-+91-9937148622 |

prerana_bgr@rediffmail.com |

  Saturday 28th November 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି ଖଣି ଲିଜ୍‌କୁ ନେଇ ଜନଜାତି ଆୟୋଗରେ ଶୁଣାଣି, ବାତିଲ ଦାବି କଲେ ନିରଞ୍ଜନ ବିଶି♦️ଗ୍ରାମସଭା ନାହିଁ, ଆଦିବାସୀଙ୍କ ସମ୍ମତି ନାହିଁ; କେଉଁ ଆଧାରରେ ଖଣି ଲିଜ୍‌   (28-Nov-2026)       ||      ନାରୀ ସେବା ସଂଘର ପରିବାର ପରାମର୍ଶ କେନ୍ଦ୍ରର ସଫଳତା   (28-Nov-2026)       ||      ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   (27-Nov-2026)       ||      ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   (27-Nov-2026)       ||      ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   (27-Nov-2026)       ||      ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   (27-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   (27-Nov-2026)       ||      ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    (27-Nov-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ    (27-Nov-2026)       ||      ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   (27-Nov-2026)       ||      ୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ    (27-Nov-2026)       ||      ଭଣ୍ଡାରରେ ବିଘ୍ନରାଜ ପ୍ରତିଷ୍ଠା ଓ ଅଷ୍ଟାଦଶ ପୁରାଣ   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ଯତ୍ନ ଓ ସୁରକ୍ଷା ଆବଶ୍ୟକ କରୁଥିବା ଭାରତୀୟ ଶିଶୁ ମାନଙ୍କର ପାରିବାରିକ ଲାଳନ ପାଳନ ପୋଷଣ ସେବା କୁ ସୁଦୃଢ କରିବାର ପୁସ୍ତକ ଉନ୍ମୋଚନ।   (27-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସମ୍ବିଧାନ ଦିବସ ପାଳିତ   (27-Nov-2026)       ||      ଜାତୀୟ ସ୍ତରରେ ସମ୍ମାନିତ ହେଲେ ଟିଟିଲାଗଡ଼ ‘ହ୍ୟାଲୋ କିଡ୍ସ’ ପ୍ଲେ ସ୍କୁଲର ମୁଖ୍ୟ ଫୈଜ ମହମ୍ମଦ ଖାନ୍   (27-Nov-2026)       ||      ଉତ୍କଳ ବିଶ୍ୱବିଦ୍ୟାଳୟର ୮୪ତମ ପ୍ରତିଷ୍ଠା ସମାରୋହରେ ଯୋଗ ଦେଲେ ରାଜ୍ୟପାଳ   (27-Nov-2026)       ||      ରେଲୱେ ଫାଟକରେ ଘଣ୍ଟା ଘଣ୍ଟା ଅପେକ୍ଷା,ଓଭରବ୍ରିଜ୍ ନିର୍ମାଣ ପାଇଁ ଦାବି ଜୋରଦାର ମେଡିକାଲ ଓ ଜରୁରୀ କାର୍ଯ୍ୟରେ ଯାଉଥିବା ଲୋକେ ହନ୍ତସନ୍ତ,    (27-Nov-2026)       ||     

HOME   ଜିଲ୍ଲା

କାଳୀ ପୂଜାରେ ସାଂସ୍କୃତିକ କାର୍ଯ୍ୟକ୍ରମ ନୃତ୍ୟ ପ୍ରତିଯୋଗିତା

24-Nov-2023



ସୋନପୁର(ମନୋରଞ୍ଜନ ତ୍ରିପାଠୀ ): ସାର୍ବଜନିନ କାଳୀପୂଜା ମୋହତ୍ସବ ୨୦୨୩ ଅବସରରେ ଗତକାଲି ସୋନପୁର ମଝିପଡ଼ା ରାମଧୁନ୍ କ୍ଳବ୍ ଠାରେ ସାଂସ୍କୃତିକ କାର୍ଯ୍ୟକ୍ରମ ନୃତ୍ୟ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ବିମଳେନ୍ଦୁ ରାୟ ଯୋଗ ଦେଇ କାର୍ଯ୍ୟକ୍ରମ କୁ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ସୂର୍ୟନାରାୟଣ ଦାଶ, ସମାଜସେବୀ ଶ୍ରୀବତ୍ସମଲ୍ଲିକ, ଧରମରାଜ ସିଂହ ବରିହା, କଇଁରୁ ସ୍ୱାଇଁ, ଚମ୍ପେଶ୍ୱର୍ ଥନାପତି, ଭୋକୋ ଡୋ ସ୍ୱାଇଁ, ମୋନବୋଧ ଭୋଇ ଯୋଗ ଦେଇ ସବଜୁନିଅର, ଜୁନିୟର କୃତି ପ୍ରତିଯୋଗୀ ଙ୍କୁ ପୁରସ୍କୃତ କରିଥିଲେ।ଅଭିନାସ ହୋତା ସଭା ସଂଯୋଜନା ଓ ମୋନରଞ୍ଜନ୍ ତ୍ରିପାଠୀ ଧନ୍ୟବାଦ୍ ଅର୍ପଣ କରିଥିଲେ। ସିନିୟର୍ ବର୍ଗ ର ବିଜେତା ମାନଙ୍କୁ ଆଜି ସନ୍ଧ୍ୟା ସାଂସ୍କୃତିକ କାର୍ଯ୍ୟକ୍ରମ ରେ ଅତିଥିଙ୍କ ଦ୍ଵାରା ପୁରସ୍କୃତ କରାଜିବ । ଆଜି ୨୪ତାରିଖ ସନ୍ଧ୍ୟା ସମୟରେ ଯାମସେଦପୂର୍ ବଲିଉଡ ମିଉଜିକାଲ ନାଇଟ ମେଲୋଡି ଓ ଆସନ୍ତା କାଲି ୨୫ ତାରିଖ ସନ୍ଧ୍ୟା ସମୟରେ ଉମାକାନ୍ତ ବାରିକ୍ ଓ ସାଥୀ କଳାକାର ଙ୍କ ଦ୍ଵାରା ସମ୍ବଲପୁରୀ ମେଲୋଡି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ବୋଲି ପୂଜା ର ମୁଖ୍ୟ ଆୟୋଜକ ତଥା ଜିଲ୍ଲା ଯୋଜନା ବୋର୍ଡ ସଦସ୍ୟ ପୀୟୂଷ ପଣ୍ଡା ମିଡିଆ କୁ ସୂଚନା ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
କୁଟ୍ରୁମାଳି ଖଣି ଲିଜ୍‌କୁ ନେଇ ଜନଜାତି ଆୟୋଗରେ ଶୁଣାଣି, ବାତିଲ ଦାବି କଲେ ନିରଞ୍ଜନ ବିଶି♦️ଗ୍ରାମସଭା ନାହିଁ, ଆଦିବାସୀଙ୍କ ସମ୍ମତି ନାହିଁ; କେଉଁ ଆଧାରରେ ଖଣି ଲିଜ୍‌   28-Nov-2026
  ଜିଲ୍ଲା  
ନାରୀ ସେବା ସଂଘର ପରିବାର ପରାମର୍ଶ କେନ୍ଦ୍ରର ସଫଳତା   28-Nov-2026
  ଜିଲ୍ଲା  
ଓଡ଼ିଶା ସରକାରଙ୍କ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା (୨୦୨୬-୨୭) ଅଧୀନରେ ଆଜି ସମ୍ବଲପୁରଠାରୁ ହରିଦ୍ୱାର ଓ ଋଷିକେଶ ଅଭିମୁଖେ ଯାତ୍ରା   27-Nov-2026
  ଜିଲ୍ଲା  
ବିଜ୍ଞାନକୁ କେବଳ ପଢ଼ିବା ନୁହେଁ, ନିଜେ ଉଦ୍ଭାବନ କରିବାର ମନୋଭାବ ଗଢ଼ନ୍ତୁ ଯୁଯୁମୁରା ବ୍ଲକସ୍ତରୀୟ ବିଜ୍ଞାନ ପ୍ରଦର୍ଶନୀ   27-Nov-2026
ପଟୁଆବାହାଲରେ ନୂତନ ଧାନ ମଣ୍ଡି ଖୋଲିବାକୁ ଅନୁମତି, ପ୍ରସନ୍ନ ଆଚାର୍ଯ୍ୟଙ୍କୁ କୃତଜ୍ଞତା I   27-Nov-2026
  ଜିଲ୍ଲା  
ସମ୍ବଲପୁର ନାଟ୍ୟକଳା ପରିଷଦ ପକ୍ଷରୁ ନାଟ୍ୟକଳା ଉତ୍ସବ-୨୦୨୬ ll "ଏଭର ସମ୍ବଲପୁରୀ ନାଟକ ଥି ଲୋକ ଉପାଦାନ " ଶୀର୍ଷକ ଆଲୋଚନାଚକ୍ର ll ଲୋକ ଉପାଦନ ବିନା ସମ୍ବଲପୁରୀ ନାଟକ ର ଚିନ୍ତା କରାଯାଇନପରେ ବୋଲି ବକ୍ତା ଙ୍କ ମତ ll   27-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ପ୍ରଧାନ ଶିକ୍ଷକଙ୍କ ପ୍ରଥମ ମାସିକ ଅଂଶୀଦାରିତା ବୈଠକ ଅନୁଷ୍ଠିତ   27-Nov-2026
  ଜିଲ୍ଲା  
ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଭବାନୀ ମହାପାତ୍ରଙ୍କୁ ବାର୍ତ୍ତାବହ ସମ୍ମାନ    27-Nov-2026
  ଜିଲ୍ଲା  
ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର କାର୍ଯ୍ୟକ୍ରମ   27-Nov-2026
  ଜିଲ୍ଲା  
ଠିକ୍ ସମୟରେ ହେବ ବଲାଙ୍ଗିର ଲୋକ ଉତ୍ସବ♦️ ଦେବାଳୟ ଐତିହ୍ୟ ସୁରକ୍ଷା କମିଟିକୁ ଜିଲ୍ଲାପାଳଙ୍କ ନିର୍ଭର ପ୍ରତିଶୃତି   27-Nov-2026
  ଜିଲ୍ଲା  
୩୨ କ୍ଵିଣ୍ଟାଲ ମହୁଲ ଫୁଲ ଜବତ ଜଣେ ଗିରଫ   27-Nov-2026

You Might Also Like