-+91-9937148622 |

prerana_bgr@rediffmail.com |

  Saturday 28th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦୁର୍ଗାପାଲି ଠାରେ ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା ଅନୁଷ୍ଠିତ   (28-Nov-2026)       ||      ଟିଟିଲାଗଡ ଡିଏଭି ପବ୍ଲିକ ସ୍କୁଲ ପରିସରରେ ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ    (28-Nov-2026)       ||      ସିନାପାଲି କୁସୁମଜୋର ଗ୍ରାମ ପଞ୍ଚାୟତରେ ‘ନୂଆପଡ଼ା ଉନ୍ମେଷ’ କାର୍ଯ୍ୟକ୍ରମ : ଶ୍ରମ ବିଭାଗ ପକ୍ଷରୁ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ   (28-Nov-2026)       ||      *ବିରିଶୋଲା ଆଶ୍ରମ ର ମୂଖ୍ୟ ଅନାଦି ବାବାଙ୍କୁ ଧମକ, ଥାନାରେ ଦିଆଗଲା ଏତଲା*   (28-Nov-2026)       ||      ନୂଆପଡ଼ା,ବଲାଙ୍ଗୀର ଜିଲ୍ଲା ସୀମାନ୍ତରେ ସଡ଼କ ଦୁର୍ଘଟଣା, ଦୁର୍ଘଟଣା ରେ ଅଳ୍ପକେ ବାର୍ତ୍ତିଲେ ଜିଲ୍ଲା ପରିଷଦ ସଭ୍ୟ ଭାନୁପ୍ରତାପ ସିଂ ମାଝୀ   (28-Nov-2026)       ||      ପରିବେଶ ସୁରକ୍ଷାରେ କଲମର ଶକ୍ତି, ନୂଆଦିଲ୍ଲୀରେ ଜାତୀୟ ସମ୍ମିଳନୀ, ସମ୍ମାନିତ ହେଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   (28-Nov-2026)       ||      ବିନିକାରେ ଆରମ୍ଭ ହେଲା ୨୪୩ତମ ଗୋକୁଲାଷ୍ଟମି ମହୋତ୍ସବ, ୮ ଦିନ ଧରି ଚାଲିବ ବିଭିନ୍ନ ଲୀଳା   (28-Nov-2026)       ||      ପଡ଼ିଆବାହାଲ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ କଂସ ମହାରାଜଙ୍କୁ ବରଣ, ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ କମ୍ପିଲା ପଡ଼ିଆବାହାଲ   (28-Nov-2026)       ||      କୁଟ୍ରୁମାଳି ଖଣି ଲିଜ୍‌କୁ ନେଇ ଜନଜାତି ଆୟୋଗରେ ଶୁଣାଣି, ବାତିଲ ଦାବି କଲେ ନିରଞ୍ଜନ ବିଶି♦️ଗ୍ରାମସଭା ନାହିଁ, ଆଦିବାସୀଙ୍କ ସମ୍ମତି ନାହିଁ; କେଉଁ ଆଧାରରେ ଖଣି ଲିଜ୍‌   (28-Nov-2026)       ||      ନାରୀ ସେବା ସଂଘର ପରିବାର ପରାମର୍ଶ କେନ୍ଦ୍ରର ସଫଳତା   (28-Nov-2026)       ||      ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   (27-Nov-2026)       ||      ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   (27-Nov-2026)       ||      ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   (27-Nov-2026)       ||      ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   (27-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   (27-Nov-2026)       ||      ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||     

HOME   ଜିଲ୍ଲା

ସାରସ୍ୱତ ଡିଗ୍ରି ମହାବିଦ୍ୟାଳୟରେ ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ ଫାଷ୍ଟ-ଏଡ ତାଲିମ୍

22-Nov-2023



ସମ୍ବଲପୁର (ଗୋଡଭଗା) (ସଂଜୀବ ପାଣିଗ୍ରାହୀ )
 ଗୋଡଭଗା ସ୍ଥିତ ସାରସ୍ୱତ ଡିଗ୍ରି ମହାବିଦ୍ୟାଳୟ ଠାରେ ସମନ୍ବିତ ଯୁବ ବିକାଶ କାର୍ଯ୍ୟକ୍ରମ ଅବସରରେ ଆଜି ୬ଷ୍ଟ ଦିନରେ ଫାଷ୍ଟ-ଏଡ ତାଲିମ ଅନୁଷ୍ଠିତ  ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ସମ୍ବଲପୁର ଜିଲ୍ଲା ରେଡକ୍ରସର ଆଜୀବନ ସଦସ୍ୟ ଡା.ରାଜାରାମ ଷଡଙ୍ଗୀ  ଯୋଗ ଦେଇ ଛାତ୍ରଛାତ୍ରୀଙ୍କ ଶାରୀରିକ,ମାନସିକ ଓ ବୌଦ୍ଧିକ ବିକାଶ ପାଇଁ ଜୀବନ ଶୈଳୀ ଉପରେ ନିଜର ପ୍ରାଧ୍ୟାନତା ପ୍ରକାଶ କରିବା ସଂପର୍କରେ ବିଭିନ୍ନ ଉଦାହରଣ ଦେଇଥିଲେ। ଏହାପରେ ଫାଷ୍ଟ-ଏଡ (ପ୍ରାଥମିକ ଉପଚାର)ଉପରେ ବିଭିନ୍ନ ବିଷୟରେ ଆଲୋଚନା କରି ଏହାର ପ୍ରଦର୍ଶନ ଦେଖାଇ ବୁଝାଇଥିଲେ। ମହାବିଦ୍ୟାଳୟ ଅଧ୍ଯକ୍ଷା ପ୍ରତିମା ପାଳ ଏଥିରେ ଅଧ୍ୟକ୍ଷତା କରି ଅତିଥି ପରିଚୟ ପ୍ରଦାନ କରିଥିଲେ।  ଓଡ଼ିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ଡିଗ୍ରି ଛାତ୍ରଛାତ୍ରୀଙ୍କୁ ନେଇ ପ୍ରତିଭା ବିକାଶ କାର୍ଯ୍ୟକ୍ରମକୁ ବିକଶିତ କରିବାକୁ ଲକ୍ଷ ରଖିଥିବା ନେଇ ଅଧ୍ୟାପିକା  ସୁଧାରାଣୀ ପଟେଲ ସ୍ୱାଗତ ଭାଷଣ ଦେଇ କହିଥିଲେ। ନୋଡାଲ ଅଫିସର ଦେବବ୍ରତ ପ୍ରଧାନଙ୍କ ତତ୍ତ୍ୱାବଧାନରେ  ଅନୁଷ୍ଠିତ ସଭାରେ ଅନ୍ୟମାନଙ୍କ ମଧ୍ୟରେ ଅଧ୍ୟାପିକା ମମତାମୟୀ ପ୍ରଧାନ ଓ ବୈଜୟନ୍ତ ପଶାୟତ ମଞ୍ଚାସୀନ ଥିଲେ। ଏହି ଅବସରରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ସଚେତନାତ୍ମକ ନାଟକ ପରିବେଷଣ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦୁର୍ଗାପାଲି ଠାରେ ବ୍ଲକସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ଓ ବିଜ୍ଞାନ ମେଳା ଅନୁଷ୍ଠିତ   28-Nov-2026
  ଜିଲ୍ଲା  
ଟିଟିଲାଗଡ ଡିଏଭି ପବ୍ଲିକ ସ୍କୁଲ ପରିସରରେ ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ   28-Nov-2026
  ଜିଲ୍ଲା  
ସିନାପାଲି କୁସୁମଜୋର ଗ୍ରାମ ପଞ୍ଚାୟତରେ ‘ନୂଆପଡ଼ା ଉନ୍ମେଷ’ କାର୍ଯ୍ୟକ୍ରମ : ଶ୍ରମ ବିଭାଗ ପକ୍ଷରୁ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ   28-Nov-2026
  ଜିଲ୍ଲା  
*ବିରିଶୋଲା ଆଶ୍ରମ ର ମୂଖ୍ୟ ଅନାଦି ବାବାଙ୍କୁ ଧମକ, ଥାନାରେ ଦିଆଗଲା ଏତଲା*   28-Nov-2026
  ଜିଲ୍ଲା  
ନୂଆପଡ଼ା,ବଲାଙ୍ଗୀର ଜିଲ୍ଲା ସୀମାନ୍ତରେ ସଡ଼କ ଦୁର୍ଘଟଣା, ଦୁର୍ଘଟଣା ରେ ଅଳ୍ପକେ ବାର୍ତ୍ତିଲେ ଜିଲ୍ଲା ପରିଷଦ ସଭ୍ୟ ଭାନୁପ୍ରତାପ ସିଂ ମାଝୀ   28-Nov-2026
  ଜିଲ୍ଲା  
ପରିବେଶ ସୁରକ୍ଷାରେ କଲମର ଶକ୍ତି, ନୂଆଦିଲ୍ଲୀରେ ଜାତୀୟ ସମ୍ମିଳନୀ, ସମ୍ମାନିତ ହେଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   28-Nov-2026
  ଜିଲ୍ଲା  
ବିନିକାରେ ଆରମ୍ଭ ହେଲା ୨୪୩ତମ ଗୋକୁଲାଷ୍ଟମି ମହୋତ୍ସବ, ୮ ଦିନ ଧରି ଚାଲିବ ବିଭିନ୍ନ ଲୀଳା   28-Nov-2026
  ଜିଲ୍ଲା  
ପଡ଼ିଆବାହାଲ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ କଂସ ମହାରାଜଙ୍କୁ ବରଣ, ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ କମ୍ପିଲା ପଡ଼ିଆବାହାଲ   28-Nov-2026
  ଜିଲ୍ଲା  
କୁଟ୍ରୁମାଳି ଖଣି ଲିଜ୍‌କୁ ନେଇ ଜନଜାତି ଆୟୋଗରେ ଶୁଣାଣି, ବାତିଲ ଦାବି କଲେ ନିରଞ୍ଜନ ବିଶି♦️ଗ୍ରାମସଭା ନାହିଁ, ଆଦିବାସୀଙ୍କ ସମ୍ମତି ନାହିଁ; କେଉଁ ଆଧାରରେ ଖଣି ଲିଜ୍‌   28-Nov-2026
  ଜିଲ୍ଲା  
ନାରୀ ସେବା ସଂଘର ପରିବାର ପରାମର୍ଶ କେନ୍ଦ୍ରର ସଫଳତା   28-Nov-2026
  ଜିଲ୍ଲା  
ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   27-Nov-2026
  ଜିଲ୍ଲା  
ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   27-Nov-2026

You Might Also Like