-+91-9937148622 |

prerana_bgr@rediffmail.com |

  Saturday 28th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଡିଏଭି ପବ୍ଲିକ ସ୍କୁଲ ପରିସରରେ ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ    (28-Nov-2026)       ||      ସିନାପାଲି କୁସୁମଜୋର ଗ୍ରାମ ପଞ୍ଚାୟତରେ ‘ନୂଆପଡ଼ା ଉନ୍ମେଷ’ କାର୍ଯ୍ୟକ୍ରମ : ଶ୍ରମ ବିଭାଗ ପକ୍ଷରୁ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ   (28-Nov-2026)       ||      *ବିରିଶୋଲା ଆଶ୍ରମ ର ମୂଖ୍ୟ ଅନାଦି ବାବାଙ୍କୁ ଧମକ, ଥାନାରେ ଦିଆଗଲା ଏତଲା*   (28-Nov-2026)       ||      ନୂଆପଡ଼ା,ବଲାଙ୍ଗୀର ଜିଲ୍ଲା ସୀମାନ୍ତରେ ସଡ଼କ ଦୁର୍ଘଟଣା, ଦୁର୍ଘଟଣା ରେ ଅଳ୍ପକେ ବାର୍ତ୍ତିଲେ ଜିଲ୍ଲା ପରିଷଦ ସଭ୍ୟ ଭାନୁପ୍ରତାପ ସିଂ ମାଝୀ   (28-Nov-2026)       ||      ପରିବେଶ ସୁରକ୍ଷାରେ କଲମର ଶକ୍ତି, ନୂଆଦିଲ୍ଲୀରେ ଜାତୀୟ ସମ୍ମିଳନୀ, ସମ୍ମାନିତ ହେଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   (28-Nov-2026)       ||      ବିନିକାରେ ଆରମ୍ଭ ହେଲା ୨୪୩ତମ ଗୋକୁଲାଷ୍ଟମି ମହୋତ୍ସବ, ୮ ଦିନ ଧରି ଚାଲିବ ବିଭିନ୍ନ ଲୀଳା   (28-Nov-2026)       ||      ପଡ଼ିଆବାହାଲ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ କଂସ ମହାରାଜଙ୍କୁ ବରଣ, ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ କମ୍ପିଲା ପଡ଼ିଆବାହାଲ   (28-Nov-2026)       ||      କୁଟ୍ରୁମାଳି ଖଣି ଲିଜ୍‌କୁ ନେଇ ଜନଜାତି ଆୟୋଗରେ ଶୁଣାଣି, ବାତିଲ ଦାବି କଲେ ନିରଞ୍ଜନ ବିଶି♦️ଗ୍ରାମସଭା ନାହିଁ, ଆଦିବାସୀଙ୍କ ସମ୍ମତି ନାହିଁ; କେଉଁ ଆଧାରରେ ଖଣି ଲିଜ୍‌   (28-Nov-2026)       ||      ନାରୀ ସେବା ସଂଘର ପରିବାର ପରାମର୍ଶ କେନ୍ଦ୍ରର ସଫଳତା   (28-Nov-2026)       ||      ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   (27-Nov-2026)       ||      ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   (27-Nov-2026)       ||      ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   (27-Nov-2026)       ||      ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   (27-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   (27-Nov-2026)       ||      ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||     

HOME   ଜିଲ୍ଲା

‍‍ରାଜ୍ୟ ସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ କନ୍ଧମାଳର ତିନି ଜଣ ଛାତ୍ର ଛାତ୍ରୀ ପୁରସ୍କୃତ

22-Nov-2023



ବାଲିଗୁଡା,(ସୁଶିଲ କୁମାର ପାଣିଗ୍ରାହୀ):  ରାଜ୍ୟ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ପ୍ରତିଯୋଗିତା ଭୁବନେଶ୍ୱର ୟୁନିଟ୍ - ୯ ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ତିନି ଦିନ ବ୍ୟାପୀ ଅନୁଷ୍ଠିତ ହୋଇଯାଇଛି। ତତ୍ ସହିତ ୟୁନିଟ୍ ୬ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ରାଜ୍ୟ ସ୍ତରୀୟ କଳା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ କନ୍ଧମାଳ ଜିଲ୍ଲାର ୩୫ ଜଣ ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ଭାଗ ନେଇଥିଲେ। ସମସ୍ତ ଛାତ୍ରଛାତ୍ରୀ କନ୍ଧମାଳ ଜିଲ୍ଲା ପ୍ରକଳ୍ପ ଅଧିକାରୀଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ସେଠାରେ କନ୍ଧମାଳ ଜିଲ୍ଲା ପ୍ରକଳ୍ପ ଅଧିକାରୀ ପ୍ରମୋଦ କୁମାର ଷଡଙ୍ଗୀ ସମସ୍ତ ପ୍ରତିଯୋଗି ମାନଙ୍କୁ  ଶୁଭେଚ୍ଛା ଜଣାଇବା ସହିତ ଉତ୍ସାହିତ କରିଥିଲେ। ଶ୍ରୀମତୀ ଭି ସନ୍ଧ୍ୟା ପ୍ରତିଯୋଗି ମାନଙ୍କ ଯିବା ଆସିବା ର ସମସ୍ତ ବ୍ୟବସ୍ଥା କରିଥିଲେ।ଜିଲ୍ଲାର ସରକାରୀ ମହିଳା ମହାବିଦ୍ୟାଳୟର ଏକାଦଶ ଶ୍ରେଣୀର ଛାତ୍ରୀ ସମୀକ୍ଷା ପ୍ରଧାନ କୁଇଜ୍ ପ୍ରତିଯୋଗିତାରେ ଦ୍ଵିତୀୟ ସ୍ଥାନ ଓ ଅରସ୍ମିତା କହଁର ଚିତ୍ରାଙ୍କନ ଓ ପେଣ୍ଟିଂ ପ୍ରତିଯୋଗିତାରେ ତୃତୀୟ ସ୍ଥାନ ଅଧିକାର କରି କନ୍ଧମାଳ ଜିଲ୍ଲାର ଗୌରବ ବୃଦ୍ଧି କରିଛନ୍ତି ତତ୍ ସହିତ  କଳା ଉତ୍ସବରେ ସୋଲୋ ଆକ୍ଟ ରେ ଚକାପାଦ ସଂସ୍କୃତ ମହାବିଦ୍ୟାଳୟର  ସ୍ମୃତି ରଞ୍ଜନ ବେହେରା ପ୍ରଥମ ସ୍ଥାନ ଅଧିକାର କରି ଜାତୀୟ ସ୍ତରରେ ଓଡିଶା ପାଇଁ ପ୍ରତିନିଧିତ୍ଵ କରିବାର ଗୌରବ ଅର୍ଜନ କରିଛନ୍ତି। ବାଲିଗୁଡ଼ା ବ୍ଲକ୍ ତରଫରୁ ଅମୂଲ୍ୟ କୁମାର ନାୟକ, ସଚିନ୍ଦ୍ର ପାତ୍ରଙ୍କ ସମେତ ଜିଲ୍ଲାର ମୋଟ ୧୦ ଜଣ ଗାଇଡ ଟିଚର ଭାବରେ ସମସ୍ତ ପ୍ରତିଯୋଗି ମାନଙ୍କ ଦାୟିତ୍ଵ ନିର୍ବାହ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଡିଏଭି ପବ୍ଲିକ ସ୍କୁଲ ପରିସରରେ ବାର୍ଷିକ କ୍ରୀଡ଼ା ଅନୁଷ୍ଠିତ   28-Nov-2026
  ଜିଲ୍ଲା  
ସିନାପାଲି କୁସୁମଜୋର ଗ୍ରାମ ପଞ୍ଚାୟତରେ ‘ନୂଆପଡ଼ା ଉନ୍ମେଷ’ କାର୍ଯ୍ୟକ୍ରମ : ଶ୍ରମ ବିଭାଗ ପକ୍ଷରୁ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ପ୍ରଦାନ   28-Nov-2026
  ଜିଲ୍ଲା  
*ବିରିଶୋଲା ଆଶ୍ରମ ର ମୂଖ୍ୟ ଅନାଦି ବାବାଙ୍କୁ ଧମକ, ଥାନାରେ ଦିଆଗଲା ଏତଲା*   28-Nov-2026
  ଜିଲ୍ଲା  
ନୂଆପଡ଼ା,ବଲାଙ୍ଗୀର ଜିଲ୍ଲା ସୀମାନ୍ତରେ ସଡ଼କ ଦୁର୍ଘଟଣା, ଦୁର୍ଘଟଣା ରେ ଅଳ୍ପକେ ବାର୍ତ୍ତିଲେ ଜିଲ୍ଲା ପରିଷଦ ସଭ୍ୟ ଭାନୁପ୍ରତାପ ସିଂ ମାଝୀ   28-Nov-2026
  ଜିଲ୍ଲା  
ପରିବେଶ ସୁରକ୍ଷାରେ କଲମର ଶକ୍ତି, ନୂଆଦିଲ୍ଲୀରେ ଜାତୀୟ ସମ୍ମିଳନୀ, ସମ୍ମାନିତ ହେଲେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ   28-Nov-2026
  ଜିଲ୍ଲା  
ବିନିକାରେ ଆରମ୍ଭ ହେଲା ୨୪୩ତମ ଗୋକୁଲାଷ୍ଟମି ମହୋତ୍ସବ, ୮ ଦିନ ଧରି ଚାଲିବ ବିଭିନ୍ନ ଲୀଳା   28-Nov-2026
  ଜିଲ୍ଲା  
ପଡ଼ିଆବାହାଲ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ କଂସ ମହାରାଜଙ୍କୁ ବରଣ, ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ କମ୍ପିଲା ପଡ଼ିଆବାହାଲ   28-Nov-2026
  ଜିଲ୍ଲା  
କୁଟ୍ରୁମାଳି ଖଣି ଲିଜ୍‌କୁ ନେଇ ଜନଜାତି ଆୟୋଗରେ ଶୁଣାଣି, ବାତିଲ ଦାବି କଲେ ନିରଞ୍ଜନ ବିଶି♦️ଗ୍ରାମସଭା ନାହିଁ, ଆଦିବାସୀଙ୍କ ସମ୍ମତି ନାହିଁ; କେଉଁ ଆଧାରରେ ଖଣି ଲିଜ୍‌   28-Nov-2026
  ଜିଲ୍ଲା  
ନାରୀ ସେବା ସଂଘର ପରିବାର ପରାମର୍ଶ କେନ୍ଦ୍ରର ସଫଳତା   28-Nov-2026
  ଜିଲ୍ଲା  
ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   27-Nov-2026
  ଜିଲ୍ଲା  
ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   27-Nov-2026
ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   27-Nov-2026

You Might Also Like