-+91-9937148622 |

prerana_bgr@rediffmail.com |

  Tuesday 27th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା    (27-Oct-2026)       ||      ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   (27-Oct-2026)       ||      ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   (26-Oct-2026)       ||      ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   (26-Oct-2026)       ||      ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   (26-Oct-2026)       ||      *ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   (26-Oct-2026)       ||      ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   (26-Oct-2026)       ||      At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender    (26-Oct-2026)       ||      ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   (26-Oct-2026)       ||      ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (26-Oct-2026)       ||      ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   (26-Oct-2026)       ||      ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ    (26-Oct-2026)       ||      ଟିଟିଲାଗଡ ଲାୟନ କ୍ଲବ ତରଫରୁ ପିସ ପୋଷ୍ଟର ପ୍ରତିଯୋଗିତା ଅନୁଷ୍ଠିତ    (26-Oct-2026)       ||      ବରପାଲି ଅଞ୍ଚଳବାସୀଙ୍କ ବହୁ ବର୍ଷର ଦାବି ପୂରଣ ହେବ♦️ ବରପାଲି ରୁ କୁମ୍ଭାରି ରାସ୍ତା ବୁରୋଗାଡ ନଦୀରେ ନିର୍ମାଣ ହେବ ହାଇଲେଭେଲ ବ୍ରିଜ    (26-Oct-2026)       ||      ସମାଜ ପାଠକ ମଂଚ’ର ବୈଠକ ଅନୁଷ୍ଠିତ   (26-Oct-2026)       ||      ଭୁବନେଶ୍ୱର ମହାନଗର ନିଗମ ୱାର୍ଡ ନମ୍ବର ୨୬ରେ ଓଜେସିର ବିଶାଳ କର୍ମକର୍ତ୍ତା ସମ୍ମିଳନୀ    (25-Oct-2026)       ||      ମୃଦୁରେଖା ଡ୍ୟାନ୍ସ ଏକାଡେମୀ’ ପକ୍ଷରୁ ସାଂସ୍କୃତିକ ମହୋତ୍ସବ ‘ମୃଦମ୍-୨୦୨୬’ ଆୟୋଜିତ   (25-Oct-2026)       ||      ସଦାଇପାଲିରେ ଆରମ୍ଭ ହେଲା ୩୦ତମ ବର୍ଷ ଗଜଲକ୍ଷ୍ମୀ ପୂଜା କଳସ ଯାତ୍ରାରେ ସାମିଲ ହେଲେ ଶତାଧିକ ମହିଳା ଓ ବ୍ରତଧାରୀ   (25-Oct-2026)       ||      ଜାତୀୟ ଲନ୍‌ବଲ୍‌: ସେମିଫାଇନାଲ୍‌ରେ ଶୁଭ୍ରାଂଶୁ, ରାଜେଶ୍ବର   (25-Oct-2026)       ||      ରାଜବୈଦ୍ୟ ଚିନ୍ତାମଣି ବେହେରା ସ୍ମୃତି ପରିଷଦ, ବଲାଙ୍ଗିରର ପଞ୍ଚମ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Oct-2026)       ||     

HOME   ରାଜ୍ୟ

ନ୍ୟାୟ ଲୋକଙ୍କ ମୌଳିକ ଅଧିକାର, ଏହି ବ୍ୟବସ୍ଥାକୁ ମଜବୁତ କରିବାକୁ ସରକାର ପ୍ରତିଶ୍ରୁତିବଦ୍ଧ: ନବୀନ ପଟ୍ଟନାୟକ

16-Dec-2020



ଭୁବନେଶ୍ୱର,(ଶୁଭାଶିଶଷ ନାୟକ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ମହମ୍ମଦ ରଫିକ୍ ମିଳିତ ଭାବେ ଗଞ୍ଜାମର ହିଞ୍ଜିଳିକାଟୁ ରେ ନୂତନ ସିଭିଲ ଜଜ୍ କୋର୍ଟ ଭବନ ଉଦଘାଟନ କରିଛନ୍ତି । ଏହି ଅବସରରେ ନାଗରିକଙ୍କୁ ନ୍ୟାୟ ପ୍ରଦାନର ସାମ୍ବିଧାନିକ ଲକ୍ଷ୍ୟ ହାସଲ କରିବାକୁ ଓଡିଶା ସରକାର ଦୃଢ଼ ପ୍ରତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । 
ନୂତନ କୋର୍ଟ ପାଇଁ ହିଞ୍ଜିଲିକାଟୁବାସୀଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ନ୍ୟାୟ ପାଇବା ଲୋକଙ୍କ ମୌଳିକ ଅଧିକାର ଏବଂ ନ୍ୟାୟ ବିତରଣ ବ୍ୟବସ୍ଥାକୁ ମଜବୁତ କରିବାକୁ ଓଡିଶା ସରକାର ପ୍ରତିଶ୍ରୁତିବଦ୍ଧ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କରୋନା ପ୍ରତିବନ୍ଧକ ସତ୍ତ୍ୱେ ବାଣିଜ୍ୟିକ ବିବାଦର ସମାଧାନ ପାଇଁ ଓଡିଶା ସରକାର ନିକଟରେ ଚାରୋଟି ନୂତନ କୋର୍ଟ ଗଠନ କରିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ମହିଳାମାନଙ୍କ ବିରୋଧରେ ହୋଇଥିବା ଅପରାଧକୁ ସ୍ୱତନ୍ତ୍ର ଭାବେ ବିଚାର କରିବା ପାଇଁ ନିକଟରେ ୪୫ ନୂତନ କୋର୍ଟ ସ୍ଥାପନ କରାଯାଇଛି । ନ୍ୟାୟପାଳିକାର ଆବଶ୍ୟକତାକୁ ପୂରଣ କରିବା ପାଇଁ ଓଡ଼ିଶା ସରକାର ହାଇକୋର୍ଟଙ୍କ ସହ ଘନିଷ୍ଠ ଭାବରେ କାର୍ଯ୍ୟ କରୁଛି ଏବଂ ଓକିଲ ସମ୍ପ୍ରଦାୟର ସ୍ୱାର୍ଥ ରକ୍ଷା ପାଇଁ ପ୍ରତିଶ୍ରୁତିବଦ୍ଧ ରହିଛି।


News Comment




Photo in News

Advertisment
Lastest News
  ରାଜ୍ୟ  
ବରିଷ୍ଠ ନୋଟାରୀ ଅଶ୍ୱିନୀ ମିଶ୍ର ଙ୍କ ବିୟୋଗରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ଶୋକସଭା   27-Oct-2026
  ଜିଲ୍ଲା  
ସଂକଳ୍ପ ଖୋଲୁଛି ସୁଯୋଗର ଦ୍ୱାର, ସାହସ ଦେଉଛି ପରିବର୍ତ୍ତନକୁ ଗତି: ଓଡ଼ିଶାର ମହିଳାଙ୍କ ହାତରେ ନୂଆ ଭବିଷ୍ୟତର ଷ୍ଟିଅରିଂ   27-Oct-2026
  ଜିଲ୍ଲା  
ଲୋଇସିଂହା ଠାରେ ବିଜେପି ପକ୍ଷରୁ ଯଶସ୍ବୀ ପ୍ରଧାନମନ୍ତ୍ରୀ ଙ୍କ ବାପା ଓ ମା ପ୍ରତି ଅଶାଳୀନ ମନ୍ତବ୍ୟ କୁ ନେଇ କଂଗ୍ରେସ ଅଧ୍ୟକ୍ଷ ଙ୍କ ବିରୁଦ୍ଧରେ ପ୍ରତିବାଦ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ବଲାଙ୍ଗୀରିଏନ ବୀରାଙ୍ଗନା”ଅନୁଷ୍ଠାନ ପକ୍ଷରୁ ନ୍ୟୁତ୍ୟ ପ୍ରତିଯୋଗୀତା   26-Oct-2026
  ଜିଲ୍ଲା  
ଜାତୀୟ ଲନ୍‌ବଲ୍‌ ଉଦ୍‌ଯାପିତ: ଓଡ଼ିଶାକୁ ୩ ସ୍ବର୍ଣ୍ଣ ସହ ୫ ପଦକ ରାଜେଶ୍ବରୀ ବ୍ୟକ୍ତିଗତ ବର୍ଗ, ଓଡ଼ିଶା ୧୮ବର୍ଷରୁ କମ୍‌ ବର୍ଗରେ ଓଭରଅଲ୍‌ ବିଜେତା   26-Oct-2026
  ଜିଲ୍ଲା  
*ଡାବୁଗାଁରେ ମାଁ ଗଜଲକ୍ଷ୍ମୀ ପୂଜା ଆରମ୍ଭ*   26-Oct-2026
  ଜିଲ୍ଲା  
ବରଗଡ଼ ଧନୁଯାତ୍ରାରୁ କଂସ ଅଭିନେତା ସୁଶିଲ ମେହେରଙ୍କ ଅବ୍ୟାହତି   26-Oct-2026
  ରାଜ୍ୟ  
At the Lotus Feet of Maa Mahalakshmi: A Lifelong Vow of Devotion,Duty and Surrender   26-Oct-2026
  ଜିଲ୍ଲା  
ରାସ୍ତା କଡ଼ ରେ କଇଁଛ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କଲେ ପ୍ରକୃତି ପ୍ରେମୀ ବ୍ୟାସଦେବ   26-Oct-2026
  ଜିଲ୍ଲା  
ହେମଗିରି ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   26-Oct-2026
  ଜିଲ୍ଲା  
ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧୁତା ଓ ଦୁର୍ନୀତି ନିବାରଣ ଶପଥ ପାଠ କାର୍ଯ୍ୟକ୍ରମ   26-Oct-2026
  ଜିଲ୍ଲା  
ଫୁଲାପାଲିରେ ପ୍ରଥମ ଦଶହରା କପ୍ ଫୁଟବଲ ଉଦଯାପିତ, ଟ୍ରାଇବ୍ରେକରରେ ଜୟଦେବ ଏକାଦଶ ଚାମ୍ପିଅନ   26-Oct-2026

You Might Also Like