-+91-9937148622 |

prerana_bgr@rediffmail.com |

  Saturday 28th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁର୍ଗାପାଲି ଠାରେ ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା ଅନୁଷ୍ଠିତ   (28-Nov-2026)       ||      ଟିଟିଲାଗଡ ଡିଏଭି ପବ୍ଲିକ ସ୍କୁଲ ପରିସରରେ ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ    (28-Nov-2026)       ||      ସିନାପାଲି କୁସୁମଜୋର ଗ୍ରାମ ପଞ୍ଚାୟତରେ ‘ନୂଆପଡ଼ା ଉନ୍ମେଷ’ କାର୍ଯ୍ୟକ୍ରମ : ଶ୍ରମ ବିଭାଗ ପକ୍ଷରୁ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ   (28-Nov-2026)       ||      *ବିରିଶୋଲା ଆଶ୍ରମ ର ମୂଖ୍ୟ ଅନାଦି ବାବାଙ୍କୁ ଧମକ, ଥାନାରେ ଦିଆଗଲା ଏତଲା*   (28-Nov-2026)       ||      ନୂଆପଡ଼ା,ବଲାଙ୍ଗୀର ଜିଲ୍ଲା ସୀମାନ୍ତରେ ସଡ଼କ ଦୁର୍ଘଟଣା, ଦୁର୍ଘଟଣା ରେ ଅଳ୍ପକେ ବାର୍ତ୍ତିଲେ ଜିଲ୍ଲା ପରିଷଦ ସଭ୍ୟ ଭାନୁପ୍ରତାପ ସିଂ ମାଝୀ   (28-Nov-2026)       ||      ପରିବେଶ ସୁରକ୍ଷାରେ କଲମର ଶକ୍ତି, ନୂଆଦିଲ୍ଲୀରେ ଜାତୀୟ ସମ୍ମିଳନୀ, ସମ୍ମାନିତ ହେଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   (28-Nov-2026)       ||      ବିନିକାରେ ଆରମ୍ଭ ହେଲା ୨୪୩ତମ ଗୋକୁଲାଷ୍ଟମି ମହୋତ୍ସବ, ୮ ଦିନ ଧରି ଚାଲିବ ବିଭିନ୍ନ ଲୀଳା   (28-Nov-2026)       ||      ପଡ଼ିଆବାହାଲ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ କଂସ ମହାରାଜଙ୍କୁ ବରଣ, ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ କମ୍ପିଲା ପଡ଼ିଆବାହାଲ   (28-Nov-2026)       ||      କୁଟ୍ରୁମାଳି ଖଣି ଲିଜ୍‌କୁ ନେଇ ଜନଜାତି ଆୟୋଗରେ ଶୁଣାଣି, ବାତିଲ ଦାବି କଲେ ନିରଞ୍ଜନ ବିଶି♦️ଗ୍ରାମସଭା ନାହିଁ, ଆଦିବାସୀଙ୍କ ସମ୍ମତି ନାହିଁ; କେଉଁ ଆଧାରରେ ଖଣି ଲିଜ୍‌   (28-Nov-2026)       ||      ନାରୀ ସେବା ସଂଘର ପରିବାର ପରାମର୍ଶ କେନ୍ଦ୍ରର ସଫଳତା   (28-Nov-2026)       ||      ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   (27-Nov-2026)       ||      ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   (27-Nov-2026)       ||      ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   (27-Nov-2026)       ||      ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   (27-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   (27-Nov-2026)       ||      ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||     

HOME   ଜିଲ୍ଲା

ଜିଲ୍ଲାପାଳ କାର୍ଯ୍ଯାଳୟର ଅବସରପ୍ରାପ୍ତ ବରିଷ୍ଠ କିରାଣୀଙ୍କ ପରଲୋକ*

22-Nov-2023




ସମ୍ବଲପୁର:-ତା.୨୨.୧୧.୨୩ ସମ୍ବଲପୁର ଜିଲ୍ଲାପାଳ କାର୍ଯ୍ଯାଳୟର ଅବସରପ୍ରାପ୍ତ ବରିଷ୍ଠ କିରାଣୀ ଫକିର ଚରଣ ପଣ୍ଡାଙ୍କ ୭୨ ବର୍ଷ ବୟସରେ ପରଲୋକ ଘଟିଛି। କିଛିଦିନ ହେଲା ସେ ଏକ ଦୂରାରୋଗ୍ଯ ରୋଗରେ ପିଡ଼ିତ ଥିଲେ। ସେଜଣେ ଅତ୍ଯନ୍ତ ଧର୍ମପରାୟଣ, ବନ୍ଧୁବତ୍ସଳ, ପରୋପକାରୀ, ଆମାୟିକ ବ୍ଯକ୍ତି ଥିଲେ। ଗତକାଲି ରାତ୍ର ୧୦ ଟା ୪୫ ମିନିଟ ସମୟରେ ସମ୍ବଲପୁର ମିଲିପଡ଼ାସ୍ଥିତ ଭଡ଼ାଘରେ ତାଙ୍କର ପରଲୋକ ଘଟିଛି। ତାଙ୍କ ବିୟୋଗରେ ପରିଚିତ ମହଲରେ ଶୋକର ଛାୟା ଖେଳିଯାଇଠି। ତାଙ୍କର ମୃତ୍ଯୁ ଶଯ୍ଯା ନିକଟରେ ତାଙ୍କର ଧର୍ମପତ୍ନୀ ଅର୍ଣ୍ଣପୂର୍ଣ୍ଣା ପଣ୍ଡା, ଏକମାତ୍ର ପୁତ୍ର ଦେବାଶିଷ ପଣ୍ଡା, ପୁତ୍ରବଧୂ ଲିଜା, ତିନିକନ୍ଯା ମିତା, ସ୍ବେତା, ଲିନା ତଥା ତିନି ଜାମାତାଙ୍କ ସହିତ ନାତିନାତୁଣୀମାନେ ଉପସ୍ଥିତ ଥିଲେ। ସ୍ଥାନୀୟ ରାଜଘାଟରେ ଆଜି ପୂର୍ବାହ୍ନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୁତ୍ର ଦେବାଶିଷ ମୁଖାଗ୍ନି ଦେଇଥିଲେ। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଗୁଡ଼ିପାଲିର ମୂଳ ବାସିନ୍ଦା ସ୍ବର୍ଗତ ପଣ୍ଡା ସମ୍ବଲପୁର ଜିଲାପାଳ କାର୍ଯ୍ୟାଳୟରେ ତାଙ୍କର ଚାକିରୀ ଜୀବନ ଆରମ୍ଭ କରି ଝାରସୁଗଡ଼ା ଓ ଲଖନପୁର ତହସିଲ କାର୍ଯ୍ୟାଳୟ, ବ୍ରଜରାଜ ନଗର ଓ ଝାରସୁଗୁଡ଼ା ସିଡିପିଓ କାର୍ଯ୍ଯାଳୟରେ ନିଷ୍ଠାର ସହିତ କାର୍ଯ୍ଯ କରି ୨୦୦୯ ମସିହାରେ ଅବସର ଗ୍ରହଣ କରିଥିଲେ। ଦଶ ଦିନତଳେ ତାଙ୍କର ଜ୍ଯେଷ୍ଠଭଗିନୀ ବେଟିଖାଇଙ୍କ ପରଲୋକ ଘଟିଥିଲା। ସୂଚନାଯୋଗ୍ଯ ଯେ ସ୍ବର୍ଗତ ପଣ୍ଡା ସାମ୍ବାଦିକ ପ୍ରମୋଦ ବହିଦାରଙ୍କ ଶଶୁର ଅଟନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁର୍ଗାପାଲି ଠାରେ ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା ଅନୁଷ୍ଠିତ   28-Nov-2026
  ଜିଲ୍ଲା  
ଟିଟିଲାଗଡ ଡିଏଭି ପବ୍ଲିକ ସ୍କୁଲ ପରିସରରେ ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ   28-Nov-2026
  ଜିଲ୍ଲା  
ସିନାପାଲି କୁସୁମଜୋର ଗ୍ରାମ ପଞ୍ଚାୟତରେ ‘ନୂଆପଡ଼ା ଉନ୍ମେଷ’ କାର୍ଯ୍ୟକ୍ରମ : ଶ୍ରମ ବିଭାଗ ପକ୍ଷରୁ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ   28-Nov-2026
  ଜିଲ୍ଲା  
*ବିରିଶୋଲା ଆଶ୍ରମ ର ମୂଖ୍ୟ ଅନାଦି ବାବାଙ୍କୁ ଧମକ, ଥାନାରେ ଦିଆଗଲା ଏତଲା*   28-Nov-2026
  ଜିଲ୍ଲା  
ନୂଆପଡ଼ା,ବଲାଙ୍ଗୀର ଜିଲ୍ଲା ସୀମାନ୍ତରେ ସଡ଼କ ଦୁର୍ଘଟଣା, ଦୁର୍ଘଟଣା ରେ ଅଳ୍ପକେ ବାର୍ତ୍ତିଲେ ଜିଲ୍ଲା ପରିଷଦ ସଭ୍ୟ ଭାନୁପ୍ରତାପ ସିଂ ମାଝୀ   28-Nov-2026
  ଜିଲ୍ଲା  
ପରିବେଶ ସୁରକ୍ଷାରେ କଲମର ଶକ୍ତି, ନୂଆଦିଲ୍ଲୀରେ ଜାତୀୟ ସମ୍ମିଳନୀ, ସମ୍ମାନିତ ହେଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   28-Nov-2026
  ଜିଲ୍ଲା  
ବିନିକାରେ ଆରମ୍ଭ ହେଲା ୨୪୩ତମ ଗୋକୁଲାଷ୍ଟମି ମହୋତ୍ସବ, ୮ ଦିନ ଧରି ଚାଲିବ ବିଭିନ୍ନ ଲୀଳା   28-Nov-2026
  ଜିଲ୍ଲା  
ପଡ଼ିଆବାହାଲ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ କଂସ ମହାରାଜଙ୍କୁ ବରଣ, ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ କମ୍ପିଲା ପଡ଼ିଆବାହାଲ   28-Nov-2026
  ଜିଲ୍ଲା  
କୁଟ୍ରୁମାଳି ଖଣି ଲିଜ୍‌କୁ ନେଇ ଜନଜାତି ଆୟୋଗରେ ଶୁଣାଣି, ବାତିଲ ଦାବି କଲେ ନିରଞ୍ଜନ ବିଶି♦️ଗ୍ରାମସଭା ନାହିଁ, ଆଦିବାସୀଙ୍କ ସମ୍ମତି ନାହିଁ; କେଉଁ ଆଧାରରେ ଖଣି ଲିଜ୍‌   28-Nov-2026
  ଜିଲ୍ଲା  
ନାରୀ ସେବା ସଂଘର ପରିବାର ପରାମର୍ଶ କେନ୍ଦ୍ରର ସଫଳତା   28-Nov-2026
  ଜିଲ୍ଲା  
ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   27-Nov-2026
  ଜିଲ୍ଲା  
ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   27-Nov-2026

You Might Also Like