-+91-9937148622 |

prerana_bgr@rediffmail.com |

  Saturday 28th November 2026 |

| | | |

R.N.I. Regd No. ODIODI/2010/46693

Breaking News

ପଡ଼ିଆବାହାଲ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ କଂସ ମହାରାଜଙ୍କୁ ବରଣ, ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ କମ୍ପିଲା ପଡ଼ିଆବାହାଲ   (28-Nov-2026)       ||      କୁଟ୍ରୁମାଳି ଖଣି ଲିଜ୍‌କୁ ନେଇ ଜନଜାତି ଆୟୋଗରେ ଶୁଣାଣି, ବାତିଲ ଦାବି କଲେ ନିରଞ୍ଜନ ବିଶି♦️ଗ୍ରାମସଭା ନାହିଁ, ଆଦିବାସୀଙ୍କ ସମ୍ମତି ନାହିଁ; କେଉଁ ଆଧାରରେ ଖଣି ଲିଜ୍‌   (28-Nov-2026)       ||      ନାରୀ ସେବା ସଂଘର ପରିବାର ପରାମର୍ଶ କେନ୍ଦ୍ରର ସଫଳତା   (28-Nov-2026)       ||      ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   (27-Nov-2026)       ||      ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   (27-Nov-2026)       ||      ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   (27-Nov-2026)       ||      ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   (27-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   (27-Nov-2026)       ||      ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   (27-Nov-2026)       ||      ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   (27-Nov-2026)       ||     

HOME   ଜିଲ୍ଲା

ହରଭଙ୍ଗାରେ ଜେଆର୍‌ସି ସେବା ଶିବିର

24-Nov-2023



ସାଲେଭଟା(ଅରବିନ୍ଦ ମିଶ୍ର) ସ୍ଥାନୀୟ ହରଭଙ୍ଗା ଉଚ୍ଚ ପ୍ରାଥମିକ  ବିଦ୍ୟାଳୟ ଠାରେ ଜୁନିୟର ରେଡକ୍ରସ ୟୁନିଟ ତରଫରୁ ସାମାଜିକ ସେବା ଶିବିର ଅୟୋଜିତ ହୋଇଯାଛି । ହରଭଙ୍ଗା ଗ୍ରାମରେ ପବିତ୍ର କାର୍ତ୍ତିକ ମାସରେ କଳାସୀ ଯାତ୍ରା ଆୟୋଜିତ ହୋଇଥିବା ଅବସରରେ ସ୍କୁଲର ରେଡକ୍ରସ ୟୁନିଟ ତରଫରୁ ସମବେତ ଭକ୍ତ ଓ ଶ୍ରଦ୍ଧାଳୁ ମାନଙ୍କୁ ଦହି ସରବତ, ଜଲଜିରା, ଥଣ୍ଡା ପାନୀୟ ବଂଟନ କରାଯାଇଛି । ଶିବିରକୁ ସରପଂଚ ରଥି ସାହୁ ଉଦଘାଟନ କରିଥିଲେ । ଜିଲ୍ଲା ଜୁନିୟର ରେଡକ୍ରସ ଅଫିସର ସୁବାଷ ପଟେଲ, ସୁବର୍ଣ୍ଣପୁର ଜିଲ୍ଲା ଜୁନିୟର ରେଡକ୍ରସ ଅଫିସର ରବିଚ୍‌ନ୍ଦ୍ର ପଶାୟତ, ଆଗଲପୁର ବ୍ଲକ ପ୍ରାଥମିକ ସଂଘର ସଭାପତି ଜୟରାମ ଧଳ ପ୍ରମୁଖ 

ଅତିଥି ଭାବରେ ଯୋଗଦେଇ ଛାତ୍ରଛାତ୍ରୀ ମାନଙ୍କ ସେବା କାର୍ଯ୍ୟର ପ୍ରଶଂସା କରିଥିଲେ । କାର୍ଯ୍ୟକ୍ରମରେ ସ୍କୁଲର ପ୍ରଧାନଶିକ୍ଷକ ଦୂର୍ଯ୍ୟୋଧନ ପଶାୟତ ସଭାପତିତ୍ୱ କରିଥିଲେ । ହରଭଂଗା ସ୍କୁଲର ୨୦ ଜଣ ଜୁନିୟର ଏବଂ ପଡୋଶୀ ସ୍କୁଲ ସାଲେଭଟା  ଓ ମୁର୍ଷୁଣ୍ଢ ସ୍କୁଲର ୧୦ ଜଣ ଜୁନିୟର ମାନେ ନିଜର ପରାମର୍ଶଦାତାଙ୍କ ସହିତ ଏହି ଶିବିରରେ ଯୋଗ ଦେଇଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ସ୍କୁଲ ଚେୟାରମ୍ୟାନ ବିପିନ ସାହୁ, ସି ଆର୍ ସି ସି 

ସଦାନନ୍ଦ ଭୋଇ, ଅନିରୁଦ୍ଧ ଭୋଇ, ବାବୁଲାଲ ସାହୁ, ଶିକ୍ଷକ ରୁଷଭ ପଧାନ, ଧରିତ୍ରୀ ସାହୁ, ପିଙ୍କି କର୍ଣ୍ଣ, ଗୋବିନ୍ଦ ସାହୁ, ରାଜକିଶୋର ମହାକୁର, ଦିଲ୍ଲୀପ କୁମାର ଥନାପତି, ମଂଟେଶ ସାହୁ, ସୁଶାନ୍ତ କୁମାର ନନ୍ଦ, ଅବସରପ୍ରାପ୍ତ ଶିକ୍ଷକ ଅମର ସାହୁ, ନେତ୍ରାନନ୍ଦ ସାହୁ, ସ୍ୱେଚ୍ଛାସେବୀ ଅରୂପା ପଧାନ, ବଳିଷ୍ଠ ବାରିକ, ସୁଶୀଲ ବିଶ୍ୱାଳ , ପୂର୍ଣ୍ଣଚନ୍ଦ୍ର ଷଡଙ୍ଗୀ ପ୍ରମୁଖ ଶିବିରରେ ଉପସ୍ଥିତ ରହି ସେବା କାର୍ଯ୍ୟରେ ସହଯୋଗ କରିଥିଲେ । ପରିଶେଷରେ ବରିଷ୍ଠ ଶିକ୍ଷକ ଗୋବିନ୍ଦ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପଡ଼ିଆବାହାଲ ଧନୁଯାତ୍ରା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ କଂସ ମହାରାଜଙ୍କୁ ବରଣ, ବର୍ଣ୍ଣାଢ୍ୟ ଶୋଭାଯାତ୍ରାରେ କମ୍ପିଲା ପଡ଼ିଆବାହାଲ   28-Nov-2026
  ଜିଲ୍ଲା  
କୁଟ୍ରୁମାଳି ଖଣି ଲିଜ୍‌କୁ ନେଇ ଜନଜାତି ଆୟୋଗରେ ଶୁଣାଣି, ବାତିଲ ଦାବି କଲେ ନିରଞ୍ଜନ ବିଶି♦️ଗ୍ରାମସଭା ନାହିଁ, ଆଦିବାସୀଙ୍କ ସମ୍ମତି ନାହିଁ; କେଉଁ ଆଧାରରେ ଖଣି ଲିଜ୍‌   28-Nov-2026
  ଜିଲ୍ଲା  
ନାରୀ ସେବା ସଂଘର ପରିବାର ପରାମର୍ଶ କେନ୍ଦ୍ରର ସଫଳତା   28-Nov-2026
  ଜିଲ୍ଲା  
ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   27-Nov-2026
  ଜିଲ୍ଲା  
ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   27-Nov-2026
ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   27-Nov-2026
  ଜିଲ୍ଲା  
ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   27-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   27-Nov-2026
  ଜିଲ୍ଲା  
ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    27-Nov-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ   27-Nov-2026
  ଜିଲ୍ଲା  
ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026

You Might Also Like