜିଲ୍ଲା  
ରିଷିଡା କପ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦଘାଟିତ ୨/୦ ଗୋଲରେ ସିଆଳି (ସୋନପୁର ) ବିଜୟୀ   05-Dec-2022

You Might Also Like