-+91-9937148622 |

prerana_bgr@rediffmail.com |

  Wednesday 11th September 2024 |

| | | |

R.N.I. Regd No. ODIODI/2010/46693

Breaking News

ଲଗାଣ ବର୍ଷା ଯୋଗୁଁ ମାଲକାନଗିରି,ଗଞ୍ଜାମ ଓ କୋରାପୁଟ ଜିଲ୍ଲାର ସ୍କୁଲ ଏବଂ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ ଘୋଷଣା   (10-Sep-2024)       ||      ସୁଭଦ୍ରା ଯୋଜନା ର ତଦାରଖ ପାଇଁ ବରିଷ୍ଠ ଅଧିକାରୀ ଙ୍କୁ ଦାୟିତ୍ଵ ପ୍ରଦାନ    (10-Sep-2024)       ||      ନୂଆଖାଇ ଅବସରରେ ୭ ତମ ଏକ ଦିବସୀୟ ମହିଳା ଫୁଟବଲ ପ୍ରଦର୍ଶନୀ ୫/୪ ରେ ସୁନ୍ଦରଗଡ ବିଜୟୀ   (10-Sep-2024)       ||      କଲଗାଂପାଲି ନେ ନୂଆଁଖାଇ ଆର୍ ଜୁହାର୍ ଭେଟ    (10-Sep-2024)       ||      ବିଶ୍ବାତ୍ମ ବିଦ୍ୟା ମନ୍ଦିର ବଲାଙ୍ଗିରର ୩୦ ତମ ପ୍ରତିଷ୍ଠା ଦିବସ   (10-Sep-2024)       ||      ମହାମହିମ ରାଷ୍ଟ୍ରପତିଙ୍କୁ ଭେଟିଲେ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ   (10-Sep-2024)       ||      ଜିଲ୍ଲାପାଳ ରାୟଗଡଙ୍କ ଜିଲ୍ଲା ସଂସ୍କୃତି ଭବନ ପରିଦର୍ଶନ   (10-Sep-2024)       ||      ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମାଲଗୋଦାମ ପଡ଼ାରେ ବିଭତ୍ସ ହତ୍ୟାକାଣ୍ଡ    (10-Sep-2024)       ||      ପରବାସୀ କୁଟୁମର ନୂଆଁଖାଇ ଭେଟଘାଟ ଅନୁଷ୍ଠିତ   (10-Sep-2024)       ||      ଏକତ୍ରିତ ହୋଇ ନୁଆଁ ଖାଇଲେ କର୍ଲା ମୁହାଁଣ ଗ୍ରାମବାସୀ   (10-Sep-2024)       ||      ସାନଟିକାରେ ନୂଆଁଖାଇ ଭେଟଘାଟ   (10-Sep-2024)       ||      ପଞ୍ଚାୟତ ବାଳିକା ହାଇସ୍କୁଲ ଭୁକ୍ତାରେ ହାତାଧୁଆ ଦିବସ ପାଳିତ    (10-Sep-2024)       ||      ଖଣ୍ଡପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଆଦିତି ଔଷଧ ଦୋକାନ ଗୃହ ଉଦଘାଟିତ   (10-Sep-2024)       ||      ଭୈରୋପୁରରେ ନୂଆଁଖାଇ ଭେଟଘାଟ    (10-Sep-2024)       ||      ନୂଆପଡ଼ା ଏନଏସି ଅଞ୍ଚଳକୁ ସମୁଦ୍ର ମାଡି ଆସିଲା   (10-Sep-2024)       ||      ବିଭାଗୀୟ ଯନ୍ତ୍ରୀ ସୁଧିର ପଣ୍ଡାଙ୍କ ଅବହେଳା, ୨୦ ବର୍ଷ ହେବ ୪୦ଲକ୍ଷ ଟଙ୍କାର କ୍ଲଷ୍ଟର ବିଲ୍ଡିଂ ସ୍ୱାହା,ଉଦ୍‌ଘାଟନ ପୂର୍ବରୁ ମରାମତି କାମ ଚାଲିଛି   (09-Sep-2024)       ||      ନଳିନୀପ୍ରଭା ଶତପଥୀଙ୍କ ଭକ୍ତିିରସାତ୍ମକ କବିତା ସଂକଳନ ‘ଭକ୍ତି କୁସୁମ’ ଲୋକାର୍ପିତ   (09-Sep-2024)       ||      ଝାଏଁରେ ବନ୍ଦପାଲି କଳାପଟା ଛକରେ ନୂଆଁଖାଇ ଭେଟଘାଟ    (09-Sep-2024)       ||      ଆର୍ ଜି କର ହସ୍ପିଟାଲ୍ ମହିଳା ଡ଼ାକ୍ତରଙ୍କ ମୃତ୍ୟୁ ଘଟଣା, ଏକ ମାସ ପରେ ନ୍ୟାୟ ପାଇଲେନି ପରିବାର- ଫୋଗସି ଏସୋସିଏସନ୍ ବରଗଡ଼ ଶାଖା ପକ୍ଷରୁ ସାମ୍ୱାଦିକ ସମ୍ମିଳନୀ    (09-Sep-2024)       ||      ନୁଆଁଖାଇରେ ବିଭିତ୍ସ ହତ୍ୟାକାଣ୍ଡ, ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା    (09-Sep-2024)       ||     

HOME   ଜିଲ୍ଲା

ଶ୍ରୀରାମ ଜନ୍ମଭୂମି ଅଯୋଧ୍ଯାରେ ଶ୍ରୀରାମ ଲାଲା ଙ୍କ ଠାରେ ପୂଜିତ ଅକ୍ଷତ କଳସ କୁ ବଲାଙ୍ଗିର ସହରରେ ଭବ୍ୟ ସ୍ୱାଗତ

26-Nov-2023



ବଲାଙ୍ଗିର(ପ୍ରେରଣା ଖବର ): ଆଜି ରବିବାର ଅପରାହ୍ନ ୪ ଘଣ୍ଟ।ରେ ଶ୍ରୀରାମ ଜନ୍ମଭୂମି ଅଯୋଧ୍ଯାରେ ଶ୍ରୀରାମ ଲାଲା ଙ୍କ ଠାରେ ପୂଜିତ ଅକ୍ଷତ କଳସ ବଲାଙ୍ଗିର ଜିଲ୍ଲାକୁ ଆସି ପହଞ୍ଚି ଯାଇଛି। ଏହି ଅକ୍ଷତ କଳସକୁ ଶତାଧିକ ରାମଭକ୍ତ ସୁଦପଡା ସ୍ଥିତ ହନୁମାନ ମନ୍ଦିର ଠାରେ ସ୍ଵାଗତ କଲାପରେ ହନୁମାନଙ୍କ ଠାରେ ଆରତୀ କରାଯାଇଥିଲା l ପରେ କିର୍ତ୍ତନ ଘଣ୍ଟ ବାଦନ ସହ ଏକ ଭବ୍ଯ ଶୋଭାଯାତ୍ରା ସହିଚ  ନଗର ପରିକ୍ରମା କରାଯାଇ ମାର୍କେଟ ସ୍ଥିତ ଶ୍ରୀରାମ ଚରିତ ମାନସ ମନ୍ଦିରରେ ସ୍ଥାପନା କରାଯାଇ ଥିଲା । ଶୋଭାଯାତ୍ରା ରାସ୍ତାରେ ରାଧାକୃଷ୍ଣ ମନ୍ଦିର, ଜଗନ୍ନାଥ ମନ୍ଦିର, ସମଲେଶ୍ବରୀ ମନ୍ଦିର ଇତ୍ୟାଦିରେ ଏହି ଅକ୍ଷତ କଳସକୁ ପୂଜାର୍ଚ୍ଚନା କରାଯାଇଥିଲା । ଆଗାମୀ ଦିନରେ ଏହି ଅକ୍ଷତ ଜିଲ୍ଲାର ସମସ୍ତ ପରିବାରକୁ ନିମନ୍ତ୍ରଣ ସ୍ଵରୂପ ପହଁଞ୍ଚିବ ବୋଲି ବିଶ୍ବହିନ୍ଦୁ ପରିଷଦର ବଲାଙ୍ଗିର ଜିଲ୍ଲା ସଭାପତି ଗୋବିନ୍ଦ ଚନ୍ଦ୍ର ମିଶ୍ର ଜଣାଇଛନ୍ତି ।
  ଗୋବିନ୍ଦ ଚନ୍ଦ୍ର ମିଶ୍ର ସଭାପତି ବିଶ୍ବହିନ୍ଦୁ ପରିଷଦ ଓ ସୌମ୍ୟରଞ୍ଜନ ମିଶ୍ର (ବରିଷ୍ଠ ନଗର ଶାରୀରିକ ପ୍ରମୁଖ 
ଆର ଏସ ଏସ) ଏହି ଅକ୍ଷତ କଳସ ଧରି ବଲାଙ୍ଗିର ଆସି ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲଗାଣ ବର୍ଷା ଯୋଗୁଁ ମାଲକାନଗିରି,ଗଞ୍ଜାମ ଓ କୋରାପୁଟ ଜିଲ୍ଲାର ସ୍କୁଲ ଏବଂ ଅଙ୍ଗନୱାଡ଼ି କେନ୍ଦ୍ର ବନ୍ଦ ଘୋଷଣା   10-Sep-2024
  ଜିଲ୍ଲା  
ସୁଭଦ୍ରା ଯୋଜନା ର ତଦାରଖ ପାଇଁ ବରିଷ୍ଠ ଅଧିକାରୀ ଙ୍କୁ ଦାୟିତ୍ଵ ପ୍ରଦାନ   10-Sep-2024
  ଜିଲ୍ଲା  
ନୂଆଖାଇ ଅବସରରେ ୭ ତମ ଏକ ଦିବସୀୟ ମହିଳା ଫୁଟବଲ ପ୍ରଦର୍ଶନୀ ୫/୪ ରେ ସୁନ୍ଦରଗଡ ବିଜୟୀ   10-Sep-2024
  ଜିଲ୍ଲା  
କଲଗାଂପାଲି ନେ ନୂଆଁଖାଇ ଆର୍ ଜୁହାର୍ ଭେଟ   10-Sep-2024
  ଜିଲ୍ଲା  
ବିଶ୍ବାତ୍ମ ବିଦ୍ୟା ମନ୍ଦିର ବଲାଙ୍ଗିରର ୩୦ ତମ ପ୍ରତିଷ୍ଠା ଦିବସ   10-Sep-2024
  ଜିଲ୍ଲା  
ମହାମହିମ ରାଷ୍ଟ୍ରପତିଙ୍କୁ ଭେଟିଲେ କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ   10-Sep-2024
  ଜିଲ୍ଲା  
ଜିଲ୍ଲାପାଳ ରାୟଗଡଙ୍କ ଜିଲ୍ଲା ସଂସ୍କୃତି ଭବନ ପରିଦର୍ଶନ   10-Sep-2024
  ଅପରାଧ  
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମାଲଗୋଦାମ ପଡ଼ାରେ ବିଭତ୍ସ ହତ୍ୟାକାଣ୍ଡ   10-Sep-2024
  ଜିଲ୍ଲା  
ପରବାସୀ କୁଟୁମର ନୂଆଁଖାଇ ଭେଟଘାଟ ଅନୁଷ୍ଠିତ   10-Sep-2024
  ଜିଲ୍ଲା  
ଏକତ୍ରିତ ହୋଇ ନୁଆଁ ଖାଇଲେ କର୍ଲା ମୁହାଁଣ ଗ୍ରାମବାସୀ   10-Sep-2024
  ଜିଲ୍ଲା  
ସାନଟିକାରେ ନୂଆଁଖାଇ ଭେଟଘାଟ   10-Sep-2024
  ଜିଲ୍ଲା  
ପଞ୍ଚାୟତ ବାଳିକା ହାଇସ୍କୁଲ ଭୁକ୍ତାରେ ହାତାଧୁଆ ଦିବସ ପାଳିତ   10-Sep-2024

You Might Also Like